ମେଟ୍ରୋ

ଆଜି ଦେଶବ୍ୟାପୀ ରେଳରୋକୋ

ଭୁବନେଶ୍ୱର, ୧୮।୧୦(ବ୍ୟୁରୋ): ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ସୋମବାର ସାରାଦେଶରେ ୬ ଘଣ୍ଟିଆ ରେଳରୋକୋ ହେବ। ପୂର୍ବାହ୍ନ ୧୦ରୁ ରେଳରୋକୋ ଆରମ୍ଭ ହୋଇ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଜାରି ରହିବ। କୃଷକ ଗଣହତ୍ୟା ମାମଲାରେ ନିରପେକ୍ଷ ତଦନ୍ତ ପାଇଁ କେନ୍ଦ୍ରମନ୍ତ୍ରୀ ଅଜୟ…

ଏକାଦଶ ଶ୍ରେଣୀ ପାଇଁ ଗାଇଡ୍‌ଲାଇନ

ଭୁବନେଶ୍ୱର, ୧୮।୧୦(ବ୍ୟୁରୋ): ଆସନ୍ତା ୨୧ ତାରିଖରୁ ଏକାଦଶ ଶ୍ରେଣୀ ଖୋଲିବ। ଏଥିପାଇଁ ରବିବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍ବତନ୍ତ୍ର ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ଏ ନେଇ ଗଣଶିକ୍ଷା ସଚିବ ସତ୍ୟବ୍ରତ ସାହୁ ସମସ୍ତ ଉଚ୍ଚ ମାଧ୍ୟମିକ ସ୍କୁଲ ଅଧ୍ୟକ୍ଷଙ୍କୁ…

ଦୋଛକିରେ ପିଲାଙ୍କ ସ୍ବାସ୍ଥ୍ୟ, ଭବିଷ୍ୟତ

ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ରାଜ୍ୟରେ ଆସନ୍ତା ୨୧ ତାରିଖରୁ ଏକାଦଶ ଓ ୨୫ରୁ ଅଷ୍ଟମ ଶ୍ରେଣୀ ଖୋଲିବାକୁ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି। ଏଥିସହ ଏସ୍‌ଓପି ମଧ୍ୟ ଜାରି ହୋଇଛି। କରୋନା କଟକଣାକୁ କିଭଳି କଡ଼ାକଡ଼ି ଭାବେ ପାଳନ କରି ପିଲାଙ୍କ ପାଠପଢ଼ା ହେବ…

ଏକାଦଶ ଶ୍ରେଣୀ ପାଇଁ ଆସିଲା ଗାଇଡଲାଇନ୍‌

ଭୁବନେଶ୍ୱର,୧୭।୧୦(ବ୍ୟୁରୋ): ଏକାଦଶ ଶ୍ରେଣୀ ଖୋଲିବା ନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ରବିବାର ଗାଇଡଲାଇନ ଜାରି କରାଯାଇଛି। ଗାଇଡଲାଇନ ଅନୁସାରେ, ଦୂରଦୂରାନ୍ତରୁ ଆସୁଥିବା ପିଲାଙ୍କ ପାଇଁ ପ୍ରଥମ ଦିନରେ ଇଣ୍ଡକସନ ସେସନ ରଖାଯିବ। ଇଣ୍ଡକସନ ସେସନରେ ପିଲାଙ୍କ ସହ ଜଣେ ଅଭିଭାବକ ରହିବେ।…

ମନୀଷ ଅନୁରାଗ ହତ୍ୟାକାଣ୍ଡ: ୪ ଦିନିଆ ରିମାଣ୍ଡରେ ୩ ଅଭିଯୁକ୍ତ

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ଅନୁରାଗ ଦାସଙ୍କ ହତ୍ୟାକାଣ୍ଡ ଘଟଣାରେ କମିଶନରେଟ ପୋଲିସ ରବିବାର ୩ ଅଭିଯୁକ୍ତଙ୍କୁ ୪ ଦିନିଆ ରିମାଣ୍ଡରେ ଆଣିଛି। ଅଭିଯୁକ୍ତ ନୟାପଲ୍ଲୀ ଥାନା ଅଞ୍ଚଳରେ ରହୁଥିବା ଅମ୍ରିତ ପ୍ରୀତମ ବିଶ୍ୱାଳ, କନ୍ଧମାଳ ଜିଲା…

ଅଗରବତୀ କାରଖାନାରେ ଅଗ୍ନିକାଣ୍ଡ

କଟକ ଅଫିସ,୧୭।୧୦: କଟକ ଜଗତପୁର ସ୍ଥତି ଏକ ଅଗରବତୀ କାରଖାନାରେ ରବିବାର ସନ୍ଧ୍ୟାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଖବର ପାଇ ସ୍ଥାନୀୟ ଦମକଳବାହିନୀର ୨ଟି ଗାଡି ସହ କର୍ମଚାରୀ ପହଞ୍ଚି ନିଆଁ ଲିଭା କାର୍ଯ୍ୟରେ ଲାଗିଛନ୍ତି। ଅଗ୍ନକାଣ୍ଡରେ ବର୍ତ୍ତମାନ ସୁଦ୍ଧା କେହି…

ଆରମ୍ଭ ହେଲା ଓଜେଇଇ କାଉନସେଲିଂ

ଭୁବନେଶ୍ୱର,୧୭।୧୦: ଓଡ଼ିଶା ମିଳିତ ପ୍ରବେଶିକା ପରୀକ୍ଷା(ଓଜେଇଇ) ୨୦୨୧ବର୍ଷର ରବିବାରଠୁ ଆରମ୍ଭ ହୋଇଛି। ଏହା ଅପରାହ୍ନରୁ ଆରମ୍ଭ ହୋଇଛି। ବିଟେକ୍‌, ବିଆର୍କ, ବିପ୍ଲାନ୍‌, ବିସିଏଟି ଓ ଇଣ୍ଟିଗ୍ରେଟେଡ୍‌ ଏମ୍‌ଏସ୍‌ସି ପାଠ୍ୟକ୍ରମ ପାଇଁ ଏହି ପ୍ରକ୍ରିୟା ଆରମ୍ଭ ହେବ। ଅଧିକ ସୂଚନା ପାଇଁ ଓଜେଇଇ…

୭ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ଶନିବାରଠାରୁ ଉପକୂଳ ସମେତ ରାଜ୍ୟର ଅଧିକାଂଶ ଜିଲାରେ ପ୍ରବଳ ବର୍ଷା ହୋଇଛି। ଏହାର ପ୍ରଭାବରେ ରବିବାର ମଧ୍ୟ କେତେକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ତେବେ ପ୍ରବଳ…

ମନୀଷ ମୃତ୍ୟୁ ମାମଲା: ୩ ଅଭିଯକ୍ତଙ୍କୁ ମିଳିଲା ରିମାଣ୍ଡ ଅନୁମତି

ଭୁବନେଶ୍ୱର,୧୭।୧୦(ବ୍ୟୁରୋ): ବହୁ ଚର୍ଚ୍ଚିତ ମନୀଷ ଅନୁରାଗ ଦାସ ହତ୍ୟା ମାମଲାରେ ୩ ଅଭିଯୁକ୍ତଙ୍କୁ ୪ ଦିନିଆ ରିମାଣ୍ଡରେ ନେବ ଇନ୍‌ଫୋସିଟି ପୋଲିସ। ସୋମବାରଠରୁ ସେମାନଙ୍କୁ ରିମାଣ୍ଡରେ ପୋଲିସ ନେବ । ଏ ନେଇ ଭୁବନେଶ୍ୱର ଜେଏମ୍‌ଏଫ୍‌ସି କୋର୍ଟ ଅନୁମତି ଦେଇଛନ୍ତି। ତେବେ…

ମନୀଷ ଅନୁରାଗ ମୃତ୍ୟୁ ମାମଲା: ୩ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବ ପୋଲିସ

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ଅନୁରାଗଙ୍କ ମୃତ୍ୟୁ ମାମଲାରେ ଅଭିଯୁକ୍ତଙ୍କ ମୁହଁରୁ ସତ ଓଗାଳିବା ପାଇଁ କମିଶନରେଟ ପୋଲିସ ରିମାଣ୍ଡରେ ନେବ। ଆଜି ଭୁବନେଶ୍ୱର ଏସଡିଜେଏମ କୋର୍ଟରେ ରିମାଣ୍ଡ ଆବେଦନର ଶୁଣାଣି ରହିଛି। ୫ ଦିନିଆ ରିମାଣ୍ଡରେ…

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ରବିବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଟାଟାରେ ଚାକିରି ଦେବା ନାଁରେ ଭାବି ଜ୍ୱାଇଁଙ୍କ ସହ ମିଶି ଠକେଇ ମାମଲାରେ ଏହି ଚଢ଼ାଉ କରାଯାଇଛି। ପ୍ରଦୀପଙ୍କ ସହ ତାଙ୍କ ମୁଖ୍ୟ ସହଯୋଗୀ…

ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୨୮୫କୁ ବୃଦ୍ଧି

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୩ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୨୮୫କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି। ଆଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?