ମେଟ୍ରୋ

ଆଜି ରାଜ୍ୟରୁ ୧୬୪୮ ଆକ୍ରାନ୍ତ ଚିହ୍ନଟ,କଟକରୁ ସର୍ବାଧିକ

ଭୁବନେଶ୍ୱର,୧୯ା୭(ବ୍ୟୁରୋ): ସୋମବାର ରାଜ୍ୟରୁ ୧୬୪୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୫୫,୯୭୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯୫୫ ଜଣ ଚିହ୍ନଟ…

ଟେଷ୍ଟ ନ କରି ନିଜ ଇଚ୍ଛାରେ ଖାଉଛନ୍ତି ଔଷଧ

ଭୁବନେଶ୍ୱର,୧୮।୭(ବ୍ୟୁରୋ): ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ାଇଲାଣି କରୋନାର ‘ହିଡ଼େନ୍‌ କେସ୍‌’ ବା ‘ଲୁକ୍କାୟିତ ମାମଲା’। କରୋନା ଲକ୍ଷଣ ଥିଲେ ବି ଲୋକେ ଟେଷ୍ଟ କରିବାକୁ ଆସୁନାହାନ୍ତି। ଏମାନଙ୍କ ଦ୍ୱାରା ହିଁ ତୃତୀୟ ଲହର ଆସିବ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ କହୁଛନ୍ତି। ଡା.…

ଯେ କୌଣସି କାର୍ଯ୍ୟାଳୟରେ ଯାଞ୍ଚ କରିପାରେ ଏନ୍‌ଫୋର୍ସମେଣ୍ଟ ଟିମ୍‌

ଭୁବନେଶ୍ୱର,୧୮।୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଥିବା ସମସ୍ତ କାର୍ଯ୍ୟାଳୟ ଏବଂ ଅନୁଷ୍ଠାନର କର୍ତ୍ତୃପକ୍ଷ ସେମାନଙ୍କ କର୍ମଚାରୀ ଏବଂ ଅଧିକାରୀମାନଙ୍କୁ କୋଭିଡ୍‌ ନିୟମର କଡା ଅନୁପାଳନ କରିବାକୁ ହେବ। ମୁହଁରେ ଠିକ୍‌ ଭାବେ ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ଇତ୍ୟାଦି ଆଚରଣ…

୨୪ ଘଣ୍ଟାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮।୭: ରାଜ୍ୟର ୫ଟି ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରବିବାର ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲାଗୁଡିକ ହେଲା ନୂଆପଡ଼ା, କଳାହାଣ୍ଡି, କେନ୍ଦୁଝର, କନ୍ଧମାଳ ଓ ଦେଓଗଡ଼।…

୨୧ରୁ ରାଜଧାନୀରେ ଗର୍ଭବତୀଙ୍କୁ ଟିକା

ଭୁବନେଶ୍ୱର,୧୮ା୭(ବ୍ୟୁରୋ): ରାଜଧାନୀରେ ଗର୍ଭବତୀଙ୍କ ପାଇଁ ଜୁଲାଇ ୨୧ରୁ ଟିକାକରଣ ଆରମ୍ଭ କରାଯିବ। ସେମାନଙ୍କୁ କୋଭାକ୍ସିନ ଟିକା ଦିଆଯିବା ନେଇ ବିଏମ୍‌ସି ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। କ୍ୟାପିଟାଲ ହସ୍ପିଟାଲ ସମେତ ଭୁବନେଶ୍ୱରରେ ଥିବା ସମସ୍ତ ୟୁପିଏଚ୍‌ସି ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର…

୨୧ରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର, ୧୮।୭(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆସନ୍ତା ୨୧ ତାରିଖ ବେଳକୁ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ଶନିବାର ସୂଚନା ଦେଇଛି। ଏହାର ପ୍ରଭାବରେ ୧୮ ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ…

ଆହାର କେନ୍ଦ୍ରକୁ ଆଚାର ଯୋଗାଇବେ ଏସ୍‌ଏଚ୍‌ଜି

ଭୁବନେଶ୍ୱର, ୧୮।୭(ବ୍ୟୁରୋ): ରାଜ୍ୟର ୧୬୬ ଆହାର କେନ୍ଦ୍ର ସ୍ବୟଂ ସହାୟକ ଗୋଷ୍ଠୀ(ଏସ୍‌ଏଚ୍‌ଜି) ଦ୍ୱାରା ପରିଚାଳିତ ହେଉଛି। ପ୍ରତି ମିଲ୍‌ରେ ୧୦ ଗ୍ରାମର ଆଚାର ହିସାବରେ ପ୍ରତିଦିନ ୧ ମେଟ୍ରିକ୍‌ ଟନ୍‌ ଓ ବର୍ଷକୁ ପ୍ରାୟ ୩୦୦ ମେଟ୍ରିକ୍‌ ଟନ୍‌ ଆଚାରର ଆବଶ୍ୟକତା…

ହ୍ବାଟ୍ସଆପ୍‌ ଲଟେରି, ସିମ୍‌କାର୍ଡ ଭେରିଫିକେଶନ ନାଁରେ ସାଇବର ଠକେଇ

ଭୁବନେଶ୍ୱର,୧୮।୭(ବ୍ୟୁରୋ): କ୍ରେଡିଟ୍‌, ଡେବିଟ୍‌ କାର୍ଡ, ୟୁପିଆଇ ଭେରିଫିକେଶନ, ଲୋନ୍‌, ପୁରସ୍କାର, ହନିଟ୍ରାପ୍‌ ଆଦି ବାହାନାରେ ସାଇବର ଠକେଇ ହେଉଛି। ଏବେ ପୂର୍ବଭଳି ପୁଣିଥରେ ହ୍ବାଟସ୍‌ଆପ ଲଟେରି ଓ ସିମ୍‌କାର୍ଡ ଭେରିଫିକେଶନ ନାଁରେ ସାଇବର ଠକମାନେ ଲୋକଙ୍କୁ ଫସାଇ ଲୁଟୁଛନ୍ତି। ସାଧାରଣ ଲୋକେ…

ଠକେଇକୁ ନେଇ ଅପହରଣ ବଢୁଛି

ଭୁବନେଶ୍ୱର,୧୮।୭(ବ୍ୟୁରୋ): ରାଜଧାନୀରେ ଠକେଇକୁ ନେଇ ଅପହରଣ ଘଟଣା ବଢ଼ିବାରେ ଲାଗିଛି। ନିକଟରେ ଠକେଇ କରିଥିବା ଜଣେ ଯୁବକଙ୍କୁ ଚନ୍ଦକା ଥାନାଞ୍ଚଳରୁ ଅପହରଣ କରି ଖୋର୍ଦ୍ଧାରେ ମୁଣ୍ଡଜାମିନ ରଖାଯାଇଥିଲା। ପୋଲିସ ତାଙ୍କୁ ଉଦ୍ଧାର କରିବା ପରେ ଅପହରଣ ପଛରେ ଠକେଇ ରହିଥିବା ଜଣାପଡିଥିଲା।…

୧୬ ରୁଟ୍‌ରେ ‘ମୋ ବସ୍‌’: ସକାଳ ୭ରୁ ସନ୍ଧ୍ୟା ୬ ଯାଏ ମିଳିବ ସେବା

ଭୁବନେଶ୍ୱର, ୧୮।୭ (ବ୍ୟୁରୋ): ଲକ୍‌ଡାଉନ୍‌ କଟକଣା କୋହଳ ହେବା ପରେ ରାଜ୍ୟ ସରକାର ବସ୍‌ ଚଳାଚଳ ପାଇଁ ଅନୁମତି ପ୍ରଦାନ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଆସନ୍ତା ସୋମବାରଠାରୁ ‘ମୋ ବସ୍‌’ ଚଳାଚଳ ସ୍ବାଭାବିକ ହେବ ବୋଲି କ୍ରୁଟ୍‌ ପକ୍ଷରୁ ଶନିବାର ସୂଚନା…

କ୍ୟାବିନେଟ ନିଷ୍ପତ୍ତି: ସିଇଟି ହେବ ଓୟୁଟିଆର୍‌

ଭୁବନେଶ୍ୱର,୧୮ା୭(ବ୍ୟୁରୋ): କଲେଜ ଅଫ୍‌ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି(ସିଇଟି)ଭୁବନେଶ୍ୱରକୁ ଏକ ଅନୁବନ୍ଧିତ, ଏକକ ବିଶ୍ୱବିଦ୍ୟାଳୟରେ ପରିଣତ କରି ଓଡ଼ିଶା ଟେକ୍ନୋଲୋଜି ଏବଂ ରିସର୍ଚ୍ଚ ବିଦ୍ୟାଳୟ(ଓୟୁଟିଆର)ରେ ପରଣିତ କରାଯିବ। ଏ ନେଇ ଶନିବାର ନୂତନ ଓୟୁଟିଆର ଚିଠା ବିଲ୍‌କୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛି।…

ଆଉ ୬୬ ମୁଣ୍ଡ ନେଲା କରୋନା: କେବଳ ଖୋର୍ଦ୍ଧାରୁ ୨୩

ଭୁବନେଶ୍ୱର,୧୮।୭(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ କରୋନାରେ ପ୍ରାଣ ହରାଇଛନ୍ତି ଆଉ ୬୬ ଜଣ ଆକ୍ରାନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୦୫୮କୁ ବୃଦ୍ଧି ପାଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ରବିବାର ସୂଚନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri