ମେଟ୍ରୋ

ଅଧା ବୁଲାଇ ପର୍ଯ୍ୟଟକଙ୍କୁ ଛାଡ଼ିଦେଲା ବ୍ୟାଟେରି ଗାଡ଼ି

ବାରଙ୍ଗ,୨୧।୧୦(ଡି.ଏନ୍‌.ଏ.): ନନ୍ଦନକାନନର ବ୍ୟାଟେରି ଚାଳିତ ଗାଡ଼ିକୁ ନେଇ ବୁଧବାର ପର୍ଯ୍ୟଟକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ୨୫ଜଣ ବଙ୍ଗୀୟ ପର୍ଯ୍ୟଟକ ନନ୍ଦନକାନନ ବୁଲିବାକୁ ଆସିଥିବାବେଳେ ଏକକାଳୀନ ବ୍ୟାଟେରି ଅଟୋରେ ଯିବା ଓ ସଫାରି ବୁଲିବା ପାଇଁ ଟିକେଟ କାଟିଥିଲେ। କିନ୍ତୁ ଅଧା ବୁଲାଇ…

ଉଦ୍‌ବେଗ ପ୍ରକାଶ କଲେ ଏନ୍‌ସିଡବ୍ଲ୍ୟୁ

ଭୁବନେଶ୍ୱର,୨୧।୧୦(ବ୍ୟୁରୋ): କଳାହାଣ୍ଡି ଜିଲା ମହାଲିଙ୍ଗ ସନ୍‌ସାଇନ ଇଂଲିଶ ମିଡିୟମ ସ୍କୁଲ ଅଧ୍ୟକ୍ଷା ମମିତା ମେହେରଙ୍କ ହତ୍ୟା ଘଟଣାକୁ ନେଇ ଜାତୀୟ ମହିଳା କମିଶନ (ଏନ୍‌ସିଡବ୍ଲ୍ୟୁ) ଅଧ୍ୟକ୍ଷା ରେଖା ଶର୍ମା ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏହି ହତ୍ୟା ଘଟଣାରେ ବ୍ୟକ୍ତିଗତ ହସ୍ତକ୍ଷେପ…

ପେଟ୍ରୋଲ ୩୬, ଡିଜେଲ ୩୮ ପଇସା ବଢ଼ିଲା

ଭୁବନେଶ୍ୱର,୨୧।୧୦: ଦୁଇଦିନ ବିରତି ପରେ ପୁଣି ଥରେ ପେଟ୍ରୋଲ ଏବଂ ଡିଜେଲ ଦର ବଢ଼ିଛି। ବୁଧବାର ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୩୬ ପଇସା ବଢ଼ି ୧୦୭.୧୩ ଟଙ୍କା ଛୁଇଁଥିବା ବେଳେ ଡିଜେଲ ଦର ୩୮ ପଇସା ଊର୍ଦ୍ଧ୍ୱରେ ରହି ୧୦୩.୫୩…

କରୋନା ନେଲା ମାସକର ଶିଶୁ ଜୀବନ

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ରାଜ୍ୟରେ ଏବେ କରୋନା ସଂକ୍ରମଣ ସହ ମୃତ୍ୟୁ ସଂଖା କମ୍‌ ରହିଛି। ତେବେ ଦୈନିକ ଚିହ୍ନଟ ହେଉଥିବା ଆକ୍ରାନ୍ତଙ୍କ ମଧ୍ୟରେ ପ୍ରାୟ ୧୮ପ୍ରତିଶତ ୧୮ବର୍ଷରୁ କମ୍‌ ବୟସର ପିଲା ରହୁଛନ୍ତି। ଏପରି ସ୍ଥିତିରେ ବୁଧବାର କରୋନାରେ ଜଣେ ଶିଶୁର ମୃତ୍ୟୁ…

ସକାରାତ୍ମକ ଦୃଷ୍ଟିଭଙ୍ଗୀ କୌଶଳ ମନୋଜଙ୍କୁ ଜଣାଥିଲା: ତଥାଗତ

ଭୁବନେଶ୍ୱର, ୨୦।୧୦(ବ୍ୟୁରୋ):ଜୀବନରେ ସବୁ କଥାକୁ କିପରି ସକାରାତ୍ମକ ଦୃଷ୍ଟିରେ ଦେଖାଯାଇପାରିବ ତା’ର କୌଶଳ କଥାକାର ମନୋଜ ଦାସଙ୍କଠାରୁ ଶିଖିବାକୁ ମିଳିଥିଲା। ପଣ୍ଡିଚେରୀରେ ପଢୁଥିବାବେଳେ ସେଠାରେ ତାଙ୍କ ସହ ଅଧିକାଂଶ ସମୟ ମୋର ଦେଖାହୁଏ। ସେ ମୋ ପଢ଼ାପଢ଼ି ବିଷୟରେ ପଚାରି ବୁଝନ୍ତି।…

ଡିଜିଟାଇଜେଶନ ହେଉଛି ଓଡ଼ିଶୀ ଅଭିଲେଖାଗାର

ଭୁବନେଶ୍ୱର, ୨୦।୧୦(ବ୍ୟୁରୋ): ରାଜ୍ୟର ଦିବଂଗତ ଓଡ଼ିଶୀ ନୃତ୍ୟଗୁରୁଙ୍କ ନୃତ୍ୟ ଓ ସଙ୍ଗୀତକୁ ଉଜ୍ଜୀବିତ କରିବାକୁ ରାଜ୍ୟ ସଂସ୍କୃତି ବିଭାଗ ଓ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା ପ୍ରତିଷ୍ଠାନ ଆଗେଇ ଆସିଛି। ଗବେଷଣା ପ୍ରତିଷ୍ଠାନ ଅଭିଲେଖାଗାରର ସମ୍ପୂର୍ଣ୍ଣ ଡିଜିଟାଇଜେଶନ କାମ ଚାଲିଛି।…

ରାଜ୍ୟରେ କରୋନା ନେଲା ୨ ଜୀବନ

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୨୯୬ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଜଗତସଂହପୁର ଓ ନୟାଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।…

କୁମାର ପୂର୍ଣ୍ଣିମା ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦ା୧୦(ବ୍ୟୁରୋ): ଆଜି ହେଉଛି ପବିତ୍ର କୁମାର ପୂର୍ଣ୍ଣିମା। ଏହି ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସମସ୍ତଙ୍କ ସୁରକ୍ଷା ପାଇଁ କୋଭିଡ୍‌ ନିୟମ ପାଳନ କରି ପୂଜାରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି। ପ୍ରଭୁଙ୍କ…

ରାଜ୍ୟରେ ପୁଣି ବଢିଲା ସଂକ୍ରମଣ

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ଉପରମୁହାଁ ହେଉଛି। ରାଜ୍ୟରେ ବୁଧବାର ୫୫୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୧ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୩୨୧…

କାଠଯୋଡ଼ିକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା

ଭୁବନେଶ୍ୱର,୨୦।୧୦(ବ୍ୟୁରୋ):କାଠଯୋଡ଼ିରୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ଯୁବକ ଜଣକ ହେଉଛନ୍ତି ସପନ କୁମାର ବେହେରା । ମଙ୍ଗଳବାର ରାତିରୁ ସେ ନଦୀକୁ ଡେଇଁ ପଡ଼ିଥିଲେ। ବୁଧବାର ସକାଳ ୬ରେ ତାଙ୍କ ମୃତ ଦେହକୁ ଉଦ୍ଧାର କରାଯାଇଛି। ସୂଚନାନୁସାରେ, ଭୁବନେଶ୍ୱର ଖାରବେଳନଗର…

‘ଋତୁସ୍ରାବକୁ ନେଇ ସମାଜରେ ଭୁଲ୍‌ ଧାରଣା ରହିଛି’

ଭୁବନେଶ୍ୱର, ୨୦।୧୦(ବ୍ୟୁରୋ): ଆଇନା ଏବଂ ୟୁନିସେଫ୍‌ ଓଡ଼ିଶା ସହଭାଗିତାରେ କଲ୍ଲୋଳ-୨୦୨୧ କ୍ଷୁଦ୍ର ଚଳଚ୍ଚିତ୍ର ପ୍ରତିଯୋଗିତା’ର ସପ୍ତମ ସଂସ୍କରଣ ଉଦ୍‌ଘାଟନ ଉତ୍ସବ ମଙ୍ଗଳବାର ଏକ ହୋଟେଲରେ ଅନୁଷ୍ଠିତ ହୋଇଯାଇଛି। ଚଳିତବର୍ଷ ‘ଋତୁସ୍ରାବ ସ୍ବଚ୍ଛତା ଓ ସ୍ବାସ୍ଥ୍ୟରକ୍ଷା’ ବିଷୟବସ୍ତୁକୁ ନେଇ କ୍ଷୁଦ୍ର ଚଳଚ୍ଚିତ୍ର ଆହ୍ବାନ…

‘ସଚେତନତା ମାଧ୍ୟମରେ ସାଇବର ଠକେଇ ରୋକିହେବ’

କଟକ ଅଫିସ,୨୦।୧୦: ଜାତୀୟ ସାଇବର ସୁରକ୍ଷା ମାସ ପାଳନ ଅବସରରେ କଟକ ସହରାଞ୍ଚଳ ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପାଇଁ ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି। ମର୍କତନଗର ସେକ୍ଟର-୯ସ୍ଥିତ ଏକ ମଣ୍ଡପରେ ଆୟୋଜିତ କାର୍ଯ୍ୟକ୍ରମରେ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ମୁଖ୍ୟ ଅତିଥିଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?