ମେଟ୍ରୋ

ଆଇପିଏସ୍‌ ଦିପ୍ତେଶ ପଟ୍ଟନାୟକଙ୍କୁ ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର,୨୮।୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଆଇପିଏସ୍‌ ଦିପ୍ତେଶ ପଟ୍ଟନାୟକଙ୍କୁ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ଦିପ୍ତେଶ ଏବେ ଜେଲ୍‌ ବିଭାଗ ଆଇଜି ଭାବେ କାର୍ଯ୍ୟ କରୁଥିବା ବେଳେ ତାଙ୍କୁ ଅତିରିକ୍ତ ଭାବେ ଓଏସ୍‌ଆରଟିସି ସିଏମ୍‌ଡ଼ି ଦାୟିତ୍ୱ ଦିଆଯାଇଛି। ଏନେଇ ସୋମବାର ଗୃହ…

ଏହି ସବୁ ଜିଲାରେ ଖୋଲିବ ନର୍ସିଂ କଲେଜ

ଭୁବନେଶ୍ୱର,୨୮।୬(ବ୍ୟୁରୋ): ରାଜ୍ୟରେ ୬୦୦ ସିଟ୍‌ ବିଶିଷ୍ଟ ନର୍ସିଂ କଲେଜ ଖୋଲିବ। ୧୦ଟି ଜିଲାରେ ଏହି କଲେଜ ଖୋଲିବାକୁ ସରକାର ଯୋଜନା କରିଛନ୍ତି। ପ୍ରତି କଲେଜରେ ୬୦ଟି ଲେଖାଏ ସିଟ୍‌ ରହିବ। ଏ ନେଇ ସୋମବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ…

ଭିସୁଟ ପାଇଁ ନୂଆ କୂଳପତି ନିଯୁକ୍ତ

ଭୁବନେଶ୍ୱର,୨୮।୬(ବ୍ୟୁରୋ): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ (ଭିସୁଟ)ର କୁଳପତି ଭାବେ ପ୍ରଫେସର ବଂଶୀଧର ମାଝିଙ୍କୁ ନିଯୁକ୍ତି ଦିଆଯାଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ଏହି ନିଯୁକ୍ତି ପ୍ରଦାନ କରିଛନ୍ତି। ପ୍ରଫେସର ମାଝି ୩ ବର୍ଷ ପାଇଁ ଏହି…

ଯୁକ୍ତଦୁଇ ନାମ ଲେଖା ପାଇଁ ସିଟ୍‌ ସମସ୍ୟା ହେବନାହିଁ : ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୮।୬(ବ୍ୟୁରୋ): ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ୯୭.୮ ପ୍ରତିଶତ ଛାତ୍ରୀଛାତ୍ର ପାସ କରିଛନ୍ତି। ତେବେ ସିବିଏସ୍‌ଇ ଓ ଆଇସିଆଇସି ପରୀକ୍ଷା ଫଳ ଏଯାବତ୍‌ ବାହାରି ନାହିଁ। ଚଳିତ ବର୍ଷ ପାସ ହାର ଅଧିକ ଥିବା ବେଳେ ସବୁ ଫଳାଫଳ ବାହାରି ସାରିବା…

ଆଜି ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ

ଭୁବନେଶ୍ୱର,୨୮ା୬(ବ୍ୟୁରୋ): ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ସୋମବାର ଅନୁଷ୍ଠିତ ହେବ। କାର୍ଯ୍ୟକାରିଣୀ ବୈଠକ ଭର୍ଚୁଆଲ ମୋଡ୍‌ରେ ପୂର୍ବାହ୍ନ ୧୦ଟା ୪୫ରୁ ଆରମ୍ଭ ହୋଇ ୪ଟା ପର୍ଯ୍ୟନ୍ତ ଚାଲିବ ବୋଲି ଜଣାପଡିଛି। ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା…

ସାମ୍ବାଦିକତା କ୍ଷେତ୍ରରେ ରାଜ୍ୟର ଜଣେ ପରିଚିତ ଚେହେରା ଜୀମୂତ ମଙ୍ଗରାଜ

ଭୁବନେଶ୍ୱର,(ବ୍ୟୁରୋ)/ଯାଁଳା, ୨୮ା୬(ଡି.ଏନ୍‌.ଏ.): ବରିଷ୍ଠ ସାମ୍ବାଦିକ, ଲେଖକ ତଥା ସ୍ତମ୍ଭକାର ଜୀମୂତ ବାହନ ମଙ୍ଗରାଜ (୬୪)ଙ୍କ ରବିବାର ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ସେ ସ୍କୁଟିରେ ଖୋର୍ଦ୍ଧାରୁ ଭୁବନେଶ୍ୱର ଆସୁଥିବା ସମୟରେ ୧୬ନଂ. ଜାତୀୟ ରାଜପଥର ଯାଁଳା ମେଡିକାଲ ଛକ ନିକଟରେ ଏକ…

ଆଇଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨୮ା୬(ବ୍ୟୁରୋ): ରାଜ୍ୟ ସରକାର ଆଇଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ରବିବାର ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କୃଷି ଓ କୃଷକ ସଶକ୍ତୀକରଣର ସ୍ବତନ୍ତ୍ର ସଚିବ ଥିବା ସୁରେଶ କୁମାର ବଶିଷ୍ଠଙ୍କୁ ସେହି ବିଭାଗର…

ଆଜି ଆଉ ୪୩ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୩୯୩୦କୁ ବୃଦ୍ଧି

ଭୁବନେଶ୍ୱର,୨୮ା୬(ବ୍ୟୁରୋ): ସୋମବାର ରାଜ୍ୟରୁ କରୋନା ମହାମାରୀ ଆଉ ୪୩ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୯୩୦କୁ ବୃଦ୍ଧି ପାଇଛି। ଏହି ମୃତକମାନଙ୍କ…

ଆଜି ରାଜ୍ୟରୁ ୩୩୧୯ କରୋନା ଆକ୍ରାନ୍ତ ଚିହ୍ନଟ, କଟକରୁ ସର୍ବାଧିକ

ଭୁବନେଶ୍ୱର,୨୮।୬(ବ୍ୟୁରୋ): ସୋମବାର ରାଜ୍ୟରୁ ୩୩୧୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୦୩,୭୮୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୮୯୬ ଜଣ ଚିହ୍ନଟ…

୧ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୨୮।୬(ବ୍ୟୁରୋ): ରାଜ୍ୟରେ ଏବେ ଦୁର୍ବଳ ହେଉଛି ମୌସୁମୀ। ତେଣୁ ବର୍ଷାର ପରିମାଣ କମିଯାଇଛି। ବିଭିନ୍ନ ସ୍ଥାନରେ ବର୍ଷା ସହିତ ଘଡ଼ଘଡ଼ି ହେଉଛି। ତେବେ ଜୁଲାଇ ପ୍ରଥମ ସପ୍ତାହ ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନକୁ ଛାଡ଼ି ଦେଲେ ଅନ୍ୟଠି ପ୍ରବଳ ବର୍ଷା ହେବ…

ତାଲିକା ପ୍ରସ୍ତୁତକର୍ତ୍ତା, ତାଲିକା ବାହାରେ

ଭୁବନେଶ୍ୱର,୨୮।୬: ଆସନ୍ତା ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି ବିଜୁ ଜନତା ଦଳ ଶନିବାର ୩୦ ଜିଲା ପାଇଁ ପର୍ଯ୍ୟବେକ୍ଷକ ଓ ୬ଜଣ ବରିଷ୍ଠ ପର୍ଯ୍ୟବେକ୍ଷକ ନିଯୁକ୍ତି ଦେଇଛି। ସେଥିରେ ବିଧାୟକ, ମନ୍ତ୍ରୀ ଓ ବିରିଷ୍ଠ ନେତାଙ୍କୁ ବିଭିନ୍ନ ଜିଲାର ପର୍ଯ୍ୟବେକ୍ଷକ ଦାୟିତ୍ୱ…

୫ ଜିଲାରେ ପ୍ରବଳ ବର୍ଷା: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ବର,୨୭।୬: ରାଜ୍ୟର କିଛି ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟର ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରବିବାର ସତର୍କ ସୂଚନା ଜାରି କରାଯାଇଛି। କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଏବଂ ନୂଆପଡ଼ା ଏହି ୫ ଜିଲାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri