ମେଟ୍ରୋ

ନିରଞ୍ଜନଙ୍କ ବିରୋଧରେ ଆଉ ୫ ଅଭିଯୋଗ

ଭୁବନେଶ୍ୱର,୨୦।୭(ବ୍ୟୁରୋ): ରାଜଧାନୀରେ ଜମି ଦେବାକୁ କହି ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ କରିଥିବା ମାମଲାରେ ବିଲ୍ଡର ତଥା ଚଳଚ୍ଚିତ୍ର ପ୍ରଯୋଜକ ନିରଞ୍ଜନ ରଣାଙ୍କୁ ଗୁରୁବାର ଶହୀଦନଗର ଥାନା ପୋଲିସ ଗିରଫ କରିଥିଲା। ତେବେ ସେ ଜେଲ୍‌ ଯିବାପରେ ତାଙ୍କ ବିରୋଧରେ…

ଭୁବନେଶ୍ୱରରେ ୧୭୧୭ ବର୍ଷାଜଳ ଅମଳ ପ୍ରକଳ୍ପ

ଭୁବନେଶ୍ୱର, ୧୯।୭ (ବ୍ୟୁରୋ): ସହରାଞ୍ଚଳକୁ ଅଧିକରୁ ଅଧିକ ପରିବେଶ ଅନୁକୂଳ କରିବା ପାଇଁ ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଭୁବନେଶ୍ୱରରେ ୧୭୧୭ ବର୍ଷାଜଳ ଅମଳ ପ୍ରକଳ୍ପ କରାଯାଇଛି। ଓଡ଼ିଶା ସରକାରଙ୍କ ‘ମୁଖ୍ୟମନ୍ତ୍ରୀ କର୍ମ ତପତ୍ର ଅଭିଯାନ(ମୁକ୍ତା)’…

୩୫ହଜାର ହେକ୍ଟର ଜମିରେ ହେବ ଜଳସେଚନ

ଭୁବନେଶ୍ୱର,(ବ୍ୟୁରୋ)/ବାରିପଦା ଅଫିସ,୨୦।୭:  ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୟୂରଭଞ୍ଜ ଜିଲା ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପର ଅତିରିକ୍ତ ଜଳସେଚନ ବ୍ୟବସ୍ଥାର ଲୋକାର୍ପଣ କରିଛନ୍ତି। ମୟୂରଭଞ୍ଜ ଜିଲାବାସୀଙ୍କ ପାଇଁ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପ ହେଉଛି ଜୀବନରେଖା। ବର୍ତ୍ତମାନ ସୁଦ୍ଧା ଏହି…

‘ଶିଳ୍ପବିହୀନ ଜିଲାକୁ ଦିଆଯିବ ପ୍ରାଥମିକତା’

ଭୁବନେଶ୍ୱର,୨୦।୭(ବ୍ୟୁରୋ): ଏଣିକି ରାଜ୍ୟରେ ଶିଳ୍ପପୁଞ୍ଜ ଓ ଶିଳ୍ପ ପ୍ରତିଷ୍ଠାନ ସ୍ଥାପନ ବେଳେ ଶିଳ୍ପବିହୀନ ଜିଲାଗୁଡ଼ିକୁ ପ୍ରାଥମିକତା ଦିଆଯିବ ବୋଲି ଶିଳ୍ପମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର କହିଛନ୍ତି। ଆଞ୍ଚଳିକ ବୈଷ୍ୟମତା ଦୂରୀଭୂତ ପାଇଁ ଏହା ଉପଯୁକ୍ତ ପଦକ୍ଷେପ ହେବା ସହ ଅର୍ଥନୈତିକ ସନ୍ତୁଳନ ବଜାୟ…

ଓଏସ୍‌ଏସ୍‌ଟିଇଟି ଆବେଦନ ଅବଧି ବୃଦ୍ଧି

ଭୁବନେଶ୍ୱର, ୨୦।୭(ବ୍ୟୁରୋ): ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ସୋମବାର ଓଡ଼ିଶା ସେକେଣ୍ଡାରୀ ସ୍କୁଲ ଟିଚର ଏଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୧ ପାଇଁ ଫର୍ମ ପୂରଣ ଅବଧି ବୃଦ୍ଧି କରିଛି। ସୋମବାର ଏନେଇ ବୋର୍ଡ ପକ୍ଷରୁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଉକ୍ତ ବିଜ୍ଞପ୍ତି…

କାମ ଦେଉନି ଅକ୍ଷୟ ଶକ୍ତି ନୀତି

ଭୁବନେଶ୍ୱର,୨୦।୭(ବ୍ୟୁରୋ):ରାଜ୍ୟରେ ପାରମ୍ପରିକ ଶକ୍ତି ଚାହିଦା ବେଳକୁ ବେଳ ବୃଦ୍ଧି ପାଇବାରେ ଲାଗିଛି। ଏହା ସାଙ୍ଗକୁ ଉତ୍ପାଦନ ଖର୍ଚ୍ଚ ବଢୁଛି। ଏହାର ବିକଳ୍ପ ଭାବେ କ୍ଷୁଦ୍ର ଜଳ ବିଦ୍ୟୁତ୍‌ ଶକ୍ତି, ସୌର, ପବନ, ବାୟୋମାସ ଭଳି ଅକ୍ଷୟ ଶକ୍ତି ଉପରେ ଗୁରୁତ୍ୱ ଦିଆଯାଉଛି।…

ନୀଳାଚଳକୁ ବାହୁଡ଼ିବେ ମହାବାହୁ

ପୁରୀ ଅଫିସ, ୧୯।୭: ମଙ୍ଗଳବାର ବାହୁଡ଼ା ଯାତ୍ରା। ଜନ୍ମବେଦି ଛାଡ଼ି ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦିକୁ ଫେରିବେ। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି। ରଥ ଓ ପଥ ପ୍ରସ୍ତୁତ ହୋଇଥିବାବେଳେ ସେବାୟତମାନେ ରଥ ଟାଣିନେବାକୁ ଅପେକ୍ଷା କରି ରହିଛନ୍ତି। ବିନା ଭକ୍ତରେ ବାହୁଡ଼ା…

ଅଗଷ୍ଟ ୨୭ରେ ହେବ ଓଏଏସ୍‌ ପ୍ରିଲିମ୍‌

କଟକ ଅଫିସ,୧୯।୭: ଅଗଷ୍ଟ ୨୭ରେ ହେବ ଓଏଏସ୍‌ ପ୍ରିଲିମ୍‌ ପରୀକ୍ଷା। ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ସୋମବାର ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ପରୀକ୍ଷା ୨ଟି ସିଟିଂରେ ହେବ। ପୂର୍ବାହ୍ନ ୧୦ଟାରୁ ମଧ୍ୟାହ୍ନ ୧୨ ପର୍ଯ୍ୟନ୍ତ ପ୍ରଥମ ସିଟିଂ ଏବଂ…

୬ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର, ୧୯।୭(ବ୍ୟୁରୋ): ରାଜ୍ୟର ବିଭିନ୍ନ ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ହେବାନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୋମବାର ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲାଗୁଡିକ ହେଲା କନ୍ଧମାଳ, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର ଓ…

ଆଜିଠୁ ଗଡ଼ିଲା ‘ମୋ ବସ୍‌’

ଭୁବନେଶ୍ୱର,୧୯।୩(ବ୍ୟୁରୋ): ରାଜ୍ୟରେ ‘ମୋ ବସ୍‌’ ସେବା ସୋମବାରଠୁ ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ୧୬ଟି ରୁଟରେ ୮୭ଟି ବସ ଚାଲିବ। ସକାଳ ୭ରୁ ସା ୬ ପର୍ଯ୍ୟନ୍ତ ଏହି ସେବା ଉପଲବ୍ଧ ହେବ ବୋଲି କ୍ରୁଟ ପକ୍ଷରୁ ସୂଚନା ଦିଆଯାଇଛି॥ ଲକଡାଉନ…

ଆଜିଠାରୁ କାର୍ଯ୍ୟାଳୟ ବୁଲିବ ବିଏମ୍‌ସି ଏନ୍‌ଫୋର୍ସମେଣ୍ଟ ଟିମ୍‌

ଭୁବନେଶ୍ୱର,୧୯।୭(ବ୍ୟୁରୋ): ଏଣିକି ରାଜଧାନୀରେ ଥିବା ସମସ୍ତ କାର୍ଯ୍ୟାଳୟ, ପ୍ରତିଷ୍ଠାନ ଓ ଅନୁଷ୍ଠାନରେ କୋଭିଡ୍‌ ନିୟମ କଡ଼ାକଡ଼ି ଅନୁପାଳନ ହେବ। ନଚେତ୍‌ ଏନ୍‌ଫୋର୍ସମେଣ୍ଟ ଟିମ୍‌ ବୁଲି ବୁଲି ଧରିବା ସହ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବ। ରାଜ୍ୟରେ ସଂକ୍ରଣ କମୁଥିବାବେଳେ ରାଜଧାନୀରେ ବୃଦ୍ଧି ପାଉଥିବାରୁ…

ରାତି ଅଧରେ ଜେସିବି ଲଗାଇ ସ୍କୁଲ ଭାଙ୍ଗିଲେ

ଭୁବନେଶ୍ୱର,୧୯।୭(ବ୍ୟୁରୋ): ଲକ୍ଷ୍ମୀସାଗର ଥାନାଞ୍ଚଳରେ ଥିବା ଏକ ଘରୋଇ ସ୍କୁଲକୁ ଜେସିବି ଲଗାଇ ଭାଙ୍ଗି ଦିଆଯାଇଛି। ସ୍କୁଲଟି ସମ୍ପୂର୍ଣ୍ଣ ଭାଙ୍ଗିଯାଇଥିବାବେଳେ କମ୍ପ୍ୟୁଟର, ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ସମେତ ବିଭିନ୍ନ ସାମଗ୍ରୀ ନଷ୍ଟ ହୋଇଛି। ଶନିବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଥିବାବେଳେ ରବିବାର ସ୍କୁଲର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri