ମେଟ୍ରୋ

୯ ମାସରେ ୧୦ କୋଟିର ବ୍ରାଉନସୁଗାର ଜବତ

ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ନିଶା କାରବାରର ପେଣ୍ଠସ୍ଥଳୀ ପାଲଟିଛି ଦ୍ୱୈତନଗରୀ କଟକ ଓ ଭୁବନେଶ୍ୱର। ବିଶେଷକରି ବ୍ରାଉନସୁଗାରର ବେଆନ ବଜାର ଭାବେ ଉଭା ହୋଇଛି। ଚଳିତ ବର୍ଷ କେବଳ ୯ ମାସରେ କମିଶନରେଟ ପୋଲିସ ଦୁଇ ସହରରୁ ୧୦ କୋଟି ମୂଲ୍ୟର ପ୍ରାୟ ୧୦…

ରେଭ୍‌ ପାର୍ଟି ଉପରେ କଡ଼ା ନଜର

ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ପାର୍ବଣ ଭିଡ଼ ଓ ସଂକ୍ରମଣ ଏଡ଼ାଇବା ପାଇଁ ଗତବର୍ଷ ଭଳି ଚଳିତ ବର୍ଷ କଟକଣା ମଧ୍ୟରେ ଦୁର୍ଗାପୂଜା ପାଳନ ହେବ। ତେବେ ଦ୍ୱୈତନଗରୀ କଟକ ଓ ଭୁବନେଶ୍ୱରରେ ଶାନ୍ତିଶୃଙ୍ଖଳା ରକ୍ଷା ସହ ପୂଜା କଟକଣାକୁ କଡ଼ାକଡ଼ି କରିବ କମିଶନରେଟ ପୋଲିସ।…

ସୁନାମି ଭୟରେ ଓଡ଼ିଶାର ୩୨୬ ଗାଁ

ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ବାଲେଶ୍ୱର, ଭଦ୍ରକ, ଗଞ୍ଜାମ, ପୁରୀ, ଜଗତ୍‌ସିଂହପୁର ଏବଂ କେନ୍ଦ୍ରାପଡ଼ାର ୩୨୬ ଗ୍ରାମକୁ ସୁନାମି ପ୍ରବଣ ଭାବେ ଚିହ୍ନଟ କରାଯାଇଛି। ସେହି ଗ୍ରାମଗୁଡ଼ିକର ଲୋକଙ୍କୁ ସୁନାମିରୁ କିପରି ରକ୍ଷା କରାଯାଇପାରିବ ସେନେଇ ଓଡ଼ିଶା ରାଜ୍ୟ ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ କର୍ତ୍ତୃପକ୍ଷ (ଓଏସ୍‌ଡିଏମ୍‌ଏ)…

ଫେରିଯିବ ମୌସୁମୀ

ଭୁବନେଶ୍ବର,୯।୧୦(ବ୍ୟୁରୋ): ମୌସୁମୀ ଓଡ଼ିଶାରୁ ଫେରିଯିବ। ଏହି ପ୍ରକ୍ରିୟା ୨ରୁ ୩ ଦିନ ମଧ୍ୟରେ ଆରମ୍ଭ ହେବ। ବର୍ତ୍ତମାନ ମୌସୁମୀ ପ୍ରତ୍ୟାବର୍ତ୍ତନ ପାଇଁ ପାଗ ଅନୁକୂଳ ରହିଛି। ଗୁଜରାଟ ଏବଂ ଛତିଶଗଡ଼ର ଅଧିକାଂଶ ଅଞ୍ଚଳରୁ ମୌସୁମୀ ଫେରିଗଲାଣି। ତେବେ ଆସନ୍ତା ୩ ଦିନ…

କେଉଁଠି କେତେ ବଢୁଛି, ଦୈନିକ ହେବ ବିଶ୍ଲେଷଣ

ଭୁବନେଶ୍ୱର,୯।୧୦(ବ୍ୟୁରୋ): କରୋନା କଟକଣା ମାନିବାରେ ବ୍ୟତିକ୍ରମ ହେଲେ ସଂକ୍ରମଣ ପୁଣି ବଢ଼ିବାର ସମ୍ଭାବନା ରହିଛି। ତେଣୁ ଦୁର୍ଗା ପୂଜାରୁ ସ୍ବାସ୍ଥ୍ୟ ବଭାଗ ପାଇଁ ଏକ ଚ୍ୟାଲେଞ୍ଜ ଆରମ୍ଭ ହୋଇଗଲା ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ବିଜୟ ମହାପାତ୍ର କହିଛନ୍ତି। ଯେଉଁଠି ଅଧିକ…

ଦେବଗଡ଼ରେ ହେବ ୩୦୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯ା୧୦(ବ୍ୟୁରୋ): ଆଜି ଦେବଗଡ଼ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭ ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିରେ ୫୭୦ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ମଧ୍ୟ ସ୍ଥାପନ କରିଛନ୍ତି। ଏହା ସହ ୧୩୬ କୋଟି…

ଆସନ୍ତା ୧୧ରୁ ନାଇଟ୍‌ କର୍ଫ୍ୟୁ, ଅପରାଧୀଙ୍କ ଉପରେ ରଖାଯିବ ନଜର: ପୋଲିସ କମିଶନର

ଭୁବନେଶ୍ୱର, ୯।୧୦(ବ୍ୟୁରୋ): ଆରମ୍ଭ ହୋଇଛି ପାର୍ବଣ ଋତୁ। ଏହାକୁ ନେଇ ବିଭିନ୍ନ ସ୍ଥାନରେ ଲୋକଙ୍କ ଗହଳି ବଢ଼ିବାରେ ଲାଗିଛି। ଏଥିଯୋଗୁ କରୋନା ସଂକ୍ରମଣ ବ୍ୟାପିବାର ସମ୍ଭାବନା ଥିବାରୁ ଆସନ୍ତା ୧୧ ତାରିଖରୁ ଦ୍ୱୈତନଗରୀରେ ନାଇଟ କର୍ଫ୍ୟୁ ଲାଗୁ ହେବ। ଏହି କଟକଣା…

ଆଗାମୀ ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସମ୍ଭାବନା

ଭୁବନେଶ୍ୱର,୯।୧୦(ବ୍ୟୁରୋ): ଭିଜିବ ଦଶହରା। ଉତ୍ତର ଆଣ୍ଡାମାନ ସାଗର ଓ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ରପତ୍ତନଠାରୁ ୩.୧ରୁ ୫.୮ କିମି ମଧ୍ୟରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଗୋଟିଏ ଲଘୁଚାପ କ୍ଷେତ୍ର…

ଆଉ ୪ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୯।୧୦(ବ୍ୟୁରୋ): ରାଜ୍ୟରେ ଆଉ ୪ ମୁଣ୍ଡ ନେଲା କରୋନା। ଏହାକୁ ମିଶାଇ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୮ ହଜାର ୨୪୨କୃ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ନବରଙ୍ଗପୁରରୁ ୨ ଜଣ, ଜଗତସିଂହପୁର-ବଲାଙ୍ଗୀରରୁ ଜଣେ ଲେଖାଏ ରହିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ…

୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୨୬ ଆକ୍ରାନ୍ତ; ଅଛନ୍ତି ୬୮ ପିଲା

ଭୁବନେଶ୍ୱର,୯।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୨୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୮ଜଣ ୧୮ ବର୍ଷରୁ କମ୍‌ ବର୍ଗର। ଏହାଛଡ଼ା କ୍ୱାରାଣ୍ଟାଇନ୍‌ରୁ ୩୦୩ ରହିଥିବା ବେଳେ ୨୨୩ ସ୍ଥାନୀୟ ସଂକ୍ରମଣ ରହିଛି। ଏହାକୁ ମିଶାଇ ରାଜ୍ୟରେ…

ଖୋଲିବ ରୁଚି ଫ୍ରୋଜିଟ୍‌ର ସର୍ବବୃହତ୍‌ ଷ୍ଟୋର

କଟକ ଅଫିସ,୯।୧୦: ରୁଚି ଫ୍ରୋଜିଟ୍‌ର ସର୍ବବୃହତ୍‌ ଷ୍ଟୋର ରବିବାର କଟକ ମହାନଦୀ ବିହାରରେ ଶୁଭାରମ୍ଭ ହେବ। ଓଡ଼ିଆ ଅଭିନେତ୍ରୀ ଅର୍ଚ୍ଚିତା ସାହୁ ଏବଂ ଅଭିନେତା ଶୁଭାଶିଷ୍‌ ଏହାର ଉଦ୍‌ଘାଟନ କରିବେ। ଶୁକ୍ରବାର ସ୍ଥାନୀୟ ଲିଙ୍କ୍‌ ରୋଡ୍‌ସ୍ଥିତ ଏକ ହୋଟେଲରେ ଅନୁଷ୍ଠିତ ଖବରଦାତା…

ପ୍ରକାଶ ପାଇଲା ଚିଠା ସଂରକ୍ଷଣ ବିଜ୍ଞପ୍ତି

ଭୁବନେଶ୍ୱର,୯।୧୦(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ପାଇଁ ଜିଲାସ୍ତରରେ ଓ୍ବାର୍ଡମେମ୍ବର, ସରପଞ୍ଚ, ପଞ୍ଚାୟତ ସମିତି ସଭ୍ୟ ଏବଂ ବ୍ଲକ ଅଧ୍ୟକ୍ଷ ପଦବୀ ଲାଗି ଚିଠା ସଂରକ୍ଷଣ ତାଲିକା ପ୍ରକାଶ ପାଇଛି। ତେବେ ମିିଳିଥିବା ସୂଚନା ଅନୁଯାୟୀ ୧୪ ଜିଲା ଚିଠା ସଂରକ୍ଷଣ ତାଲିକା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?