ମେଟ୍ରୋ

କାମ ଦେଲାନି ଚାଲ୍‌, ବନ୍ଧା ହେଲେ ରୂପେଶ

ଭୁବନେଶ୍ୱର,୪ା୧୧(ବ୍ୟୁରୋ): ଘରେ ପଶି ମା-ଝିଅଙ୍କୁ ଛୁରାମାଡ଼ ଘଟଣାରେ ଅଭିଯୁକ୍ତ ରୂପେଶ ପଣ୍ଡା ଗୁରୁବାର ଗିରଫ ହୋଇଛନ୍ତି। ଲୁଟ୍‌ ପାଇଁ ରୂପେଶ ରଚିଥିବା ଚାଲ୍‌ କିଛି କାମ ଦେଲାନି। ଶେଷରେ ବନ୍ଧା ହେଲେ। ସୂଚନାଯୋଗ୍ୟ, ଚନ୍ଦ୍ରଶେଖରପୁର ଶୈଳଶ୍ରୀବିହର ଅଞ୍ଚଳରେ ରହୁଥିବା ଅବସରପ୍ରାପ୍ତ ପ୍ରଫେସରଙ୍କ…

ଦୀପାବଳି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୧୧(ବ୍ୟୁରୋ): ଆଜି ଆଲୋକର ପର୍ବ ଦୀପାବଳି। ଏହି ଅବସରରେ ସମଗ୍ର ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ଏହି ପର୍ବ ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଦେଉ ବୋଲି ସେ କହିଛନ୍ତି । ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି,…

କେନାଲକୁ ଖସି ପଡିଲା କାର୍‌; ୨ ନିଖୋଜ

ଭୁବନେଶ୍ୱର,୪।୧୧(ବ୍ୟୁରୋ): ଭୁବନେଶ୍ୱର ଉପକଣ୍ଠ ପୁରୀ କେନାଲରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କେନାଲରେ ଏକ କାର୍‌ ଖସି ପ଼ଡିଥିବା ଯୋଗୁ କାର୍‌ରେ ଥିବା ୨ ଜଣ ଯୁବକଙ୍କ ପତ୍ତା ମିଳିନାହିଁ । ତେବେ ଏଯାଏ ସେମାନଙ୍କର କୌଣସି ଖୋଜ…

ରାଜ୍ୟରେ ଆଉ ୪ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୪।୧୧(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୪୭ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, କଟକ, ଅନୁଗୋଳ ଓ ପୁରୀରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର…

ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩୫୧ କରୋନା ପଜିଟିଭ୍‌

ଭୁବନେଶ୍ୱର,୪।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୫ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୨୦୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୪୪…

‘ବିଜେଡି, ଭାଜପା ସହ ଯିଏ ସମ୍ପର୍କରେ ଅଛ ସଜାଗ ରୁହ’

ଭୁବନେଶ୍ୱର,୪।୧୧(ବ୍ୟୁରୋ): ଯିଏ କଂଗ୍ରେସରେ ରହି ବିଜେଡି ଏବଂ ଭାଜପା ସହ ସମ୍ପର୍କରେ ଅଛ ସେମାନେ ଆଉ ଏ ଦଳରେ ରୁହନାହିଁ। ସେମାନଙ୍କ ବିଷୟରେ ମୋ ପାଖରେ ତଥ୍ୟ ଅଛି। ଯଦି ନିଜର ଏଭଳି କାର୍ଯ୍ୟରୁ ବିରତ ନ ରୁହ ଆଉ ବରଦାସ୍ତ…

ନୂଆବର୍ଷ ସୁଦ୍ଧା ସବୁ ସ୍କୁଲ ଖୋଲିଯିବ

ଭୁବନେଶ୍ୱର/ସମ୍ବଲପୁର ୪।୧୧(ବ୍ୟୁରୋ): ଦୀପାବଳି ପରେ ପ୍ରାଥମିକ ସ୍କୁଲ ଖୋଲିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ତେବେ ପ୍ରଥମ ପର୍ଯ୍ୟାୟରେ ଷଷ୍ଠ ଓ ସପ୍ତମ ଶ୍ରେଣୀ ଖୋଲିବାକୁ ଚିନ୍ତା କରାଯାଉଛି। ପରବର୍ତ୍ତୀ ପର୍ଯ୍ୟାୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଖୋଲିବା ଉପରେ ବିଚାର…

ମାର୍କଫେଡ୍‌ ଦ୍ୱାରା ଚାଷୀଙ୍କୁ ସାର ଯୋଗାହେବ

ଭୁବନେଶ୍ୱର,୪।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରବର୍ତ୍ତିତ ୫-ଟି ଅନ୍ତର୍ଗତ କାର୍ଯ୍ୟକ୍ରମରେ ମାର୍କଫେଡ୍‌ର ସାର ଯୋଗାଣ ଓ ଆର୍ଥିକ ବ୍ୟବସ୍ଥାର କମ୍ପ୍ୟୁଟରୀକରଣ କରାଯାଇଛି। ମାର୍କଫେଡ୍‌ ଦ୍ୱାରା ରାଜ୍ୟର ଚାଷୀଙ୍କୁ ସାର ଯୋଗାଣ ପ୍ରକ୍ରିୟାରେ ଅଧିକ ସ୍ବଚ୍ଛ ଓ ପାରଦର୍ଶୀ କରାଯିବା ସହିତ ଠିକ୍‌…

କରୋନା ନେଇଗଲା ଦେଢ଼ବର୍ଷ ଶିଶୁର ଜୀବନ

ଭୁବନେଶ୍ୱର,୩।୧୧(ବ୍ୟୁରୋ): ରାଜ୍ୟରେ ଜଣେ ଦେଢ଼ବର୍ଷ ଶିଶୁର କରୋନାରେ ମୃତ୍ୟୁ ଘଟିଛି। ସ୍ବାସ୍ଥ୍ୟ ବିଭାଗ ସୂଚନା ଅନୁସାରେ, ଆଉ ୩ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା, ମୟୂରଭଞ୍ଜ ଓ ନୂଆପଡ଼ା ଜିଲାରେ ଜଣେ ଲେଖାଏ ରହିଛନ୍ତି। ତେବେ ନୂଆପଡ଼ାରୁ ଜଣେ…

ନୂଆବର୍ଷ ସୁଦ୍ଧା ଖୋଲିଯିବ ସବୁ ଶ୍ରେଣୀ

ଭୁବନେଶ୍ୱର, ୩।୧୧(ବ୍ୟୁରୋ): ଦୀପାବଳି ପରେ ପ୍ରାଥମିକ ସ୍କୁଲ ଖୋଲିବା ପାଇଁ ରାଜ୍ୟ ସରକାର ଚିନ୍ତା କରିଛନ୍ତି। ତେବେ ପ୍ରଥମ ପର୍ଯ୍ୟାୟରେ ଷଷ୍ଠ ଓ ସପ୍ତମ ଶ୍ରେଣୀ ଖୋଲିବା ଉପରେ ବିଚାର କରାଯାଉଛି। ପରବର୍ତ୍ତୀ ପର୍ଯ୍ୟାୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଖୋଲିବା ଉପରେ…

ଆର୍ଥିକ ଅନଟନରୁ ସାଜିଲେ ହତ୍ୟାକାରୀ: ସ୍ତ୍ରୀ-ପୁଅଙ୍କୁ ନିଶା ଔଷଧ ଦେଇ ତଣ୍ଟି ଚିପି ମାରିଦେଲେ

ଭୁବନେଶ୍ୱର,୩।୧୧(ବ୍ୟୁରୋ): ରାଜଧାନୀ ଉପକଣ୍ଠ ତମାଣ୍ଡୋ ଥାନା ଅନ୍ତର୍ଗତ କଳିଙ୍ଗନଗର ଅଞ୍ଚଳରେ ମଙ୍ଗଳବାର ଘଟିଥିବା ଡବଲ୍‌ ମର୍ଡର ଚାଞ୍ଚଲ୍ୟ ସୃଷ୍ଟି କରିଥିଲା। ତେବେ ଏହି ହତ୍ୟାକାଣ୍ଡ ପଛରେ ମହିଳାଙ୍କ ସ୍ବାମୀ ଅବନ୍ତୀ ମଙ୍ଗରାଜ ଥିବା ଜଣାପଡ଼ିଛି। ଆର୍ଥିକ ସମସ୍ୟା ପାଇଁ ସେ ତାଙ୍କ…

କରୋନାରେ ପ୍ରାଣ ହରାଇଥିବା ବିଶିଷ୍ଟ ବ୍ୟକ୍ତିଙ୍କ ଉଦ୍ଦେଶ୍ୟରେ ସମୂହ ଦୀପଦାନ

ଭୁବନେଶ୍ୱର,୩ା୧୧(ବ୍ୟୁରୋ): ସତ୍ୟ ନଗର ଲେଡିଜ୍‌ ଫୋରମ ପକ୍ଷରୁ ଧନତେରସ ଅବସରରେ ସତ୍ୟନଗର କାଳୀମନ୍ଦିର ଛକଠାରେ ସମୂହ ଦୀପଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଦୀପଦାନ କାର୍ଯ୍ୟକ୍ରମ କରୋନା ମହାମାରୀରେ ସମାଜର ଯେଉଁ ବିଶିଷ୍ଟ ବ୍ୟକ୍ତିମାନେ ପ୍ରାଣ ହରାଇଛନ୍ତି ସେମାନଙ୍କ ଆତ୍ମାର ସଦଗତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?