ମେଟ୍ରୋ

ଓଡ଼ିଶା ସମେତ ୬ ରାଜ୍ୟରେ ସଂକ୍ରମଣ ସ୍ଥିର

ଭୁବନେଶ୍ୱର, ୧୯।୫(ବ୍ୟୁରୋ):ଓଡ଼ିଶା ସମେତ ଆନ୍ଧ୍ରପ୍ରଦେଶ, ଆସାମ, ପଣ୍ଡିଚେରୀ, ପଶ୍ଚିମବଙ୍ଗ ଓ ନାଗାଲାଣ୍ଡ ଆଦି ୬ ରାଜ୍ୟରେ ସଂକ୍ରମଣ ହାର ସ୍ଥିର ରହିଛି କିମ୍ବା ହ୍ରାସ ପାଇବା ଆରମ୍ଭ କରିଛି। ମେ’ ପ୍ରଥମ ସପ୍ତାହରେ ଓଡ଼ିଶାର ହାରାହାରି ସଂକ୍ରମଣ ହାର ୨୪.୪...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ମିଶିବ ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର, ୧୯।୫(ବ୍ୟୁରୋ):ଅସ୍ତିତ୍ୱ ହରାଇବ ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟ। ଆସନ୍ତା ସେପ୍ଟେମ୍ବର ୧ରୁ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ମିଶିଯିବ ଏହି ପ୍ରମୁଖ ଉଚ୍ଚ ଶିକ୍ଷାନୁଷ୍ଠାନ। ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ ମିଶ୍ରଣ ନେଇ ମଙ୍ଗଳବାର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହା...

ମୃତ୍ୟୁ ତଥ୍ୟକୁ ନେଇ ବିବାଦ

ଭୁବନେଶ୍ୱର,୧୯ା୫(ବ୍ୟୁରୋ):କରୋନାର ଦ୍ୱିତୀୟ ଲହର ମାରାତ୍ମକ ସାବ୍ୟସ୍ତ ହୋଇଛି। ଦେଶରେ ଗତ କିଛିଦିନ ହେଲା କରୋନା ଆକ୍ରାନ୍ତଙ୍କ ମୃତ୍ୟୁସଂଖ୍ୟା ସରକାରୀ ତଥ୍ୟ ଅନୁସାରେ ହାରାହାରି ପ୍ରାୟ ୪୦୦୦ ରହୁଛି। ଓଡ଼ିଶାରେ ମଧ୍ୟ ମୃତ୍ୟୁସଂଖ୍ୟା ଚିନ୍ତାଜନକ ଥିବାବେଳେ ତଥ୍ୟକୁ ନେଇ ବିବାଦ ସୃଷ୍ଟି...

ଦାନା ବାନ୍ଧୁଛି ବାତ୍ୟା

ଭୁବନେଶ୍ୱର,୧୯ା୫(ବ୍ୟୁରୋ):କରୋନା ମହାମାରୀ ବିପଦରେ ଘାଣ୍ଟି ହେଉଥିବା ଓଡ଼ିଶା ଆଉ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେବାକୁ ଯାଉଛି। ଆରବସାଗର ପରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ବାତ୍ୟା ଦାନା ବାନ୍ଧୁଛି। ଆସନ୍ତା ୨୦ କିମ୍ବା ୨୧ ତାରିଖରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି...

ବିବାହ, ବ୍ରତଘର, ଶୁଦ୍ଧିକ୍ରିୟା ପାଇଁ ବଢ଼ିଲା କଟକଣା: ଏଥର ବାଜାବାଲାଙ୍କୁ ମିଶାଇ ବିବାହରେ ଯୋଗଦେବେ ୨୫

ଭୁବନେଶ୍ୱର,୧୮।୫(ବ୍ୟୁରୋ): ରାଜ୍ୟରେ ଜୁନ ୧ ପର୍ଯ୍ୟନ୍ତ ସରକାର ଲକ୍‌ଡାଉନ ବଢ଼ାଇ ଥିବା ବେଳେ ବାହାଘର, ବ୍ରତଘର ଏବଂ ଶୁଦ୍ଧିକ୍ରିୟା ପାଇଁ ମଧ୍ୟ କଟକଣା ବଢ଼ିଛି। ପୂର୍ବରୁ ବାହାଘରରେ ୫୦ ଜଣଙ୍କୁ ଅନୁମତି ମିଳୁଥିବା ବେଳେ ସେଥିରେ ପରିବର୍ତ୍ତନ ହୋଇଛି। ବର୍ତ୍ତମାନ...

୯୦ ଦିନିଆ ପାରୋଲରେ ଯିବେ ୪୪୯ କଏଦୀ

ଭୁବନେଶ୍ୱର,୧୮।୫(ବ୍ୟୁରୋ): ରାଜ୍ୟର ବିଭିନ୍ନ ଜେଲରେ କରୋନା ସଂକ୍ରମଣ ବ୍ୟାପୁଛି। ବହୁ ଅଧିକାରୀ ଓ କର୍ମଚାରୀ ଆକ୍ରାନ୍ତ ହୋଇଥିବାବେଳେ ୩ଶହରୁ ଊର୍ଦ୍ଧ୍ୱ ଅନ୍ତେବାସୀ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ କରୋନାରେ କଏଦୀଙ୍କ ଜୀବନ ଯିବା ପରେ ଚେତା ପଶିଛି। ଜେଲରେ ସଂକ୍ରମଣ...

ପୋଲିସକୁ ୪୩ ହଜାର ଟଙ୍କା ଦେଲେ ୬ଷ୍ଠ ଶ୍ରେଣୀ ଛାତ୍ର

ଭୁବନେଶ୍ୱର,୧୮।୫(ବ୍ୟୁରୋ): କରୋନା ସମୟରେ ସମ୍ମୁଖ ଯୋଦ୍ଧା ଭାବେ ଅନେକ ପୋଲିସ କର୍ମଚାରୀ ଜୀବନକୁ ବାଜି ଲଗାଇ କାର୍ଯ୍ୟ କରୁଛନ୍ତି। ଏପରି ସ୍ଥଳେ ସେମାନଙ୍କୁ ସହଯୋଗର ହାତ ବଢ଼ାଇଛନ୍ତି ସାଇ ଇଣ୍ଟରନ୍ୟାଶନାଲ ସ୍କୁଲରେ ଷଷ୍ଠ ଶ୍ରେଣୀରେ ପଢୁଥିବା ଛାତ୍ର ଇସାନ ନାୟକ।...

ଅନ୍‌ଲାଇନରେ ବିବାହ, ଅନ୍ତ୍ୟେଷ୍ଟି ଅନୁମତି

ଭୁବନେଶ୍ୱର,୧୮।୫(ବ୍ୟୁରୋ): କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି କମିଶନରେଟ୍‌ ପୋଲିସ ପକ୍ଷରୁ ଲୋକଙ୍କୁ ଯଥା ସମ୍ଭବ ଥାନାକୁ ନ ଆସିବା ପାଇଁ ପରାମର୍ଶ ଦିଆଯାଉଛି। ଏଥିପାଇଁ ଅଭିଯୋଗଠାରୁ ଆରମ୍ଭ କରି ବିଭିନ୍ନ କାର୍ଯ୍ୟ ଓ ଜରୁରୀ କାଳିନ ସେବା ପାଇଁ କମିଶନରେଟ୍‌...

ମାଛ ବେପାର ଆଳରେ ବ୍ରାଉନସୁଗାର ଚାଲାଣ

ଭୁବନେଶ୍ୱର,୧୮।୫(ବ୍ୟୁରୋ): ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ୍‌ରେ କଡ଼ା ଯାଞ୍ଚ ସତ୍ତ୍ୱେ ରାଜ୍ୟରେ ଚାଲୁଛି ନିଶା କାରବାର। କଟକଣା ଗାଇଡ୍‌ଲାଇନ୍‌ରୁ ଫାଇଦା ଉଠାଇ ମାଛ ବେପାର ନାଁରେ ମାଫିଆମାନେ ବ୍ରାଉନସୁଗାରବେପାର ଚଳାଇଛନ୍ତି। ଖୋଦ୍‌ ରାଜଧାନୀ ଦେଇ ବ୍ରାଉନସୁଗାର ଚାଲାଣ କରୁଛନ୍ତି। ବାଲେଶ୍ୱରରୁ ଏକ...

ଖରିଫଚାଷ ପୂର୍ବରୁ ସରକାରଙ୍କ ପ୍ରସ୍ତୁତି

ଭୁବନେଶ୍ୱର,୧୮।୫(ବ୍ୟୁରୋ): କୃଷି ଅର୍ଥନୀତିର ମେରୁଦଣ୍ଡ ହୋଇଥିବା ବେଳେ ଖରିଫ ଚାଷ ରାଜ୍ୟର କୃଷିକ୍ଷେତ୍ର ନିମନ୍ତେ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଗତ ଖରିଫଋତୁରେ କୋଭିଡ୍‌-୧୯ର ଅସ୍ବାଭାବିକ ପରିସ୍ଥିତିକୁ ସମ୍ମୁଖୀନ ହୋଇ ମଧ୍ୟ କୃଷକଙ୍କ କଠିନ ପରିଶ୍ରମ ଏବଂ ରାଜ୍ୟ ସରକାରଙ୍କ ସମୟୋଚିତ ପଦକ୍ଷେପ...

୩୧ ଯାଏ ଓଏଚ୍‌ଆର୍‌ସି କାର୍ଯ୍ୟାଳୟକୁ ପ୍ରବେଶ ମନା

ଭୁବନେଶ୍ୱର,୧୮।୫(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ତୋଷାଳୀ ଭବନସ୍ଥିତ ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟରେ ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦିଆଯାଇଛି। ଏହି କ୍ରମରେ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଉକ୍ତ କାର୍ଯ୍ୟାଳୟରେ କାର୍ଯ୍ୟ ବନ୍ଦ ରହିବ। ଏହି ସମୟରେ...

୪୦ ଡିଗ୍ରୀ ଟପିଲା ୬ ସହର

ଭୁବନେଶ୍ୱର,୧୮।୫(ବ୍ୟୁରୋ): ଗତ କିଛିଦିନ ଧରି ଲଗାତର ଝଡ଼ବର୍ଷା ହେବା ଯୋଗୁ ରାଜ୍ୟରେ ଗ୍ରୀଷ୍ମର ପ୍ରକୋପ କମ୍‌ ରହିଥିଲା। ସୋମବାରଠାରୁ ଏହାର ପ୍ରକୋପ ପୁଣି ବୃଦ୍ଧି ପାଇଛି। ରାଜ୍ୟର ୬ଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ଉପରେ ରହିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri