ମେଟ୍ରୋ

୬୪,୨୧୪ ପିଭିଟିଜିକୁ କୋଭିଡ୍‌ ସହାୟତା

ଭୁବନେଶ୍ୱର, ୮।୭(ବ୍ୟୁରୋ): ରାଜ୍ୟର ୬୪ ହଜାର ୨୧୪ ଆପଦଗ୍ରସ୍ତ ଆଦିମ ଜନଜାତି ପରିବାର (ପିଭିଟିଜି)କୁ ‘ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର କୋଭିଡ୍‌ ସହାୟତା’ ପ୍ରଦାନ କରାଯାଇଛି। କରୋନା ଦ୍ୱିତୀୟ ଲହରରେ ଆର୍ଥିକ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତି ପରିବାରକୁ ୫୦୦୦…

କୋର୍ଟରେ ପ୍ରୋଟେଷ୍ଟ ପିଟିଶନ ଦାଖଲ

ଭୁବନେଶ୍ୱର,୮।୭(ବ୍ୟୁରୋ): ମାନବପ୍ରେମୀ ଆଦିତ୍ୟ ଦାସଙ୍କ ମୃତ୍ୟୁର ବର୍ଷେ ପରେ ବି କ୍ରାଇମବ୍ରାଞ୍ଚର ତଦନ୍ତ ଶେଷ ହୋଇନାହିଁ। ଏପରି କି କ୍ରାଇମବ୍ରାଞ୍ଚ ଆଦିତ୍ୟଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚନ କରିପାରିନାହିଁ। ତେଣୁ ଏହି ତଦନ୍ତକୁ ନେଇ ପରିବାର ଲୋକେ ପୁଣି ପ୍ରଶ୍ନ ଉଠାଇଛନ୍ତି। ଏନେଇ…

ଆଜି ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୭(ବ୍ୟୁରୋ): ଆସନ୍ତା ୧୨ ତାରିଖରେ ରଥଯାତ୍ରା। ଏନେଇ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ରଥ ନିର୍ମାଣଠାରୁ ଆରମ୍ଭ କରି ପ୍ରଶାସନିକ ପ୍ରସ୍ତୁତି ପର୍ବ ଜୋର୍‌ସୋର୍‌ରେ ଚାଲିଛି । ତେବେ ରଥଯାତ୍ରା ପ୍ରସ୍ତୁତିର ଆଜି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…

ଓଡ଼ିଶା ପାଇଁ ୧,୦୬୨ କୋଟି

ଭୁବନେଶ୍ୱର, ୮।୭(ବ୍ୟୁରୋ): ଓଡ଼ିଶା ପାଇଁ ମଧ୍ୟାହ୍ନଭୋଜନ ବାର୍ଷିକ ଅଟକଳ ଓ ଯୋଜନା ବୈଠକ ବୁଧବାର ଭାରତ ସରକାରଙ୍କ ଶିକ୍ଷା ବିଭାଗ ଦ୍ୱାରା ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବିଭାଗୀୟ ସଚିବ ଅନିତା କରୱାଲ୍‌ ସଭାପତିତ୍ୱ କରିଥିଲେ। ଯୁଗ୍ମ ସଚିବ ରାମଚନ୍ଦ୍ର ମୀନା,…

୧୧ରେ ଲଘୁଚାପ

ଭୁବନେଶ୍ୱର,୮।୭(ବ୍ୟୁରୋ): ଆସନ୍ତା ୧୧ ତାରିଖରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳ କେନ୍ଦ୍ରୀୟ ଏବଂ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର କେତେକ ଜିଲାରେ ବର୍ଷା ହେବ।…

ଏସ୍‌ସିବିରେ ୯ ଇକ୍‌ମୋ ମେଶିନ ଲାଗିବ

ଭୁବନେଶ୍ୱର, ୮।୭(ବ୍ୟୁରୋ): କଟକ ଏସ୍‌ସିବି ମେଡିକାଲ ଓ କଲେଜରେ ୯ଟି ଇକ୍‌ମୋ ମେଶିନ ଲାଗିବ। ଏନେଇ ବୁଧବାର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ…

ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୫୭ ଜୀବନ

ଭୁବନେଶ୍ୱର,୮।୭(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ହ୍ରାସ ପାଉଥିବା ବେଳେ କିନ୍ତୁ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌। ଗୁରୁବାର ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନାଜନିତ ୫୭ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୪,୪୧୫କୁ ବୃଦ୍ଧି ପାଇଛି। ଏନେଇ…

ରାଜ୍ୟରେ ନିୟନ୍ତ୍ରଣକୁ ଆସୁଛି ସଂକ୍ରମଣ: ଗତ ୨୪ଘଣ୍ଟାରେ ୨ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ, ସର୍ବାଧିକ କଟକରୁ

ଭୁବନେଶ୍ୱର,୮।୭(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ଗ୍ରାଫ୍‌ ତଳମୁହାଁ ହୋଇଛି। ପ୍ରତିଦିନ ଦୈନିକ ସଂକ୍ରମଣ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଚିନ୍ତା ବଢ଼ାଉଛି। ବୁଧବାର ରାଜ୍ୟରେ ୨,୬୦୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ଏହି…

୧୫ରେ ଓଡ଼ିଶା ବନ୍ଦ

ଭୁବନେଶ୍ୱର,୭।୭(ବ୍ୟୁରୋ): ପେଟ୍ରୋଲ, ଡିଜେଲ ଦର ବୃଦ୍ଧି ପ୍ରତିବାଦରେ ବୁଧବାରଠୁ କଂଗ୍ରେସ ବିକ୍ଷୋଭ ପ୍ରଦର୍ଶନ କରୁଥିବା ବେଳେ ବାମ ଦଳ ଆନ୍ଦୋଳନକୁ ଓହ୍ଲାଇବ। ପେଟ୍ରୋଲ, ଡିଜେଲ ଓ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷର ଦରବୃଦ୍ଧି ପ୍ରତିବାଦରେ ବାମପନ୍ଥୀ ଦଳ ପକ୍ଷରୁ ଆସନ୍ତା ୧୫ ତାରିଖରେ…

ପୂରଣ ହେବ ଖାଲିପଡ଼ିଥିବା ୧୦ ହଜାର ଶିକ୍ଷକ ପଦ

ଭୁବନେଶ୍ୱର ଅଫିସ,୭।୭: ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟ ତଥା ହାଇସ୍କୁଲରେ ଖାଲି ପଡ଼ିଥିବା ୧୦ ହଜାର ଶିକ୍ଷକ ପଦ ପୂରଣ ହେବ । ୪ ହଜାର ୪ଶହ ୪୫ ହିନ୍ଦୀ, ସଂସ୍କୃତ, ଶାରିରୀକ ଶିକ୍ଷା ଶିକ୍ଷକଙ୍କ ସମେତ ୬…

କଟକଣା କୋହଳ ହେବାରୁ ଲୋକେ ଏନଜୟ କଲେଣି

ଭୁବନେଶ୍ୱର,୭।୭(ବ୍ୟୁରୋ): ଭ୍ୟାକ୍ସିନ ନେଇଥିବା ବ୍ୟକ୍ତିଙ୍କ ଇନ୍‌ଫେକ୍ସନ ରେଟ ୦.୧୩ ପ୍ରତିଶତ ରହିଥିବା ବେଳେ ଏ ନେଇ ମଲ୍ଟିପୁଲ ଷ୍ଟଡି କରାଯାଉଛି । ଏହାସହ ଗର୍ଭବତୀ ମହିଳାଙ୍କ ଟିକାକରଣ ପାଇଁ ନିର୍ଦ୍ଦିଷ୍ଟ ଏସ୍‌ଓପି ଅଛି । ଛୁଆଙ୍କ ଉପରେ ଏହାର ପ୍ରଭାବ ପଡ଼ିପାରେ।…

ରାଜ୍ୟରେ ପୁଣି ଟିକା ଅଭାବ

ଭୁବନେଶ୍ୱର,୭।୭(ବ୍ୟୁରୋ): ରାଜ୍ୟରେ ପିଛା ଛାଡ଼ୁନି ଟିକା ସମସ୍ୟା। ଲଗାତର ଭାବେ ଟିକାର ଅଭାବ ଦେଖିବାକୁ ମିଳୁଛି। କେନ୍ଦ୍ର ଯୋଗାଉଥିବା ଟିକା କିଛିଦିନ ଯିବା ପରେ ପୁଣି ଯଥା ପୂର୍ବଂ ତଥା ପରମ୍‌ ସ୍ଥିତି। ଟିକା ଅଭାବ ଯୋଗୁ ସବୁ କେନ୍ଦ୍ରରେ ଟିକାକରଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri