ମେଟ୍ରୋ

କାରାଗାରରେ ଆଇନ ସହାୟତା କ୍ଲିନିକ

ଭୁବନେଶ୍ୱର,୨୯ା୭(ବ୍ୟୁରୋ): ଜେଲ ଅନ୍ତେବାସୀଙ୍କୁ ମାଗଣାରେ ଆଇନ ସହାୟତା ଯୋଗାଇଦେବା ପାଇଁ ରାଜ୍ୟର ସମସ୍ତ କାରାଗାରରେ ଆଇନ ସହାୟତା କ୍ଲିନିକ ଖୋଲାଯିବ। ଓଡ଼ିଶା ମଡେଲ ଜେଲ ମାନୁଆଲ ନିୟମ ଅନୁସାରେ ଏହି ସହାୟତା ପ୍ରଦାନ କରାଯିବ। ଏଥିରେ ଆଇନଜୀବୀ ଓ ପାରାଲିଗାଲ ସ୍ବେଚ୍ଛାସେବୀ…

ଭୁବନେଶ୍ୱରକୁ ‘ଇଣ୍ଡିଆ ସାଇକେଲ୍‌ସ ଫୋର୍‌ ଚେଞ୍ଜ୍‌ ଚ୍ୟାଲେଞ୍ଜ ପୁରସ୍କାର’

ଭୁବନେଶ୍ୱର, ୨୯ା୭(ବ୍ୟୁରୋ): ଚଳିତବର୍ଷ ଜୁନ୍‌ ୨୫ରେ ଅନୁଷ୍ଠିତ ଇଣ୍ଡିଆ ସ୍ମାର୍ଟ ସିଟି ପୁରସ୍କାର ପ୍ରତିଯୋଗିତାରେ ଦୁଇଟି ପୁରସ୍କାର ପାଇଥିବା ଭୁବନେଶ୍ୱର ସ୍ମାର୍ଟ ସିଟିକୁ ମିଳିଛି ଆଉଏକ ପୁରସ୍କାର। ଇଣ୍ଡିଆ ସାଇକେଲ୍‌ସ ଫୋର୍‌ ଚେଞ୍ଜ୍‌ ଚ୍ୟାଲେଞ୍ଜ ଷ୍ଟେଜ୍‌-୧ ପୁରସ୍କାର ପାଇଥିବା ଦେଶର ଶ୍ରେଷ୍ଠ…

କ୍ୟାପିଟାଲ ହସ୍ପିଟାଲକୁ ଭୁବନେଶ୍ୱର, ଖୋର୍ଦ୍ଧା, ନୟାଗଡ଼ରୁ ଅଧିକ ଡେଙ୍ଗୁ ରୋଗୀ ଆସୁଛନ୍ତି

ଭୁବନେଶ୍ୱର, ୨୯ା୭(ବ୍ୟୁରୋ): କରୋନାର ଦ୍ୱିତୀୟ ଲହର ନ ଯାଉଣୁ ଏବେ ଚିନ୍ତା ବଢ଼ାଇଛି ଡେଙ୍ଗୁ। ରାଜଧାନୀ ଭୁବନେଶ୍ୱରରେ ଗତ କିଛିଦିନ ହେବ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢ଼ିବା ସହ ସ୍ଥିତି ଜଟିଳ ହେବାରେ ଲାଗିଛି। ବର୍ତ୍ତମାନ କ୍ୟାପିଟାଲ ହସ୍ପିଟାଲ ଡେଙ୍ଗୁ ୱାର୍ଡରେ…

କରୋନା କାଳରେ ବଢ଼ିଛି ଆତ୍ମହତ୍ୟା

ଭୁବନେଶ୍ୱର,୨୯ା୭(ବ୍ୟୁରୋ): ଆତ୍ମହତ୍ୟାଜନିତ ମୃତ୍ୟୁ ଏବେ ଚିନ୍ତା ବଢ଼ାଇଛି। ଗତ କିଛିବର୍ଷ ହେବ ବିଶେଷକରି କରୋନା କାଳରେ ରାଜଧାନୀରେ ଆତ୍ମହତ୍ୟା ଘଟଣା ବୃଦ୍ଧି ପାଇବାରେ ଲାଗିଛି। ପାରିବାରିକ କଳହ ହେଉ କିମ୍ବା ବ୍ୟକ୍ତିଗତ ସମସ୍ୟା, ମାନସିକ ଭାରସାମ୍ୟ ହରାଇ ଅନେକ ଲୋକ ଆତ୍ମହତ୍ୟା…

ମନ୍ତ୍ରୀଙ୍କ ଘର ଆଗରେ ମା’ପୁଅଙ୍କ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ୱର,୨୯ା୭(ବ୍ୟୁରୋ): ମାଟ୍ରିକ୍‌ ପରୀକ୍ଷା ପାଇଁ ଫର୍ମ ପୂରଣ ନ ହୋଇପାରିବାରୁ ମଙ୍ଗଳବାର କ୍ୟାପିଟାଲ ହାଇସ୍କୁଲ୍‌ ଗେଟ୍‌ ସାମ୍ନାରେ ଜଣେ ମା’ ଓ ତାଙ୍କ ପୁଅ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ବୁଧବାର ପୁଣି ସେମାନେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ…

ପୋର୍ଟାଲରୁ ମିଳିବ ପେନ୍‌ସନ ଅର୍ଡର

ଭୁବନେଶ୍ୱର, ୨୯ା୭(ବ୍ୟୁରୋ): କଣ୍ଟ୍ରୋଲର ଅଫ୍‌ ଆକାଉଣ୍ଟସ୍‌ କାର୍ଯ୍ୟାଳୟ ଦ୍ୱାରା ପଠାଯାଇଥିବା ପେନ୍‌ସନ ଅର୍ଡରଗୁଡ଼ିକ ଚଳିତ ବର୍ଷ ଏପ୍ରିଲ ପହିଲାଠାରୁ ଇଣ୍ଟିଗ୍ରେଟେଡ ଫାଇନାନ୍ସିଆଲ୍‌ ମ୍ୟାନେଜ୍‌ମେଣ୍ଟ ସିଷ୍ଟମ୍‌(ଆଇଏଫ୍‌ଏମ୍‌ଏସ୍‌) ପୋର୍ଟାଲରେ ଅପ୍‌ଲୋଡ୍‌ କରାଯାଉଛି। ଅବସରପ୍ରାପ୍ତ କର୍ମଚାରୀ ଅଥବା ମୃତ କର୍ମଚାରୀଙ୍କ ଉତ୍ତରାଧିକାରୀଙ୍କୁ ଏସ୍‌ଏମ୍‌ଏସ୍‌ ମାଧ୍ୟମରେ ଏନେଇ…

ରାମଚନ୍ଦ୍ର ବେହେରାଙ୍କୁ ଅତିବଡ଼ୀ ପୁରସ୍କାର

ଭୁବନେଶ୍ୱର, ୨୯ା୭(ବ୍ୟୁରୋ): ଓଡ଼ିଶା ସାହିତ୍ୟ ଏକାଡେମୀର ୨୮ତମ ପୁରସ୍କାର ବିତରଣ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ବିଶିଷ୍ଟ କଥାଶିଳ୍ପୀ ତଥା ସାରସ୍ବତ ସାଧକ ଡ. ରାମଚନ୍ଦ୍ର ବେହେରାଙ୍କୁ ଏକାଡେମୀର ସର୍ବୋଚ୍ଚ ‘ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର’ ପ୍ରଦାନ କରାଯାଇଛି। ସ୍ଥାନୀୟ ସଂସ୍କୃତି…

ଓଡ଼ିଶା ସମେତ ୩ ରାଜ୍ୟରେ ସିବିଆଇ ଚଢ଼ାଉ

ଭୁବନେଶ୍ୱର,୨୯ା୭(ବ୍ୟୁରୋ): ବେଆଇନ ଖଣି ଖନନ ଓ କୋଇଲା ଚୋରି ନେଇ ସିବିଆଇ ପକ୍ଷରୁ ବୁଧବାର ଓଡ଼ିଶା ସମେତ ପଶ୍ଚିମବଙ୍ଗ, ଉତ୍ତର ପ୍ରଦେଶର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଛି। କୋଇଲା ଚୋରି ଅଭିଯୋଗରେ ୨୦୨୦ ନଭେମ୍ବର ୨୭ରେ ସିବିଆଇ ୬ଜଣଙ୍କ ବିରୋଧରେ ଏକ…

ଘନୀଭୂତ ହେଲା ଲଘୁଚାପ

ଭୁବନେଶ୍ୱର, ୨୯ା୭(ବ୍ୟୁରୋ): ଉତ୍ତର ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ବୁଧବାର ଘନୀଭୂତ ହୋଇଛି। ଏହା ଆଗାମୀ ୪୮ ଘଣ୍ଟା ମଧ୍ୟରେ ପଶ୍ଚିମ ଦିଗରେ ଗତିକରି ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ବିହାର ଅତିକ୍ରମ କରିବାର ସମ୍ଭାବନା…

୪ ହଜାର ପଡ଼ା ହେବ ରାଜସ୍ବ ଗ୍ରାମ

ଭୁବନେଶ୍ୱର, ୨୯ା୭(ବ୍ୟୁରୋ): ରାଜ୍ୟରେ ଥିବା ୪ହଜାର ପଡ଼ା ବା ବସତିକୁ ରାଜସ୍ବ ଗ୍ରାମ ମାନ୍ୟତା ଦେବା ପାଇଁ ଥିବା ଦୀର୍ଘଦିନର ସମସ୍ୟାକୁ ରାଜ୍ୟ ସରକାର ସମାଧାନ କରିଛନ୍ତି। ନୂତନ ଗ୍ରାମ ହେବା ଫଳରେ ଉକ୍ତ ପଡ଼ାଗୁଡ଼ିକ ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ ଯୋଜନା…

ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ କରୋନା ନେଲା ୬୫ ଜୀବନ

ଭୁବନେଶ୍ୱର,୨୯।୭(ବ୍ୟୁରୋ): ରାଜ୍ୟରେ ଲଗାତର ଭାବେ ଦୈନିକ ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି। ହେଲେ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌। ଗୁରୁବାର ରାଜ୍ୟରେ କରୋନାଜନିତ ୬୫ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୫,୭୬୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ…

ରାଜ୍ୟରେ କମୁଛି ସଂକ୍ରମଣ: ଗତ ୨୪ଘଣ୍ଟାରେ ୧,୬୧୫ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୯।୭(ବ୍ୟୁରୋ): ଗତ କିଛି ଦିନ ହେଲା ଓଡ଼ିଶାରେ କରୋନା ଗ୍ରାଫ୍‌ ତଳ ମୁହାଁ ହୋଇଥିବା ବେଳେ ଦୈନିକ ସଂକ୍ରମଣ ମଧ୍ୟ ୨ହଜାର ତଳେ ରହୁଛି। ଇତିମଧ୍ୟରେ ବୁଧବାର ରାଜ୍ୟରେ ୧,୭୦୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ଏହି ସଂଖ୍ୟାରେ ହ୍ରାସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri