ମେଟ୍ରୋ

ଜଳଭଣ୍ଡାର ୧୪% ଶୁଖିଛି

ଭୁବନେଶ୍ୱର,୬।୧୧(ବ୍ୟୁରୋ): ଗତ ସପ୍ତାହରେ କେନ୍ଦ୍ରୀୟ ଜଳ ଆୟୋଗ (ସିଡବ୍ଲ୍ୟୁସି) ଦ୍ୱାରା କରାଯାଇଥିବା ସର୍ଭେ ଅନୁଯାୟୀ ଦେଶର ୧୩୦ ଜଳଭଣ୍ଡାରରେ ଜଳ ଧାରଣ କ୍ଷମତା ୨୫୭.୮୧୨ ବିଲିୟନ କ୍ୟୁବିକ୍‌ ମିଟର (ବିସିଏମ୍‌) ଥିବା ବେଳେ ଗତ ୧୦ ବର୍ଷ ମଧ୍ୟରେ ଏହା ୩୩.୩%…

ପୁରସ୍କାର ନାଁ ‘ଜୟଦେବ ସମ୍ମାନ’ ବଦଳରେ ‘ମୋହନ ସୁନ୍ଦର ଦେବ ଗୋସ୍ବାମୀ’ ରଖାଯାଉ

ଭୁବନେଶ୍ୱର, ୬।୧୧(ବ୍ୟୁରୋ): ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା ସମୟରେ ଜୁରି ଅଧ୍ୟକ୍ଷ ଥିବା ସୁରେନ୍ଦ୍ର ସାହୁ ସରକାରଙ୍କ ନିକଟରେ ୫ଟି ପ୍ରସ୍ତାବ ରଖିଛନ୍ତି। ସେ କହିଛନ୍ତି, ଚଳଚ୍ଚିତ୍ର ଜଗତରେ ଜୀବନବ୍ୟାପୀ ସାଧନା ପାଇଁ ‘ଶ୍ରୀ ଜୟଦେବ ସମ୍ମାନ’ ପ୍ରଦାନ କରାଯାଉଛି। ତେବେ…

ଶ୍ରେଷ୍ଠ ପ୍ରାମାଣିକ ଚଳଚ୍ଚିତ୍ର ‘କାଳିଆ କରୁଛି ଲୀଳା’

ଭୁବନେଶ୍ୱର, ୬।୧୧(ବ୍ୟୁରୋ): ଟେଲି ପୁରସ୍କାର ପାଇଁ ୨୦ ବିଭାଗରେ ମୋଟ ୩ଲକ୍ଷ ୧୦ ହଜାର ଟଙ୍କା ପୁରସ୍କାର ରାଶି ପ୍ରଦାନ କରାଯିବ। ଶ୍ରେଷ୍ଠ ପ୍ରାମାଣିକ ଚଳଚ୍ଚିତ୍ର ଭାବେ ‘କାଳିଆ କରୁଛି ଲୀଳା’ ପୁରସ୍କାର ପାଇବାକୁ ଥିବାବେଳେ ଏହାର ପ୍ରଯୋଜକ ଭାବେ ଦେବାଶିଷ…

ଘନଶ୍ୟାମ ମହାପାତ୍ରଙ୍କୁ ‘ଶ୍ରୀ ଜୟଦେବ ସମ୍ମାନ’

ଭୁବନେଶ୍ୱର, ୬।୧୧(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ୨୦୧୯ ମସିହା ପାଇଁ ୩୧ତମ ‘ରାଜ୍ୟ ଓଡ଼ିଆ ଚଳଚ୍ଚିତ୍ର’ ଓ ୮ମ ‘ରାଜ୍ୟ ଓଡ଼ିଆ ଟେଲି ଚଳଚ୍ଚିତ୍ର ପୁରସ୍କାର’ ପ୍ରଦାନ କରାଯିବ। ଏନେଇ ଶୁକ୍ରବାର ସଂସ୍କୃତି ଭବନ ପରିସରରେ…

୩ ଟଙ୍କା ଭାଟ୍‌ କମାଇଲେ ରାଜ୍ୟ ସରକାର

ଭୁବନେଶ୍ୱର, ୬।୧୧(ବ୍ୟୁରୋ): କେନ୍ଦ୍ର ସରକାର ବୁଧବାର ପେଟ୍ରୋଲ ଓ ଡିଜେଲ ଉପରେ ଏକ୍ସାଇଜ ଟିକସ ହ୍ରାସ କରିବା ପରେ ରାଜ୍ୟ ସରକାର ଏହା ଉପରୁ ମୂଲ୍ୟଯୁକ୍ତ ଟିକସ (ଭାଟ୍‌) ହ୍ରାସ କରିଛନ୍ତି। ହୁ ହୁ ହୋଇ ବଢୁଥିବା ଇନ୍ଧନ ମୂଲ୍ୟରୁ ସାଧାରଣ…

ପୁଣି ଆସୁଛି ଏକ ଲଘୁଚାପ

ଭୁବନେଶ୍ୱର,୫।୧୧(ବ୍ୟୁରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୯ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଟୁଇଟ୍‌ କରି ଏହି ସୂଚନା ଦିଆଯାଇଛି । ଅନ୍ୟପକ୍ଷେ ଆଗାମୀ କିଛି ଦିନ…

ବିଜେଡିରେ ଯୋଗ ଦେବେ ପ୍ରଦୀପ ମାଝି

ଭୁବନେଶ୍ୱର,୫।୧୧(ବ୍ୟୁରୋ): ନବରଙ୍ଗପୁରର ପୂର୍ବତନ କଂଗ୍ରେସ ଏମ୍‌ପି ପ୍ରଦୀପ ମାଝି ଶନିବାର ବିଜେଡିରେ ଯୋଗ ଦେବେ। ନବରଙ୍ଗପୁରରେ ଆସନ୍ତାକାଲି ପ୍ରଦୀପ ବିଜେଡିର ମିଶ୍ରଣ କାର୍ଯ୍ୟକ୍ରମରେ ଯୋଗଦେବେ । କିଛି ବରିଷ୍ଠ କଂଗ୍ରେସ ନେତା ଓ କର୍ମୀ ବି ଏହି ଅବସରରେ ବିଜେଡିରେ ସାମିଲ…

ଟିକାକରଣକୁ ଅଧିକ ତ୍ୱରାନିତ କରିବାକୁ ପରାମର୍ଶ

ଭୁବନେଶ୍ବର,୫।୧୧(ବ୍ୟୁରୋ): ଅନ୍ୟ ଦେଶରେ ସଂକ୍ରମଣ ବୃଦ୍ଧି ପାଉଥିବାରୁ ରାଜ୍ୟରେ ଟୀକାକରଣକୁ ଅଧିକ ତ୍ୱରାନିତ କରାଯାଉଛି । ୨ ଡୋଜ ଟିକା ନେଲା ପରେ ବି କୋଭିଡ ନିୟମ ମାନିବା ସହ ଗହଳି ଜାଗାରୁ ଦୁରେଇ ରହିବାକୁ ହେବ ବୋଲି ପରିବାର କଲ୍ୟାଣ…

ହାଇକୋର୍ଟର ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍‌ ଆଦିତ୍ୟ କୁମାର

କଟକ ଅଫିସ,୫ା୧୧: ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶୁକ୍ରବାର ଶପଥ ଗ୍ରହଣ କରିଛନ୍ତି ଜଷ୍ଟିସ୍‌ ଆଦିତ୍ୟ କୁମାର ମହାପାତ୍ର। ହାଇକୋର୍ଟ ନୂଆ ସମ୍ମିଳନୀ କକ୍ଷରେ ଆୟୋଜିତ ସତନ୍ତ୍ର ଉତ୍ସବରେ ମୁଖ୍ୟ ବିଚାରପତି ଡ. ଜଷ୍ଟିସ ଏସ୍‌. ମୁରଲୀଧର ତାଙ୍କୁ ଶପଥ ପାଠ…

ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୩୫୦କୁ ବୃଦ୍ଧି

ଭୁବନେଶ୍ୱର,୫ା୧୦(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୩୫୦କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି। ଆଜି…

କମିଲା ସଂକ୍ରମଣ: ଆଜି ରାଜ୍ୟରୁ ୧୭୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୫ା୧୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୧୭୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୨,୯୪୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯୮ ଜଣ ଚିହ୍ନଟ ହୋଇଥିବା…

ରାଜଧାନୀରୁ ୨୩ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୨ ଗିରଫ

ଭୁବନେଶ୍ୱର,୪ା୧୧(ବ୍ୟୁରେ): ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ହାଇଟେକ୍‌ ଛକ ନିକଟରୁ ୨୭୩ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି। ଏଥିରେ ସମ୍ପୃକ୍ତ ଥିବା ୨ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ବେଳେ ସେମାନଙ୍କ ଠାରୁ ଗୋଟିଏ ମୋବାଇଲ ଓ ଏକ ବାଇକ୍‌ ମଧ୍ୟ ଜବତ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?