ମେଟ୍ରୋ

ମୃତ୍ୟୁରେ ଲାଗୁନି ବ୍ରେକ୍‌: ଆଜି ଆଉ ୬୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୬ା୭(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁରେ ବ୍ରେକ୍‌ ଲାଗୁନି। ଆଜି ସର୍ବାଧିକ ୬୨ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ…

ଆଜି ରାଜ୍ୟରୁ ୧୬୩୭ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧା-କଟକରୁ କମୁନି

ଭୁବନେଶ୍ୱର,୨୬।୭(ବ୍ୟୁରୋ): ସୋମବାର ରାଜ୍ୟରୁ ୧୬୩୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୬୯,୧୮୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯୪୯ ଜଣ ଚିହ୍ନଟ…

କାରଣ ନ କହି ଦୋଷ ଲଦାଲଦି

ଭୁବନେଶ୍ୱର, ୨୬।୭(ବ୍ୟୁରୋ): ରାଜଭବନ ନିକଟସ୍ଥ ଆଇଓସିଏଲ୍‌(ଇଣ୍ଡିଆନ ଅଏଲ) ପେଟ୍ରୋଲ ପମ୍ପରେ ୨୦୨୦ ଅକ୍ଟୋବର ୭ରେ ଏକ ବଡ଼ ଧରଣର ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣ ଏତେ ଜୋର୍‌ ଥିଲା ଯେ, ୧୦ କି.ମି. ଦୂର ପର୍ଯ୍ୟନ୍ତ ଲୋକଙ୍କ ଘର ଦ୍ୱାର ଥରାଇ ଦେଇଥିଲା।…

ଆଜିଠୁ ଖୋଲିବ ଦଶମ, ଦ୍ୱାଦଶ ଶ୍ରେଣୀ

ଭୁବନେଶ୍ୱର,୨୬।୭(ବ୍ୟୁରୋ: କୋଭିଡ୍‌-୧୯ ମହାମାରୀ ସଂକ୍ରମଣ ଯୋଗୁ ଦୀର୍ଘଦିନ ହେବ ସ୍କୁଲ ବନ୍ଦ ରହିଥିଲା। ସୋମବାରଠାରୁ ରାଜ୍ୟରେ ଦଶମ ଓ ଦ୍ୱାଦଶ ଶ୍ରେଣୀ ଖୋଲିବ। ସେଥିପାଇଁ ସ୍କୁଲଗୁଡ଼ିକୁ ସାନିଟାଇଜ କରାଯାଇଛି। ରାଜ୍ୟ ସରକାର ଜାରି କରିଥିବା ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର(ଏସ୍‌ଓପି) ଅନୁଯାୟୀ ସ୍କୁଲ…

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ ଜିଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର,୨୫।୭(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ରୁ ଅଧିକ ଜିଲାରେ କାଳବୈଶାଖୀ ସମ୍ଭାବନା ରହିଛି । ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଏଥିରେ ପ୍ରଭାବିତ ହେବାକୁ ଥିବା ଜିଲାଗୁଡ଼ିକ ମଧ୍ୟରେ ବାଲେଶ୍ବର, ଭଦ୍ରକ,…

ଲାଗିଲା ପୋଷ୍ଟର, ପରିଚୟ ଦେଲେ ପୁରସ୍କାର

ଭୁବନେଶ୍ୱର,୨୫।୭(ବ୍ୟୁରୋ): ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ବରିମୁଣ୍ଡ ନିକଟ କୁଆଖାଇ ନଦୀପଠା ବାଲିରେ ପୋତା ହୋଇଥିବା ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣାକୁ ଇତିମଧ୍ୟରେ ୩ଦିନ ବିତିଛି। ପୋଲିସ ଏ ପର୍ଯ୍ୟନ୍ତ ମୃତ ଯୁବକଙ୍କ ପରିଚୟ ପାଇପାରି ନ ଥିବାରୁ ତଦନ୍ତରେ ସେଭଳି କିଛି…

ଦୋଷ ଘୋଡ଼ାଇ ଲୋଭ ଦେଖାଇଲା ହେକ୍ସି

ଭୁବନେଶ୍ୱର, ୨୫।୭ (ବ୍ୟୁରୋ): ୨୫ହଜାର ଟଙ୍କା ମୂଲ୍ୟର ସାଇକେଲ ୫ଶହ ଟଙ୍କାରେ ବିକ୍ରି ହେଲା। କବାଡ଼ିବାଲା ଗ୍ୟାସ୍‌ କଟରରେ କାଟି ନେଲେ। ଭୁବନେଶ୍ୱରରେ ‘ମୋ ସାଇକେଲ’ ଯୋଜନାର ଏଭଳି ସ୍ଥିତିକୁ ନେଇ ଗଣମାଧ୍ୟମରେ ସଚିତ୍ର ଖବର ପ୍ରକାଶ ପାଇଲା। ହେଲେ ବିବାଦ…

ଅଗଷ୍ଟ ପ୍ରଥମ ସପ୍ତାହରେ ଖୋଲିପାରେ ନନ୍ଦନକାନନ

ବାରଙ୍ଗ,୨୫।୭(ଡି.ଏନ୍‌.ଏ.): କରୋନା ପାଇଁ ପ୍ରାଣୀ ଉଦ୍ୟାନ ନନ୍ଦନକାନନ ଗତ ମେ’ ପହିଲାରୁ ପର୍ଯ୍ୟଟକଙ୍କ ପାଇଁ ସମ୍ପୂର୍ଣ୍ଣ ବନ୍ଦ ରହିଛି। ନନ୍ଦନକାନନ ଉପନିର୍ଦ୍ଦେଶକ ଡ. ସଞ୍ଜିତ କୁମାର କହିଛନ୍ତି, ପର୍ଯ୍ୟଟକଙ୍କ ଲାଗି ପ୍ରାଣୀ ଉଦ୍ୟାନ ଖୋଲିବା ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଚାଲିଛି।…

ବିଦେଶରେ ଟିକା ନେଇଥିବା ଭାରତୀୟ ନାଗରିକ ଓଡ଼ିଶାରେ ନେଇପାରିବେ ଦ୍ୱିତୀୟ ଡୋଜ୍‌

ଭୁବନେଶ୍ୱର, ୨୫।୭(ବ୍ୟୁରୋ): ଦେଶ ବାହାରେ କୋଭିଶିଲ୍ଡ କିମ୍ବା ଆଷ୍ଟ୍ରା ଜେନିକା କରୋନା ଟିକାର ପ୍ରଥମ ଡୋଜ୍‌ ନେଇଥିବା ଯେ କୌଣସି ଭାରତୀୟ ନାଗରିକ ଓଡ଼ିଶାରେ କୋଭିଶିଲ୍ଡର ଦ୍ୱିତୀୟ ଡୋଜ୍‌ ନେଇପାରିବେ। ଏ ନେଇ ଶନିବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ…

ଡରାଉଛି କରୋନା: ଗତ ୨୪ ଘଣ୍ଟାରେ ନେଲା ୬୭ ମୁଣ୍ଡ

ଭୁବନେଶ୍ୱର,୨୫।୭(ବ୍ୟୁରୋ): ଗୋଟିଏ ପଟେ ରାଜ୍ୟରେ କରୋନା ସଂକ୍ରମଣ ହଜାରେ ତଳକୁ ଖସୁ ନ ଥିବା ବେଳେ ମହାମାରୀରେ ମୃତ୍ୟୁ ସଂଖ୍ୟା ଡରାଉଛି। ଗତ ୨୪ ଘଣ୍ଟା ମଧ୍ୟରେ କରୋନାରେ ପ୍ରାଣ ହରାଇଛନ୍ତି ଆଉ ୬୭ ଜଣ। ଏହା ସହିତ ରାଜ୍ୟରେ କରୋନା…

ରାଜ୍ୟରେ ୧୮୩୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ: ସବୁଦିନ ପରି ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୫।୭(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୮୩୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୬୨ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ବାକି ୭୭୧ଟି ଲୋକାଲ କେସ ରହିଛି। ୧୮୩୩ଟି ନୂଆ କେସ ସହିତ ରାଜ୍ୟରେ କରୋନା…

୫୦%ରୁ ଊର୍ଦ୍ଧ୍ୱ ପିଲାଙ୍କ ଶରୀରରେ ଆଣ୍ଟିବଡି

ଭୁବନେଶ୍ୱର, ୨୫।୭(ବ୍ୟୁରୋ): ଚତୁର୍ଥ ପର୍ଯ୍ୟାୟ ସେରୋ ସର୍ଭେ ରିପୋର୍ଟ ଶନିବାର ପ୍ରକାଶ ପାଇଛି। ୫୦%ରୁ ଊର୍ଦ୍ଧ୍ୱ ପିଲାଙ୍କ ଶରୀରରେ ଆଣ୍ଟିବଡି ଡେଭଲପ୍‌ ହୋଇଥିବା ଜଣାପଡ଼ିଛି। ଏ ନେଇ ଆର୍‌ଏମ୍‌ଆର୍‌ସି ନିର୍ଦ୍ଦେଶିକା ଡା. ସଂଘମିତ୍ରା ପତି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri