ମେଟ୍ରୋ

ଅନୁମୋଦନ ଅପେକ୍ଷାରେ ରାଜ୍ୟ ଇ-ଭେହିକଲ୍‌ ନୀତି

ଭୁବନେଶ୍ୱର,୨୨ା୭(ବ୍ୟୁରୋ): ପେଟ୍ରୋଲ, ଡିଜେଲ, କୋଇଲା ଭଳି ଇନ୍ଧନ ବ୍ୟବହାରକୁ ହ୍ରାସ କରିବା ଉପରେ ବିଶ୍ୱସ୍ତରରେ ଗୁରୁତ୍ୱ ଦିଆଯାଉଛି। ବିଶ୍ୱର ଅନେକ ଦେଶ ଇଲେକ୍ଟ୍ରିକ୍‌ ଯାନବାହନ ଚଳାଚଳକୁ ଗୁରୁତ୍ୱ ଦେବା ଆରମ୍ଭ କରିଛନ୍ତି। ଭାରତ ସରକାର ମଧ୍ୟ ଇଲେକ୍ଟ୍ରିକ୍‌ ଯାନବାହନ ଚଳାଚଳକୁୁ ପ୍ରୋତ୍ସାହନ…

୨୭ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୭(ବ୍ୟୁରୋ): ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଆସନ୍ତା ୪୮ଘଣ୍ଟା ମଧ୍ୟରେ ଏକ ଲଘୁଚାପ ସୃଷ୍ଟି ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରିଛି। ଏହାର ପ୍ରଭାବରେ ରାଜ୍ୟରେ ୨୭ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ। ଆସନ୍ତା ୨ଦିନ ପ୍ରବଳରୁ ଅତି ପ୍ରବଳ…

୨୬ରୁ ଖୋଲିବ ହଷ୍ଟେଲ

ଭୁବନେଶ୍ୱର,୨୧।୭: ଆସନ୍ତା ୨୬ ତାରିଖରୁ ଉଭୟ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ହଷ୍ଟେଲ ଖୋଲିବ । ଏନେଇ ଅତିରିକ୍ତ ସଚିବ ଡା. ପ୍ରତାପ କୁମାର ମିଶ୍ର ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ, ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ, ମାଧ୍ୟମିକ ଶିକ୍ଷା ପରିଷଦର…

ସୁନାବେଶରେ ଶ୍ରୀଜୀଉ

ପୁରୀ ଅଫିସ,୨୧।୭: ତିନି ରଥରେ ତିନି ଠାକୁର ତାଙ୍କର ଅପୂର୍ବ ସୁନାବେଶରେ ବିଶ୍ୱବାସୀଙ୍କୁ ଦର୍ଶନ ଦେଉଛନ୍ତି। ମାଉସୀମା’ ଘରେ ପୋଡ଼ପିଠା ଖାଇ ଫେରିବା ପରେ ବୁଧବାର ସନ୍ଧ୍ୟାରେ ମହଣ ମହଣ ସୁନାରେ ସୁସଜ୍ଜିତ ହୋଇଛନ୍ତି ଶ୍ରୀଜୀଉମାନେ। ରତ୍ନଭଣ୍ଡାରରୁ ଶ୍ରୀଜୀଉଙ୍କ ଆଭୂଷଣ ଆସିବା…

ଦୋଷ ସ୍ବୀକାର କଲେ ଜଗନ୍ନାଥ, କହିଲେ ହତ୍ୟା ପୂର୍ବରୁ ପ୍ରିୟଙ୍କାଙ୍କ ମଥାରେ ଦେଇଥିଲି ସିନ୍ଦୂର

ଭୁବନେଶ୍ୱର,୨୧ା୭(ବ୍ୟୁରୋ): ବହୁ ଚର୍ଚ୍ଚିତ ଭୀମଟାଙ୍ଗି ପ୍ରିୟଙ୍କା ପ୍ରିୟଦର୍ଶିନୀ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଜଗନ୍ନାଥ ପ୍ରଧାନ ନିଜ ଅପରାଧ ସ୍ବୀକାର କରିଥିବା ସୂଚନା ଦେଇଛନ୍ତି ଭୁବନେଶ୍ୱର ଡିସିପି। ପ୍ରିୟଦର୍ଶିନୀ ହତ୍ୟାକାଣ୍ଡ ମାମଲାର ଅଭିଯୁକ୍ତ ଜଗନ୍ନାଥ ପ୍ରଧାନ ମେଡିକାଲରୁ ଡିସ୍‌ଚାର୍ଜ ହେବା ପରେ…

ରାଜ୍ୟବାସୀଙ୍କୁ ଇଦ୍‌ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧ା୭(ବ୍ୟୁରୋ): ଆଜି ହେଉଛି ପବିତ୍ର ଇଦ୍‌-ଉଜ୍‌-ଜୁହା। ଏହି ଅବସରରେ ସମସ୍ତ ମୁସଲମାନ ଭଉଣୀଭାଇଙ୍କୁ ଶୁଭେଚ୍ଛା ଜଣାଇବା ସହ ସମସ୍ତଙ୍କର ସୁଖ ସମୃଦ୍ଧି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି, ବର୍ତ୍ତମାନ ରାଜ୍ୟରୁ କରୋନା ସମ୍ପୂର୍ଣ୍ଣ ଭାବେ ଦୂର ହୋଇନାହିଁ।…

ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ କରୋନା ନେଲା ୬୯ ଜୀବନ

ଭୁବନେଶ୍ୱର,୨୧।୭(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ୍‌। ବୁଧବାର ରାଜ୍ୟରେ କରୋନାଜନିତ ୬୯ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୫,୨୪୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ…

ରାଜ୍ୟରେ କମିଲା ସଂକ୍ରମଣ ସଂଖ୍ୟା: ଗତ ୨୪ଘଣ୍ଟାରେ ୨ହଜାରରୁ କମ୍‌ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୧।୭(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ଗ୍ରାଫ୍‌ ଉପର ତଳ ମୁହାଁ ହେଉଥିବା ବେଳେ ଦୈନିକ ସଂକ୍ରମଣ ୨ହଜାର ଭିତରେ ରହୁଛି। ଇତିମଧ୍ୟରେ ମଙ୍ଗଳବାର ରାଜ୍ୟରେ ୨,୦୮୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବୁଧବାର ଏହି ସଂଖ୍ୟାରେ ସମାନ୍ୟ…

ନୀଳାଚଳକୁ ଫେରିଲେ ମହାପ୍ରଭୁ: ବଡଦାଣ୍ଡରେ ଲାଗିଲା ତିନିରଥ

ପୁରୀ ଅଫିସ୍‌,୨୦।୭: ଜନ୍ମବେଦୀରେ ନବ ଦିନାତ୍ମକ ଲୀଳାଖେଳା ସାରି ଆଜି ନୀଳାଚଳକୁ ଫେରିଛନ୍ତି ମହାବାହୁ । ନିର୍ଦ୍ଧାରିତ ସମୟ ପୂର୍ବରୁ ବଡଦାଣ୍ଡରେ ଲାଗିଛି ତିନି ରଥ। ସେବାୟତଙ୍କ ଘଣ୍ଟଘଣ୍ଟା, ହରିବୋଲ ଶବ୍ଦ ମଧ୍ୟରେ ପ୍ରଥମେ ବଳଭଦ୍ରଙ୍କ ରଥ, ପରେ ସୁଭଦ୍ରାଙ୍କ ରଥ…

ରାଜ୍ୟରୁ ପୁଣି ୫୬ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୦।୭(ବ୍ୟୁରୋ): ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉନି। ମଙ୍ଗଳବାର କରୋନା ଆଉ ୫୬ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୫୧୭୨କୁ ବୃଦ୍ଧି ପାଇଛି। ୫୬ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୯…

ରାଜ୍ୟରେ ପୁଣି ୨ ହଜାର ଟପିଲା ଦୈନିକ କରୋନା ସଂକ୍ରମଣ ସଂଖ୍ୟା

ଭୁବନେଶ୍ୱର୨୦,।୭(ବ୍ୟୁରୋ): ରାଜ୍ୟରେ ପୁଣି ଦୈନିକ କରୋନା ସଂକ୍ରମଣ ସଂଖ୍ୟା ୨ ହଜାର ଅତିକ୍ରମ କରିଛି। ସୋମବାର ଏହି ସଂଖ୍ୟା ୨ ହଜାର ତଳେ ରହିଥିବା ବେଳେ ଆଜି ୨ ହଜାର ଉପରେ ରହିଛି। ମଙ୍ଗଳବାର ୨୦୮୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ…

ଖୁବ୍‌ଶୀଘ୍ର ଜଗନ୍ନାଥଙ୍କୁ ଜେରା କରାଯିବ

ଭୁବନେଶ୍ୱର,୨୦।୭(ବ୍ୟୁରୋ): ରାଜଧାନୀ ଏୟାରଫିଲ୍ଡ ଥାନା ଅନ୍ତର୍ଗତ ଭୀମଟାଙ୍ଗି ଅଞ୍ଚଳରେ ରହୁଥିବା ପ୍ରିୟଙ୍କା ପ୍ରିୟଦର୍ଶିନୀଙ୍କ ବେକ କାଟି ହତ୍ୟା ଘଟଣାକୁ ୨ସପ୍ତାହରୁ ଊର୍ଦ୍ଧ୍ୱ ଦିନ ହୋଇଯାଇଥିଲେ ମଧ୍ୟ କାରଣକୁ ନେଇ ସ୍ପଷ୍ଟ ହୋଇପାରୁ ନାହିଁ। ଅନ୍ୟପଟେ ଅଭିଯୁକ୍ତ ତଥା ପ୍ରେମିକ ଜଗନ୍ନାଥ ପ୍ରଧାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri