ମେଟ୍ରୋ

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର ବାଲିଆଠାରେ ଆୟୋଜିତ ୬୯ତମ ଜାତୀୟ ବିଦ୍ୟାଳୟ କୁସ୍ତି ପ୍ରତିଯୋଗିତାରେ ଭାଗ ନେବାକୁ ଯାଇଥିବା ଓଡ଼ିଶାର…

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ ପ୍ରକାଶ ପାଇଛି ତାଲିକା। ସେହିପରି ୩ଟି ଜିଲାର ୫ ନୂଆ ମ୍ୟୁନିସିପାଲିଟି ନେଇ ବିଜ୍ଞପ୍ତି…

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା ସହ ବେକାରୀ ସମସ୍ୟା ଉତ୍କଟ ରୂପ ଧାରଣ କରିଥିବା ଦଳ ଅଭିଯୋଗ କରିଛି। ‘ଡବଲ…

ଜାନୁଆରୀ ୧ରୁ କଡ଼ାକଡ଼ି ହେବ ଗାଡ଼ି ଚେକିଂ, ଏହି ସାର୍ଟିଫିକେଟ ନ ଥିଲେ ମିଳିବନି ପେଟ୍ରୋଲ!

ଭୁବନେଶ୍ୱର,୨୨।୧୨: ଜାନୁଆରୀ ୧ ତାରିଖରୁ ଜୋରଦାର ଗାଡ଼ି ଚେକିଂ ହେବ। ଏନେଇ ପରିବହନ କମିଶନର ଅମିତାଭ ଠାକୁର ସୂଚନା ଦେଇଛନ୍ତି। ସେ କହିଛନ୍ତି, MVI ନିୟମ ଉଲ୍ଲଙ୍ଘନକାରୀଙ୍କ ବିରୋଧରେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ। ସଡ଼କ ସୁରକ୍ଷା ନିୟମ ମାନନ୍ତୁ, ଦୁର୍ଘଟଣା ହେବନି।…

ଆଉ ୨ ଦିନ ପରେ କ୍ରିସ୍‌ମାସ

ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍‌ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍‌ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ ଯିଶୁଙ୍କ ଧରାବତରଣକୁ ସ୍ୱାଗତ କରିବେ। ଏବେଠୁ ପ୍ରଭୁ ଯୀଶୁଙ୍କ ଉପାସନା ପାଇଁ ରାଜଧାନୀରେ ରହୁଥିବା…

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨: ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା କହିଛନ୍ତି ଠିକ୍‌ କହିଛନ୍ତି, ପାଣ୍ଡିଆନ୍‌ ଆମ ନେତା ନୁହଁନ୍ତି । ଆମର ଜଣେ ନେତା…

ମଣ୍ଡିରେ ପଡ଼ିଛି ଧାନ: ଚାଲିଛି ନେତାଙ୍କ ଟଣା ଓଟରା

ଭୁବନେଶ୍ୱର,୨୨।୧୨: ମଣ୍ଡିରେ ଚାଷୀଙ୍କ ଧାନ କିଣା ସମସ୍ୟା ନେଇ ପ୍ରତିକ୍ରିୟା ରଖିଲା ବିଜେଡି। ସମବାୟ ମନ୍ତ୍ରୀଙ୍କୁ ବିଜେଡି ବରିଷ୍ଠ ଉପ ସଭାପତି ସଞ୍ଜୟ ଦାସବର୍ମା ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ମଣ୍ଡିରେ ଧାନ କିଣା ନେଇ ମନ୍ତ୍ରୀ ସ୍ବତନ୍ତ୍ର ଧ୍ୟାନ ଦିଅନ୍ତୁ।…

ଚିଟ୍‌ଫଣ୍ଡ ଜମାକାରୀଙ୍କ ପାଇଁ ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୨୨।୧୨: ଚିଟ୍‌ଫଣ୍ଡ ଜମାକାରୀଙ୍କ ପାଇଁ ଆସିଲା ବଡ଼ ଖବର। କ୍ଷୁଦ୍ର ଚିଟ୍‌ଫଣ୍ଡ ଜମାକାରୀଙ୍କୁ ଟଙ୍କା ଫେରସ୍ତ ନେଇ ଅର୍ଥ ବିଭାଗର ବିଜ୍ଞପ୍ତି ପ୍ରସଙ୍ଗରେ ଭାଜପା ଜିଲା ସଭାପତି ମନମୋହନ ସାମଲ କହିଛନ୍ତି, ଗୋଟିଏ ପରେ ଗୋଟିଏ ନିର୍ବାଚନ ପ୍ରତିଶ୍ରୁତି ସରକାର ପାଳନ…

୭ଦିନ ଜାରି ରହିବ ଶୀତ ଲହରି

ଭୁବନେଶ୍ୱର,୨୨ା୧୨(ବନ୍ଦନା ସେଠୀ): ରାଜ୍ୟରେ ଶୀତ ଲହରି ଜାରି ରହିବ। ଆସନ୍ତା ୭ଦିନ ପର୍ଯ୍ୟନ୍ତ ପାଣିପାଗର କୌଣସି ବିଶେଷ ପରିବର୍ତ୍ତନ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଡିସେମ୍ବର ୨୫ରୁ ରାଜ୍ୟରେ ଶୀତର ପ୍ରକୋପ ଵୃଦ୍ଧି ସମ୍ଭାବନା…

ପାର୍କରେ ବସିଥିଲେ ପ୍ରେମୀଯୁଗଳ, ହଠାତ୍‌ ଆସିଲେ ୨ ଯୁବକ: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୨୨ା୧୨(ତ୍ରିନାଥ ମହାନ୍ତି):ଆଇଜି ପାର୍କରେ ଯୁବତୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ କ୍ୟାପିଟାଲ ଥାନା ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଗୌରୀନଗରର ଆଶିଷ ନାୟକ ଏବଂ ରାକେଶ କୁମାର ଦାଶ। ବସନ୍ତ କୁମାର ସାମନ୍ତରାୟଙ୍କ ଲିଖିତ ଅଭିଯୋଗ ଆଧାରରେ…

ପ୍ରେମିକା ମୋବାଇଲ୍‌ ନ ଦେଖାଇବାରୁ ପ୍ରେମିକ ମୁଣ୍ଡକୁ ଚଢ଼ିଗଲା ପିତ୍ତ: ରାସ୍ତା ମଝିରେ କଲେ…

ଭୁବନେଶ୍ୱର,୨୨ା୧୨(ତ୍ରିନାଥ ମହାନ୍ତି):ପ୍ରେମିକା ମୋବାଇଲ୍‌ ନ ଦେଖାଇବାରୁ ପ୍ରେମିକ ମୁଣ୍ଡକୁ ପିତ୍ତ ଚଢ଼ିଗଲା। ରାସ୍ତା ମଝିରେ ପ୍ରେମିକାଙ୍କୁ ଗୋଡ଼ାଇ ପିଟିଲେ। ଏଭଳି ଘଟଣା ଇନ୍‌ଫୋଭ୍ୟାଲି ଥାନା ପିତାପଲ୍ଲୀ ଛକରେ ଦେଖିବାକୁ ମିଳିଛି। ପ୍ରେମିକାଙ୍କ ଅଭିଯୋଗ ଆଧାରରେ ପୋଲିସ ପ୍ରେମିକଙ୍କୁ ବାନ୍ଧିଛି। ପ୍ରେମିକ ଏକ…

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା ଏନେଇ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି । ତେବେ ସବୁଠାରୁ ଚର୍ଚ୍ଚାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?