ଶ୍ରୀ ଶଙ୍କର କର୍କଟ ହସ୍ପିଟାଲର ଆଜି ଶୁଭ ଦେବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୨/୭(ବ୍ୟୁରୋ): ଭୁବନେଶ୍ୱରରେ ଶ୍ରୀ ଶଙ୍କର କ୍ୟାନ୍ସର ହସ୍ପିଟାଲ ନିର୍ମାଣ ହେବ। ଏହି ହସ୍ପିଟାଲ ପ୍ରତିଷ୍ଠା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭିତ୍ତିପ୍ରସ୍ତର ସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି। ଏଥିଲାଗି ରାଜ୍ୟ ସରକାର ଇନ୍ଫୋସିଟି-୨ ନିକଟରେ ୨୦ ଏକର ଜମି…
ଆଜି ୫ ଜିଲାରେ ବର୍ଷିବ
ଭୁବନେଶ୍ୱର, ୧୨।୭(ବ୍ୟୁରୋ):ରାଜ୍ୟରେ ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ଏଥିପାଇଁ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସୋମବାର ଦକ୍ଷିଣ ଓଡ଼ିଶା, ଉତ୍ତର ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନ ଏବଂ…
କାଳିଆ ଅପେକ୍ଷାରେ ନନ୍ଦିଘୋଷ
ପୁରୀ ଅଫିସ, ୧୧।୭: ରଥ, ପଥ, ସେବାୟତ ସମସ୍ତେ ପ୍ରସ୍ତୁତ। ସୋମବାର ରଥଯାତ୍ରା। ବଡ଼ଦାଣ୍ଡରେ ଗଡ଼ିବ ତିନିରଥ। ଏଥର କୋଭିଡ୍ କଟକଣା ଦୃଷ୍ଟିରୁ ବିନା ଭକ୍ତରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ହେଉଥିବା ବେଳେ ସେବାୟତମାନେ ରଥ ଟାଣିବେ। ଚତୁର୍ଦ୍ଧାମୂର୍ତ୍ତି ରତ୍ନବେଦି ଛାଡ଼ି…
ରଥ ନେଲା ଦକ୍ଷିଣମୋଡ଼
ପୁରୀ ଅଫିସ,୧୧।୭: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ୩ ରଥର ଦକ୍ଷିଣମୋଡ଼ କରି ସିଂହଦ୍ୱାରକୁ ନିଆଯାଇଛି। ସେବାୟତମାନେ ରଥଟାଣି ସିଂହଦ୍ୱାରରେ ପହଞ୍ଚାଇଛନ୍ତି। ଘଣ୍ଟଘଣ୍ଟା, ଛତା ଓ ତୁରୀ ମଧ୍ୟରେ ମହାପ୍ରଭୁଙ୍କଠାରୁ ଆଜ୍ଞା ମାଳ ଆସିବା ପରେ ରଥର ଦକ୍ଷିଣ ମୋଡ଼ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା।…
ଖରିଫ ଧାନ ସଂଗ୍ରହ: ୧୫ରୁ ଚାଷୀ ପଞ୍ଜୀକରଣ
ଭୁବନେଶ୍ୱର,୧୧ା୭(ବ୍ୟୁରୋ): ଚଳିତ ଖରିଫରେ ଧାନ ସଂଗ୍ରହ ନିମନ୍ତେ ଅନ୍ଲାଇନ ମାଧ୍ୟମରେ ଚାଷୀମାନଙ୍କର ନାମ ପଞ୍ଜୀକରଣ ଜୁଲାଇ ୧୫ ତାରିଖରୁ ଆରମ୍ଭ ହୋଇ ଅଗଷ୍ଟ ୧୬ ପର୍ଯ୍ୟନ୍ତ ଚାଲିବ । ଖରିଫ ଧାନ ବିକ୍ରି ନିମନ୍ତେ ଇଚ୍ଛୁକ ଚାଷୀଙ୍କୁ ସାନି ନାମ ପଞ୍ଜୀକରଣ…
ବ୍ଲାକ୍ ସ୍ବାନ୍ ଅଡିଶନ: ଓଡ଼ିଶା ପାଇଁ ଗୌରବ ଆଣିଲେ ଓଡ଼ିଶାର ଶ୍ରେୟା
ଭୁବନେଶ୍ୱର, ୧୧।୭ (ବ୍ୟୁରୋ): ଅନ୍ତର୍ଜାତୀୟ ସ୍ତରରେ ଓଡ଼ିଶା ପାଇଁ ଗୌରବ ଆଣିଛନ୍ତି ଓଡ଼ିଆ ଝିଅ ଶ୍ରେୟା ଲେଙ୍କା। ଝାରସୁଗୁଡ଼ାର ୧୭ ବର୍ଷୀୟା ଶ୍ରେୟା ଦକ୍ଷିଣ କୋରିଆରେ ଥିବା କେ-ପପ୍ ଗର୍ଲ ଗ୍ରୁପ୍ ‘ବ୍ଲାକ୍ ସ୍ବାନ୍’ରେ ସାମିଲ ହେବା ପାଇଁ ୨୩ଜଣ ଫାଇନାଲିଷ୍ଟଙ୍କ…
ଜୟଦେବ ବିହାର-ନନ୍ଦନକାନନ ବିକଳ୍ପ ରାସ୍ତା ନିର୍ମାଣ: ୩ ମାସରେ ସାରିବାକୁ ପୂର୍ତ୍ତ ବିଭାଗକୁ ନିର୍ଦ୍ଦେଶ
ଭୁବନେଶ୍ୱର,୧୧ା୭(ବ୍ୟୁରୋ): ଭୁବନେଶ୍ୱର ସହରରେ ଜନସଂଖ୍ୟା ବଢୁଥିବାରୁ ଟ୍ରାଫିକ୍ ସମସ୍ୟା ଦିନକୁ ଦିନ ଅସମ୍ଭାଳ ହେଉଛି। ଏହାକୁ ଦୃଷ୍ଟିରେ ରଖି ସହରର ବିଭିନ୍ନ ସ୍ଥାନରେ ସମାନ୍ତରାଳ ରାସ୍ତା ନିର୍ମାଣ କରାଯାଉଛି। ଜୟଦେବବିହାରରୁ ନନ୍ଦନକାନନ ମଧ୍ୟରେ ଟ୍ରାଫିକ୍ ସମସ୍ୟା ବଢୁଥିବାରୁ ଆଉ ଏକ ରାସ୍ତା…
୫ ଦିନ ପ୍ରବଳ ବର୍ଷା
ଭୁବନେଶ୍ୱର, ୧୧।୭(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଟ୍ରପ୍ ଲାଇନ୍ ସକ୍ରିୟ ରହିଛି। ବର୍ତ୍ତମାନ ସମୁଦ୍ର ପତ୍ତନରେ ଥିବା ପୂର୍ବ-ପଶ୍ଚିମ ଲଘୁଚାପ ରେଖା ଉତ୍ତରପଶ୍ଚିମ ରାଜସ୍ଥାନରୁ ଓଡ଼ିଶା ଦେଇ ଉତ୍ତର-ପୂର୍ବ ବଙ୍ଗୋପସାଗର ଯାଏ ଲମ୍ବିଛି। ଏହାଛଡ଼ା ଉପକୂଳ ଓଡ଼ିଶାର ସମୁଦ୍ର ପତ୍ତନଠାରୁ ୨.୧…
ଆଜି କରୋନା ନେଲା ସର୍ବାଧିକ ମୁଣ୍ଡ: ଆଖି ବୁଜିଲେ ୬୫ ଆକ୍ରାନ୍ତ
ଭୁବନେଶ୍ୱର,୧୧।୭(ବ୍ୟୁରୋ): ରାଜ୍ୟରେ ଆଜି ସର୍ବାଧିକ ୬୫ଜଣ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ସେମାନଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ୧୪ ଆକ୍ରାନ୍ତ ଥିବା ବେଳେ ପୁରୀ-କେନ୍ଦୁଝର-ବରଗଡ଼ରୁ ୬ ଲେଖାଏ ରହିଛନ୍ତି। ସେହିଭଳି ଅନୁଗୋଳ-ମୟୂରଭଞ୍ଜରୁ ୫ ଲେଖାଏ, ନୟାଗଡ଼ରୁ ୪, ସୁନ୍ଦରଗଡ଼-କେନ୍ଦ୍ରାପଡ଼ା-ଗଞ୍ଜାମରୁ ୩ ଲେଖାଏ,…
ରାଜ୍ୟରେ ଆଜି ୨୨୮୨ କରୋନା ପଜିଟିଭ୍ ଚିହ୍ନଟ: ଖୋର୍ଦ୍ଧା-କଟକରୁ ସର୍ବାଧିକ
ଭୁବନେଶ୍ୱର,୧୧।୭(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨୮୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩୧୫ଜଣ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୯୬୭ ଲୋକାଲ କେସ୍ ରହିଛି। ଜିଲାରେ ସଂକ୍ରମଣକୁ ଦେଖିଲେ ଅନୁଗୋଳରୁ ୬୧, ବାଲେଶ୍ୱରରୁ ୧୪୬, ବରଗଡ଼ରୁ…
ଆଜି ୧୦ ଜିଲାରେ ଟିକାକରଣ ବନ୍ଦ
ଭୁବନେଶ୍ୱର,୧୦ା୭(ବ୍ୟୁରୋ): ଟିକା ଅଭାବ ଯୋଗୁ ରାଜ୍ୟରେ ଟିକାକରଣରେ ବାଧା ସୃଷ୍ଟି ହେଉଛି। ଦୈନିକ ୩ଲକ୍ଷ ଟିକାକରଣ ପାଇଁ ଲକ୍ଷ୍ୟ ରଖାଯାଇଥିଲେ ମଧ୍ୟ ଏବେ ଲକ୍ଷେ ଟପୁନି ଟିକାଦାନ। ସେପଟେ ରାଜ୍ୟରେ ଏବେମାତ୍ର ୫୯,୯୨୦ ଡୋଜ୍ କୋଭିଶିଲ୍ଡ ଟିକା ଗଚ୍ଛିତ ରହିଥିବାବେଳେ ଏହା…
କୃଷି ଯୋଜନା ଜଗିବେ ଯୁଗ୍ମ ସ୍କ୍ବାଡ୍
ଭୁବନେଶ୍ୱର,୧୦ା୭(ବ୍ୟୁରୋ): ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ କୃଷିଭିତ୍ତିକ ଯୋଜନାର ସଫଳ ରୂପାୟନ, ଯାଞ୍ଚ ଏବଂ ତଦାରଖ ବ୍ୟବସ୍ଥା କଡ଼ାକଡ଼ି କରିବା ଲାଗି କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ଯୁଗ୍ମ ସ୍କ୍ବାଡ୍ ଗଠନ କରାଯାଇଛି। ଏଥିରେ କୃଷି, ଉଦ୍ୟାନ କୃଷି…
Archives


