ଆଜି ରାଜ୍ୟ କ୍ୟାବିନେଟ୍
ଭୁବନେଶ୍ୱର, ୧୭ା୭(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଭିଡିଓ କନ୍ଫରେନ୍ସ ଜରିଆରେ ଅପରାହ୍ନ ୫ଟା ୩୦ ମିନିଟ୍ରେ ବସିବାକୁ ଥିବା ବୈଠକରେ ୮ଟି ଏଜେଣ୍ଡା ଉପରେ ମୋହର…
ଜିଲା ବାହାରେ ଡିଏମ୍ଏଫ୍ ଖର୍ଚ୍ଚ ବନ୍ଦକର
ଭୁବନେଶ୍ୱର,(ବ୍ୟୁରୋ)/କେନ୍ଦୁଝର,୧୭ା୭(ସ୍ବ.ପ୍ର.): ଜିଲା ଖଣିଜ ପ୍ରତିଷ୍ଠାନ (ଡିଏମ୍ଏଫ୍) ପାଣ୍ଠି ହେଉଛି ଜିଲାର ନିଜସ୍ବ ଅର୍ଥ। ଜିଲାର ଖଣି ଖାଦାନ ଦ୍ୱାରା କ୍ଷତିଗ୍ରସ୍ତ ହେଉଥିବା ଅଞ୍ଚଳରେ ଏହାର ବିନିଯୋଗ ହେବ। କେନ୍ଦ୍ର ସରକାରଙ୍କ ବିନା ଅନୁମୋଦନରେ ରାଜ୍ୟ ସରକାର ଏହି ପାଣ୍ଠିର କାର୍ଯ୍ୟ, ଖର୍ଚ୍ଚ…
୧୨ରୁ ୧୮ ବର୍ଗଙ୍କ ଟିକାକରଣ ଶୀଘ୍ର କରାଯାଉ
ଭୁବନେଶ୍ୱର,୧୭ା୭(ବ୍ୟୁରୋ): ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ସୂଚନା ଅନୁଯାୟୀ ମହାମାରୀ କରୋନାର ତୃତୀୟ ଲହର ଆସିବା ଯଥେଷ୍ଟ ଆଶଙ୍କା ରହିଛି। ପିଲାମାନଙ୍କ ଉପରେ ଏହାର ପ୍ରଭାବ ଅଧିକ ରହିବ ବୋଲି ଅନୁମାନ କରାଯାଉଛି। ତେଣୁ ପ୍ରାଥମିକତା ଦେଇ ୧୨ରୁ ୧୮ ବର୍ଷ ବର୍ଗଙ୍କ ପାଇଁ…
ଏଟିଏମ୍ରୁ ଝାମ୍ପିନେଇଥିଲେ ପର୍ସ: ଜଣଙ୍କୁ ଧରିଲା ପୋଲିସ
ଭୁବନେଶ୍ୱର,୧୬।୭(ବ୍ୟୁରୋ): ଭୁବନେଶ୍ବର ଚନ୍ଦ୍ରଶେଖରପୁର ଅଞ୍ଚଳର ଏଟିଏମ୍ ଭିତରୁ ମହିଳାଙ୍କଠାରୁ ଭ୍ୟାନିଟି ବ୍ୟାଗ ଛଡ଼ାଇ ନେବା ଘଟଣାରେ ନୟାପଲ୍ଲୀ ପୋଲିସ ଜଣଙ୍କୁ ଗିରଫ କରିଛି। ସୂଚନାଯୋଗ୍ୟ, କିଛିଦିନ ତଳେ ନୀଳାଦ୍ରି ବିହାରର ଏକ ଏଟିଏମରୁ ଦୁଇ ଜଣ ଯୁବତୀ ଟଙ୍କା ଉଠାଉ ଥିବାବେଳେ…
ଦିନକରେ କରୋନା ନେଲା ୬୪ ଜୀବନ
ଭୁବନେଶ୍ୱର,୧୬/୭(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନାରେ ୬୪ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୯୨୫ ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଫଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା…
ଜେଇଇ ମେନ୍ ଚତୁର୍ଥ ପର୍ଯ୍ୟାୟ ଘୁଞ୍ଚିଲା: ୨୦ ପର୍ଯ୍ୟନ୍ତ ଆବେଦନ ଅବଧି ବୃଦ୍ଧି
ଭୁବନେଶ୍ୱର,୧୬।୭(ବ୍ୟୁରୋ): ନ୍ୟାଶନାଲ୍ ଟେଷ୍ଟିଂ ଏଜେନ୍ସି (ଏନ୍ଟିଏ) ଦ୍ୱାରା ପରିଚାଳିତ ଜେଇଇ ମେନ୍ ୨୦୨୧ର ଚତୁର୍ଥ ପର୍ଯ୍ୟାୟ ପରୀକ୍ଷା ଘୁଞ୍ଚାଇ ଦିଆଯାଇଛି। ଜୁଲାଇ ୨୭ରୁ ଅଗଷ୍ଟ ୨ ପର୍ଯ୍ୟନ୍ତ ହେବାକୁ ଥିବା ଏହି ପରୀକ୍ଷା ଏବେ ଅଗଷ୍ଟ ୨୬,୨୭, ୩୧ ଏବଂ ସେପ୍ଟେମ୍ବର…
ଆଜି ବିଶ୍ବ ସର୍ପ ଦିବସ: ସାପ କାମୁଡ଼ାରେ ପ୍ଲାଷ୍ଟିକ ସର୍ଜରି
ଭୁବନେଶ୍ୱର( ଅସମାପିକା ସାହୁ): ସାପ କାମୁଡ଼ିବା ପରେ ଚିକିତ୍ସାକୁ ନେଇ ଅନେକ ସମୟରେ ଲୋକମାନେ ଦ୍ୱନ୍ଦ୍ୱରେ ଥାଆନ୍ତି। ବିଭିନ୍ନ ସମୟରେ ଡାକ୍ତରଖାନାକୁ ନ ନେଇ ଝଡ଼ାଫୁଙ୍କା ବା ଚେରମୂଳି ଚିକିତ୍ସା କରିଥାନ୍ତି। ଗୁରୁତର ହେଲେ ଡାକ୍ତରଖାନା ନେବାବେଳକୁ ବହୁ ବିଳମ୍ବ ହୋଇଯାଇଥାଏ।…
ଯୁକ୍ତ୨ ସିଟ୍ ବୃଦ୍ଧି ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ୱର,୧୬।୭(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ସ୍କୁଲରେ ଯୁକ୍ତ୨ ସିଟ୍ ବୃଦ୍ଧି ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସମସ୍ତ ଉଚ୍ଚ ମାଧ୍ୟମିକ ସ୍କୁଲ ଅଧ୍ୟକ୍ଷଙ୍କୁ ଚିଠି ଲେଖାଯାଇଛି। ଭିତ୍ତିଭୂମି ଥିବା ଶିକ୍ଷାନୁଷ୍ଠାନର ସିଟ୍ ବୃଦ୍ଧି ନେଇ…
ରାଜ୍ୟରେ ୨,୦୭୦ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୬।୭(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୨,୦୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୯୫ ଜଣ କ୍ୱାରାଣ୍ଟାଇନ୍ ଥିଲେ। ବାକି ୮୭୫ଟି…
ସୋମବାରରୁ ଗଡ଼ିବ ମୋ’ ବସ୍
ଭୁବନେଶ୍ୱର,୧୫।୭: ରାଜଧାନୀ ଭୁବନେଶ୍ୱରରେ କଟକଣା କୋହଳ ହେବା ସହ ବସ୍ ଚଳାଚଳକୁ ମିଳିଛି ଅନୁମତି । ଏହାକୁ ଦେଖି କ୍ୟାପିଟାଲ୍ ରିଜନ୍ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍) ପକ୍ଷରୁ ଯାତ୍ରୀମାନଙ୍କୁ ପୂର୍ବପରି ସେବା ଯୋଗାଇ ଦିଆଯିବ ବୋଲି ଗୁରୁବାର ସୂଚନା ଦିଆଯାଇଛି। ଆସନ୍ତା…
ସାରା ରାଜ୍ୟରେ ଗଡ଼ିବ ବସ୍; ହେଲେ ୨୫ ଯାଏ ପୁରୀକୁ ମନା
ଭୁବନେଶ୍ୱର,୧୫।୭(ବ୍ୟୁରୋ): ରାଜ୍ୟ ପାଇଁ ନୂଆ କରୋନା ଗାଇଡଲାଇନ୍ ଘେଷଣା କରାଯାଇଛି। ଏଣିକି ସମଗ୍ର ରାଜ୍ୟରେ ବସ୍ ସେବା ଚାଲୁ କରାଯିବ। ବସ୍ରେ ଯେତିକି ସିଟ୍ ସେତିକି ଲୋକ ଯିବାକୁ ଅନୁମତି ମିଳିବ। ବସ୍ ଚଳାଚଳ ନେଇ ସମୟ କଟକଣା କିଛି ରହିବ…
ଶୁକ୍ରବାରଠାରୁ ଖୋଲିବ ପାର୍ଲର, ସ୍ପା, ସେଲୁନ୍; ହେଲେ ଏସବୁ ଖୋଲିବା ମନା
ଭୁବନେଶ୍ୱର,୧୫।୭(ବ୍ୟୁରୋ): ପୁଣି ରାଜ୍ୟରେ ଲକ୍ଡାଉନ୍ କଟକଣାକୁ କୋହଳ କରିଛନ୍ତି ରାଜ୍ୟ ସରକାର। ଆଶିଂକ ଲକ୍ଡାଉନ୍ ଅବଧିକୁ ଜୁଲାଇ ୧୬ଠାରୁ ଅଗଷ୍ଟ ୧ ଯାଏ ବଢ଼ାଇ ଦିଆଯାଇଛି। ଏହି ସମୟରେ ସାରା ରାଜ୍ୟରେ ପାର୍ଲର, ସ୍ପା, ଜିମ୍, ସେଲୁନ୍ ଆଦି ଖୋଲିପାରିବ। ଶୁକ୍ରବାରଠାରୁ…
Archives


