ମେଟ୍ରୋ

ୟୁନିଟ୍‌-୪ ମାର୍କେଟରେ ପୋଲିସ-STFର ଚଢ଼ାଉ: ବିପୁଳ ଗଞ୍ଜେଇ ଜବତ, ଗଞ୍ଜେଇ ସିଗାରେଟରେ ପୁରାଇ ବିକ୍ରି କରୁଥିଲେ

ଭୁବନେଶ୍ୱର, ୩୦।୫: ଓଡ଼ିଶାର ରାଜଧାନୀ ଭୁବନେଶ୍ୱରର ୟୁନିଟ୍‌-୪ ମାର୍କେଟ ଅଞ୍ଚଳରେ ଓଡ଼ିଶା ପୋଲିସ ଏବଂ ସ୍ପେଶାଲ ଟାସ୍କ ଫୋର୍ସ (ଏସଟିଏଫ) ଦ୍ୱାରା ମିଳିତ ଚଢ଼ାଉ କରାଯାଇ ଏକ ବଡ଼ ଧରଣର ଗଞ୍ଜେଇ ବ୍ୟବସାୟ ରାକେଟର ପର୍ଦାଫାଶ କରାଯାଇଛି। ଏହି ଚଢ଼ାଉରେ...

ଭିଜିଲାନ୍ସ ଦେଖି ଛାନିଆ ମୁଖ୍ୟଯନ୍ତ୍ରୀ: ଝରକା ପଟେ ଫିଙ୍ଗିଦେଲେ ୫୦୦ ଟଙ୍କିଆ ବଣ୍ଡଲ, ୨ କୋଟିରୁ ଅଧିକ ଟଙ୍କା ଜବତ

ଭୁବନେଶ୍ୱର,୩୦ା୫: ଓଡ଼ିଶା ଗ୍ରାମୀଣ ଉନ୍ନୟନ (ଆରଡବ୍ଲୁ) ବିଭାଗର ମୁଖ୍ୟ ଯନ୍ତ୍ରୀ ବୈକୁଣ୍ଠନାଥ ଷଡଙ୍ଗିଙ୍କ ବିରୁଦ୍ଧରେ ଆୟ ବହିର୍ଭୂତ ସମ୍ପତ୍ତି ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଚାଲିଥିବା ଚଢ଼ାଉରେ ପ୍ରାୟ ୨.୧ କୋଟି ଟଙ୍କା ଜବତ ହୋଇଛି। ଏହି ଚଢ଼ାଉ ଶୁକ୍ରବାର ସକାଳୁ...

ଗ୍ରାମୀଣ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍, ଆଜବେଷ୍ଟ ଉପରେ ପଡିଛି ଟଙ୍କା ବିଡ଼ା

ଭୁବନେଶ୍ୱର,୩୦ା୫: ଓଡିଶା ଭିଜିଲାନ୍ସ ବିଭାଗର ଅଧିକାରୀମାନେ ଶୁକ୍ରବାର ଭୁବନେଶ୍ୱରସ୍ଥିତ ଗ୍ରାମୀଣ ଉନ୍ନୟନ ବିଭାଗର ମୁଖ୍ୟ ଯନ୍ତ୍ରୀ ବୈକୁଣ୍ଠନାଥ ଷଡ଼ଙ୍ଗୀଙ୍କୁ ଟାର୍ଗେଟ କରି ଏକକାଳୀନ ଭାବେ ଏକାଧିକ ସ୍ଥାନରେ ଚଢ଼ାଉ କରିଛନ୍ତି। ତାଙ୍କ ବିରୁଦ୍ଧରେ ତାଙ୍କର ଜଣାଶୁଣା ଆୟ ଅପେକ୍ଷା ଅଧିକ...

୧୦ ଜିଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୩୦।୫: ବଙ୍ଗୋପସାଗରରେ ସକ୍ରିୟ ଅବପାତ ଗୁରୁବାର ଗଭୀର ଅବପାତରେ ପରିଣତ ହୋଇଛି। ଏହା ଉତ୍ତର ଦିଗକୁ ଗତି କରି ଆହୁରି ଘନୀଭୂତ ହୋଇଥିବାବେଳେ ପଶ୍ଚିମବଙ୍ଗ ଓ ବାଂଲାଦେଶ ମଧ୍ୟରେ ସ୍ଥଳଭାଗକୁ ଅତିକ୍ରମ କରିଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ...

ED ଡେପୁଟି ଡାଇରେକ୍ଟର ନେଉଥିଲେ ଲାଞ୍ଚ: ୨୦ ଲକ୍ଷ ଟଙ୍କା ସହ ଧରିଲା CBI

ଭୁବନେଶ୍ୱର,୨୯।୫: ୨୦ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ED ଡେପୁଟି ଡାଇରେକ୍ଟର ଚିନ୍ତନ ରଘୁବଂଶୀ ଗୁରୁବାର CBI ହାତରେ ଧରାପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ୨୦୧୩ ବ୍ୟାଚର ଆଇଆରଏସ୍‌ ଅଧିକାରୀ ତଥା ଇଡି ଡେପୁଟି ଡାଇରେକ୍ଟର ରଘୁବଂଶୀ ଇଡି...

ଜଳସେଚନ ସୁବିଧା ପାଇଁ ଶହେ କୋଟି ଟଙ୍କାର ବ୍ୟୟବରାଦ, ଉପକୃତ ହେବେ ଚାଷୀ: ମୁଖ୍ୟମନ୍ତ୍ରୀ

ସାକ୍ଷୀଗୋପାଳ,୨୯ା୫(କିଶୋର ମହାପାତ୍ର/ପ୍ରଶାନ୍ତ): କୃଷି ବୈଜ୍ଞାନିକଙ୍କ ଦ୍ବାରା ଚାଷୀ ଭଉଣୀଭାଇମାନଙ୍କୁ ଚାଷ ସମ୍ବନ୍ଧୀୟ ସଦ୍ୟତମ ଜ୍ଞାନକୌଶଳ ସମ୍ପର୍କରେ ଅବଗତ କରାଇବା ସହ ସରକାରଙ୍କ କୃଷକ କଲ୍ୟାଣକାରୀ ଯୋଜନା ସମୂହକୁ ତୃଣମୂଳ ସ୍ତରରେ ପହଞ୍ଚାଇବା ଲକ୍ଷ୍ୟ ନେଇ ସାକ୍ଷୀଗୋପାଳରେସ୍ଥିତ ପୁରୀ ଜିଲାର କୃଷି...

ମିଡ୍‌ନାଇଟ୍‌ କଥା ଏବେ ବି ଭୁଲିନି, ମୋତେ ଫସାଇଥିଲେ ଏବେ ଭୋଗୁଛନ୍ତି, କାହାକୁ ଇଙ୍ଗିତ କରି କହିଲେ ପ୍ରଭାତ

ଭୁବନେଶ୍ୱର,୨୯ା୫: ୧୨ ବର୍ଷ ତଳର ମିଡ୍‌ନାଇଟ୍‌ ଅପରେଶନ କଥାକୁ ମନେ ପକାଇଛନ୍ତି ବିଜେଡି ନେତା ପ୍ରଭାତ ବିଶ୍ବାଳ। ମେ’ ୨୯କୁ ଜୀବନରେ କେବେ ଭୁଲି ପାରିବିନି ବୋଲି କହିଛନ୍ତି ପ୍ରଭାତ। ସେ ଆହୁରି ମଧ୍ୟ ଏକ ବିସ୍ଫୋରକ ବୟାନ ଦେଇଛନ୍ତି।...

ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ: ଆହୁରି ଘନୀଭୂତ ହୋଇ ଅପରାହ୍ନରେ…

ଭୁବନେଶ୍ୱର,୨୯ା୫: ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଗୁରୁବାର ସୃଷ୍ଟି ହୋଇଛି ଗଭୀର ଅବପାତ। ଏହି ଅବପାତ ୨୦ କିମି ବେଗରେ ଉତ୍ତର ଦିଗକୁ ଗତିକରି ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ଦୀଘାଠାରୁ ୧୧୦ କିମି ପୂର୍ବ ଦକ୍ଷିଣପୂର୍ବ ଦିଗରେ ଏହା କେନ୍ଦ୍ରୀଭୂତ...

ହୋମଗାର୍ଡ ଚାକିରି ଆଶାୟୀଙ୍କ ମୃତ୍ୟୁ: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯ା୫: ହୋମଗାର୍ଡ ଚାକିରି ଆଶାୟୀ ମୃତ୍ୟୁ ପାଇଁ ୪ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ଉକ୍ତ ଘଟଣାରେ ମୁଁ ଦୁଃଖ ପ୍ରକାଶ ସହ ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା...

ଆଇଟମ୍‌ ଗାର୍ଲରୁ ଯାତ୍ରା ମାଲିକାଣୀ ହେଲେ ରାଣୀ ପଣ୍ଡା

ଭୁବନେଶ୍ୱର,୨୯।୫: ଓଡ଼ିଶାର ଲୋକପ୍ରିୟ ଯାତ୍ରା ଅନୁଷ୍ଠାନ ‘ସ୍ବର୍ଣ୍ଣ ମନ୍ଦିର’ର ନୂଆ ମାଲିକାଣୀ ହୋଇଛନ୍ତି ଜଣାଶୁଣା ଅଭିନେତ୍ରୀ ରାଣୀ ପଣ୍ଡା। ଏହି ଖବର ଯାତ୍ରା ପ୍ରେମୀଙ୍କ ମଧ୍ୟରେ ଏକ ନୂଆ ଉତ୍ସାହ ସୃଷ୍ଟି କରିଛି। ସ୍ବର୍ଣ୍ଣ ମନ୍ଦିରର ଶୁଭ ମହୁରତ ଅବସରରେ...

ଆଜିଠୁ ମୁଖ୍ୟମନ୍ତ୍ରୀ ରିସର୍ଚ୍ଚ ଫେଲୋଶିପ୍‌ ପାଇଁ ଆବେଦନ

ଭୁବନେଶ୍ୱର,୨୯।୫(ଅନୁରାଧା ମହାରଣା): ମୁଖ୍ୟମନ୍ତ୍ରୀ ରିସର୍ଚ୍ଚ ଆଣ୍ଡ୍‌ ଇନୋଭେଶନ୍‌ ଫେଲୋଶିପ୍‌ ପ୍ରୋଗ୍ରାମ୍‌ ଅଧୀନରେ ଗୁରୁବାରଠାରୁ ମୁଖ୍ୟମନ୍ତ୍ରୀ ରିସର୍ଚ୍ଚ ଫେଲୋଶିପ୍‌ ପାଇଁ ଆବେଦନ ଆରମ୍ଭ ହେବ। ପିଏଚ୍‌ଡି ଆଶାୟୀମାନେ ସାମ୍ସ ମାଧ୍ୟମରେ ଆବେଦନ କରିପାରିବେ। ଜୁନ୍‌ ୨୪ ଆବେଦନର ଶେଷ ତାରିଖ ରହିଛି।...

ସରକାରୀ ଚାକିରି ପାଇଁ ବଢିଲା ବୟସ ସୀମା, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୯ା୫(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ତ୍ୱରାନ୍ବିତ କରିବା ସହିତ ଯୁବବର୍ଗଙ୍କୁ ନିଯୁକ୍ତି ଯୋଗାଇବା ଏବଂ କୃତ୍ରିମ ବୁଦ୍ଧିମତ୍ତା(ଏଆଇ)ର ଉପଯୋଗକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। ବୁଧବାର ସନ୍ଧ୍ୟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri