ମେଟ୍ରୋ

ବାର୍‌ରେ ୩୫ ହଜାର ବିଲ୍‌କୁ ନେଇ ସାଙ୍ଗଙ୍କ ସହ ମନିଷଙ୍କ ହୋଇଥିଲା ବଚସା

ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ବଡ଼ପୁଅ ମନିଷ ଅନୁରାଗଙ୍କ ମୃତ୍ୟୁ ଦିନକୁ ଦିନ ରହସ୍ୟ ଘେରକୁ ଚାଲି ଯାଉଛି। ତଦନ୍ତରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ମନିଷଙ୍କର ଦୁଇ ସାଙ୍ଗ ମୃତ୍ୟୁଞ୍ଜୟ ମିଶ୍ର ଓ ଦୀନେଶ ମହାପାତ୍ରଙ୍କୁ ଅଟକ…

ରାଜ୍ୟରୁ ପୁଣି ୬ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୬ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୨୭୪କୁ ବୃଦ୍ଧି ପାଇଛି। ୬ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୩ଜଣ ରହିଥିବା ବେଳେ ଭଦ୍ରକ, କଟକ, ଯାଜପୁର ଜିଲାରୁ ଜଣେ ଲେଖାଏ…

ବଢ଼ୁଛି ପିଲାଙ୍କ ଚିନ୍ତା: ଆଜି ରାଜ୍ୟରେ ୬୫ ଛୁଆ କରୋନା ସଂକ୍ରମିତ

ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ତଳମୁହାଁ ହେଉଛି। ରାଜ୍ୟରେ ଗୁରୁବାର ୫୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୫ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ। ଆକ୍ରାନ୍ତଙ୍କ ମଧ୍ୟରୁ ୩୦୮…

ଶ୍ରୀମନ୍ଦିରରେ ଡ୍ରେସ୍‌ କୋଡ୍‌କୁ ନେଇ ଚର୍ଚ୍ଚା

ପୁରୀ ଅଫିସ, ୧୪ା୧୦: ଶ୍ରୀମନ୍ଦିର ଭିତରକାଠ ଆଗକୁ ଯିବା ପାଇଁ ପ୍ର୍ରତ୍ୟେକ ବ୍ୟକ୍ତିଙ୍କୁ ପାରମ୍ପରିକ ବେଶପୋଷାକ ପରିଧାନ କରିବାକୁ ପଡ଼ିବ। ସେବାୟତ, ଶ୍ରୀମନ୍ଦିର କର୍ମଚାରୀ କିମ୍ବା ଶ୍ରଦ୍ଧାଳୁ ସମସ୍ତଙ୍କୁ ପାରମ୍ପରିକ ଡ୍ରେସ୍‌କୋର୍ଡ ଅର୍ଥାତ୍‌ ମଠା ଓ ପାଟ ପିନ୍ଧି ଭିତରକାଠ ଆଗକୁ…

୧୮ରେ ମୁଖ୍ୟମନ୍ତ୍ରୀଙ୍କ ପୁରୀ ଗସ୍ତ ବାତିଲ

ପୁରୀ ଅଫିସ,୧୪।୧୦: ଆସନ୍ତା ୧୮ତାରିଖରେ ହେବାକୁ ଥିବା ଶ୍ରୀମନ୍ଦିର ପରିକ୍ରମା ଯୋଜନା ପ୍ରକଳ୍ପର ଭୂମି ପୂଜନ କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯାଇଛି। ଏଥିସହ ଏହିଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପୁରୀ ଗସ୍ତ ବାତିଲ ହୋଇଛି। ପାଣିପାଗ କେନ୍ଦ୍ର ସୂଚନା ଅନୁଯାୟୀ, ୧୮ ତାରିଖରେ…

ନାକ ତଳକୁ ମାସ୍କ, ସାମାଜିକ ଦୂରତା ବି ରହୁନି

ଭୁବନେଶ୍ୱର,୧୪।୧୦ (ବ୍ୟୁରୋ): କରୋନାର ଦୁଇଟି ଲହରରେ ବହୁ ଲୋକ ପ୍ରଭାବିତ ହୋଇଛନ୍ତି। ଏପରି କି ଅନେକ ଜୀବନ ମଧ୍ୟ ଗଲାଣି। ଏଭଳି ସ୍ଥିତିରେ ତୃତୀୟ ଲହରକୁ ଏଡ଼ାଇ ଦିଆଯାଇ ନ ପାରେ ବୋଲି ବିଶେଷଜ୍ଞମାନେ ମତ ଦେଉଛନ୍ତି। ସାମାଜିକ ଦୂରତା, ଠିକ୍‌…

ରାଜଧାନୀ ଭିଡ଼ ବଢ଼ାଇଲା ସଂକ୍ରମଣ

ଭୁବନେଶ୍ୱର, ୧୪।୧୦(ବ୍ୟୁରୋ): ରାଜ୍ୟରେ କରୋନା ଭୂତାଣୁ ଏବେ ପୁଣି ସକ୍ରିୟ ହୋଇଉଠିଛି। ଲୋକେ ନିୟମ ମାନୁ ନ ଥିବାରୁ ସଂକ୍ରମଣ ଉପରମୁହାଁ ହେଉଛି। ବିଶେଷକରି ରାଜଧାନୀ ଭୁବନେଶ୍ୱରର ହାଟବଜାର, ରାସ୍ତାଘାଟରେ ହେଉଥିବା ଭିଡ଼ ପାଇଁ ସହରରେ ସଂକ୍ରମଣ ବଢ଼ିବା ସହ ଜିଲା…

କଂଗ୍ରେସ ଭବନରେ ଭଙ୍ଗାରୁଜା

ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ଅନେକ ସମୟରେ ଭୁବନେଶ୍ୱରସ୍ଥିତ ରାଜ୍ୟ କଂଗ୍ରେସର ମୁଖ୍ୟ କାର୍ଯ୍ୟାଳୟ କଂଗ୍ରେସ ଭବନ ଅଶାନ୍ତ ହେଉଛି। ଏପରିସ୍ଥଳେ ବୁଧବାର ଏଠାରେ ଦୁଇଥର ଭଙ୍ଗାରୁଜା ହୋଇଛି। ସକାଳେ ଯୁବ କଂଗ୍ରେସ କାର୍ଯ୍ୟାଳୟ ଭିତରେ ଓ ସନ୍ଧ୍ୟାରେ ପିସିସି ସଭାପତିଙ୍କ କକ୍ଷ ସମ୍ମୁଖରେ ବ୍ୟାପକ…

ଶିଳ୍ପ ପ୍ରଦୂଷଣ ଅନିୟନ୍ତ୍ରିତ

ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ରାଜ୍ୟରେ ଶିଳ୍ପାୟନ ସହ ସମତାଳ ଦେଇ ପରିବେଶ ପ୍ରଦୂଷଣ ମଧ୍ୟ ବଢ଼ିଚାଲିଛି। ଶିଳ୍ପ ପ୍ରଦୂଷଣ ସାଙ୍ଗକୁ ସହରାଞ୍ଚଳ ପ୍ରଦୂଷଣ ଅଣନିଃଶ୍ୱାସୀ କଲାଣି। ଜାତୀୟ ରାଜଧାନୀ ନୂଆଦିଲ୍ଲୀ ଭଳି ଅନେକ ବଡ଼ ସହର ବାୟୁ ପ୍ରଦୂଷଣରେ ଘାଣ୍ଟି ହେଉଛିି। ଓଡ଼ିଶାର ଶିଳ୍ପାଞ୍ଚଳଗୁଡ଼ିକରେ…

ଏନ୍‌ଇଇଟି: ସହଯୋଗ ଲୋଡ଼ିଲା ତାମିଲନାଡୁ

ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ଡିଏମ୍‌କେ ସଂସଦୀୟ ଦଳର ଉପନେତା କାନିମୋଝି ବୁଧବାର ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ଏହି ଅବସରରେ ସେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନଙ୍କ ଲିଖିତ ଚିଠି ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରିଛନ୍ତି। ଏହି ଚିଠିରେ ସର୍ବଭାରତୀୟ…

ରେଷ୍ଟୁରାଣ୍ଟରେ ଦାଣ୍ଡିଆ ନୃତ୍ୟ ପାଇଁ ଚାଲିଥିଲା ଯୋଜନା: ସିଲ୍‌ କଲା ବିଏମ୍‌ସି

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ରାଜଧାନୀ ନିକୋ ପାର୍କ ନିକଟରେ ଥିବା ଏକ ରେଷ୍ଟୁରାଣ୍ଟକୁ ବୁଧବାର ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ସିଲ୍‌ କରିଛି। ସ୍ଥାନୀୟ ପ୍ରଶାସନଠାରୁ ଅନୁମତି ନ ନେଇ ଏହି ରେଷ୍ଟୁରାଣ୍ଟରେ ନବରାତ୍ରୀ ପାଇଁ ଦୁଇଦିନ ଦାଣ୍ଡିଆ ନୃତ୍ୟ ଆୟୋଜନ କରିବାକୁ ଯୋଜନା ଚାଲିଥିଲା।…

ମନୀଷଙ୍କ ମୃତ୍ୟୁ କାହାଣୀରେ ମିଷ୍ଟ୍ରୀ ଗର୍ଲଙ୍କ ଏଣ୍ଟ୍ରି; ସିସିଟିଭିରେ କଏଦ ହେଲା…

ଭୁବନେଶ୍ୱର,୧୩।୧୦(ବ୍ୟୁରେ): ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ବଡ଼ ପୁଅ ମନୀଷ ଅନୁରାଗଙ୍କ ମୃତ୍ୟୁ ମାମଲାରେ ଦିନକୁ ଦିନ ନୂଆ ମୋଡ଼ ନେଉଛି। ମନୀଷଙ୍କୁ ଶେଷ ଥର ପାଇଁ ସାଉଥ ସିଟି ହୋଟେଲ ସମ୍ମୁଖରେ ଦେଖିବାକୁ ମିଳିଥିଲା। ମନୀଷ ହୋଟେଲରୁ ବାହାରି ରାସ୍ତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?