ସଙ୍କଟବେଳର ସଖା: କରୋନା ଆକ୍ରାନ୍ତଙ୍କୁ ଅକ୍ସିଜେନ ଯୋଗାଉଛନ୍ତି ସତ୍ବୀର୍
ଭୁବନେଶ୍ୱର,୨୬।୪(ବ୍ୟୁରୋ): କରୋନା ମହାମାରୀର ଭୟ ଓ ଆତଙ୍କ ଭିତରେ ବର୍ତ୍ତମାନ ଅକ୍ସିଜେନ ଅଭାବ ଦେଶରେ ବଡ଼ ସଂକଟ ସୃଷ୍ଟି କରିଛି। ଦିଲ୍ଲୀ, ମହାରାଷ୍ଟ୍ର ଆଦି ରାଜ୍ୟରେ ଅକ୍ସିଜେନ ଅଭାବରୁ ଶହଶହ ରୋଗୀ ଆଖିବୁଜିଛନ୍ତି। ଓଡ଼ିଶାରେ ପର୍ଯ୍ୟାପ୍ତ ଅକ୍ସିଜେନ୍ ମହଜୁଦ ଥିବା...
ରାଜ୍ୟର ଉତ୍ତପ୍ତ ସହର ଭୁବନେଶ୍ୱର
ଭୁବନେଶ୍ୱର,୨୬।୪(ବ୍ୟୁରୋ): ସାରା ରାଜ୍ୟ ପ୍ରବଳ ଖରାତାତିରେ ଆଉଟୁପାଉଟୁ ହେଉଛି। ଦୁଇଦିନ ହେବ ଅଧିକାଂଶ ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଛି। ସକାଳ ୭ଟାରୁ ଟାଇଁଟାଇଁ ଖରାକୁ ଝାଞ୍ଜି ପବନ ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଉଛି। ଅପରାହ୍ନରେ ବାହାରକୁ ବାହାରିବା କଷ୍ଟକର...
ଏହି ୩ ଜିଲା ରହିବ ଉତ୍ତପ୍ତ
ଭୁବନେଶ୍ୱର, ୨୫।୪(ବ୍ୟୁରୋ): ସାରା ରାଜ୍ୟ ପ୍ରବଳ ଖରାରେ ଆଉଟୁପାଉଟୁ ହେଉଛି। ୨ ଦିନ ହେଲା ରାଜ୍ୟର ଅଧିକାଂଶ ସହରରେ ତାପମାତ୍ର ୪୦ଡିଗ୍ରୀ ଉପରେ ରହୁଛି। ସକାଳ ୭ଟାରୁ ତାତି ଅନୁଭୂତି ହେଉଥିବା ବେଳେ ଅପରାହ୍ନରେ ବାହାରକୁ ବାହାରିବା କଷ୍ଟ ହୋଇପଡ଼ିଛି।...
ସ୍ବର୍ଗଦ୍ୱାରରେ ମୃତଦେହ ଦାହ କରିପାରିବେ ନାହିଁ ଅନ୍ୟ ଜିଲାବାସୀ
ପୁରୀ ଅଫିସ,୨୫ା୪: ପୁରୀ ସହର ଓ ଜିଲାରେ କୋଭିଡ୍ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ସ୍ବର୍ଗଦ୍ୱାରରେ ମୃତଦେହ ଦାହ ଉପରେ କଟକଣା ଜାରି କରାଯାଇଛି। ଜିଲା ପ୍ରଶାସନ ପକ୍ଷରୁ ଜାରି ହୋଇଥିବା ଏହି କଟକଣା ୨୬ ତାରିଖରୁ ଲାଗୁ ହେବ।...
ଓଡ଼ିଶାରେ ୧୮ରୁ ୪୪ ବୟସ୍କଙ୍କୁ ମିଳିବ ମାଗଣା ଟିକା
ଭୁବନେଶ୍ୱର,୨୫ା୪: ରାଜ୍ୟବାସୀଙ୍କୁ ସମ୍ବୋଧନ କରି ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ସନ୍ଧ୍ୟାରେ ଏକ ବଡ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ମେ’ ୧ ତାରିଖରେ ସାରା ଦେଶରେ ୧୮ରୁ ୪୪ ବର୍ଷ ବୟସର ସମସ୍ତ ନାଗରିକଙ୍କୁ କରୋନା ଟିକା...
ଏମ୍ସ ଏବେ ‘ଓଡିଏମ୍ ବିଜ୍ନେସ ସ୍କୁଲ’ ଭାବେ ନାମିତ
ଭୁବନେଶ୍ୱର,୨୫।୪: ରାଜ୍ୟର ଏକ ଅଗ୍ରଣୀ ଏମ୍ବିଏ କଲେଜ ଭାବେ ଜଣାଶୁଣା ଆଷ୍ଟ୍ରଲ ଇନ୍ଷ୍ଟିଚ୍ୟୁଟ ଅଫ୍ ମ୍ୟାନେଜମେଣ୍ଟ ଷ୍ଟଡିଜ(ଏମ୍ସ) ର ନାମ ପରିବର୍ତ୍ତନ (ରି ବ୍ରାଣ୍ଡ) କରାଯାଇଛି। ଏଇ ନିକଟରେ ଏକ ନିରାଡ଼ମ୍ବରପୂର୍ଣ୍ଣ ସଭାରେ ଓଡିଏମ୍ ଏଜୁକେଶନାଲ ଗ୍ରୁପ୍ ପକ୍ଷରୁ ଏ...
ରାଜ୍ୟରୁ ୬୧୧୬ କରୋନା ଆକ୍ରାନ୍ତ ଚିହ୍ନଟ, ଆଜି ବି ଖୋର୍ଦ୍ଧା ଆଗରେ
ଭୁବନେଶ୍ୱର,୨୫।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ତେବେ ରବିବାର ରାଜ୍ୟରୁ ୬,୧୧୬ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪,୦୭,୪୬୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ...
ରାଜ୍ୟରେ କରୋନା ନେଲା ଆଉ ୭ ମୁଣ୍ଡ: କେବଳ ଏହି ଜିଲାରୁ…
ଭୁବନେଶ୍ୱର,୨୫।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ରବିବାର ରାଜ୍ୟରେ କରୋନା ଆଉ ୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୯୮୮କୁ ବୃଦ୍ଧି ପାଇଛି। ଏହି ୭...
ଖାଲିଥିବା ଅକ୍ସିଜେନ୍ ସିଲିଣ୍ଡର ଭର୍ତ୍ତି କରିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୨୫।୪(ବ୍ୟୁରୋ): ଉତ୍ସର୍ଗୀକୃତ କୋଭିଡ୍ ସ୍ବାସ୍ଥ୍ୟ କେନ୍ଦ୍ର (ଡିସିଏଚ୍ସି), ଉତ୍ସର୍ଗୀକୃତ କୋଭିଡ୍ ହସ୍ପିଟାଲ (ଡିସିଏଚ୍) ଏବଂ କୋଭିଡ୍ କେୟାର ସେଣ୍ଟର(ସିସିସି)ଗୁଡ଼ିକରେ ଥିବା ଖାଲି ଅକ୍ସିଜେନ ସିଲିଣ୍ଡରକୁ ତୁରନ୍ତ ଭର୍ତ୍ତି କରିବା ପାଇଁ ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶ ଦେଇଛି। ଏ ନେଇ ଶନିବାର...
ପଶ୍ଚିମବଙ୍ଗରୁ ଫେରିଲେ ୧୪ ନୁହେଁ ୭ ଦିନ କ୍ୱାରାଣ୍ଟାଇନ
ଭୁବନେଶ୍ୱର,୨୫ା୪(ବ୍ୟୁରୋ): ପଶ୍ଚିମବଙ୍ଗରୁ ବିଭିନ୍ନ ଯାନବାହନ, ରେଳ ଏବଂ ବିମାନ ଯୋଗେ ଓଡ଼ିଶା ଆସୁଥିବା ଲୋକମାନଙ୍କ ପାଇଁ ରାଜ୍ୟ ସରକାର ୧୪ ଦିନିଆ ବାଧ୍ୟତାମୂଳକ କ୍ୱାରାଣ୍ଟାଇନ ଘୋଷଣା କରିଛନ୍ତି। ତେବେ ଏହାକୁ ୭ ଦିନକୁ ହ୍ରାସ କରାଯାଇଛି। ଏ ନେଇ ଶନିବାର...
ସ୍ତ୍ରୀଙ୍କୁ କଇଁଚିରେ ଆକ୍ରମଣ କଲା ସ୍ବାମୀ
ଚୌଦ୍ୱାର,୨୪ା୪(ଡି.ଏନ୍.ଏ.)- ଚୌଦ୍ୱାର ଥାନା ଅଧୀନ ଖର୍ଦ୍ଧାସାହି ଅଞ୍ଚଳରେ ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କ ମୁଣ୍ଡକୁ କଇଁଚିରେ ଆକ୍ରମଣ କରିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ କଟକ ବଡ ଡାକ୍ତରଖାନା ପଠାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ଖର୍ଦ୍ଧାସାହି ଅଞ୍ଚଳର ଫକୀର ସାହୁ ନାମକ...
ଆଲର୍ଟରେ ରାଜ୍ୟର ୧୮ ମେରାଇନ ଥାନା
ଭୁବନେଶ୍ୱର,୨୪।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଉଥିବାବେଳେ ପ୍ରବାସୀଙ୍କୁ ନେଇ ଚିନ୍ତା ବଢିଛି। ରାଜ୍ୟ ସରକାର ଆନ୍ତଃ ଜିଲା ଯାତାୟାତ ଉପରେ କଟକଣା ଲଗାଇବା ପରେ ବିଭିନ୍ନ ପ୍ରବେଶ ପଥକୁ ବନ୍ଦ କରାଯାଇ କଡ଼ାକଡ଼ି ଯାଞ୍ଚ ଚାଲିଛି।...
Archives


