ମେଟ୍ରୋ

କୁଆଖାଇ, କୁଶଭଦ୍ରାରେ ନିର୍ମାଣ ହେବ ୨ ବ୍ୟାରେଜ

ବାଲିଅନ୍ତା,୧୦ା୭(ଡି.ଏନ୍‌.ଏ.): ରାଜଧାନୀ ଉପକଣ୍ଠ ବାଲିଅନ୍ତାସ୍ଥିତ କୁଶଭଦ୍ରା ଓ ପାଣ୍ଡରାସ୍ଥିତ କୁଆଖାଇ ନଦୀରେ ଖୁବଶୀଘ୍ର ୨ଟି ବ୍ୟାରେଜ ନିର୍ମାଣ ହେବ। ବହୁ ପ୍ରତୀକ୍ଷିତ ଏହି ବ୍ୟାରେଜ ନିର୍ମାଣରେ ପାଖାପାଖି ୭୦୦କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ବିଭାଗୀୟ ପକ୍ଷରୁ ସୂଚନା ମିଳିଛି। ଏହି…

ଦିଆସିଲି କାଠିରେ ୪.୫ ଇଞ୍ଚର ରଥ ନିର୍ମାଣ

ଭୁବନେଶ୍ୱର,୧୦ା୭(ବ୍ୟୁରୋ): ଆଉ ୨ଦିନ ପରେ ରଥଯାତ୍ରା। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ନିଜ ଭକ୍ତିଭାବ ସମର୍ପଣ କରି ଶିଳ୍ପୀ ଏଲ୍‌. ଈଶ୍ୱର ରାଓ ଦିଆସିଲି କାଠିରେ ରଥ ଓ ନିମ୍ବ କାଠରେ ଚତୁର୍ଦ୍ଧାମୂର୍ତ୍ତି ପ୍ରସ୍ତୁତ କରିଛନ୍ତି। ଏହି ତିନି ରଥ ନିର୍ମାଣରେ ସେ ମୋଟ୍‌…

ଗହଳି ହେଲା, ସଂକ୍ରମଣ ବଢ଼ିଲା

ଭୁବନେଶ୍ୱର, ୧୦ା୭(ବ୍ୟୁରୋ): ରାଜଧାନୀରେ ପୁଣି ସକ୍ରିୟ ହୋଇଉଠିଲାଣି କରୋନା। କିଛିଦିନ ହେବ ସଂକ୍ରମଣ ଖସୁଥିବାବେଳେ ଏବେ ଉପରମୁହାଁ ହେଲାଣି ଗ୍ରାଫ୍‌। ଜୀବନଜୀବିକାକୁ ଗୁରୁତ୍ୱ ଦେଇ ରାଜ୍ୟ ସରକାର କରୋନା କଟକଣାକୁ କୋହଳ କରିଥିଲେ। ହେଲେ ଲୋକମାନେ ଏହାର ଦୁରୁପଯୋଗ କରୁଥିବା ଦେଖାଯାଉଛି।…

ୟୁନିଫର୍ମ ବାବଦରେ ଜେଲ କର୍ମଚାରୀଙ୍କୁ ମିଳିବ ଟଙ୍କା

ଭୁବନେଶ୍ୱର,୧୦ା୭(ବ୍ୟୁରୋ): ଜେଲ କର୍ମଚାରୀଙ୍କୁ ୟୁନିଫର୍ମ ପ୍ରଦାନ କରାଯିବ। ବର୍ଷକୁ ଏବାବଦରେ ଅଫିସରଙ୍କୁ ୩ହଜାର ଟଙ୍କା ଓ କର୍ମଚାରୀଙ୍କୁ ୪ହଜାର ଟଙ୍କା ଦିଆଯିବ। ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସୂଚନାଯୋଗ୍ୟ, ପୂର୍ବରୁ ଜେଲ ବିଭାଗରେ ୟୁନିଫର୍ମ ପାଇଁ ବର୍ଷକୁ…

ଡ. ଇତି ସାମନ୍ତ ହେଲେ ‘ୱାଜା ଓଡ଼ିଶା’ ଅଧ୍ୟକ୍ଷା

ଭୁବନେଶ୍ୱର,୧୦ା୭(ବ୍ୟୁରୋ): ଲେଖକ-ସାମ୍ବାଦିକଙ୍କ ପ୍ରଥମ ଜାତୀୟ ସ୍ତରୀୟ ମିଳିତ ମଞ୍ଚ ‘ରାଇଟର୍ସ ଆଣ୍ଡ୍‌ ଜର୍ନାଲିଷ୍ଟ ଆସୋସିଏଶନ୍‌ ଅଫ୍‌ ଇଣ୍ଡିଆ (ଓ୍ବାଜା ଇଣ୍ଡିଆ)’ର ଓଡ଼ିଶା ପ୍ରଦେଶ ଅଧ୍ୟକ୍ଷା ଭାବେ ବିଶିଷ୍ଟ ଲେଖିକା, ସାମାଜିକ କର୍ମୀ, ଉଦ୍ୟୋଗୀ ତଥା ‘କାଦମ୍ବିନୀ’ର ସମ୍ପାଦିକା ଡ. ଇତି ସାମନ୍ତ…

ଭୁବନେଶ୍ୱରରୁ ୫ଜଣଙ୍କୁ ଗିରଫ କଲା ହାଇଦ୍ରାବାଦ ପୋଲିସ

ଭୁବନେଶ୍ୱର,୧୦ା୭(ବ୍ୟୁରୋ): ଓଡ଼ିଶାରୁ ଅପରେଟ ହେଉଛି ସାଇବର ଠକେଇ ର଼୍ୟାକେଟ। ହାଇଦ୍ରାବାଦ ପୋଲିସ ଭୁବନେଶ୍ୱରରୁ ୫ଜଣଙ୍କୁ ଗିରଫ କରିବା ପରେ ଘଟଣା ପଦାକୁ ଆସିଛି। ମାନାପୁରମ୍‌ ଫାଇନାନ୍ସ ସଂସ୍ଥାରୁ ୩୦ଲକ୍ଷ ଟଙ୍କା ଠକେଇ ଘଟଣାରେ ଓଡ଼ିଶା ଲିଙ୍କ୍‌ ଥିବା ଜାଣିବା ପରେ ହାଇଦ୍ରାବାଦ…

୩୨ ଲକ୍ଷ ଶ୍ରମିକ ପାଇଲେ ୩୫୨ କୋଟି

ଭୁବନେଶ୍ୱର,୧୦ା୭(ବ୍ୟୁରୋ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ନିୟୋଜିତ ଶ୍ରମିକମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସ ଜରିଆରେ ସ୍ବତନ୍ତ୍ର କୋଭିଡ୍‌ ସହାୟତା ପ୍ରଦାନ କରିଛନ୍ତି। ଏଥିରେ ଏପ୍ରିଲରୁ ଜୁନ୍‌ ପର୍ଯ୍ୟନ୍ତ କାମ କରିଥିବା ଶ୍ରମିକମାନଙ୍କୁ…

କେନ୍ଦୁଝରରେ ହେବ ନର୍ସିଂ କଲେଜ

ଭୁବନେଶ୍ୱର,(ବ୍ୟୁରୋ)/କେନ୍ଦୁଝର,୧୦ା୭(ସ୍ବ.ପ୍ର./ଡି.ଏନ.ଏ.): କେନ୍ଦୁଝରରେ ଖୁବ୍‌ଶୀଘ୍ର ସରକାରୀ ମେଡିକାଲ କଲେଜ କାର୍ଯ୍ୟକ୍ଷମ ହେବାକୁ ଯାଉଛି। ଏଥିସହିତ ଏଠାରେ ଏକ ନୂଆ ନର୍ସିଂ କଲେଜ ଖୋଲାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏଥିସହ ରୁଙ୍ଗ୍‌ଟା ମାଇନ୍ସ ଲିମିଟେଡ ପକ୍ଷରୁ କେନ୍ଦୁଝରରେ ୭୯୨୦ କୋଟି…

ତଦନ୍ତ ନିର୍ଦ୍ଦେଶ ଦେଲେ ମାନବାଧିକାର କମିଶନ

ଭୁବନେଶ୍ୱର,୧୦ା୭(ବ୍ୟୁରୋ): ବାରିପଦାରେ ଏକ ଘରୋଇ ସଂସ୍ଥା ଦ୍ୱାରା ପରିଚାଳିତ କୋଭିଡ୍‌ ହସ୍ପିଟାଲ୍‌ରେ ରୋଗୀଙ୍କୁ ଅବହେଳା ନେଇ ଅଭିଯୋଗ ଆସିଥିଲା। ଏ ସଂକ୍ରାନ୍ତ ମାମଲାର ଶୁଣାଣି କରି ରାଜ୍ୟ ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ତଦନ୍ତ ପାଇଁ ପିଆର୍‌ଏମ୍‌ ମେଡିକାଲ କଲେଜ ଓ ହସ୍ପିଟାଲ୍‌ର…

ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୫୮ ଜୀବନ

ଭୁବନେଶ୍ୱର,୧୦।୭(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ହ୍ରାସ ପାଉଥିବା ବେଳେ କିନ୍ତୁ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌। ଶୁକ୍ରବାର ରାଜ୍ୟରେ କରୋନାଜନିତ ୬୧ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଶନିବାର ଏହି ସଂଖ୍ୟା ହ୍ରାସ ପାଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୫୮…

ରାଜ୍ୟରେ ନିୟନ୍ତ୍ରଣକୁ ଆସୁଛି ସଂକ୍ରମଣ: ଗତ ୨୪ଘଣ୍ଟାରେ ୨ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧାରୁ

ଭୁବନେଶ୍ୱର,୧୦।୭(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ଗ୍ରାଫ୍‌ ତଳମୁହାଁ ହୋଇଛି। ପ୍ରତିଦିନ ଦୈନିକ ସଂକ୍ରମଣ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଚିନ୍ତା ବଢ଼ାଉଛି। ଶୁକ୍ରବାର ରାଜ୍ୟରେ ୨,୮୦୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହି…

୬ ଜିଲାରେ ନୂଆ ଏସ୍‌ପି

ଭୁବନେଶ୍ୱର,୧୦ା୭(ବ୍ୟୁରୋ): ରାଜ୍ୟ ସରକାର ଆଇପିଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ୮ ଜଣଙ୍କ ବଦଳି ଓ ନୂଆ ଦାୟିତ୍ୱ ନେଇ ଶୁକ୍ରବାର ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କେନ୍ଦ୍ରୀୟ ଡେପୁଟେଶନରେ ଥିବା ୧୯୯୮ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ଏସ୍‌.…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri