ମେଟ୍ରୋ

ସ୍କୁଲ ଅଧୀନକୁ ଆସିବ ଜମି

ଭୁବନେଶ୍ୱର,୧।୧୧(ବ୍ୟୁରୋ): ସ୍କୁଲ ଓ ଗଣଶିକ୍ଷା ବିଭାଗ ଅଧୀନରେ ପରିଚାଳିତ କେତେକ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନ ପରିସରରେ ଥିବା ଜମିଗୁଡ଼ିକର ମାଲିକାନା ସ୍କୁଲ ହୋଇ ନାହିଁ। ସେହି ସ୍କୁଲଗୁଡ଼ିକର ଅବ୍ୟବସ୍ଥିତ ଜମିଗୁଡ଼ିକର ରେକର୍ଡ ଅଫ ରାଇଟ(ଆର୍‌ଓଆର୍‌) ସଂଶୋଧନ କରିବାକୁ ଗଣଶିକ୍ଷା…

ନଭେମ୍ବର ପାଇଁ ଗାଇଡ୍‌ଲାଇନ୍‌

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ରାଜ୍ୟ ସରକାର ନଭେମ୍ବର ପାଇଁ ଗାଇଡ୍‌ଲାଇନ ଜାରି କରିଛନ୍ତି। ଗାଇଡ୍‌ଲାଇନ ଅନୁସାରେ କୋଭିଡ-୧୯ ସଂକ୍ରମଣକୁ ରୋକିବା ନେଇ କଣ୍ଟେନମେଣ୍ଟ ଜୋନ୍‌, ଲକ୍‌ଡାଉନ କଟକଣା ବଳବତ୍ତର ରଖିଛନ୍ତି ସରକାର। ହେଲେ ନଭେମ୍ବର ୪ରେ ଦୀପାବଳିରେ ବାଣ ଫୁଟାକୁ ନେଇ ଗାଇଡ୍‌ଲାଇନ୍‌ରେ ସ୍ପଷ୍ଟ…

ରାଜ୍ୟ ସରକାରଙ୍କ ଭୁଲ ଯୋଗୁ ପରିବାଦର ଏବେ ଆକାଶଛୁଆଁ: ନିରଞ୍ଜନ

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ଦରଦାମ ବୃଦ୍ଧିକୁ ନେଇ ରାଜଭବନ ସମ୍ମୁଖରେ ବିଜେଡିର ପ୍ରତିବାଦ ପ୍ରସଙ୍ଗରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ବିଜେଡି ପରିବା ଦରକୁ ନେଇ ପ୍ରତିବାଦ କରିବା ଏକ ହାସ୍ୟାସ୍ପଦ କଥା। ଏ ପ୍ରତିବାଦ ବିଜେଡି…

ଦୀପାବଳି ପରେ ଖୋଲିପାରେ ପ୍ରଥମରୁ ସପ୍ତମ ଶ୍ରେଣୀ

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ପ୍ରଥମରୁ ସପ୍ତମ ଶ୍ରେଣୀ ପିଲାଙ୍କ ଖୁବ୍‌ ଶୀଘ୍ର ସ୍କୁଲ ଖୋଲିପାରେ। ଦୀପାବଳି ପରେ ଯେକୌଣସି ସମୟରେ ସରକାର ଏ ସଂପର୍କରେ ନିଷ୍ପତ୍ତି ନେଇ ପାରନ୍ତି। ରବିବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଏହି ସୂଚନା ଦେଇଛନ୍ତି। ସେ…

ମନ୍ତ୍ରୀ ପ୍ରତାପ ଜେନା ଅସୁସ୍ଥ

ଦାରିଙ୍ଗବାଡି/ ଫୁଲବାଣୀ,୩୧।୧୦(ଡି.ଏନ୍‌.ଏ.)ଆଇନ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଛି। କନ୍ଧମାଳ ଜିଲା ଗସ୍ତରେ ଥିବା ଅବସରରେ ମନ୍ତ୍ରୀ ହଠାତ୍‌ ଅସୁସ୍ଥ ହୋଇପଡ଼ିଛନ୍ତି। ସେ ବର୍ତ୍ତମାନ ଫୁଲବାଣୀ ସର୍କିଟ ହାଉସରେ ବିଶ୍ରାମ ନେଉଛନ୍ତି। ଏକ…

କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ଗାଡ଼ିକୁ ଅଣ୍ଡାମାଡ଼: ୧୦୦ରୁ ଅଧିକ କଂଗ୍ରେସ କର୍ମୀ ଅଟକ

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ଉତ୍ତର ପ୍ରଦେଶର ଲଖିମପୁର ଖେରି ଘଟଣା ପରେ ବିବାଦୀୟ ହୋଇପଡ଼ିଥିବା କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରା ଓଡ଼ିଶା ଗସ୍ତରେ ଆସିଥିଲେ। ତେବେ କଂଗ୍ରେସ ପକ୍ଷରୁ ତାଙ୍କୁ ଜୋରଦାର ବିରୋଧ କରାଯାଇଛି । କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ଗାଡ଼ି ଉପରକୁ…

‘ମୋ ସ୍କୁଲ ଅଭିଯାନ’ କାର୍ଯ୍ୟନିର୍ବାହୀ ପରିଷଦ ବୈଠକ: ୧୫ କୋଟିର ପ୍ରକଳ୍ପକୁ ମଞ୍ଜୁରୀ

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ‘ମୋ ସ୍କୁଲ ଅଭିଯାନ’ର ୨୯ତମ କାର୍ଯ୍ୟନିର୍ବାହୀ ପରିଷଦ ବୈଠକ ଶନିବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲରେ ଅନୁଷ୍ଠିତ ହୋଇଛି। ରାଜ୍ୟର ୨୪ ଜିଲାରୁ ମୋଟ ୧,୧୪୬ ବିଦ୍ୟାଳୟ ପାଇଁ ୧୫…

ମୋ ବସ୍‌ ସେବା ପାଇଁ କ୍ରୁଟ୍‌କୁ ଜାତୀୟ ପୁରସ୍କାର

ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ସଫଳତାର ଆଉଏକ ପାହାଚ ଚଢିଛି କ୍ରୁଟ୍‌ (କ୍ୟାପିଟାଲ ରିଜିଅନ୍‌ ଅର୍ବାନ ଟ୍ରାନ୍ସପୋର୍ଟ)। କେନ୍ଦ୍ର ସରକାରଙ୍କ ଗୃହ ଓ ନଗର ବ୍ୟାପାର ମନ୍ତ୍ରଣାଳୟ ଦ୍ୱାରା ଆୟୋଜିତ ଅର୍ବାନ ମୋବିଲିଟି ଇନିସିଏଟିଭ୍‌ ସମ୍ମିଳନୀରେ ‘ମୋ ବସ୍‌’ ସେବା ପାଇଁ କ୍ରୁଟ୍‌କୁ ପୁରସ୍କୃତ…

ବନ୍ୟପ୍ରାଣୀ ଆଇନ ସଂଶୋଧନ ନେଇ ସନ୍ଦେହ

ଭୁବନେଶ୍ୱର, ୩୧।୧୦(ବ୍ୟୁରୋ): ଦିନକୁ ଦିନ ଓଡ଼ିଶା ସମେତ ଦେଶରେ ବନ୍ୟପ୍ରାଣୀ ଅପରାଧ ବଢ଼ିବାରେ ଲାଗିଛି। ଆଇନରେ ଥିବା ଗଳାବାଟରେ ଅପରାଧୀମାନେ ସହଜରେ ଖସିଯାଉଛନ୍ତି। ତେଣୁ ଆଇନକୁ କିପରି କଡ଼ାକଡ଼ି କରାଯାଇପାରିବ ସେନେଇ ଦୀର୍ଘଦିନ ଧରି ଦାବି ହୋଇ ଆସୁଥିବାବେଳେ ଏବେ କେନ୍ଦ୍ର…

ବିଜୁ ଶ୍ରମିକ ସାମ୍ମୁଖ୍ୟରେ ମିଶିଲେ ହଜାରେ ଶ୍ରମିକ

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ୪୨ଟି ସ୍ଥାନୀୟ ଓ ରାଜ୍ୟସ୍ତରୀୟ ଟ୍ରେଡ୍‌ ୟୁନିୟନର ପ୍ରାୟ ୧ ହଜାର ଶ୍ରମିକ ଓ କର୍ମଚାରୀ ଶ୍ରମିକ ନେତା ନବ କିଶୋର ମହାନ୍ତିଙ୍କ ନେତୃତ୍ୱରେ ଶନିବାର ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି। ବିଜେଡି ସାଙ୍ଗଠନିକ ସମ୍ପାଦକ ତଥା ବିଧାୟକ…

୯ଯୋଡ଼ା ସ୍ବତନ୍ତ୍ର ଟ୍ରେନ୍‌ର ଅଣସଂରକ୍ଷିତ ଟିକେଟରେ ଯାତ୍ରାକୁ ଅନୁମତି

ଭୁବନେଶ୍ୱର,୩୧।୧୦: ପୂର୍ବତଟ ରେଳପଥ ପରିସୀମା ମଧ୍ୟରେ ୯ଯୋଡ଼ା ସ୍ବତନ୍ତ୍ର ଟ୍ରେନ୍‌ର ଅଣସଂରକ୍ଷିତ ବଗିରେ ଅଣସଂରକ୍ଷିତ ଟିକେଟ୍‌ ଦ୍ୱାରା ଯାତ୍ରୀ ଯାତ୍ରା କରିପାରିବେ ବୋଲି ରେଳପଥ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ନଭେମ୍ବର ପହିଲାରୁ ପୂର୍ବତଟ ରେଳପଥ ୬ ଯୋଡ଼ା ସ୍ବତନ୍ତ୍ର ଟ୍ରେନ୍‌ରେ ଥିବା…

୧ରେ ପ୍ରକାଶ ପାଇବ ଚିଠା ଭୋଟର ତାଲିକା

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ୨୦୨୨ ଜାନୁୟାରୀ ୧ ତାରିଖକୁ ଯୋଗ୍ୟତାଭିତ୍ତିକ ତାରିଖ ଭାବେ ଗ୍ରହଣ କରି ଭାରତ ନିର୍ବାଚନ ଆୟୋଗ ସ୍ବତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକାର ସଂଶୋଧନ କାର୍ଯ୍ୟକ୍ରମ କରିବାକୁ ଯାଉଛନ୍ତି । ଶନିବାର ଏଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ମୁଖ୍ୟ ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?