ପିଏମ୍ଇସି, ଜିଇସିରେ ପ୍ରତିଷ୍ଠା ହେବ ଉତ୍କର୍ଷ କେନ୍ଦ୍ର
ଭୁବନେଶ୍ୱର, ୯।୧୦(ବ୍ୟୁରୋ): ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ବିଭାଗ (ଏସଡିଟିଇ) ଅଧୀନରେ ଥିବା ପାରଳା ମହାରାଜା ଯାନ୍ତ୍ରିକ ମହାବିଦ୍ୟାଳୟ (ପିଏମ୍ଇସି) ବ୍ରହ୍ମପୁର ଓ ସରକାରୀ ଯାନ୍ତ୍ରିକ ମହାବିଦ୍ୟାଳୟ (ଜିଇସି) କେଉଁଝରଠାରେ ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠା ହେବ। ଏନେଇ ୱାଲର୍ଡ ସ୍କିଲ୍…
୩୨୬ ଗ୍ରାମକୁ ସୁନାମୀ ମୁକାବିଲା ଲାଗି ପ୍ରସ୍ତୁତ କରାଯିବ
ଭୁବନେଶ୍ୱର,୯।୧୦(ବ୍ୟୁରୋ):ବାତ୍ୟା, ବନ୍ୟା ଓ ବଜ୍ରପାତ ଆଦି ବିପର୍ଯ୍ୟୟ ପରିଚାଳନାରେ ନୂତନ ଅନ୍ତର୍ଜାତୀୟ ମାନଦଣ୍ଡ ହାସଲ କରିବା ପରେ ବର୍ତ୍ତମାନ ରାଜ୍ୟରେ ସୁନାମୀପ୍ରବଣ ଉପକୂଳ ଗ୍ରାମଗୁଡିକୁ ଏଥିଲାଗି ପ୍ରସ୍ତୁତ ନିମନ୍ତେ ସରକାର ପ୍ରଚେଷ୍ଟା ଆରମ୍ଭ କରିଛନ୍ତି। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର…
ନନ୍ଦନକାନନରେ ପୁଣି ଗଡ଼ିଲା ଟୟ ଟ୍ରେନ୍
ବାରଙ୍ଗ,୯।୧୦(ଡି.ଏନ୍.ଏ.): ଦଶହରା ପାଇଁ ପର୍ଯ୍ୟଟକଙ୍କୁ ନୂଆ ଭେଟି ଦେଇଛନ୍ତି ନନ୍ଦନକାନନ କର୍ତ୍ତୃପକ୍ଷ। ଶୁକ୍ରବାର ୬୭ତମ ରାଜ୍ୟସ୍ତରୀୟ ବନ୍ୟପ୍ରାଣୀ ସପ୍ତାହ ପାଳନ ଅବସରରେ ପର୍ଯ୍ୟଟକଙ୍କ ପାଇଁ ବହୁ ପ୍ରତୀକ୍ଷିତ ସାଜିଥିବା ତଥା ଆକର୍ଷଣୀୟ ଓ ଆଧୁନିକୀକରଣରେ ଝଲସୁଥିବା ଶିଶୁ ରେଳଗାଡ଼ି(ଟୟଟ୍ରେନ)ର ଲୋକାର୍ପଣ କରିଛନ୍ତି…
ସଂଶୋଧନ ହେଲା ଜିଆଇଏସ୍
ଭୁବନେଶ୍ୱର,୯।୧୦(ବ୍ୟୁରୋ):ରାଜ୍ୟ ସରକାର ଶୁକ୍ରବାର ସରକାରୀ କର୍ମଚାରୀଙ୍କ ପାଇଁ ଉଦ୍ଦିଷ୍ଟ ଗୋଷ୍ଠୀ ବୀମା ଯୋଜନା (ଜିଆଇଏସ୍) ଦେୟରେ ସଂଶୋଧନ କରିଛନ୍ତି। ପୂର୍ବରୁ ୪,୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ୍ ପେ’ ପାଉଥିବା କର୍ମଚାରୀଙ୍କୁ ଜିଆଇଏସ୍ ବାବଦରେ ୭,୫୦୦ ଟଙ୍କା ଦେବାକୁ ପଡୁଥିବା ବେଳେ ଏବେ…
କୃଷିରୁ ମଧ୍ୟସ୍ଥ ହଟାଅ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୯।୧୦: କୃଷକମାନଙ୍କ ଆୟ ବୃଦ୍ଧି ପାଇଁ ସେମାନଙ୍କୁ ସିଧାସଳଖ ବଜାର ସହିତ ଯୋଡ଼ିବା ଦରକାର। କୃଷି ଏବଂ ବଜାର ମଧ୍ୟରେ ଥିବା ମଧ୍ୟସ୍ଥ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ଉଚ୍ଛେଦ କରିବା ଉପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ୱ ଦେଇଛନ୍ତି। ଶୁକ୍ରବାର ଲୋକସେବା ଭବନ…
ସତ୍କାର ପାଇଁ ନେବାବେଳେ ମହିଳାଙ୍କ ମୃତଦେହ ଜବତ
କଣ୍ଟାପଡା,୯।୧୦:(ଡି.ଏନ୍.ଏ.): ଗୋବିନ୍ଦପୁର ଥାନା ଅନ୍ତର୍ଗତ ପୂର୍ବପାରୀ ଧାନମଣ୍ଡଳ ଗ୍ରାମର ଜଣେ ମହିଳାଙ୍କ ମୃତଦେହକୁ ଶାଶୁଘର ଲୋକ ଶୁକ୍ରବାର ମଶାଣୀରେ ସତ୍କାର କରିବାକୁ ନେବାବେଳେ ପୋଲିସ ଜବତ କରିଥିଲା। ପରେ ତାହାକୁ ବ୍ୟବଚ୍ଛେଦ ପାଇଁ ଏସ୍ସିବି ମେଡିକାଲ କଲେଜ ଆଣ୍ଡ୍ ହସ୍ପିଟାଲ ପଠାଇବା…
ଚଢ଼ାଉ ନାହିଁ, ଓଜନରେ ଠକେଇ ବଢ଼ୁଛି
କଟକ ଅଫିସ,୯।୧୦: ରାଜ୍ୟରେ ଏବେ ନକଲି ସାମଗ୍ରୀଠାରୁ ଆରମ୍ଭ କରି ବିଭିନ୍ନ ପ୍ରକାର ଠକେଇ ଚାଲିଛି। ବିଶେଷକରି କିଛି ଲାଭଖୋର ମନୋବୃତ୍ତିର ବ୍ୟବସାୟୀ ଓଜନ ଓ ମାପରେ ଲୋକଙ୍କୁ ଠକି ଚାଲିଛନ୍ତି। ଓଜନ ଓ ମାପ ବିଭାଗର ନିୟମିତ ଚଢ଼ାଉ ହେଉ…
କ୍ୟାପିଟାଲ ହସ୍ପିଟାଲରେ ଚିଲିକା ବିଧାୟକ
ଭୁବନେଶ୍ୱର,୮ା୧୦: ଗିରଫ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ଶୁକ୍ରବାର ରାତିରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କର ହୃଦରୋଗ ଥିବାରୁ ଖୋର୍ଦ୍ଧା ଏଡିଜେ-୧ କୋର୍ଟଙ୍କ ଅନୁମତି କ୍ରମେ ତାଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। ଖୋର୍ଦ୍ଧା ଏଡିଜେ-୧ କୋର୍ଟରେ ତାଙ୍କର…
ଅଟକାଇବାରୁ ଦଳିଦେଲା ଟ୍ରକ
ଚଣ୍ଡିଖୋଲ,୮ା୧୦(ଡି.ଏନ.ଏ.): ବଡ଼ଚଣା ଥାନା ଅନ୍ତର୍ଗତ ଚଣ୍ଡିଖୋଲ ଛକଠାରେ ଶୁକ୍ରବାର ରାତିରେ ଟ୍ରକ୍ ମାଡ଼ିଯିବାରୁ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ହେଲେ ବାରିପଦା ଅଞ୍ଚଳର ସଞ୍ଜୟ କୁମାର ଖିଲାର। ସୂଚନାନୁସାରେ, ସଞ୍ଜୟ ଓ ତାଙ୍କ ସ୍ତ୍ରୀ ଏକ କାର୍ ଯୋଗେ କଟକରୁ ବାରିପଦା…
ଖାରଜ ହୋଇଗଲା ଗ୍ୟାଙ୍ଗଷ୍ଟର ରାଜା ଆଚାର୍ଯ୍ୟଙ୍କ ପିଟିଶନ
କଟକ ଅଫିସ,୮ା୧୦: ୨୦୨୦ ଡିସେମ୍ବର ୧୮ରେ ପୋଲିସ କମିଶନର ଝାରପଡା ଜେଲରେ ଥିବା ଗ୍ୟାଙ୍ଗଷ୍ଟର ରାଜା ଆଚାର୍ଯ୍ୟଙ୍କୁ ଜାତୀୟ ନିରାପତ୍ତା ଆଇନ(ଏନ୍ଏସ୍ଏ)ରେ ଅଟକ ରଖିବାକୁ ନିର୍ଦ୍ଦେଶନାମା ଜାରି କରିଥିଲେ। ଏହାକୁ ଡିସେମ୍ବର ୨୮ରେ ରାଜ୍ୟ ଗୃହ ବିଭାଗ ମଞ୍ଜୁର କରିଥିଲା। ଏହି…
ଜେଲ ଗଲେ ଚିଲିକା ବିଧାୟକ
ଭୁବନେଶ୍ୱର,୮ା୧୦: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ଶୁକ୍ରବାର ଜେଲ ଯିବାକୁ ପଡିଛି। ଖୋର୍ଦ୍ଧା ଏଡିଜେ-୧ କୋର୍ଟରେ ଶୁକ୍ରବାର ତାଙ୍କର ଜାମିନ ଆବେଦନ ଖାରଜ ହୋଇଯାଇଛି। ଫଳରେ ପୋଲିସ ବିଧାୟକ ଜଗଦେବଙ୍କ ଖୋର୍ଦ୍ଧା ଡାକ୍ତରଖାନାରେ ସ୍ବାସ୍ଥ୍ୟ ପରୀକ୍ଷା କରାଇଥିଲା। ତାଙ୍କର କୋଭିଡ୍ ଆଣ୍ଟିଜେନ…
ସ୍କୁଲ ଛୁଟି
ଭୁବନେଶ୍ୱର,୮।୧୦: ରାଜ୍ୟରେ ୧୦ରୁ ୨୦ ଯାଏ ସ୍କୁଲ ଛୁଟି ରହିବ। ଦଶହରା ଓ କୁମାର ପୂର୍ଣ୍ଣିମା ପାଇଁ ଏହି ଛୁଟି ଘୋଷଣା କରିଛନ୍ତି ଗଣଶିକ୍ଷା ବିଭାଗ। ବିଦ୍ୟାଳୟର ପ୍ରଧାନ ଶିକ୍ଷକମାନଙ୍କୁ ଏନେଇ ସୂଚନା ଦିଆଯାଇଛି। ତେବେ ଛୁଟି ପରେ ୨୧ରୁ ନବମ,…

