ମେଟ୍ରୋ

୫୨ ବର୍ଷରେ ଧରିତ୍ରୀ

ପାଳିତ ହୋଇଯାଇଛି ଦୈନିକ ଓଡ଼ିଆ ଖବରକାଗଜ ଧରିତ୍ରୀର ୫୨ ତମ ଜନ୍ମ ବାର୍ଷିକୀ ଉତ୍ସବ । ଧରିତ୍ରୀର ପ୍ରତିଷ୍ଠା ଦିବସ ନଭେମ୍ବର ୨୪ରେ ଥିବାବେଳେ ବୁଧବାର ଭୁବନେଶ୍ୱରର ମୁଖ୍ୟକାର୍ଯ୍ୟଳୟ ଠାରେ ଅନୁଷ୍ଠିତ ହୋଇଯାଇଛି ବନ୍ଧୁମିଳନ କାର୍ଯ୍ୟକ୍ରମ।  

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨: କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ନେଇ ପୋଲିସ କମିଶନର ସ୍ପଷ୍ଟ କରିବା ପରେ ଏବଂ ସାଂସଦ ବଳଭଦ୍ର ମାଝୀଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି…

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର ଗ୍ୟାଙ୍ଗ’ କରି କିଛି ଛାତ୍ର ତଣ୍ଟି ଚିପି ମାରିଛନ୍ତି। ପୋଷ୍ଟମର୍ଟମ ରିପୋର୍ଟରୁ ବେକ ଚାପି…

ମୋକିମ ବହିଷ୍କାର ବିବାଦ, କଥାହେଲେ କେନ୍ଦ୍ରୀୟ ନେତା

ଭୁବନେଶ୍ୱର,୧୭।୧୨: କଂଗ୍ରେସରୁ ମୋକିମଙ୍କୁ ବହିଷ୍କାର କରିବା ପରେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଯାଇଛି । ଅନେକ ନେତା ମୋକିମ ସପକ୍ଷରେ ବାହାରୁଥିବା ଦେଖାଯାଇଛି । ଏହାରି ଭିତରେ ଏକ ବଡ଼ ଖବର ସାମ୍ନାକୁ ଆସିଛି ।ମୋକିମଙ୍କ ସହ କେନ୍ଦ୍ରୀୟ ନେତା କଥା…

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ ଅଭିଯୋଗ ହୋଇଛି। ଘଟଣା ଅନୁଯାୟୀ, ଶିଶୁ କନ୍ୟାକୁ ବିସ୍କୁଟ୍ ଦେବାର ଲୋଭ ଦେଖାଇ ଅଭିଯୁକ୍ତ…

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଆଦର୍ଶଙ୍କ କହିବାନୁଯାୟୀ, ସୁରକ୍ଷିତ ସ୍ଥାନକୁ ଯିବା ବେଳେ ତାଙ୍କୁ RSF (ରାପିଡ ସପୋର୍ଟ…

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘନରୁ ଅତି ଘନ କୁହୁଡ଼ି ଦେଖିବାକୁ ମିଳିଛି। ସେହିପରି କଳାହାଣ୍ଡି ଓ ଝାରସୁଗୁଡ଼ା ଆଦି…

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର ତଦନ୍ତ ପାଇଁ ମଙ୍ଗଳବାର ରାଜ୍ୟ ମହିଳା କମିଶନ ସଦସ୍ୟା ଉର୍ମିଳା ମହାପାତ୍ର ଘଟଣାସ୍ଥଳ ପରିଦର୍ଶନ…

ଯୁବା ବିଧାୟିକାଙ୍କୁ ରଗାଇଦେଲେ ସଞ୍ଜୟ: କହୁକହୁ ଗୁମର ଖୋଲି ପକାଇଲେ ଉପାସନା

ଭୁବନେଶ୍ୱର,୧୬।୧୨: ପୁରୀ ଜିଲା ବ୍ରହ୍ମଗିରି କୁସୁବେଣ୍ଟି-ହରିଦାସ ମୌଜା ବିବାଦକୁ ନେଇ ତେଜିଲା ରାଜନୀତି। ମୁହାଁମୁହିଁ ହେଲେ ବିଧାୟିକା ଉପାସନା ମହାପାତ୍ର ଓ ପୂର୍ବତନ ବିଧାୟକ ସଞ୍ଜୟ ଦାସବର୍ମା। ହରିଦାସ ଗାଁ ଲୋକଙ୍କ ଉପରେ ବର୍ବର ଆକ୍ରମଣ ହୋଇଛି କହିଲେ ସଞ୍ଜୟ ଦାସବର୍ମା…

ଓଡିଶାବାସୀଙ୍କ ପାଇଁ ଖୁସିଖବର: ନିଯୁକ୍ତିକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୧୨: ଓଡ଼ିଶା ହେବ ଫାର୍ମା ହବ୍‌। ମୁଖ୍ୟମନ୍ତ୍ରୀ ମୋହନ ମାଝି ଫାର୍ମା ସମ୍ମିଳନୀରେ ଓଡ଼ିଶାରେ ଫାର୍ମା ସେକ୍ଟରରେ ନିବେଶ ପାଇଁ ନିବେଶକଙ୍କୁ ଅନୁରୋଧ କରିଛନ୍ତି। ଏ ନେଇ ସରକାର ସମସ୍ତ ପ୍ରକାର ସାହାଯ୍ୟ,ସହଯୋଗ ଯୋଗାଇ ଦେବେ ବୋଲି ସେ କହିଛନ୍ତି। ଫାର୍ମା…

ଓଡ଼ିଶା ରାଜନୀତିକୁ ନେଇ ଅମର ଶତପଥୀଙ୍କ ବିସ୍ଫୋରକ ବୟାନ: କହିଲେ ବଦଳିପାରେ…

ଭୁବନେଶ୍ୱର,୧୬।୧୨: ସାଂପ୍ରତିକ ଓଡ଼ିଶା ରାଜନୀତିକୁ ନେଇ ଅମର ଶତପଥୀ ବଡ଼ ବୟାନ ଦେଇଛନ୍ତି। ଅମର କହିଛନ୍ତି, ଓଡ଼ିଶାରେ ରାଜନୈତିକ ସମୀକରଣ ବଦଳିପାରେ। ଓଡ଼ିଶା ରାଜନୈତିକ ଦୃଶ୍ୟପଟ ଅସ୍ଥିରତା ଓ ଅନିଶ୍ଚିତତା ଭିତରେ ଗତି କରୁଛି। ଓଡ଼ିଶାରେ ସବୁ ରାଜନୈତିକ ଦଳରେ ଅସ୍ଥିରତା…

ଚାଷୀ ଆନ୍ଦୋଳନକୁ ନେଇ ମୁହଁ ଖୋଳିଲେ ମନ୍ତ୍ରୀ: ବିରୋଧୀଙ୍କୁ ଦେଲେ କଡ଼ା ଜବାବ

ଭୁବନେଶ୍ୱର,୧୬।୧୨: ଧାନ ବିକ୍ରି ପାଇଁ ଚାଷୀଙ୍କୁ ମିଳୁନାହିଁ ଟୋକନ। ଏନେଇ ରାଜ୍ୟର ବିଭିନ୍ନ ସ୍ଥାନରେ ଚାଷୀ ଆନ୍ଦୋଳନ ଦେଖାଦେଇଛି। ଏଭଳିସ୍ଥତିରେ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଚାଷୀ ଆନ୍ଦୋଳନକୁ ନେଇ ମୁହଁ ଖୋଳିଛନ୍ତି। ଚାଷୀ ଆନ୍ଦୋଳନ ପାଇଁ ମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?