ମେଟ୍ରୋ

୨.୨୧ କୋଟିର ଚାଉଳ ଆତ୍ମସାତ୍‌

ଯାଜପୁର ଅଫିସ,୭।୧୦:ରାଜ୍ୟର ଯାଜପୁର ଜିଲା ସମେତ ଭଦ୍ରକ, ଗଞ୍ଜାମ ଓ ନବରଙ୍ଗପୁର ଜିଲାର ୨୩ ଜଣ ଯୋଗାଣ ବିଭାଗ ଅଧିକାରୀ ୨ କୋଟି ୨୧ ଲକ୍ଷ ୪୬ ହଜାର ୯୪୮ ଟଙ୍କାର ସରକାରୀ ଚାଉଳ ଆତ୍ମସାତ୍‌ କରିଛନ୍ତି। ସ୍ବତନ୍ତ୍ର ଅଡିଟ୍‌ ରିପୋର୍ଟରେ…

ତୃତୀୟ ଲିଙ୍ଗୀଙ୍କୁ ମିଳିବ ସମାନ ସୁବିଧାସୁଯୋଗ

ଭୁବନେଶ୍ୱର,୭।୧୦(ବ୍ୟୁରୋ):ତୃତୀୟ ଲିଙ୍ଗୀ(କିନ୍ନର)ମାନେ କୌଣସି କ୍ଷେତ୍ରରେ ଅବହେଳିତ ହେବେ ନାହିଁ। ସେମାନଙ୍କୁ ଅନ୍ୟମାନଙ୍କଠାରୁ ବାଛବିଚାର କରାଯିବ ନାହିଁ। ବିଭିନ୍ନ କ୍ଷେତ୍ରରେ ଅନ୍ୟମାନଙ୍କ ଭଳି କିନ୍ନରମାନଙ୍କୁ ସମାନ ସୁବିଧାସୁଯୋଗ ଦେବା ଲାଗି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏ ନେଇ ବୁଧବାର ସାମାଜିକ ସୁରକ୍ଷା…

ବିଲିୟନ ଡଲାର କମ୍ପାନୀ ଗଢ଼ିଲେ ଓଡ଼ିଆ ପୁଅ

ଭୁବନେଶ୍ୱର,୭।୧୦(ବ୍ୟୁରୋ): ଆଇଆଇଟି ମାଡ୍ରାସରେ ପଢ଼ାପରେ ବିଦେଶରେ ଏକ ଭଲ ପ୍ୟାକେଜରେ ଚାକିରି ପାଇଥିଲେ। ହେଲେ ନିଜେ କିଛି କରି ଦେଖାଇବାର ଇଚ୍ଛା ତାଙ୍କ ମନକୁ ସବୁବେଳେ ଆନ୍ଦୋଳିତ କରୁଥିଲା। ଆମେରିକାର ମୋଟା ଅଙ୍କର ଦରମା ଛାଡ଼ି ସ୍ବଦେଶ ପ୍ରତ୍ୟାବର୍ତ୍ତନ କଲେ। ଆଉ…

ପୁଅକୁ ନିର୍ଦ୍ଦୋଷ କହିଲେ ବାପା

ରାଉରକେଲା ଅଫିସ, ୭।୧୦: ସମୁଦ୍ର ଭିତରେ କ୍ରୁଜ ଜାହାଜରେ ଚାଲିଥିବା ଡ୍ରଗ୍ସ ପାର୍ଟି ମାମଲାରେ ରାଉରକେଲାର ୨ଯୁବକଙ୍କୁ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନ୍‌ସିବି) ଗିରଫ କରିଛି। ସେମାନେ ହେଲେ ସିଭିଲଟାଉନଶିପ କ୍ୱାର୍ଟର୍ସ ନଂ. ପି ୨୧ରେ ବାସ କରୁଥିବା ଅଭିନ ସାହୁ(୩୦)…

ବଗିଚାରେ ଟଳିପଡ଼ିଲେ ନନ୍ଦନକାନନ କର୍ମଚାରୀ

ବାରଙ୍ଗ,୭।୧୦:(ଡି.ଏନ୍‌.ଏ.): ନନ୍ଦନକାନନ ଷ୍ଟୋର ରେଞ୍ଜର କାର୍ଯ୍ୟାଳୟ ସମ୍ମୁଖ ବଗିଚାରେ କାମ କରୁଥିବାବେଳେ ଜଣେ କର୍ମଚାରୀଙ୍କର ବୁଧବାର ମୃତ୍ୟୁ ଘଟିଛି। ସେ ହେଲେ ନନ୍ଦନକାନନ ଥାନା ରଘୁନାଥପୁରର ଜର୍ମାନୀ ନାୟକ(୫୪)। ସେ ନନ୍ଦନକାନନର ରାତ୍ରି ଜଗୁଆଳି ହୋଇ ଷ୍ଟୋର ବିଭାଗ ଅଧୀନରେ ମାଳି…

ନନ୍ଦନକାନନରେ ପୁଣି ଚାଲିବ ରୋପ୍‌ୱେ, ଟଏ ଟ୍ରେନ୍‌

ବାରଙ୍ଗ,୭।୧୦(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନ ପର୍ଯ୍ୟଟକମାନଙ୍କୁ ଆକୃଷ୍ଟ କରିବା ପାଇଁ ଦଶହରା ଭେଟି ଦେବାକୁ ଯାଉଛନ୍ତି କର୍ତ୍ତୃପକ୍ଷ। ନନ୍ଦନକାନନରେ ଥିବା ବହୁ ପ୍ରତୀକ୍ଷିତ ଟଏଟ୍ରେନ ଓ ଏରିଆଲ ରୋପ୍‌ୱେ ନୂଆ ରୂପ ନେଇ କାର୍ଯ୍ୟ କରିବ। ୬୭ତମ ବନ୍ୟପ୍ରାଣୀ ସପ୍ତାହ ଉପଲକ୍ଷେ…

ନିୟମ ଭାଙ୍ଗି ଜରିମାନା ଦେଲେ ଚାନ୍ଦବାଲି ବିଧାୟକ

ପୁରୀ ଅଫିସ, ୭।୧୦: ଶ୍ରୀମନ୍ଦିର ସଂଲଗ୍ନ ନୋ ପାର୍କିଂ ଜୋନ୍‌ରେ ବୁଧବାର ନିୟମ ଉଲ୍ଲଂଘନ କରି ଚାନ୍ଦବାଲି ବିଧାୟକ ତଥା ବିଜେଡି ନେତା ବ୍ୟୋମକେଶ ରାୟ ୨ହଜାର ଟଙ୍କା ଜରିମାନା ଦେଇଛନ୍ତି। ସେହିପରି ସେ କଟକଣା ଭାଙ୍ଗି ସସ୍ତ୍ରୀକ ଶ୍ରୀମନ୍ଦିର ଯାଇ…

ଚଳିତବର୍ଷ ୪ କୋଟିରୁ ଊର୍ଦ୍ଧ୍ୱ ବ୍ରାଉନ୍‌ସୁଗାର ଜବତ

କଟକ ଅଫିସ,୭।୧୦:ଚଳିତବର୍ଷ କଟକ ସହରାଞ୍ଚଳ ପୋଲିସ ମୋଟ୍‌ ୪ କିଲୋ ୬୪୬ ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଏହାର ଆନୁମାନିକ ମୂଲ୍ୟ ୪କୋଟି ୬୪ ଲକ୍ଷ ଟଙ୍କା ହେବ। ଏହି ଘଟଣାରେ ୩୦ଜଣ ନିଶା ବେପାରୀଙ୍କୁ ଗିରଫ କରାଯାଇଛି ବୋଲି କଟକ…

ଆର୍‌ଟିଆଇ ତଥ୍ୟ ଦେଇ ନ ପାରି ଟଙ୍କା ଫେରାଇ ନେବାକୁ ନୋଟିସ

କଟକ ସଦର, ୭।୧୦(ଡି.ଏନ.ଏ.): ସୂଚନା ଅଧିକାର ଆଇନ (ଆର୍‌ଟିଆଇ) ବଳରେ ତଥ୍ୟ ପାଇବା ପାଇଁ ଜଣେ ଆବେଦନକାରୀ ୩୦୦୦ ଟଙ୍କା ଦାଖଲ କରିଥିଲେ। ହେଲେ କଟକ ପୂର୍ତ୍ତ ଡିଭିଜନ ନଂ.୨ର ଲୋକ ସୂଚନା ଅଧିକାରୀ ତଥ୍ୟ ଦେଇ ନ ପାରି ଉକ୍ତ…

ଦାନା ବାନ୍ଧୁଛି ଆଉ ଏକ ବାତ୍ୟା, ଫିକା ପଡ଼ିବ ଦଶହରା!

ଭୁବନେଶ୍ୱର,୬।୧୦(ବ୍ୟୁରୋ): ପୁଣି ଦାନା ବାନ୍ଧିଲାଣି ଆଉ ଏକ ଲଘୁଚାପ। ଆସନ୍ତା ୧୦ ତାରିଖ ବେଳକୁ ଉତ୍ତର-ଆଣ୍ଡାମାନ ସାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା କ୍ରମେ ଘନୀଭୂତ ହୋଇ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଦିଗକୁ ଆସିପାରେ ବୋଲି…

ରାଜଧାନୀକୁ ପୁଣି ଫେରିଲା କଣ୍ଟେନ୍‌ମେଣ୍ଟ

ଭୁବନେଶ୍ୱର,୬ା୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରକୁ ପୁଣି ଫେରିଛି କଣ୍ଟେନମେଣ୍ଟ। ଫରେଷ୍ଟ ପାର୍କ ଅଞ୍ଚଳର ୫୨ ନମ୍ବର ଓ୍ବାର୍ଡ ରାଜେନ୍ଦ୍ର ବିହାର ଆପାର୍ଟମେଣ୍ଟକୁ କଣ୍ଟେନ୍‌ମେଣ୍ଟ ଘୋଷଣା କରିଛି ବିଏମ୍‌ସି। ଏହି ଆପାର୍ଟମେଣ୍ଟର ୧୦ଟି ଫ୍ଲାଟ୍‌କୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଭାବେ ଘୋଷଣା କରାଯାଇଛି। ସଂପୃକ୍ତ ଅଞ୍ଚଳରୁ…

ଆସୁଛି ଆଉ ଏକ ଲଘୁଚାପ: ଫିକା ପଡ଼ିବ ପାର୍ବଣ

ଭୁବନେଶ୍ୱର,୬ା୧୦(ବ୍ୟୁରୋ): ଆସୁଛି ଆଉ ଏକ ଲଘୁଚାପ। ଚଳିତବର୍ଷ ପାର୍ବଣ ଫିକା ପଡ଼ିବ ଯାହା ଜଣାପଡୁଛି। ଅକ୍ଟୋବର ତୃତୀୟ ସପ୍ତାହରେ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଏବର୍ଷ ଦଶହରାରେ ଭିଜିବ ଓଡ଼ିଶା। ଆନ୍ଧ୍ରକୁ ମୁହାଁଉଥିବା ଛୋଟ ବାତ୍ୟା ସୃଷ୍ଟି ହେବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?