ମହିଳାଙ୍କୁ ମାରି ସ୍ବାମୀଙ୍କୁ ଭିଡିଓ କଲ୍
ଭୁବନେଶ୍ୱର,୬।୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ସୋମବାର ଘଟିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ଏୟାରଫିଲ୍ଡ ଥାନା ଅନ୍ତର୍ଗତ ଭୀମଟାଙ୍ଗି ହାଉସିଂ ବୋର୍ଡ କଲୋନୀ ଫେଜ୍-୧ ପ୍ଲଟ୍ ନଂ. ଏ/ଏଲ୍-୧ରେ ଭଡ଼ାରେ ରହୁଥିବା ଜଣେ ମହିଳାଙ୍କୁ ତଣ୍ଟିକାଟି ହତ୍ୟା କରାଯାଇଛି। ସୌଭାଗ୍ୟବଶତଃ ବଞ୍ଚତ୍ୟାଇଛନ୍ତି ତାଙ୍କ ୩…
ମହିଳାଙ୍କୁ ହତ୍ୟା ପରେ ସ୍ବାମୀଙ୍କୁ କିଲରଙ୍କ ଭିଡ଼ିଓ କଲ୍
ଭୁବନେଶ୍ୱର,୬।୭(ବ୍ୟୁରୋ): ରାଜଧାନୀର ଏୟାର ଫିଲ୍ଡ ଥାନା ଅନ୍ତର୍ଗତ ଭୀମଟାଙ୍ଗି ଅଞ୍ଚଳରେ ରବିବାର ଜଣେ ମହିଳାଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି। ମହିଳାଙ୍କ ସ୍ବାମୀ ଘରେ ନ ଥିବା ବେଳେ ଘଟିଛି ହତ୍ୟାକାଣ୍ଡ। ଅଭିଯୁକ୍ତ ଜଣକ ମହିଳାଙ୍କ ବେକ କାଟି ହତ୍ୟା…
ଓଡ଼ିଶାରୁ ବ୍ଲାକ୍ ଫଙ୍ଗସ୍ ନେଲାଣି ୨୦ ଜୀବନ
ଭୁବନେଶ୍ୱର,୫।୭: ରାଜ୍ୟରେ ୨୦ ଜଣ ବ୍ଲାକ୍ ଫଙ୍ଗସ୍ ରୋଗୀ ପ୍ରାଣ ହରାଇଛନ୍ତି। ୧୩୦ ଜଣ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି। ସେମାନଙ୍କ ମଧ୍ୟରୁ ୧୬ ଜଣ ସୁସ୍ଥ ହୋଇ ଘରକୁ ଯାଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟର ୨୬ଟି ଜିଲାରୁ ଏହି ରୋଗୀ…
‘ତେଲ ନ କିଣିବାକୁ ଅନୁରୋଧ କରାଯିବ’
ଭୁବନେଶ୍ବର,୫।୭: ଦେଶରେ ବଢୁଥିବା ତେଲ ଦରକୁ ନେଇ ସୋମବାର ଏକ ଖବରଦାତା ସମ୍ମିଳନୀରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କେନ୍ଦ୍ର ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଭାଜପା ସରକାର କେତେ ଶୋଷିଲେ ମନ ସନ୍ତୁଷ୍ଟ ହେବ ବୋଲି ନିରଞ୍ଜନ ଅଭିଯୋଗ କରିଛନ୍ତି।…
ଏଣିକି ମହାବିଦ୍ୟାଳୟ, ବିଶ୍ୱବିଦ୍ୟାଳକୁ ଆସିବେ ସବୁ କର୍ମଚାରୀ
ଭୁବନେଶ୍ୱର,୫।୭(ବ୍ୟୁରୋ): କରୋନା ସଂକ୍ରମଣ ଧିରେ ଧିରେ କମୁଥିବା ବେଳେ ଲକ୍ଡାନ୍ ନିୟମ ମଧ୍ୟ କୋହଳ ହେଉଛି। ଏହାକୁ ଦୃଷ୍ଟିରେ ରଖି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନୂଆ ନିର୍ଦ୍ଦେଶନାମା ଜାରି ହୋଇଛି। ଏଣିକି ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳକୁ ସବୁ କର୍ମଚାରୀ ଆସିବେ। ଜୁଲାଇ…
ଭଡ଼ା ଘରେ ମହିଳାଙ୍କୁ ହତ୍ୟା: ଅନ୍ୟ ଜଣେ ଗୁରୁତର, ସ୍ବାମୀ କହିଲେ…
ଭୁବନେଶ୍ୱର,୫।୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଚାଞ୍ଚଲ୍ୟ ଖେଳିଯାଇଛି। ଜଣେ ମହିଳାଙ୍କୁ ଅତି ବୀଭତ୍ସ ଭାବେ ହତ୍ୟା କରାଯାଇ ଥିବା ବେଳେ ଭଡ଼ା ଘରୁ ତାଙ୍କ ମୃତଦେହକୁ ପୋଲିସ ଉଦ୍ଧାର କରିଛି। ତାଙ୍କ ସହିତ ଜଣେ ପୁରୁଷଙ୍କୁ ମଧ୍ୟ ଘଟଣାସ୍ଥଳରୁ ଗୁରୁତର ଅବସ୍ଥାରେ ଉଦ୍ଧାର…
ଓଡ଼ିଶାରେ କେନ୍ଦ୍ରୀୟ ଟିମ୍
ଭୁବନେଶ୍ୱର,୫ା୭(ବ୍ୟୁରୋ): କୋଭିଡ୍ ସ୍ଥିତି ଅନୁଧ୍ୟାନ ପାଇଁ ଆଜି ଓଡ଼ିଶାରେ ପହଞ୍ଚିଛନ୍ତି କେନ୍ଦ୍ରୀୟ ଟିମ୍। ଏହି ଟିମ୍ରେ କୋଲକାତାର ଜନସ୍ବାସ୍ଥ୍ୟ ବିଶେଷଜ୍ଞ ଡାକ୍ତର ଶିବାନୀ ଦତ୍ତ ଓ ଭୁବନେଶ୍ୱର ଏମ୍ସର ପ୍ରଫେସର ପ୍ରଶାନ୍ତ ମହାପାତ୍ର ରହିଛନ୍ତି। ଟିମ୍ ରାଜ୍ୟ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ସହ…
ନକଲି କରୋନା ଔଷଧ ଜବତ ଘଟଣା: ସୁଦୀପଙ୍କ ରିମାଣ୍ଡ ପାଇଁ ଏସ୍ଟିଏଫ୍ର ଆବେଦନ
ଭୁବନେଶ୍ୱର,୫ା୭(ବ୍ୟୁରୋ): ରାଜ୍ୟରେ ନକଲି କରୋନା ଔଷଧ ଜବତ ଘଟଣାରେ କ୍ରାଇମବ୍ରାଞ୍ଚର ଏସ୍ଟିଏଫ୍ ଟିମ୍ ର଼୍ୟାକେଟ୍ର ମୁଖ୍ୟ କାର୍ପଟଦାର ମୁମ୍ବାଇର ସୁଦୀପ ବାର୍ନାଜୀଙ୍କୁ ୧୦ ଦିନିଆ ରିମାଣ୍ଡରେ ଆଣିବ। ଏନେଇ ମୁମ୍ବାଇ କୋର୍ଟର ଅନୁମତି ପାଇଁ ଏସ୍ଟିଏଫ୍ ପକ୍ଷରୁ କଟକ ଟ୍ରାଏଲ୍ କୋର୍ଟରେ…
୭ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୫।୭(ବ୍ୟୁରୋ): ମୌସୁମୀ ଦୁର୍ବଳ ରହିଥିବାବେଳେ ରାଜ୍ୟରେ ବର୍ଷା ଜାରି ରହିଛି। ଏବେ ଉତ୍ତର-ଦକ୍ଷିଣ ନିମ୍ନଚାପ ରେଖା ସମୁଦ୍ର ପତ୍ତନଠାରୁ ୧.୫ କି.ମି. ଉପରେ ଉତ୍ତର-ପୂର୍ବ ବିହାରରୁ ଉତ୍ତର-ପୂର୍ବ ଝାଡ଼ଖଣ୍ଡ, ଗାଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟକା ମଧ୍ୟ ଦେଇ ଦକ୍ଷିଣ ଓଡ଼ିଶା ଉପକୂଳ ଯାଏ…
ରେକର୍ଡ ଭାଙ୍ଗିଲା କରୋନା ମୃତ୍ୟୁ : ଆଜି ୫୨ ଜଣଙ୍କ ଜୀବନ ନେଲା
ଭୁବନେଶ୍ୱର,୫ା୭(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁରେ ବ୍ରେକ୍ ଲାଗୁନି। ଆଜି ସର୍ବାଧିକ ୫୨ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ…
ଆଜି ରାଜ୍ୟରୁ ୨୮୦୩ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୫।୭(ବ୍ୟୁରୋ): ସୋମବାର ରାଜ୍ୟରୁ ୨୮୦୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୨୪,୬୯୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୫୯୭ ଜଣ ଚିହ୍ନଟ…
ତୃତୀୟ ଲହର ପାଇଁ ରାଜ୍ୟ ସରକାର ପ୍ରସ୍ତୁତ
ଭୁବନେଶ୍ୱର,୫।୭(ବ୍ୟୁରୋ): କରୋନା ତୃତୀୟ ଲହର ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଥିବା ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ରବିବାର କହିଛନ୍ତି। ତୃତୀୟ ଲହରରେ ଶିଶୁମାନେ ଆକ୍ରାନ୍ତ ହେବେ ବୋଲି ଆଶଙ୍କା କରାଯାଉଥିବାରୁ ସରକାର ଏକ ଏସ୍ଓପି ପ୍ରସ୍ତୁତ କରିଛନ୍ତି। ସମସ୍ତ…
Archives


