ଘରୋଇକରଣ ହେବ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର
ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ଖୁବଶୀଘ୍ର ଘରୋଇକରଣ ହେବା ନେଇ ଏଏଆଇ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଭୁବନେଶ୍ୱର ସମେତ ୧୩ଟି ପ୍ରମୁଖ ବିମାନବନ୍ଦରର ଘରୋଇକରଣ ହେବ। ଭୁବନେଶ୍ୱର, ବାରାଣସୀ, ଅମୃତସର, ତ୍ରିଚି, ଇନ୍ଦୋର, ରାୟପୁର ଭଳି ବଡ଼ ବଡ…
ଆସୁଛି ଆଉ ଏକ ଲଘୁଚାପ: ୩ ଦିନ ବର୍ଷିବ
ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟାରେ ମଧ୍ୟରେ ଏହା ଲଘୁଚାପ କ୍ଷେତ୍ର ସୃଷ୍ଟି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୮, ୨୯ ଓ ୩୦ ତାରିଖରେ ରାଜ୍ୟର ୭ ଜିଲାରେ…
ରାଜ୍ୟରୁ ପୁଣି ୨ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୩୧୮କୁ ବୃଦ୍ଧି ପାଇଛି। ୨ ମୃତକଙ୍କ ମଧ୍ୟରେ ଅନୁଗୋଳ ଓ କେନ୍ଦୁଝରରୁ ଜଣେ ଲେଖାଏ ରହିଛନ୍ତି । ତେବେ ଆଜି ରାଜ୍ୟରେ ୫୪୯…
ରାଜ୍ୟରେ ବଢୁଛି କରୋନା ସଂକ୍ରମଣ; ପିଲାଙ୍କୁ ନେଇ ଚିନ୍ତା
ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୦ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୩୧୮ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୨୩୧…
ଭିତରକନିକାରେ ଲାଗିଲା କ୍ୟାମେରା
ରାଜନଗର, ୨୭।୧୦(ଡି.ଏନ.ଏ.): ଭିତରକନିକା ଜାତୀୟ ଉଦ୍ୟାନରେ କ୍ୟାମେରା ଟ୍ରାପ ମାଧ୍ୟମରେ ବନ୍ୟଜନ୍ତୁମାନଙ୍କର ଗତିବିଧି ନିରୀକ୍ଷଣ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରଥମ ଦଫାରେ ରାଜନଗର ରେଞ୍ଜର ଘଞ୍ଚ ଜଙ୍ଗଲ ମଧ୍ୟରେ କ୍ୟାମେରା ଖଞ୍ଜା ଯାଇଛି। ବନ ବିଭାଗର କ୍ଷେତ୍ର କର୍ମଚାରୀମାନଙ୍କୁ ତାଲିମ ଦିଆଯାଉଛି।…
ଅଲିଭ୍ ରିଡ୍ଲେ ପ୍ରଜନନ: ୧ରୁ କଟକଣା
ଭୁବନେଶ୍ୱର, ୨୭ ।୧୦(ବ୍ୟୁରୋ): ଚଳିତବର୍ଷ ଅଲିଭ୍ ରିଡ୍ଲେ ପ୍ରଜନନ ଋତୁରେ ଏମାନଙ୍କ ସଂରକ୍ଷଣ ଓ ସୁରକ୍ଷା ପାଇଁ ବ୍ୟାପକ ପ୍ରଶାସନିକ ପ୍ରସ୍ତୁତି ହୋଇଛି। ନଭେମ୍ବର ୧ରୁ ୨୦୨୨ ମେ’ ୩୧ ପର୍ଯ୍ୟନ୍ତ କଟକଣା ଲାଗିବ। ଧାମରା, ଦେବୀ ଓ ଋଷିକୁଲ୍ୟା ନଦୀ…
ନୂଆ ରୂପ ନେବ ୬ ମାଛ ମାର୍କେଟ
ଭୁବନେଶ୍ୱର,୨୭ ।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଥିବା ୬ ମାଛ ମାର୍କେଟ ନୂଆ ରୂପ ନେବ। ସେଠାରେ ବ୍ୟାପକ ଉନ୍ନତୀକରଣ କରାଯିବା ସହ ଅତ୍ୟାଧୁନିକ କୋଠା ନିର୍ମାଣ କରାଯିବ। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପ୍ରକ୍ରିୟା ଆରମ୍ଭ କରିଛି। ବିଏମ୍ସି…
୪ ନୂଆ ୱାର୍ଡ ଗଠନ ପାଇଁ ଯୋଜନା
ପୁରୀ ଅଫିସ,୨୭ ।୧୦:ପୁରୀ ପୌରାଞ୍ଚଳକୁ ୩୬ଟି ୱାର୍ଡ କରାଯାଇପାରେ। ଏନେଇ ଯୋଜନା ଚାଲିଛି। ସମ୍ପ୍ରତି ପୁରୀ ସହରରେ ୩୨ଟି ୱାର୍ଡ ରହିଛି। ତେବେ ୪ଟି ୱାର୍ଡକୁ ଭାଙ୍ଗି ସାନି ନୂଆ ୪ଟି ୱାର୍ଡ ଗଠନ ପାଇଁ ଯୋଜନା ହେଉଛି। ପୁରୀ ସହରର…
କଟକ-ଭୁବନେଶ୍ୱର ରୋଡର ୩ ବାର୍ ସିଲ
ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ଉଚ୍ଚ ବାଦ୍ୟଯନ୍ତ୍ର ଓ ନାଚଗୀତର ଆସର ପାଇଁ ଲାଇସେନ୍ସ ନ ଥାଇ ମଧ୍ୟ ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଲୁଥିଲା ବାର୍। ରଙ୍ଗିନ୍ ହେଉଥିଲା ରାତି। ଖୋଲାଖୋଲି ନିୟମର ଉଲ୍ଲଂଘନ କରାଯାଉଥିଲା। ଏଭଳି ଅଭିଯୋଗ ପାଇବା ପରେ ମଙ୍ଗଳବାର କଟକର ଫ୍ଲାଇଂ…
ଧର୍ମେନ୍ଦ୍ରଙ୍କୁ ଭେଟିଲେ କ୍ଷୁଦ୍ର ଗ୍ରହ ଆବିଷ୍କାରକ ବନୀତା
ନବରଙ୍ଗପୁର, ୨୬।୧୦(ବି.ପ୍ର.): କ୍ଷୁଦ୍ର ଗ୍ରହର ଆବିଷ୍କାରକ ନବରଙ୍ଗପୁରର ଓଡିଆ ଝିଅ ବନୀତା ଦାସ ମଙ୍ଗଳବାର ନୂଆ ଦିଲ୍ଲୀରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସାକ୍ଷାତ କରିଛନ୍ତି। ମନ୍ତ୍ରୀ ପ୍ରଧାନ ବନୀତାଙ୍କୁ ସାଧୁବାଦ ଜଣାଇଛନ୍ତି। କ୍ଷୁଦ୍ର ଗ୍ରହ ଆବିଷ୍କାର କରି ବନୀତା ଓଡିଆ…
ମନ୍ଦିରରୁ ଚୋରି କରିଥିବା ଯୁବକଙ୍କୁ ଡରାଉଥିଲା ନାଗ
ଡେଲାଙ୍ଗ,୨୬।୧୦(ଡି.ଏନ୍.ଏ.): ଏକ ମନ୍ଦିରରୁ ଚୋରି ଘଟଣାରେ ଜଣେ ଯୁବକଙ୍କୁ ଧରିଛି ପୋଲିସ । ଅଭିଯୁକ୍ତ ଜଣକ ହେଲେ ଖୋର୍ଦ୍ଧା ଅଞ୍ଚଳ ପିତାପଲ୍ଲୀର ରଶ୍ମିରଞ୍ଜନ ପ୍ରଧାନ(୨୪)। ସେ ଧରା ପଡ଼ିବା ପରେ କହିଛନ୍ତି , ଚୋରି କଲା ପରେ ତାଙ୍କୁ ନାଗ ସାପ…
ପାରମିତା ପାଇଲେ ‘ଶାରଳା ପୁରସ୍କାର’
ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ଇମ୍ଫା ଚାରିଟେବଲ୍ ଟ୍ରଷ୍ଟ ପକ୍ଷରୁ ୪୨ତମ ଶାରଳା ପୁରସ୍କାର ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଛି। ଶ୍ରେଷ୍ଠ ସାହିତ୍ୟ କୃତି ପାଇଁ କଥାକାର ପାରମିତା ଶତପଥୀଙ୍କୁ ଚଳିତ ବର୍ଷର ସମ୍ମାନଜନକ ‘ଶାରଳା ପୁରସ୍କାର’ ପ୍ରଦାନ କରାଯାଇଛି। ଇମ୍ଫା କାର୍ଯ୍ୟାଳୟରେ ଆୟୋଜିତ…

