ପିଏମ୍ଇଜିପି ଅଗ୍ରଗତିରେ ଓଡ଼ିଶା ପଛୁଆ
ଭୁବନେଶ୍ୱର,୩୦।୭(ବ୍ୟୁରୋ): ପ୍ରଧାନମନ୍ତ୍ରୀ କର୍ମନିୟୋଜନ ସୃଷ୍ଟି କାର୍ଯ୍ୟକ୍ରମ (ପିଏମ୍ଇଜିପି) ଲକ୍ଷ୍ୟ ହାସଲରେ ଓଡ଼ିଶା ଧିମେଇଛି। ୨୦୨୦-୨୧ ଆର୍ଥିକ ବର୍ଷରେ ଓଡ଼ିଶା ଜାତୀୟସ୍ତରରେ ୧୧୪.୭% ହାସଲ କରି ୩ୟ ସ୍ଥାନରେ ଥିବାବେଳେ ଚଳିତବର୍ଷ ବହୁ ପଛରେ ପଡ଼ିଛି। ଭୁବନେଶ୍ୱରସ୍ଥିତ ଷ୍ଟେଟ୍ ବ୍ୟାଙ୍କ ମୁଖ୍ୟାଳୟ ସମ୍ମିଳନୀ…
ଏନ୍ଡିଆର୍ଏଫ୍ ଡିଜି ସତ୍ୟନାରାୟଣଙ୍କୁ ଏନ୍ସିବି ଅତିରିକ୍ତ ଦାୟିତ୍ୱ
ଭୁବନେଶ୍ୱର,୩୦।୭(ବ୍ୟୁରୋ): ଓଡ଼ିଆ ଆଇପିଏସ୍ ଅଧିକାରୀ ତଥା ଏନ୍ଡିଆର୍ଏଫ୍ ଡିଜି ସତ୍ୟନାରାୟଣ ପ୍ରଧାନଙ୍କୁ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍ସିବି)ର ମହାନିର୍ଦ୍ଦେଶକ(ଡିଜି) ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଗୁରୁବାର ଆଇପିଏସ୍ ଅଫିସର ରାକେଶ ଆସ୍ଥାନାଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସତ୍ୟନାରାୟଣ ଏନ୍ଡିଆରଏଫ୍ରେ ନିଜ ଦାୟିତ୍ୱ…
ଦିନକରେ କରୋନା ନେଲା ୬୬ ଜୀବନ
ଭୁବନେଶ୍ୱର,୩୦।୭(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନାରେ ୬୬ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୫,୮୩୪ ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଫଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା…
ବିଶାଳ ଦେବ ଅର୍ଥ ସଚିବ
ଭୁବନେଶ୍ୱର,୩୦।୭ (ବ୍ୟୁରୋ): ରାଜ୍ୟ ସରକାର ବରିଷ୍ଠ ଆଇଏଏସ୍ ଅଫିସର ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। ଗୁରୁବାର ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ୧୯୯୬ ବ୍ୟାଚ୍ ଆଇଏଏସ୍ ଅଫିସର ବିଶାଳ…
‘ଓ୍ବାନ୍ ନେଶନ୍, ଓ୍ବାନ୍ ରାଶନ’
ଭୁବନେଶ୍ୱର,୩୦।୭(ବ୍ୟୁରୋ): ଓଡ଼ିଶାର ସବୁ ଜିଲାରେ ଗୁରୁବାରଠାରୁ ଓ୍ବାନ୍ ନେଶନ୍, ଓ୍ବାନ୍ ରାଶନ (ଗୋଟିଏ ଦେଶ, ଗୋଟିଏ ରାଶନ) କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏହାଦ୍ବାରା ରାଜ୍ୟ ବାହାରର ଲୋକ ଓଡ଼ିଶାରେ ଏବଂ ଓଡ଼ିଶା ଲୋକ ରାଜ୍ୟ ବାହାରେ ନିଜ ପସନ୍ଦର ଦୋକାନରୁ ରାଶନ…
ରାଜଧାନୀରେ ଥମୁନି ଡେଙ୍ଗୁ
ଭୁବନେଶ୍ୱର,୩୦।୭(ବ୍ୟୁରୋ): କରୋନା ପରେ ଏବେ ଡେଙ୍ଗୁ ସଂକ୍ରମଣରେ ଅତିଷ୍ଠ ହେଲେଣି ରାଜଧାନୀବାସୀ। ଜ୍ୱର ହେବାମାତ୍ରେ ଭୟ ଘାରୁଛି। କେଉଁ ଜ୍ୱର ଡେଙ୍ଗୁର ଲକ୍ଷଣ ତାହାକୁ ନେଇ ଦ୍ୱନ୍ଦ୍ୱରେ ପଡୁଛନ୍ତି ସାଧାରଣ ଲୋକେ। ଡେଙ୍ଗୁ ଦମନରେ ପ୍ରଥମରୁ ଅବହେଳା ଯୋଗୁ ସହରରେ ସ୍ଥିତି…
ଅଗଷ୍ଟ ୨୩ରୁ ଏକକ ପିଜି ପ୍ରବେଶିକା ପରୀକ୍ଷା
ଭୁବନେଶ୍ୱର, ୩୦।୭(ବ୍ୟୁରୋ): ଆସନ୍ତା ଅଗଷ୍ଟ ୨୩ରୁ ଆରମ୍ଭ ହେବ ଏକକ ପିଜି ପରୀକ୍ଷା। ଏନେଇ ଗୁରୁବାର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଉକ୍ତ ବିଜ୍ଞପ୍ତି ଅନୁସାରେ, ନାମଲେଖା ପାଇଁ ଆଶାୟୀ ଛାତ୍ରୀଛାତ୍ରମାନେ ଅଗଷ୍ଟ ୨ରୁ ୧୪ ତାରିଖ ରାତି…
ରାଜ୍ୟରେ ୧,୫୫୮ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୩୦।୭(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୧,୫୫୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୯୦୪ ଜଣ କ୍ୱାରାଣ୍ଟାଇନ୍ ଥିଲେ। ବାକି ୬୫୪ଟି…
ଆଜିଠାରୁ ଅଫ୍ଲାଇନ ମାଟ୍ରିକ ପରୀକ୍ଷା: ୫୦୪ ପରୀକ୍ଷା କେନ୍ଦ୍ରରେ ଦେବେ ୧୫ ହଜାର ଛାତ୍ରୀଛାତ୍ର
ଭୁବନେଶ୍ୱର,୩୦ା୭(ବ୍ୟୁରୋ): ଶୁକ୍ରବାରଠାରୁ ସ୍ବତନ୍ତ୍ର ମାଟ୍ରିକ ପରୀକ୍ଷା-୨୦୨୧ ଆରମ୍ଭ ହେବ। ଏ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଜୁନ୍ ୨୫ରେ ଘୋଷଣା କରାଯାଇଥିବା ପରୀକ୍ଷା ଫଳାଫଳକୁ ନେଇ ଅସନ୍ତୁଷ୍ଟ ଥିବା ଏବଂ ଅକୃତ କାର୍ଯ୍ୟ ହୋଇଥିବା ୧୫,୧୩୬ ଛାତ୍ରୀଛାତ୍ର ଏହି ପରୀକ୍ଷା…
ସକ୍ରିୟ ହେଲା ଲଘୁଚାପ: ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା
ଭୁବନେଶ୍ୱର,୨୯।୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନିଭୂତ ହୋଇ ପଶ୍ଚିମବଙ୍ଗ ଏବଂ ବାଙ୍ଗଲାଦେଶ ଉପରେ ସକ୍ରିୟ ରହିଛି । ୪୮ ଘଣ୍ଟାରେ ଏହା ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ବିହାର ଅତିକ୍ରମ କରିବାର ସମ୍ଭାବନା ରହିଛି ବୋଲି…
କାଲିଠୁ ମାଟ୍ରିକ୍ ଅଫ୍ଲାଇନ୍ ପରୀକ୍ଷା: ପହଞ୍ଚିସାରିଛି ପ୍ରଶ୍ନପତ୍ର, ଉତ୍ତରଖାତା
ଭୁବନେଶ୍ୱର,୨୯।୭(ବ୍ୟୁରୋ): ବିନା ପରୀକ୍ଷାରେ ଚଳିତ ବର୍ଷ ମାଟ୍ରିକ୍ ପରୀକ୍ଷାଫଳ ପ୍ରକାଶ ପାଇଥିଲା। ଏହାକୁ ନେଇ ବହୁ ବାଦବିବାଦ ଦେଖାଦେଇଥିଲା। ଛାତ୍ରୀଛାତ୍ରମାନେ ଆଶା କରୁଥିବା ମାର୍କଠାରୁ କମ୍ ମାର୍କ ପାଇଥିବା ନେଇ ଅଭିଯୋଗ ଆଣି ରାସ୍ତାକୁ ଓହ୍ଲାଇଥିଲେ। ଏହାପରେ ଅସନ୍ତୁଷ୍ଟ ପିଲାମାନେ ଅଫ୍ଲାଇନ୍ରେ…
ବରିଷ୍ଠ ଆଇଏଏସ୍ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ନୂଆ ଦାୟିତ୍ୱ
ଭୁବନେଶ୍ୱର,୨୯।୭(ବ୍ୟୁରୋ): ରାଜ୍ୟ ସରକାର ଗୁରୁବାର ବରିଷ୍ଠ ଆଇଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି । ଅର୍ଥ ସଚିବ ଥିବା ଅଶୋକ ମୀନାଙ୍କୁ ପଞ୍ଚାୟତିରାଜ ସଚିବ ଭାବେ ନୂତନ ନିଯୁକ୍ତି ମିଳିଛି। ପର୍ଯ୍ୟଟନ ସଚିବ ଥିବା ବିଶାଲ ଦେବଙ୍କୁ ଅର୍ଥ ବିଭାଗ ସଚିବ କରାଯାଇଛି।…
Archives


