ମେଟ୍ରୋ

ରାଜଧାନୀରେ ଟିକାକରଣ: ୧୦୦% ଦାବିକୁ ନେଇ ଦ୍ୱନ୍ଦ୍ୱ

ଭୁବନେଶ୍ୱର, ୧।୮ (ବ୍ୟୁରୋ): ଭୁବନେଶ୍ୱରରେ ଶତ ପ୍ରତିଶତ ଟିକାକରଣ ହୋଇଛି। ଜୁଲାଇ ଶେଷ ସୁଦ୍ଧା ଥିବା ଟାର୍ଗେଟ ପୂରଣ ହୋଇଛି ବୋଲି ଶନିବାର ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀ କହିଛନ୍ତି। ତେବେ ବିଏମ୍‌ସିର ଏହି ଶତପ୍ରତିଶତ…

ଆଉ ୬୪ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧।୮(ବ୍ୟୁରୋ): କରୋନା ସଂକ୍ରମଣ କମିଥିଲେ ହେଁ ମୃତକଙ୍କ ସଂଖ୍ୟା କମିବାର ନାଁ ନେଉନାହିଁ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୬୪ ଜଣ କରୋନାରେ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୯୬୬କୁ ବୃଦ୍ଧି…

ରାଜ୍ୟରେ ୧୪୩୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ; ଚିନ୍ତା ବଢ଼ାଉଛି ଖୋର୍ଦ୍ଧା-କଟକ-ପୁରୀ

ଭୁବନେଶ୍ୱର,୧।୮(ବ୍ୟୁରୋ): ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୪୩୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୩୨ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ବାକି ୬୦୫ ଲୋକାଲ କେସ୍‌। ୧୪୩୭ ଟି ନୂଆ କେସ ସହିତ ରାଜ୍ୟରେ ମୋଟ କରୋନା…

ସମସ୍ତ ରୁଟ୍‌ରେ ଚାଲିବ ମୋ ବସ୍‌

ଭୁବନେଶ୍ୱର,୩୧।୭(ବ୍ୟୁରୋ): କରୋନା ସଂକ୍ରମଣ ହ୍ରାସ ପାଇଥିବାରୁ ରାଜ୍ୟରେ ଲକ୍‌ଡାଉନ୍‌ କଟକଣାକୁ କୋହଳ କରାଯାଇଛି। ପୂର୍ବରୁ ସମଗ୍ର ରାଜ୍ୟରେ ବସ୍‌ ଚଳାଚଳକୁ ଅନୁମତି ମିଳିଥିବାରୁ କ୍ରୁଟ୍‌ ପକ୍ଷରୁ ୧୬ଟି ରୁଟ୍‌ରେ ମୋ ବସ୍‌ ସେବା ଆରମ୍ଭ କରାଯାଇଥିଲା। ତେବେ ପରିସ୍ଥିତିରେ ସୁଧାର ଆସିଥିବାରୁ…

ପ୍ରକାଶ ପାଇଲା + ୨ ରେଜଲ୍ଟ

ଭୁବନେଶ୍ୱର,୩୧।୭(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ ଶନିବାର ସନ୍ଧ୍ୟାରେ ପ୍ରକାଶ ପାଇଛି। ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଯୁକ୍ତ ୨ ପରୀକ୍ଷାଫଳ ପୁସ୍ତିକା ଉନ୍ମୋଚନ କରିଛନ୍ତି। ସମୁଦାୟ ୯୪,୫୩୨…

ରାଜ୍ୟରେ ସାର ଅଭାବ: କେନ୍ଦ୍ର ମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧।୭: ରାଜ୍ୟରେ ସାର ଅଭାବ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ ମାନସୁଖ ମାଣ୍ଡଭିଆଙ୍କୁ ଚିଠି ଲେଖିଛନ୍ତି। ବକେୟା ସାର ସହ ମାସିକିଆ ସାର ଯୋଗାଣକୁ ସ୍ବଭାବିକ କରିବାକୁ ଚିଠିରେ ଦାବି କରାଯାଇଛି। ରାଜ୍ୟରେ…

ଆସିଲା ଅଗଷ୍ଟ ଗାଇଡ୍‌ଲାଇନ୍‌: ଜାଣନ୍ତୁ କ’ଣ ହେବ ଖୋଲା, କ’ଣ ରହିବ ବନ୍ଦ

ଭୁବନେଶ୍ୱର,୩୧ା୭(ବ୍ୟୁରୋ): ଆଂଶିକ ଲକ୍‌ଡାଉନ୍‌ ସରୁଥିବାରୁ ଅଗଷ୍ଟ ମାସ ପାଇଁ ଶନିବାର ନୂଆ ଗାଇଡ୍‌ଲାଇନ ଘୋଷଣା କରିଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ପ୍ରଦୀପ ଜେନା।  ଏହା ସେପ୍ଟେମ୍ବର ପହିଲା ପର୍ଯ୍ୟନ୍ତ ବଳବତ୍ତର ରହିବ। ରାଜ୍ୟରେ କରୋନା ମହାମାରୀକୁ ସମ୍ପୂର୍ଣ୍ଣ ଭାବେ ନିୟନ୍ତ୍ରଣକୁ ଆଣିବା…

ଭୁବନେଶ୍ୱରରେ ୧୦୦ ପ୍ରତିଶତ ଟିକାକରଣ

ଭୁବନେଶ୍ୱର,୩୧ା୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଶତ ପ୍ରତିଶତ ଟିକାକରଣ ହୋଇଥିବା ନେଇ ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ମୋଟ୍‌ ୯ ଲକ୍ଷ ୭ ହଜାର ଲୋକଙ୍କୁ ୨ ଡୋଜ୍‌ରେ ୧୮.୧୪ ଲକ୍ଷ ଟାର୍ଗେଟ ଥିଲା। ଶୁକ୍ରବାର ସୁଦ୍ଧା ୧୮ ଲକ୍ଷ ୩୫ ହଜାର…

ସୋନୁ ସୁଦ୍‌ଙ୍କୁ ଶୁଭେଚ୍ଛା ବାର୍ତ୍ତା ଦେଲେ ଚିତ୍ରଶିଳ୍ପୀ

ଭୁବନେଶ୍ୱର,୩୧।୭: ବଲିଉଡ୍‌ ଅଭିନେତା ସୋନୁ ସୁଦ୍‌ କୋଭିଡ୍‌ ପରଠାରୁ କୋଟି କୋଟି ଲୋକଙ୍କ ଚିହ୍ନାମୁହଁ ପାଲଟିଯାଇଛନ୍ତି। ଜଣେ ଅଭିନେତା ଭାବେ ଯାହା କିଛି ନାମ ଅର୍ଜନ କରି ନ ଥିଲେ ତା’ଠାରୁ ବେଶି ସେବା ମାଧ୍ୟମରେ ପାଇଛନ୍ତି । ଲୋକଙ୍କ ସେବା…

୨୦୮୩ କୋଟିର ୭ ପ୍ରକଳ୍ପକୁ ଅନୁମୋଦନ

ଭୁବନେଶ୍ୱର,୩୧।୭(ବ୍ୟୁରୋ): ରାଜ୍ୟରେ ଶକ୍ତି, ଅକ୍ଷୟ ଶକ୍ତି, ପର୍ଯ୍ୟଟନ, ଖାଦ୍ୟ ପ୍ରକ୍ରିୟାକରଣ, ଇଥାନଲ ଭଳି ୭ଟି ଶିଳ୍ପ ପ୍ରକଳ୍ପରେ ୨୦୮୩.୮୮ କୋଟି ଟଙ୍କା ପୁଞ୍ଜିନିବେଶ ହେବ। ଏହି ଶିଳ୍ପଗୁଡ଼ିକ କାର୍ଯ୍ୟକ୍ଷମ ହେଲେ ସିଧାସଳଖ ୨,୧୪୪ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବା ସହିତ ବହୁ…

କଟକରେ ୮ଡେଙ୍ଗୁ ରୋଗୀ ଚିହ୍ନଟ

ଭୁବନେଶ୍ୱର,୩୧।୭(ବ୍ୟୁରୋ): କରୋନା ଭାଇରସ୍‌ ସଂକ୍ରମଣ ପରେ ଏବେ ରାଜ୍ୟରେ ଚିନ୍ତା ବଢ଼ାଇଛି ଡେଙ୍ଗୁ। ଭୁବନେଶ୍ୱର, ବାଲେଶ୍ୱର ପରେ ଏବେ କଟକରେ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଶନିବାର କଟକ ମହାନଗର ନିଗମର ବିଭିନ୍ନ ସ୍ଥାନରେ ୮ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା…

ଅପରାହ୍ନରେ ଗଣମାଧ୍ୟମ ସମ୍ମିଳନୀ କରିବେ ଏସ୍‌ଆରସି

ଭୁବନେଶ୍ୱର,୩୧।୭(ବ୍ୟୁରୋ): ରାଜ୍ୟରେ କରୋନାର ଦ୍ୱିତୀୟ ଲହର ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଓଡ଼ିଶାରେ ଦୈନିକ ସଂକ୍ରମଣ ୨ହଜାର ତଳେ ରହୁଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ ଚିନ୍ତା ବଢ଼ାଉଛି। ରବିବାର ସକାଳ ୬ଟାରେ ରାଜ୍ୟରେ ଲାଗୁ ହୋଇଥିବା ତୃତୀୟ ପର୍ଯ୍ୟାୟ ଆଶିଂକ ଲକ୍‌ଡାଉନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri