ଅଶୋକ ପଣ୍ଡାଙ୍କ ବିସ୍ଫୋରକ ବୟାନ: ନବୀନ ସାଢ଼େ ୪ କୋଟି ଓଡ଼ିଆଙ୍କ ସମ୍ପତ୍ତି, କାହାର ବ୍ୟକ୍ତିଗତ…
ଭୁବନେଶ୍ୱର,୨୮ା୮: ଗତ ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳ(ବିଜେଡି)ର ପରାଜୟ ପରେ ଦଳରେ ବିଶୃଙ୍ଖଳା ଲାଗିରହିଛି। କେତେବେଳେ ପ୍ରତ୍ୟକ୍ଷ ଭାବେ ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଉପରକୁ ବରିଷ୍ଠ ନେତା ଅଙ୍ଗୁଳି ଉଠାଉଛନ୍ତି ତ ଆଉ କେତେବେଳେ ପରୋକ୍ଷରେ ବାଣ ମାରୁଛନ୍ତି।…
କେମିତି ପାଇବେ ପେଟ୍ରୋଲ ପମ୍ପ ଲାଇସେନ୍ସ? କେତେଟଙ୍କା ଖର୍ଚ୍ଚ କରିବାକୁ ପଡିବ? ଜାଣନ୍ତୁ
ଭୁବନେଶ୍ୱର,୨୮।୮: ଭାରତରେ ପେଟ୍ରୋଲ ପମ୍ପ ଖୋଲିବା ଏକ ଲାଭଜନକ ବ୍ୟବସାୟ ହୋଇପାରେ, କିନ୍ତୁ ଏହା ପାଇଁ ନିୟମାବଳୀ ପାଳନ ଏବଂ ଉଲ୍ଲେଖନୀୟ ଆର୍ଥିକ ବିନିଯୋଗ ଆବଶ୍ୟକ। ଏହି ଲେଖାରେ ଆମେ ପେଟ୍ରୋଲ ପମ୍ପ ଡିଲରସିପ ଖୋଲିବାର ପ୍ରକ୍ରିୟା ଏବଂ ଏହାର ଖର୍ଚ୍ଚ…
ଅଗଷ୍ଟ ୩୧ ସୁଦ୍ଧା ସାରି ଦିଅନ୍ତୁ ଏହି କାମ, ନ ହେଲେ ୩ମାସ ମିଳିବନି ମାଗଣା ରାସନ…
ଭୁବନେଶ୍ୱର,୨୮।୮: ଓଡ଼ିଶାର ରାସନ କାର୍ଡ ଧାରୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ଯଦି ଆପଣ ମାଗଣା ଚାଉଳ ଓ ଗହମ ପାଇବାକୁ ଚାହୁଁଛନ୍ତି, ତେବେ ଅଗଷ୍ଟ ୩୧ ପୂର୍ବରୁ ଇ-କେୱାଇସି (e-KYC) ପ୍ରକ୍ରିୟା ସମାପ୍ତ କରିବା ଜରୁରୀ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ,…
ଶ୍ରେଣୀଗୃହ ନ ଥିବାରୁ ୫ଘଣ୍ଟା ବଦଳରେ ସାଢ଼େ ୩ ଘଣ୍ଟା ପାଠପଢ଼ା, ରମାଦେବୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଦୟନୀୟ ସ୍ଥିତି
ଭୁବନେଶ୍ୱର,୨୮ା୮(ସୁଚିସ୍ମିତା ସାହୁ): ରାଜ୍ୟରେ ଶିକ୍ଷା ଭିତ୍ତିଭୂମିର ବିକାଶ ଲାଗି ସରକାର ଗୁରୁତ୍ୱ ଦେଉଥିବା କଥା କହୁଛନ୍ତି। ଏପରି କି ଏଥିପାଇଁ ବହୁ କୋଟି ଟଙ୍କା ଖର୍ଚ୍ଚ କରାଯାଉଛି। ହେଲେ ଖୋଦ୍ ରାଜଧାନୀରେ ଶ୍ରେଣୀ ଗୃହ ନ ଥିବାରୁ ପିଲାମାନେ ପାଠପଢ଼ାରୁ ବଞ୍ଚତ୍ତ…
ନିର୍ମାଣ ହେବ ବିପର୍ଯ୍ୟୟ ସହନଶୀଳ ରାସ୍ତା, ଠିକାଦାର ଦେବେ ୫ ବର୍ଷର ସ୍ଥାୟିତ୍ୱ ଗ୍ୟାରେଣ୍ଟି
ଭୁବନେଶ୍ୱର,୨୮ା୮ (ରବିନାରାୟଣ ଜେନା): ଓଡ଼ିଶା ଏକ ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ ରାଜ୍ୟ। ପ୍ରତିବର୍ଷ ବନ୍ୟା, ବାତ୍ୟା ଭଳି ପ୍ରାକୃତିକ ଦୁର୍ବିପାକ ଯୋଗୁ ରାସ୍ତା ନଷ୍ଟ ହେବା ସହ ବାହ୍ୟଜଗତରୁ ଲୋକେ ବିଚ୍ଛିନ୍ନ ହୋଇଯାଆନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ଗ୍ରାମ୍ୟ…
ଆଜି ଗଣପର୍ବ ନୂଆଁଖାଇ, ପଶ୍ଚିମ ଓଡ଼ିଶା ଉତ୍ସବ ମୁଖର
କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ସକାଶେ ଉତ୍ସବ ମୁଖର ହୋଇଛି ପଶ୍ଚିମ ଓଡ଼ିଶା। ପୁରପଲ୍ଲୀରେ ମଧ୍ୟ ଉତ୍ସବର ପରିବେଶ। ଏଥିସହ ମନ୍ଦିର, ଦେବାଳୟ, ଦେବୀପୀଠଗୁଡିକୁ ଫୁଲରେ ସଜ୍ଜିତ ହୋଇଛି। ଇଷ୍ଟଦେବୀ ସମଲେଇଙ୍କ ପୀଠରେ ନିର୍ଦ୍ଧାରିତ ଲଗ୍ନାନୁସାରେ ନବାନ୍ନ ଭୋଗ ଲାଗିବ। ଭାଦ୍ରବ ଶୁକ୍ଳପକ୍ଷ…
ପାଣ୍ଡିଆନଙ୍କୁ ନେଇ ବଦ୍ରିଙ୍କ ବିସ୍ଫୋରକ ବୟାନ, ଜଣକୁ ନୁହେଁ…
ଭୁବନେଶ୍ୱର,୨୮ା୮(ରବିନାରାୟଣ ଜେନା): ଗତ ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳ(ବିଜେଡି)ର ପରାଜୟ ପରେ ଦଳରେ ବିଶୃଙ୍ଖଳା ଲାଗିରହିଛି। କେତେବେଳେ ପ୍ରତ୍ୟକ୍ଷ ଭାବେ ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଉପରକୁ ବରିଷ୍ଠ ନେତା ଅଙ୍ଗୁଳି ଉଠାଉଛନ୍ତି ତ ଆଉ କେତେବେଳେ ପରୋକ୍ଷରେ ବାଣ…
ବଙ୍ଗୋପସାଗରରେ ଲଘୁଚାପ: ରାଜ୍ୟର ଏହି ୨ ଜିଲାରେ ଛେଚିବ ବର୍ଷା, ଅରେଞ୍ଜ ଓ୍ବାର୍ନିଂ ଜାରି କଲା…
ଭୁବନେଶ୍ୱର,୨୭ା୮(ଅନୁରାଧା ମହାରଣା)- ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପଶ୍ଚିମ ଉତ୍ତର-ପଶ୍ଚିମ ମୁହାଁ ହୋଇଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି। ଗୁରୁବାର ମାଲକାନଗିରି ଓ କୋରାପୁଟ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହ ଅତି ପ୍ରବଳ…
ବଢ଼ିବ ଚାଷୀ ପଞ୍ଜୀକରଣ ଅବଧି: ଜାଣନ୍ତୁ କେତେ ଦିନ
ଭୁବନେଶ୍ୱର,୨୭।୮: ଚାଷୀ ପଞ୍ଜୀକରଣ ଅବଧି ବଢ଼ିବ। ଏ ନେଇ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ମାଝି ସୂଚନା ଦେଇଛନ୍ତି। ତେବେ କେତେ ଦିନ ବଢ଼ିବ ଖୁବ ଶୀଘ୍ର ଘୋଷଣା ହେବ ବୋଲି ସେ କହିଛନ୍ତି। ଆଉ ସପ୍ତାହେ ବଢ଼ାଇବାକୁ ପ୍ରସ୍ତାବ ଦେଇଥିଲେ ଉପମୁଖ୍ୟମନ୍ତ୍ରୀ…
ଚାଷୀଙ୍କ ଖାତାକୁ ଗଲା ସିଏମ କିଷାନ ଟଙ୍କା
ଭୁବନେଶ୍ୱର, ୨୭।୮: ସିଏମ କିଷାନ ୩ୟ କିସ୍ତି ଟଙ୍କା ବୁଧବାର ଚାଷୀଙ୍କ ଖାତାକୁ ଯାଇଛି। ଡିବିଟି ଜରିଆରେ ଟଙ୍କା ମୁଖ୍ୟମନ୍ତ୍ରୀ ମୋହନ ମାଝି ଟଙ୍କା ପଠାଇଛନ୍ତି।୫୧ ଲକ୍ଷ ୫୪ ହଜାର ୧୧୫ ଚାଷୀଙ୍କ ଖାତାକୁ ଟଙ୍କା ଯାଇଥିବା ସୂଚନା ମିଳିଛି। ଡିବିଟି…
ପୂର୍ବତନ ବିଜେଡି ସାଂସଦ ପିନାକୀ ମିଶ୍ରଙ୍କ ନାଁରେ ସାଂଘାତିକ ଅଭିଯୋଗ
ଭୁବନେଶ୍ୱର, ୨୭।୮: ପୂର୍ବତନ ବିଜେଡି ସାଂସଦ ପିନାକୀ ମିଶ୍ରଙ୍କ ନାଁରେ ସାଂଘାତିକ ଅଭିଯୋଗ ଆସିଛି। ଆର୍ଥିକ ହେରଫେର, ମନି ଲଣ୍ଡରିଂ ଭଳି ସଙ୍ଗୀନ ଅଭିଯୋଗ ହୋଇଥିବା ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି। ସଂସଦରେ ଦେଶ ସୁରକ୍ଷାର ଗୁପ୍ତ ତଥ୍ୟ ନେଇ…
ଓଏଏସ୍ ଅଧିକାରୀସ୍ତରରେ ବ୍ୟାପକ ଅଦଳବଦଳ: ଜାଣନ୍ତୁ କିଏ କେଉଁଠାକୁ ଗଲେ
ଭୁବନେଶ୍ୱର,୨୭ା୮ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍) ଅଧିକାରୀସ୍ତରରେ ବ୍ୟାପକ ଅଦଳବଦଳ କରାଯାଇଛି। ମଙ୍ଗଳବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ନଗର ଉନ୍ନୟନ ବିଭାଗର ସହରାଞ୍ଚଳ ନିର୍ଦ୍ଦେଶକ ତଥା ସ୍ବତନ୍ତ୍ର ସଚିବ…
Archives


