ମେଟ୍ରୋ

ସତର୍କ ପରେ ବି ଚେତା ପଶୁନି

ଭୁବନେଶ୍ୱର,୧୫।୭: ଓଡ଼ିଶାରେ ଆତଙ୍କବାଦୀଙ୍କ ଅନୁପ୍ରବେଶ ସମ୍ପର୍କରେ ପୂର୍ବରୁ ରାଜ୍ୟ ଗୋଇନ୍ଦା ବିଭାଗକୁ ସୂଚନା ଦିଆଯାଇଛି। ପାକିସ୍ତାନ ସମେତ ବାଂଲାଦେଶୀ ଆତଙ୍କବାଦୀଙ୍କ ପକ୍ଷରୁ ବିପଦ ରହିଥିବା ନ୍ୟାଶନାଲ ଇନ୍‌ଭେଷ୍ଟିଗେଶନ ଏଜେନ୍ସି (ଏନ୍‌ଆଇଏ)ର ତତ୍‌କାଳୀନ ମୁଖ୍ୟ ଯୋଗେଶ ଚନ୍ଦ୍ର ମୋଦି ଓଡ଼ିଶା ସମେତ ବିଭିନ୍ନ…

ବସ୍‌ ଟିକସ ଛାଡ଼ ନେଇ ବିଚାର ଚାଲିଛି: ମନ୍ତ୍ରୀ

ଭୁବନେଶ୍ୱର, ୧୫।୭(ବ୍ୟୁରୋ): ରାଜ୍ୟରେ ଲକ୍‌ଡାଉନରୁ ଦୀର୍ଘ ୧୬ ମାସ ହେବ ଗାଡିମଟର ଚଳାଚଳ ବନ୍ଦ ହୋଇ ରହିଛି। ଫଳରେ ବସ୍‌ ମାଲିକମାନେ ସର୍ବାଧିକ କ୍ଷତି ସହିଛନ୍ତି। ଏହାକୁ ଦୃଷ୍ଟି ଦେଇ ରାଜ୍ୟରେ ବସ୍‌ ଟିକସ ଛାଡ଼ ପାଇଁ ବିଚାର ଚାଲିଥିବା ପରିବହନ…

କୋଭିଡ ପରିଚାଳନା ନେଇ ଘୋଷଣା ହୋଇପାରେ ଆକ୍ସନ ପ୍ଲାନ୍‌

ଭୁବନେଶ୍ୱର,୧୫।୭(ବ୍ୟୁରୋ): ରାଜ୍ୟ କୋଭିଡ ପରିଚାଳନା ନେଇ ଗୁରୁବାର ଗୁରୁତ୍ୱପୂର୍ଣ୍ଣ ଘୋଷଣା ହୋଇପାରେ। ଦ୍ୱିପ୍ରହର ୨ଟା ୩୦ରେ ଖବରଦାତା ସମ୍ମିଳନୀ କରିବେ ମୁଖ୍ୟ ଶାସନ ସଚିବ। ଏଥିରେ କୋଭିଡ ପରିଚାଳନା ନେଇ ଆକ୍ସନ ପ୍ଲାନ ଘୋଷଣା ହୋଇପାରେ। କାରଣ ଆସନ୍ତାକାଲି କରୋନା କଟକଣା…

ଆଜିଠୁ ଏମ୍‌ସରେ ଏକ୍‌ମୋ ସେବା

ଭୁବନେଶ୍ୱର, ୧୫।୭(ବ୍ୟୁରୋ): ଭୁବନେଶ୍ୱର ସ୍ଥିତ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ(ଏମ୍‌ସ)ରେ ଗୁରୁବାରଠାରୁ ଏକ୍‌ମୋ ସେବା ଆରମ୍ଭ ହେବ। କାର୍ଡିଓଲୋଜି, ଆନାସ୍ଥେସିଆ, ପଲ୍‌ମୋଲୋଜି, ଶିଶୁରୋଗ ଆଦି ବିଭାଗର ଡାକ୍ତରଙ୍କୁ ଏଥିପାଇଁ ପ୍ରଶିକ୍ଷଣ ଦିଆଯାଇଛି। ଓଡ଼ିଶାରେ ପ୍ରଥମ ସରକାରୀ ଡାକ୍ତରଖାନା ଭାବେ ଏମ୍‌ସ ଏହି…

ନୂଆ ଗାଇଡ୍‌ଲାଇନକୁ ଅପେକ୍ଷା

ଭୁବନେଶ୍ୱର, ୧୫।୭(ବ୍ୟୁରୋ): ରାଜ୍ୟରେ ଏବେ ୧୫ ଦିନିଆ ଆଂଶିକ ଲକ୍‌ଡାଉନ୍‌ ବା ଅନ୍‌ଲକ୍‌ ପର୍ଯ୍ୟାୟ ଜାରି ରହିଛି। ୧୬ ତାରିଖ ସକାଳ ୬ଟାରେ ଏହା ସରୁଥିବାରୁ ଗୁରୁବାର ସରକାର ଆଗାମୀ ନିଷ୍ପତ୍ତି ଉପରେ ଘୋଷଣା କରିପାରନ୍ତି। ସରକାର କ’ଣ ପଦକ୍ଷେପ ନେବେ,…

୨୦ ଡାକ୍ତରଙ୍କ ପଦୋନ୍ନତି

ଭୁବନେଶ୍ୱର,୧୫।୭(ବ୍ୟୁରୋ): ରାଜ୍ୟର ବିଭିନ୍ନ ମେଡିକାଲ କଲେଜରେ ଥିବା ୨୦ଜଣ ଡାକ୍ତରଙ୍କ ପଦୋନ୍ନତି ଦେଇଛନ୍ତି ରାଜ୍ୟ ସରକାର। ଏମାନଙ୍କ ମଧ୍ୟରେ ୮ଜଣ ଆସୋସିଏଟ୍‌ ପ୍ରଫେସରଙ୍କୁ ପ୍ରଫେସର ର଼୍ୟାଙ୍କ୍‌ ଓ ୧୨ଜଣ ଆସିଷ୍ଟାଣ୍ଟ ପ୍ରଫେସରଙ୍କୁ ଆସୋସିଏଟ୍‌ ପ୍ରଫେସର ର଼୍ୟାଙ୍କ୍‌କୁ ପଦୋନ୍ନତି ମିଳିଛି। ତେବେ ୧୬ଜଣଙ୍କୁ…

ରାଜଧାନୀରେ ବଡ଼ ବେପାର: ଅଧକୋଟିର ବ୍ରାଉନସୁଗାର, ୩୫ଲକ୍ଷ ଟଙ୍କା ଜବତ

ଭୁବନେଶ୍ୱର,୧୫।୭(ବ୍ୟୁରୋ): କୋଲକାତାରୁ ଭାୟା ବାଲେଶ୍ୱର ଦେଇ ଭୁବନେଶ୍ୱର ଆସୁଛି ବ୍ରାଉନସୁଗାର। ଜଳେଶ୍ୱରରେ ଏକାଧିକ ଚୋରା ଚାଲାଣକାରୀ ରହିଥିବାବେଳେ ଏମାନଙ୍କ ଜରିଆରେ ରାଜ୍ୟର ବିଭିନ୍ନ ସ୍ଥାନକୁ କୋଟି କୋଟି ଟଙ୍କାର ଧଳାଜହର ଚାଲାଣ ହେଉଛି। ଶହୀଦନଗର ଥାନାଞ୍ଚଳରେ ଏକ ଦମ୍ପତି ବ୍ରାଉନସୁଗାର କାରବାର…

ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୬୬ ଜୀବନ

ଭୁବନେଶ୍ୱର,୧୫।୭(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ପୁଣି ଥରେ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବି ଲାଗୁନି ବ୍ରେକ୍‌। ଗୁରୁବାର ରାଜ୍ୟରେ କରୋନାଜନିତ ୬୬ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୪,୮୬୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ…

ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ: ଗତ ୨୪ଘଣ୍ଟାରେ ୨ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧାରୁ

ଭୁବନେଶ୍ୱର,୧୫।୭(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ଗ୍ରାଫ୍‌ ତଳମୁହାଁ ହୋଇଥିବା ବେଳେ ଗତ ୨ଦିନରୁ ପୁଣି ସଂକ୍ରମଣ ମାମଲା ବୃଦ୍ଧି ପାଇଛି। ରାଜ୍ୟରେ କଟକଣା ସାମାନ୍ୟ କୋହଳ ହେବା ପରେ ଲୋକମାନେ ପୁଣି ଥରେ ମାର୍କେଟରେ ଗହଳି କରୁଥିବା ଦେଖିବାକୁ…

ଦରବୃଦ୍ଧି ପ୍ରତିବାଦରେ ବିରୋଧୀ ଦଳର ୬ଘଣ୍ଟିଆ ବନ୍ଦ ଡାକରା

ଭୁବନେଶ୍ୱର,୧୫।୭(ବ୍ୟୁରୋ): ତୈଳ ଦର ସାଙ୍ଗକୁ ଅତ୍ୟାବଶ୍ୟକ ଜିନିଷର ଦରବୃଦ୍ଧି ପ୍ରତିବାଦରେ ଗୁରୁବାର ବାମପନ୍ଥୀ ଦଳ ପକ୍ଷରୁ ରାଜ୍ୟବ୍ୟାପି ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଏହି ୬ ଘଣ୍ଟିଆ ବନ୍ଦ ଡାକରା ଦେଇଛି ବାମପନ୍ଥୀ ଦଳ। ଏଥିରେ…

୧୫ରେ ଅନ୍‌ଲକ୍‌ ନେଇ ଘୋଷଣା

ଭୁବନେଶ୍ୱର,୧୪।୭(ବ୍ୟୁରୋ): ରାଜ୍ୟରେ ଏବେ ଅନ୍‌ଲକ୍‌ ପ୍ରକ୍ରିୟା ଜାରି ରହିଥିବା ବେଳେ ଗୁରୁବାର ସରକାର ଆଗାମୀ ନିଷ୍ପତ୍ତି ଉପରେ ଘୋଷଣା କରିପାରନ୍ତି। ଶୁକ୍ରବାର ସକାଳ ୬ଟାରେ ଏହି ଅନ୍‌ଲକ୍‌ ପ୍ରକ୍ରିୟା ଶେଷ ହେଉଛି। ତେଣୁ ଗୁରୁବାର ରାଜ୍ୟ ସରକାର କ’ଣ ପଦକ୍ଷେପ ନେଉଛନ୍ତି…

ଅନ୍‌ଲକ୍‌ ହେବ କି ଓଡ଼ିଶା!

ଭୁବନେଶ୍ୱର,୧୪ା୭(ବ୍ୟୁରୋ): ଲକ୍‌ଡାଉନ ଖୋଲିଲେ ସାରା ରାଜ୍ୟରେ ଗଡ଼ିବ ବସ୍‌। ଆଉ ଦିନକ ପରେ ରାଜ୍ୟରେ ଆଂଶିକ ଲକ୍‌ଡାଉନ୍‌ର ଦିତୀୟ ପର୍ଯ୍ୟାୟ ଶେଷ ହେବ। ତେବେ ବସ୍‌ ପରିବହନକୁ ନେଇ ଆଲୋଚନା ପର୍ଯ୍ୟାଲୋଚନା ଜାରି ରହିଛି। ବର୍ତ୍ତମାନ ସରକାରଙ୍କ ‘ଏ’ କାଟାଗୋରୀରେ ଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri