ମେଟ୍ରୋ

ରାଜ୍ୟରେ ଗତ ୨୪ଘଣ୍ଟାରେ ୩ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧।୭(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିବା ବେଳେ ପୁଣି ୨ଦିନ ହେଲା ଦୈନିକ ସଂକ୍ରମଣ ହାର ବୃଦ୍ଧି ପାଇଛି। ବୁଧବାର ରାଜ୍ୟରେ ୩,୩୭୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ଏହି ସଂଖ୍ୟାରେ ହ୍ରାସ…

ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୫ ଜୀବନ

ଭୁବନେଶ୍ୱର,୧।୭(ବ୍ୟୁରୋ): ରାଜ୍ୟରେ ପୁଣି ଦୈନିକ ସଂକ୍ରମଣ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବି ଲାଗୁନି ବ୍ରେକ୍‌। ଗୁରୁବାର ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନାଜନିତ ୪୫ ଜଣଙ୍କ ପ୍ରାଣହାନୀ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୪,୦୬୩କୁ ବୃଦ୍ଧି ପାଇଛି।…

ଝଡ଼ତୋଫାନ ସହ ହେବ ପ୍ରବଳ ବର୍ଷା

ଭୁବନେଶ୍ବର,୩୦।୬: ରାଜ୍ୟର ବିଭିନ୍ନ ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ବୁଧବାର ସତର୍କ ସୂଚନା ଜାରି କରାଯାଇଛି। କାଳବେଶାଖୀ ସମ୍ଭାବନା ଥିବା ଜିଲାଗୁଡିକ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ,…

ସୋସିଆଲ ମିଡିଆ ବ୍ୟବହାରକାରୀ ରୁହନ୍ତୁ ସାବଧାନ, ନଚେତ୍‌…

ଭୁବନେଶ୍ୱର,୩୦ା୬(ବ୍ୟୁରୋ): ସୋସିଆଲ ମିଡିଆ ବ୍ୟବହାରକାରୀଙ୍କ ପାଇଁ କ୍ରାଇମବ୍ରାଞ୍ଚ ଗାଇଡ୍‌ଲାଇନ୍‌ ଜାରି କରିଛି। ଆକାଉଣ୍ଟ ଖୋଲିବା ସମୟରେ ସତର୍କ ରହିବାକୁ କୁହାଯାଇଛି। ଏହା ସହିତ ସୋସିଆଲ ମିଡିଆରେ ନିଜର ଅତି ଗୋପନୀୟ ତଥ୍ୟ ନ ଦେବାକୁ ପରାମର୍ଶ ଦିଆଯାଇଛି। ସେହିପରି ଅଜଣା ବ୍ୟକ୍ତିଙ୍କୁ…

ଏସବୁ ଜିଲାରେ ବସ୍‌ ଚଳାଚଳକୁ ଅନୁମତି

ଭୁବନେଶ୍ୱର,୩୦ା୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଟିକେ ହ୍ରାସ ପାଉଥିବାରୁ ଅନଲକ୍‌ ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ରଣନୀତି ଆପଣାଇଥିଲେ। ରାଜ୍ୟର ସମସ୍ତ ଜିଲାକୁ ୨ ଭାଗରେ ବିଭକ୍ତ କରାଯାଇଥିଲା। ପୂର୍ବପରି ଏଥର ମଧ୍ୟ ସମସ୍ତ ଜିଲାକୁ କାଟାଗୋରୀ‘ଏ’ ଓ କାଟାଗୋରୀ ‘ବି’ରେ…

ଜୁଲାଇ ୧୬ ପର୍ଯ୍ୟନ୍ତ ଆଂଶିକ ଲକ୍‌ଡାଉନ୍‌, ଜାଣନ୍ତୁ କ’ଣ ରହିବ ଖୋଲା, କ’ଣ ବନ୍ଦ

ଭୁବନେଶ୍ୱର,୩୦ା୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଟିକେ ହ୍ରାସ ପାଉଥିବାରୁ ଅନଲକ୍‌ ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ରଣନୀତି ଆପଣାଇଥିଲେ। ରାଜ୍ୟର ସମସ୍ତ ଜିଲାକୁ ୨ ଭାଗରେ ବିଭକ୍ତ କରାଯାଇଥିଲା। ପୂର୍ବପରି ଚଳିତଥର ମଧ୍ୟ ସମସ୍ତ ଜିଲାକୁ କାଟାଗୋରୀ‘ଏ’ ଓ କାଟାଗୋରୀ ‘ବି’ରେ…

କରୋନା ସଂକ୍ରମିତଙ୍କ ନେଗେଟିଭ୍‌ ରିପୋର୍ଟ ଥିଲେ ମୃତଦେହ ନେଇପାରିବେ ପରିବାର ଲୋକେ

ଭୁବନେଶ୍ୱର,୩୦ା୬(ବ୍ୟୁରୋ): କୋଭିଡ୍‌ ସଂକ୍ରମିତ ହୋଇ ଚିକିତ୍ସିତ ହେଉଥିବା ରୋଗୀଙ୍କର ମୃତ୍ୟୁ ହେଲେ ସେମାନଙ୍କ ଅନ୍ତିମ ସଂସ୍କାରକୁ ନେଇ ନୂଆ ନିର୍ଦ୍ଦେଶନାମା ଜାରି କରିଛନ୍ତି ରାଜ୍ୟ ସରକାର। ଯଦି ସମ୍ପୃକ୍ତ ବ୍ୟକ୍ତି ମୃତ୍ୟୁବେଳକୁ କୋଭିଡ୍‌ ନେଗେଟିଭ୍‌ ଥିବେ ତେବେ ତାଙ୍କର ମୃତଦେହକୁ ପରିବାର…

ଆଜି ଅପରାହ୍ନରେ ଗଣମାଧ୍ୟମକୁ ସମ୍ବୋଧନ କରିବେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୩୦ା୬(ବ୍ୟୁରୋ): କରୋନା ସଂକ୍ରମଣକୁ ନିୟନ୍ତ୍ରଣକୁ ଆଣିବା ପାଇଁ ରାଜ୍ୟ ସରକାରଙ୍କ ଦ୍ୱାରା ଲାଗୁ କରାଯାଇଥିବା ଆଂଶିକ ଲକ୍‌ଡାଉନ୍‌ କଟକଣା ଅବଧି ଗୁରୁବାର ସକାଳେ ଶେଷ ହେବ। ତେଣୁ ଆସନ୍ତାକାଲିଠୁ ନିୟମାବଳୀ କ’ଣ ହେବ, କେଉଁଠି କଟକଣା କୋହଳ ହେବ, କେଉଁଠି ପୂର୍ବ…

ଦିନକରେ କରୋନା ନେଲା ୪୮ ଜୀବନ:ମୃତ୍ୟୁ ସଂଖ୍ୟା ୪ ହଜାର ଟପିଲା

ଭୁବନେଶ୍ୱର,୩୦ା୬(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୪୮ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୦୧୮ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଫଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ…

ରାଜ୍ୟରେ ପୁଣି ବଢିଲା ସଂକ୍ରମଣ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩୦।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୩,୩୭୧କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କାଲି କମ୍‌ ଥିବାବେଳେ ଆଜି ପୁଣି ହଠାତ୍‌ ବଢିଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ…

୭ ଆନ୍ତଃରାଜ୍ୟ ସାଇବର ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୩୦।୬(ବ୍ୟୁରୋ):କମିଶନରେଟ୍‌ ପୋଲିସ ଏକ ବଡ଼ ଆନ୍ତଃରାଜ୍ୟ ସାଇବର ଠକ ଗ୍ୟାଙ୍ଗର ରହସ୍ୟ ଉନ୍ମୋଚନ କରିଛି ା ସାଇବର ଠକେଇ ଲିଙ୍କ୍‌ ଖୋଜୁ ଖୋଜୁ ମିଳିଛି ବଡ଼ ଧରଣର ଟେଲିକମ୍‌ ସ୍କାମ୍‌। କେତେକ ସର୍ଭିସ ପ୍ରୋଭାଇଡର ବେଆଇନ ଭାବେ ସିମ୍‌ ଆକ୍ଟିଭେଟ କରି…

ଟ୍ରେନ୍‌ରେ ଗଞ୍ଜେଇ ଚାଲାଣ କରୁଥିଲେ କିନ୍ନର

ଭୁବନେଶ୍ୱର,୩୦।୬(ବ୍ୟୁରୋ):କରୋନା କଟକଣା ଭିତରେ ଓଡ଼ିଶାରୁ ଟ୍ରେନ୍‌ରେ ବାହାରକୁ ଚାଲାଣ ହେଉଛି ଗଞ୍ଜେଇ। ଏହି କାରବାରରେ ସମ୍ପୃକ୍ତ ହେଉଛନ୍ତି କିନ୍ନର। ସୋମବାର ଗୁଜରାଟର ସୁରଟକୁ ଚାଲାଣବେଳେ ଆର୍‌ପିଏଫ୍‌ ଓ କ୍ରାଇମବ୍ରାଞ୍ଚ ମିଳିତ ଭାବେ ଭୁବନେଶ୍ୱର ରେଳ ଷ୍ଟେଶନରେ ଚଢାଉ କରି ଦୁଇ ଚାଲାଣକାରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri