ମେଟ୍ରୋ

ପରୀ ମାମଲା ଶୁଣାଣି ୨ ଦିନ ଘୁଞ୍ଚିଲା

ନୂଆଦିଲ୍ଲୀ,୧୪ା୭: ନୟାଗଡ଼ ଜିଲା ଯଦୁପୁର ଗ୍ରାମର ୫ବର୍ଷୀୟା ଶିଶୁ କନ୍ୟା ପରୀ ଅପହରଣ ଓ ହତ୍ୟା ଘଟଣାର ସିବିଆଇ ତଦନ୍ତ ନିମନ୍ତେ ସୁପ୍ରିମକୋର୍ଟରେ ହୋଇଥିବା ଆବେଦନର ଶୁଣାଣି ଗୁରୁବାରକୁ ଘୁଞ୍ଚତ୍ଛି। ପରୀର ମା’ ସୌଦାମିନୀ ଝିଅର ହତ୍ୟା ଘଟଣାର ସିବିଆଇ ତଦନ୍ତ…

୧୭ ଜିଲାରେ ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର,୧୪ ।୭(ବ୍ୟୁରୋ);ଓଡ଼ିଶାକୁ ଏଥର ଠିକ୍‌ ସମୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ଆବଶ୍ୟକତା ଅନୁଯାୟୀ ବର୍ଷା ହୋଇନାହିଁ। ୧୭ ଜିଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ମଙ୍ଗଳବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା…

ଦ୍ୱିତୀୟ ନ ଯାଉଣୁ ତୃତୀୟ ଭୟ

ଭୁବନେଶ୍ୱର(ବ୍ୟୁରୋ)/ନୂଆଦିଲ୍ଲୀ,୧୪ା୭:ଓଡ଼ିଶାରେ କୋଭିଡ୍‌ ମୃତ୍ୟୁ ସଂଖ୍ୟା ବଢ଼ିଚାଲିଛି। ଗତ ଏପ୍ରିଲ ୧୩ରେ ରାଜ୍ୟରେ ୨ଜଣଙ୍କ ମୃତ୍ୟୁ ହୋଇଥିଲା। ସେହିପରି ମେ ୧୩ରେ ୧୯, ଜୁନ ୧୩ରେ ୪୫ ଏବଂ ଜୁଲାଇ ୧୩ରେ ୬୮ଜଣଙ୍କ ମୃତ୍ୟୁ ଘଟିଛି। ଅର୍ଥାତ୍‌ ରାଜ୍ୟରୁ କରୋନାର ଦ୍ୱିତୀୟ ଲହର…

ରେକର୍ଡ ଭାଙ୍ଗିଲା କରୋନା: ଦିନକରେ କରୋନା ନେଲା ୬୫ ଜୀବନ

ଭୁବନେଶ୍ୱର,୧୪/୭(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୬୩ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୭୯୫ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଫଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ…

ରାଜ୍ୟରେ ପୁଣି ବଢିଲା ସଂକ୍ରମଣ

ଭୁବନେଶ୍ୱର,୧୪।୭(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୨୦୭୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୯୨ ଜଣ କ୍ୱାରାଣ୍ଟାଇନ୍‌ ଥିଲେ। ବାକି ୮୮୨ଟି…

ଏ ବର୍ଷ ବି ବୋଲ୍‌ବମ୍‌ ଉପରେ ଲାଗିଲା କଟକଣା

ଭୁବନେଶ୍ୱର,୧୩।୭(ବ୍ୟୁରୋ): ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ କରୋନା ପାଇଁ ବୋଲବମ୍‌ ଉପରେ କଟକଣା ଲଗାଇଲେ ରାଜ୍ୟ ସରକାର। ଏନେଇ ଏସ୍‌ଆର୍‌ସିଙ୍କ ପକ୍ଷରୁ ମଙ୍ଗଳବାର ନିର୍ଦ୍ଦେଶନାମା ଜାରି କରାଯାଇଛି। କୌଣସି ଧାର୍ମିକ ସ୍ଥଳରୁ କାଉଡ଼ିଆମାନେ ଜଳ ଉଠାଇପାରିବେ ନାହିଁ। ଏଥିସହ ସର୍ବସାଧାରଣ…

ଯୁକ୍ତ ୨ ସିଟ୍‌ ବଢ଼ାଇବାକୁ ରାଜ୍ୟ ସରକାରଙ୍କ ନିଷ୍ପତ୍ତି: ଆବେଦନ କରିପାରିବେ ଜୁନିଅର କଲେଜ

ଭୁବନେଶ୍ୱର,୧୩।୭(ବ୍ୟୁରୋ): ଚଳିତ ବର୍ଷ କରୋନାକୁ ନେଇ ବିନା ପରୀକ୍ଷାରେ ମାଟ୍ରିକ ପରୀକ୍ଷାଫଳ ପ୍ରକାଶ ପାଇଥିଲା। ଏଥିରେ ୫ ଲକ୍ଷ ୬୨ ହଜାର ୧୦ଜଣ ଛାତ୍ରୀଛାତ୍ର ମାଟ୍ରିକ ପାସ୍‌ କରିଛନ୍ତି। ହେଲେ ରାଜ୍ୟରେ ୪ ଲକ୍ଷ ୪୩ ହଜାର ୩୫୪ ଟି ଯୁକ୍ତ୨…

ରାଜ୍ୟରୁ ପୁଣି ୬୮ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୩।୭ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉନି। ମଙ୍ଗଳବାର କରୋନା ଆଉ ୬୮ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୪୭୩୦କୁ ବୃଦ୍ଧି ପାଇଛି। ୬୮ ମୃତକଙ୍କ…

ରାଜ୍ୟରେ ୨ ହଜାର ତଳେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା

ଭୁବନେଶ୍ୱର,୧୩।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛିି। ମଙ୍ଗଳବାର ରାଜ୍ୟରେ ୧,୯୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୧୧୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୮୧୩ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ…

ଗ୍ରୀନ୍‌ ଓ୍ବାଲ୍‌ରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି

ପୁରୁଣା ଭୁବନେଶ୍ୱର, ୧୩।୭(ଡି.ଏନ୍‌.ଏ.):  ଗ୍ରୀନ୍‌ ଓ୍ବାଲ୍‌ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି। ଏଥିରେ ଲେଖା ରହିଛି, ଟୁ ଦି ଅନରେବଲ୍‌ ଚିଫ୍‌ ମିନିଷ୍ଟର ଅଫ୍‌ ଓଡ଼ିଶା, ଶ୍ରୀ ନବୀନ ପଟ୍ଟନାୟକ। ‘ସାଇକ୍ଲୋନ୍‌ ପ୍ରୋନ୍‌ ଓଡ଼ିଶା ନିଡ୍‌ସ ଏ ନିୟୁ ଟ୍ରି-ଟ୍ରାନ୍ସପ୍ଲାଣ୍ଟର ମେଶିନ୍‌…

ନବୀନ ନିବାସ ଆଗରେ ଆତ୍ମାହୁତି ଉଦ୍ୟମ

ଭୁବନେଶ୍ୱର,୧୩।୭(ବ୍ୟୁରୋ): ଅଭିଯୋଗ ସତ୍ତ୍ୱେ ଥାନାରୁ ନ୍ୟାୟ ନ ପାଇବାରୁ ସୋମବାର ଜଣେ ଯୁବକ ନବୀନ ନିବାସ ଆଗରେ ଆତ୍ମାହୁତି ଉଦ୍ୟମ କରିଛନ୍ତି। ସମ୍ପୃକ୍ତ ବ୍ୟକ୍ତିଙ୍କୁ ଏୟାରପୋର୍ଟ ଥାନା ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ଶହୀଦନଗର ଥାନା…

ବିଜେଡି ନୂଆ କାର୍ଯ୍ୟାଳୟର ଶୁଭ ଦେଲେ ନବୀନ

ଭୁବନେଶ୍ୱର, ୧୩।୭(ବ୍ୟୁରୋ): ବିଜେଡି ରାଜ୍ୟ କାର୍ଯ୍ୟାଳୟର ରୂପରେଖ ସମ୍ପୂର୍ଣ୍ଣ ପରିବର୍ତ୍ତନ କରାଯିବ। ଦଳର ମୁଖ୍ୟ କାର୍ଯ୍ୟାଳୟକୁ ଅତ୍ୟାଧୁନିକ ଭାବେ ନିର୍ମାଣ କରାଯିବାକୁ ସବୁ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି। ସୋମବାର ପବିତ୍ର ରଥଯାତ୍ରା ଅବସରରେ ଏହି ନୂତନ କାର୍ଯ୍ୟାଳୟ ନିର୍ମାଣ ଲାଗି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri