ମେଟ୍ରୋ

ଡ୍ରାଇଭରଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଭୁବନେଶ୍ୱର, ୨।୧୨(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଶ୍ରୀବିହାର ଅଞ୍ଚଳରୁ ଜଣେ ଡ୍ରାଇଭରଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତକ ଜଣଙ୍କ ହେଲେ ପୁରୀ ବ୍ରହ୍ମଗିରି ଅଞ୍ଚଳ ସୁନୀଲ ସେଠୀ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ସ୍ଥାନୀୟ ଲୋକଙ୍କ ପଚରାଉଚରା କରିବା ସହ ତଦନ୍ତ...

ସ୍ବେଚ୍ଛାକୃତ ଅବସର ନେଲେ ବରିଷ୍ଠ ଆଇଏଏସ୍‌ ଗଗନ ଧଳ

ଭୁବନେଶ୍ୱର,୨।୧୨(ବ୍ୟୁରୋ): ଓଡ଼ିଶା ବନ ଉନ୍ନୟନ ନିଗମ ଲିଃ(ଓଏଫ୍‌ଡିସି) ତଥା ବରିଷ୍ଠ ଆଇଏଏସ୍‌ ଗଗନ ଧଳ ସୋମବାର ନିଜ ପଦବୀରୁ ସ୍ବେଚ୍ଛାକୃତ ଅବସର ନେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଭିଆରଏସ ପାଇଁ ଆବେଦନ କରିଥିଲେ। ଯାହାକୁ ସରକାର ଗ୍ରହଣ କରିଛନ୍ତି। ୧୯୮୫...

‘ହଜାରେ ଜରିମାନା ଦେଇଛି, ହେଲମେଟ୍‌ ନ ପିନ୍ଧି ବୁଲିବି’

ଭୁବନେଶ୍ୱର,୨।୧୨(ବ୍ୟୁରୋ): ଯାଞ୍ଚବେଳେ କଟକ ଭଳି ଭୁବନେଶ୍ୱରରେ ମଧ୍ୟ କେତେଜଣ ନିୟମ ଉଲ୍ଲଂଘନକାରୀ ପୋଲିସ ସହ ଅଜବ ଯୁକ୍ତି କରିଥିଲେ। ରାଜମହଲ ଛକରେ ଫୋର୍ସ ଉପସ୍ଥିତିରେ ପୋଲିସ ଯାଞ୍ଚବେଳେ ହେଲ୍‌ମେଟ୍‌ ନ ପିନ୍ଧି ବାଇକ୍‌ ଚଳାଇ ଯାଉଥିବା ଜଣେ ଯୁବକ ଧରାପଡିଥିଲେ।...

ସାଢ଼େ ୫ବର୍ଷରେ ସରକାର ଋଣ ନେଇଛନ୍ତି ୬୧୨୨୯.୫୮ କୋଟି ଟଙ୍କା

ଭୁବନେଶ୍ୱର,୨।୧୨(ବ୍ୟୁରୋ): ୨୦୧୯ ସେପ୍ଟେମ୍ବର ସୁଦ୍ଧା ରାଜ୍ୟ ସରକାର ମୋଟ ୮୩,୩୦୭.୧୯କୋଟି ଟଙ୍କା ଋଣ ନେଇଛନ୍ତି। ୨୦୧୪-୧୫ ଆର୍ଥିକ ବର୍ଷରୁ ୨୦୧୯-୨୦ ସେପ୍ଟେମ୍ବର ଶେଷସୁଦ୍ଧା ନେଇଥିବା ଋଣ ପରିଶୋଧ ପାଇଁ ବିଭିନ୍ନ ପଦକ୍ଷେପ ନେଉଥିବା ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ କହିଛନ୍ତି। ବିଜେଡି...

ଶିଳ୍ପ ସଂସ୍ଥା ଉପରେ ୩୨୨୫ କୋଟି ଜଳକର ବାକି: ଅଦାଲତରେ ଗଡୁଛି ମାମଲା

ଭୁବନେଶ୍ୱର,୨।୧୨(ବ୍ୟୁରୋ): ରାଜ୍ୟରେ ଗଢି ଉଠିଥିବା ଶିଳ୍ପ ସଂସ୍ଥାଗୁଡିକ ଦୈନିକ କେତେ ଜଳ ବ୍ୟବହାର କରିବେ, ସେଥିପାଇଁ ନିର୍ଦ୍ଦିଷ୍ଟ ନିୟମ ରହିଛି। ଶିଳ୍ପ ସଂସ୍ଥାର ଆବଶ୍ୟକତା ଦେଖି ଜଳ ବ୍ୟବହାର କରିବାକୁ ଜଳସମ୍ପଦ ବିଭାଗ ଏବଂ ସମୃକ୍ତ ଶିଳ୍ପସଂସ୍ଥା ମଧ୍ୟରେ ଚୁକ୍ତି...

ସୁନ୍ଦରମ୍‌ ଫାଇନାନ୍ସରୁ ୧.୪୩ କୋଟି ଋଣ ଠକେଇ: ସଂସ୍ଥାର ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ, ସାନଭାଇ ଗିରଫ

ଭୁବନେଶ୍ୱର,୨।୧୨(ବ୍ୟୁରୋ): ଜାଲ କାଗଜପତ୍ରରେ ସୁନ୍ଦରମ ଫାଇନାନ୍ସ ଲିମିଟେଡ୍‌ରୁ ୧ କୋଟି ୪୩ ଲକ୍ଷ ଟଙ୍କା ଋଣ ଠକେଇରେ ସଂପୃକ୍ତ ୨ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚ ଇଓଡବ୍ଲ୍ୟୁ ଶନିବାର ଗିରଫ କରିଛି। ସେମାନେ ହେଲେ ଉକ୍ତ ସଂସ୍ଥାର ବାଲେଶ୍ୱର ଶାଖାର ପୂର୍ବତନ କାର୍ଯ୍ୟନିର୍ବାହୀ...

ରାଜଧାନୀର ୨୩ ଛକରେ ଟ୍ରାଫିକ ଯାଞ୍ଚ: ଉଲ୍ଲଂଘନକାରୀଙ୍କୁ ଗୋଡ଼ାଇ ଧରିଲା ପୋଲିସ

ଭୁବନେଶ୍ୱର,୨।୧୨(ବ୍ୟୁରୋ): କଡ଼ାକଡ଼ି ହୋଇଛି ନୂଆ ମୋଟର ଯାନ ଆଇନ। ଆର୍‌ଟିଓ ସଂକ୍ରାନ୍ତ କାଗଜପତ୍ରକୁ ଛାଡ଼ି ଦେଲେ ୧୦ ଟ୍ରାଫିକ ନିୟମ ଉଲ୍ଲଂଘନକୁ ଗୁରୁତ୍ୱ ଦିଆଯାଇଛି। ତେବେ ୩ ମାସର କୋହଳ ଓ ଚକୋଲେଟ, ଫୁଲତୋଡ଼ା ଦେଇ ସଚେତନ କରିବା ପରେ...

ଟ୍ରାଫିକ ନିୟମ ଭାଙ୍ଗିଲେ ନାବାଳକ: ୬ହଜାର ଜରିମାନା ଦେଲେ ବାପା

କଟକ ଅଫିସ,୨।୧୨:  ପୁଣି ଥରେ ଆରମ୍ଭ ହୋଇଛି ସଂଶୋଧିତ ମୋଟର ଯାନ ଆଇନର ୧୦ଟି ନିୟମ। ଏ ନେଇ କଟକରେ ଜୋରଦାର ଧରପଗଡ ଆରମ୍ଭ ହୋଇଛି। ତେବେ ମଧୁପାଟଣା ନିକଟରେ ରବିବାର ଗାଡିମୋଟର ଯାଞ୍ଚବେଳେ ଜଣେ ନାବାଳକ ବାଇକ ଚଳାଇ...

ଆରମ୍ଭ ହେଲା ଧରପଗଡ଼: ଯାଞ୍ଚବେଳେ ପୋଲିସ-ଜନତା ମୁହାଁମୁହିଁ

କଟକ ଅଫିସ,୨।୧୨: ଡିସେମ୍ବର ପହିଲାରୁ ଟ୍ରାଫିକ ଚେକିଂ ଜୋର୍‌ଦାର ହେବ ବୋଲି ପୂର୍ବରୁ ଘୋଷଣା ହୋଇଥିଲା। ସରକାର ଗାଡ଼ି କାଗଜପତ୍ର ଯାଞ୍ଚ ଉପରେ ୩ମାସ କୋହଳ ଘୋଷଣା କରିଥିଲେ ସୁଦ୍ଧା ୧୦ଟି ନିର୍ଦ୍ଦିଷ୍ଟ ନିୟମ ଉପରେ କଟକଣା ବଳବତ୍ତର ରଖିଛନ୍ତି।...

କୋଣାର୍କ ମହୋତ୍ସବ ଆରମ୍ଭ: ରାଜ୍ୟପାଳ କଲେ ଉଦ୍‌ଘାଟନ

କୋଣାର୍କ, ୧।୧୨: ପ୍ରସିଦ୍ଧ କୋଣାର୍କ ମହୋତ୍ସବ ରବିବାରଠାରୁ ଆରମ୍ଭ ହୋଇଛି। ପର୍ଯ୍ୟଟନ ବିଭାଗ ପକ୍ଷରୁ ଆୟୋଜିତ ହୋଇଥିବା ୩୦ତମ କୋଣାର୍କ ମହୋତ୍ସବକୁ ଉଦ୍‌ଘାଟନ କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ। ଏହି ଅବସରରେ ଓଡ଼ିଶୀ ଓ କଥକର ଶିଳ୍ପୀମାନେ ଶାସ୍ତ୍ରୀୟ...

ହୋଟେଲରୁ ସେକ୍ସ ର଼୍ୟାକେଟ ଠାବ: ୨ ଦଲାଲ ସହ ହୋଟେଲ ମ୍ୟାନେଜର ଗିରଫ, ଅନଲାଇନରେ ହେଉଥିଲା ବୁକିଂ

ଭୁବନେଶ୍ୱର,୧।୧୨(ବ୍ୟୁରୋ): ଖଣ୍ଡଗିରି ଥାନା ଏମ୍‌ସ ନଗରରେ ଥିବା ସନସିପ୍‌ ହୋଟେଲରେ ପୋଲିସ ଚଢାଉ କରି ଏକ ସେକ୍ସ ର଼୍ୟାକେଟ ଠାବ କରିଛି। ଚଢାଉ ସମୟରେ ପୋଲିସ ଉକ୍ତ ହୋଟେଲରୁ ୬ ଜଣ ବଙ୍ଗୀୟ ଯୁବତୀଙ୍କୁ ଅସଞ୍ଜତ ଅବସ୍ଥାେରେ ଉଦ୍ଧାର କରିବା...

ଓଡ଼ିଶାର ହସ୍ତଶିଳ୍ପୀ, ବୁଣାକାରଙ୍କ ପାଇଁ କାର୍ଯ୍ୟ କରିବ ‘ଫ୍ଲିପ୍‌କାର୍ଟ ସମର୍ଥ’

ଭୁବନେଶ୍ୱର, ୧ା୧୨(ବ୍ୟୁରୋ): ଓଡ଼ିଶା ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଓ କମର୍ସ ମଞ୍ଚ ଫ୍ଲିପ୍‌କାର୍ଟ ମଧ୍ୟରେ ଶନିବାର ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ରାଜ୍ୟର ବୁଣାକାର ଓ ହସ୍ତଶିଳ୍ପୀ କାରିଗରଙ୍କ ପାଇଁ ବ୍ୟବସାୟିକ ତଥା ବାଣିଜି୍ୟକ ସୁବିଧାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri