ମେଟ୍ରୋ

ପୁଣି ବଢ଼ିଲା ତୈଳ ଦର

ଭୁବନେଶ୍ୱର/ନୂଆଦିଲ୍ଲୀ,୧।୧୦:ଦିନକର ବିରତି ପରେ ପୁଣି ଥରେ ଉଭୟ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଇଛି। ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଭାରତୀୟ ତୈଳ ନିଗମ (ଆଇଓସିଏଲ୍‌)ର ସୂଚନା ଅନୁସାରେ ଗୁରୁବାର ଭୁବନେଶ୍ୱରରେ ଡିଜେଲ ୩୩ ପଇସା ଏବଂ ପେଟ୍ରୋଲ…

ସନ୍ଧ୍ୟା ୫ଟା ସୁଦ୍ଧା ୬୮.୪୦ ପ୍ରତିଶତ ମତଦାନ

ଭୁବନେଶ୍ୱର,୩୦।୯: ପିପିଲି ଉପନିର୍ବାଚନରେ ସନ୍ଧ୍ୟା ୫ଟା ସୁଦ୍ଧା ୬୮.୪୦ ପ୍ରତିଶତ ମତଦାନ ହୋଇଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ସୂଚନା ଦେଇଛନ୍ତି। ସେ କହିଛନ୍ତି ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ ହେବ ଓ ଏହା ପରେ ଯେଉଁମାନେ…

ଫେରିଲା ନାଇଟ୍‌ କର୍ଫ୍ୟୁ

ଭୁବନେଶ୍ୱର,୩୦।୯(ବ୍ୟୁରୋ): ରାଜ୍ୟ ସରକାର ଅକ୍ଟୋବର ମାସ ପାଇଁ ନୂତନ ଗାଇଡ୍‌ଲାଇନ ଆଣିଛନ୍ତି। ଏସ୍‌ଆର୍‌ସି ପ୍ରଦୀପ ଜେନା ଗୁରୁବାର ଏହି ନୂତନ ଗାଇଡ୍‌ଲାଇନ ଘୋଷଣା କରିଛନ୍ତି। ଗାଇଡ୍‌ଲାଇନରେ ଅକ୍ଟୋବର ୧ରୁ ନଭେମ୍ବର ୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ପୌରାଞ୍ଚଳରେ ନାଇଟ୍‌ କର୍ଫ୍ୟୁ…

ପାର୍ବଣରେ ବଢିପାରେ ସଂକ୍ରମଣ: ଡିଏମ୍‌ଇଟି

  ଭୁବନେଶ୍ୱର,୩୦।୯(ବ୍ୟୁରୋ): ପାର୍ବଣ ବେଳେ ଭିଡ ହେଲେ ବଢ଼ିପାରେ କୋଭିଡ ସଂକ୍ରମଣ। ଏନେଇ ଗୁରୁବାର ଡିଏମ୍‌ଇଟି ସିବିକେ ମହାନ୍ତି ସତର୍କ କରାଇଛନ୍ତି । ସମସ୍ତେ କୋଭିଡ ମାର୍ଗଦର୍ଶିକା ପାଳନ କରନ୍ତୁ । ଯାହାର କିଛି ବି ଲକ୍ଷଣ ଦେଖାଯାଇଛି ତୁରନ୍ତ ନିକଟସ୍ଥ…

ହକିରୁ ସନ୍ୟାସ ନେଲେ ବୀରେନ୍ଦ୍ର ଲାକ୍ରା

ଭୁବନେଶ୍ୱର,୩୦।୯(ବ୍ୟୁରୋ): ଭାରତୀୟ ପୁରୁଷ ହକି ଦଳର ତାରକା ଖେଳାଳି ତଥା ଟୋକିଓ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ବିଜେତା ଦଳର ଅଂଶ ଥିବା ବୀରେନ୍ଦ୍ର ଲାକ୍ରା ଅନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କରିଛନ୍ତି। ହକି ଇଣ୍ଡିଆ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ୩୧…

ମତଦାନ କଲେ ମହାରଥୀ ପରିବାର

ପୁରୀ ଅଫିସ,୨୯ା୯: ପିପିଲି ଉପନିର୍ବାଚନ ପାଇଁ ଆଜି ଅନୁଷ୍ଠିତ ହେଉଛି ମତଦାନ। ତେବେ ବିଜେଡି ପ୍ରାର୍ଥୀ ତଥା ଦିବଂଗତ ବିଧାୟକ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ର ପ୍ରତାପ ମହାରଥୀ ଓ ତାଙ୍କ ପରିବାର ସଦସ୍ୟ ଆଜି ଭୋଟ୍‌ ଦେଇଛନ୍ତି । ରୁଦ୍ରଙ୍କ…

ବିଭୂତି ପଟ୍ଟନାୟକଙ୍କ ‘ଶ୍ରେଷ୍ଠ କଥା ଦଶକ’ ଉନ୍ମୋଚିତ

ଭୁବନେଶ୍ୱର, ୩୦।୯: ଫୁଲ-ଭଗବାନ ଫାଉଣ୍ଡେଶନ ଆନୁକୂଲ୍ୟରେ ବିଶିଷ୍ଟ ସାହିତି୍ୟକ ବିଭୂତି ପଟ୍ଟନାୟକଙ୍କ ‘ଶ୍ରେଷ୍ଠ କଥା ଦଶକ’ ସ୍ଥାନୀୟ ଏକ ହୋଟେଲରେ ବୁଧବାର ଉନ୍ମୋଚିତ ହୋଇଯାଇଛି। ଏହି ସାରସ୍ବତ ସଭାରେ ଫୁଲ-ଭଗବାନ ଫାଉଣ୍ଡେସନ ତରଫରୁ ପଟ୍ଟନାୟକ ଓ ତାଙ୍କ ସ୍ତ୍ରୀ ସୁରପ୍ରଭା ପଟ୍ଟନାୟକଙ୍କୁ…

ଟ୍ରେନ୍‌ ଦୁର୍ଘଟଣାରେ ଚାଲିଗଲେ ହାସ୍ୟ ଅଭିନେତା ଗୁଡୁଙ୍କ ମା’

ଭୁବନେଶ୍ୱର,୩୦ା୯(ବ୍ୟୁରୋ): ଗୁରୁବାର ଏକ ଟ୍ରେନ୍‌ ଦୁର୍ଘଟଣାରେ ହାସ୍ୟ ଅଭିନେତା ଗୁଡୁଙ୍କ ମା’ଙ୍କର ଦେହାନ୍ତ ହୋଇଛି। ଯାଜପୁର ଜିଲା ଯଖପୁରା ରେଳ ଷ୍ଟେଶନରେ ଟ୍ରେନ୍‌ ଚଢୁଥିବା ସମୟରେ ତାଙ୍କ ଗୋଡ଼ ଖସି ଯାଇଥିଲା। ଫଳରେ ସେ ଟ୍ରେନ୍‌ ଲାଇନ୍‌ ତଳକୁ ଖସି ପଡ଼ିଥିଲେ।…

ହତ୍ୟାକାରୀଙ୍କ ପତ୍ତା ପାଉନି କମିଶନରେଟ୍‌ ପୋଲିସ

ଭୁବନେଶ୍ୱର, ୩୦।୯(ବ୍ୟୁରୋ): ରାଜଧାନୀରେ ଘଟିଥିବା ଏକାଧିକ ହତ୍ୟା ଘଟଣା ଉପରୁ କମିଶନରେଟ ପୋଲିସ ପରଦା ଉଠାଇ ପାରୁନାହିଁ। ହତ୍ୟା ଅଭିଯୁକ୍ତମାନେ ଫେରାର ହୋଇ ବୁଲୁଥିବାବେଳେ ପୋଲିସ ସେମାନଙ୍କୁ ଧରିବାରେ ବିଫଳ ହୋଇଛି। ବିଭିନ୍ନ ହତ୍ୟା ମାମଲାରେ ତଦନ୍ତକାରୀ ଅଫିସର ଓ ଥାନା…

ମଧୁବାବୁ ଓଡ଼ିଆ ଜାତିର ଇତିହାସରେ ସ୍ମରଣୀୟ ରହିବେ

ଭୁବନେଶ୍ୱର, ୩୦।୯(ବ୍ୟୁରୋ): ତତ୍‌କାଳୀନ ନେତୃବର୍ଗଙ୍କ ମଧ୍ୟରେ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଭାବନା ଆସି ନ ଥିବାବେଳେ ଉତ୍କଳ ଗୌରବ ମଧୁସୂଦନ ଭାଷାଭିତ୍ତିକ ରାଜ୍ୟ ଗଠନର ଆଭିମୁଖ୍ୟ ଗ୍ରହଣ କରି ଇତିହାସ ସୃଷ୍ଟି କରିଥିଲେ। ଓଡ଼ିଆ ଜାତୀୟତା ଓ ସ୍ବାଭିମାନର କାଣ୍ଡାରୀ…

ଉନ୍ନତୀକରଣ ଅପେକ୍ଷାରେ ଡ୍ରେନେଜ ବ୍ୟବସ୍ଥା

କଟକ ଅଫିସ, ୩୦।୯: କଟକ ଜିଲା ଡ୍ରେନେଜ ଡିଭିଜନ ପକ୍ଷରୁ ୨୦୨୧-୨୨ ଆର୍ଥତ୍କ ବର୍ଷରେ ଟାଙ୍ଗି-ଚୌଦ୍ୱାର, ବାଙ୍କୀ, ବଡ଼ମ୍ବା, ଆଠଗଡ଼ ଆଦି ଅଞ୍ଚଳରେ ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟସ୍ତ ଅବସ୍ଥାରେ ରହିଛି। ବହୁ ଅଞ୍ଚଳରେ ଜଳ ନିଷ୍କାସନ ଠିକ୍‌ ଭାବରେ ହୋଇ ନ…

ପିପିଲି ଉପନିର୍ବାଚନ: ପୂର୍ବାହ୍ନ ସାଢ଼େ ୧୧ଟା ସୁଦ୍ଧା ୨୪.୭୬% ମତଦାନ

ପୁରୀ ଅଫିସ,୩୦ା୯: ଆଜି ଅନୁଷ୍ଠିତ ହେଉଛି ପିପିଲି ଉପନିର୍ବାଚନ। ଏନେଇ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ପିପିଲିବାସୀ। ବିଭିନ୍ନ ବୁଥ୍‌ରେ ସକାଳୁ ମତଦାନ ଆରମ୍ଭ ହୋଇଛି। କଡ଼ା ସୁରକ୍ଷା ତଥା କୋଭିଡ୍‌ କଟକଣା ମଧ୍ୟରେ ଭୋଟରମାନେ ସେମାନଙ୍କର ମତଦାନ ସାବ୍ୟସ୍ତ କରୁଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?