ବଦଳିଲେ ଜିଲାପାଳ : ପାରୁଲ ଜଗତ୍ସିଂହପୁର, ସଂଗ୍ରାମ କେଶରୀ ଖୋର୍ଦ୍ଧା
ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ରାଜ୍ୟ ସରକାର ଆଇଏଏସ୍ ଏବଂ ଓଏଏସ୍ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ସୋମବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ବୈଷୟିକ ଶିକ୍ଷା ଏବଂ ଏସ୍ସିଇଆର୍ଟି…
ଦୁଇ ଗୁରୁତ୍ୱପୂର୍ଣ୍ଣ ବିଭାଗକୁ ସମ୍ଭାଳିବେ ଜଣେ
ଭୁବନେଶ୍ୱର,୧୮ା୧୦(ବ୍ୟୁରୋ): ରାଜ୍ୟ କୃଷି ଉତ୍ପାଦନ କମିଶନର (ଏପିସି) ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ରାଜ କୁମାର ଶର୍ମା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ଦାୟିତ୍ୱରେ ରହିବେ। ଏ ନେଇ ସୋମବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ…
ଅଡୁଆରେ ପ୍ରଦୀପ: ଫ୍ରିଜ୍ ହେବ ପରିବାର ସଦସ୍ୟଙ୍କ ବ୍ୟାଙ୍କ ଆକାଉଣ୍ଟ
କଟକ ଅଫିସ,୧୮।୧୦: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଅଡୁଆ ବଢ଼ିବାରେ ଲାଗିଛି। ଭିଜିଲାନ୍ସ ଟିମ୍ ପ୍ରଦୀପଙ୍କ ଘରୁ ୧୪୪୦ ଗ୍ରାମର ସୁନା ଓ ୨୪.୨୫ ଲକ୍ଷ ଟଙ୍କାର ଏକ ହାର ଜବତ କରିଛି। ଏଥିସହ ପ୍ରଦୀପଙ୍କ ଘରୁ ବହୁ ବ୍ୟାଙ୍କ ଆକାଉଣ୍ଟ…
ଦୁଇଦିନ ଧରି ପ୍ରବଳ ବର୍ଷିବ
ଭୁବନେଶ୍ୱର,୧୮।୧୦ (ବ୍ୟୁରୋ): ପଶ୍ଚିମବଙ୍ଗର ଗାଙ୍ଗେୟ କ୍ଷେତ୍ର ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ସୋମବାର ପଶ୍ଚିମବଙ୍ଗ ତତସଂଲଗ୍ନ ଉତ୍ତର ଓଡ଼ିଶାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହି ଲଘୁଚାପ କ୍ଷେତ୍ର ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳରେ ୫.୮ କିମି ଯାଏ ବ୍ୟାପିଛି।…
ଖୋଲିବ ସ୍କୁଲ; ୨ ଦିନ ପାଠ ପଢ଼ା ଯିବନି
ଭୁବନେଶ୍ୱର,୧୮।୧୦ (ବ୍ୟୁରୋ): ଆସନ୍ତା ୨୧ରୁ ଏକାଦଶ ଓ ୨୫ ତାରିଖରୁ ଅଷ୍ଟମ ଶ୍ରେଣୀ ଖୋଲିବ। ଏ ନେଇ ସ୍କୁଲ ଓ ଗଣ ଶିକ୍ଷା ବିଭାଗ ମାର୍ଗଦର୍ଶିକା ଜାରି କରିଛି। ଅଷ୍ଟମ ଶ୍ରେଣୀ ପାଇଁ ୧୭ରୁ ୨୪ ତାରିଖ ମଧ୍ୟରେ ଶିକ୍ଷକ ଓ…
ପଦ୍ମ ଧରିଲେ ଅଞ୍ଜଳି
ଭୁବନେଶ୍ବର,୧୮।୧୦(ବ୍ୟୁରୋ) : ଭାଜପାରେ ମିଶିଲେ ପୂର୍ବତନ ମନ୍ତ୍ରୀ ତଥା ବିଜେଡ଼ି ନେତ୍ରୀ ଅଞ୍ଜଳି ବେହେରା । ସୋମବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଉପସ୍ଥିତିରେ ସେ ଦଳରେ ମିଶିଛନ୍ତି। ତାଙ୍କ ସହ…
ମନୀଷ ହତ୍ୟା ମାମଲା: ରିମାଣ୍ଡରେ ଗଲେ ୩ ଅଭିଯୁକ୍ତ
ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ମନୀଷ ଦାସ ହତ୍ୟା ମାମଲାରେ ଗିରଫ ହୋଇ ୩ ଅଭିଯୁକ୍ତଙ୍କୁ ସୋମବାର କମିଶନରେଟ ପୁଲିସ ରିମାଣ୍ଡରେ ନେଇଛି । ଝାରପଡ଼ା ଜେଲରେ ଥିବା ୩ ଅଭିଯୁକ୍ତଙ୍କୁ ୪ ଦିନିଆ ରିମାଣ୍ଡରେ ଯାଇଛନ୍ତି। ଅଭିଯୁକ୍ତଙ୍କୁ ନେଇ ସିନ ରିକ୍ରିଏଶନ କରାଯିବା ନେଇ…
ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୨୯୦କୁ ବୃଦ୍ଧି
ଭୁବନେଶ୍ୱର,୧୮ା୧୦(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନେ କମିଲେ ଦିନେ ବଢ଼ୁଛି। ସେହିପରି ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗୁନି। ଆଜି ଆଉ ୫ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
ଇ-ପଞ୍ଜୀକରଣରେ ଓଡ଼ିଶା ଆଗରେ
ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ୨ ମାସ ମଧ୍ୟରେ ଇ-ଶ୍ରମ ପୋର୍ଟାଲରେ ସାରା ଦେଶରୁ ୪ କୋଟିରୁ ଅଧିକ ଅସଙ୍ଗଠିତ କ୍ଷେତ୍ରର ଶ୍ରମିକ ପଞ୍ଜୀକରଣ କରିଛନ୍ତି। ଶ୍ରମିକ ପଞ୍ଜୀକରଣ କରିବାରେ ଅନ୍ୟ ରାଜ୍ୟଗୁଡ଼ିକ ତୁଳନାରେ ଓଡ଼ିଶା ସର୍ବାଗ୍ରେ ରହିଛି। ମିଳିଥିବା ତଥ୍ୟ ମୁତାବକ, ଏହି ପୋର୍ଟାଲରେ…
ରାଜଧାନୀରେ ମାତିଛନ୍ତି ଚୋର ଗ୍ୟାଙ୍ଗ୍: ବାଲ୍କୋନି କବାଟ ଭାଙ୍ଗି ନେଇଗଲେ ୨୦ଲକ୍ଷ ଟଙ୍କାର ଗହଣା
ଭୁବନେଶ୍ୱର,୧୮ା୧୦(ବ୍ୟୁରୋ): ଅସୁରକ୍ଷିତ ହୋଇପଡୁଛି ରାଜଧାନୀ ରାତି। ଅନ୍ଧାର ବଢ଼ିବାମାତ୍ରେ ଗଳିକନ୍ଦିରୁ ରାଜରାସ୍ତା ସବୁଠି ଅପରାଧୀଙ୍କ ରାଜ୍ ଚାଲୁଛି। ଲୋକେ ଶୋଇଯିବା ପରେ କମିଶନରେଟ ପୋଲିସ ବି ଶୋଇଯାଉଛି। ପାଟ୍ରୋଲିଂ ଠିକ୍ ହେଉ ନ ଥିବାରୁ ବାରମ୍ବାର ଚୋରି, ଡକାୟତି, ଲୁଟ୍, ହତ୍ୟା…
ଆଜି ରାଜ୍ୟରୁ ୩୪୦ ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୫୦ ଶିଶୁ
ଭୁବନେଶ୍ୱର,୧୮ା୧୦(ବ୍ୟୁରୋ): ସୋମବାର ରାଜ୍ୟରୁ ୩୪୦ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୩୫,୪୧୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୯୯ ଜଣ ଚିହ୍ନଟ ହୋଇଥିବା…
ବିଧାୟକଙ୍କ ଘରେ ୨୩ ଘଣ୍ଟାର ରେଡ୍
ଭୁବନେଶ୍ୱର (ବ୍ୟୁରୋ)/ ବ୍ରହ୍ମପୁର ଅଫିସ,୧୮ା୧୦: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ରବିବାର ଭିଜିଲାନ୍ସ ବଡ଼ଧରଣର ଚଢାଉ କରିଥିଲା। ଲୋକାୟୁକ୍ତଙ୍କ ନିର୍ଦ୍ଦେଶ କ୍ରମେ ଭିଜିଲାନ୍ସ ପକ୍ଷରୁ ସକାଳ ପ୍ରାୟ ୭ଟାରୁ ଏକକାଳୀନ ପ୍ରଦୀପଙ୍କ ଭୁବନେଶ୍ୱରସ୍ଥିତ…

