ମେଟ୍ରୋ

ସୁସ୍ଥ ହୋଇ ଘରକୁ ଫେରିଲେ କ୍ୟାମେରାମ୍ୟାନ ପ୍ରଭାତ : କହିଲେ ମୁଁ ରହିଗଲି ,ସେ ଚାଲିଗଲା

ଭୁବନେଶ୍ୱର,୨୭।୯(ବ୍ୟୁରୋ): କଟକ ମୁଣ୍ଡଳିଠାରେ ଘଟିଥିବା ବୋଟ ଦୁର୍ଘଟଣାରେ ଗୁରୁତର ହୋଇଥିବା ଓଟିଭି କ୍ୟାମେରାମ୍ୟାନ ପ୍ରଭାତ ସିହ୍ନା ସୋମବାର ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି। ଏହି ଦୁର୍ଘଟଣାରେ ଓଟିଭିର ଚିଫ ରିପୋର୍ଟର ଅରିନ୍ଦମ ଦାସଙ୍କ ମୃତ୍ୟୁ ଘଟିଥିଲା। ଗୁରୁତର ପ୍ରଭାତଙ୍କୁ କଟକ ବଡ଼ ମେଡିକାଲରେ…

ଏମ୍‌ସରେ ସ୍ଥାପନ ହେବ ‘ବ୍ରେନ୍‌ ବ୍ୟାଙ୍କ୍‌’

ଭୁବନେଶ୍ୱର, ୨୭।୯(ବ୍ୟୁରୋ): ଭୁବନେଶ୍ୱର ଏମ୍‌ସ ପରିସରରେ ଖୁବ୍‌ଶୀଘ୍ର ଏକ ‘ବ୍ରେନ୍‌ ବ୍ୟାଙ୍କ୍‌’ ସ୍ଥାପନ କରାଯିବ। ଏ ନେଇ ରବିବାର ଏମ୍‌ସ ନିର୍ଦ୍ଦେଶିକା ପ୍ରଫେସର ଗୀତାଞ୍ଜଳି ବ୍ୟାଟମାନବେନ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପୂର୍ବାଞ୍ଚଳରେ ଏହା ପ୍ରଥମ ହେବ ଏବଂ ସ୍ନାୟୁ ବିଜ୍ଞାନରେ…

ପିକ୍‌କ ଭ୍ୟାଲିକୁ ଇକୋ-ଟୁରିଜମ୍‌ ମାନ୍ୟତା ଦାବି

ପୁରୁଣା ଭୁବନେଶ୍ୱର,୨୭ା୯(ଡି.ଏନ୍‌.ଏ.): ପ୍ରତିବର୍ଷ ସେପ୍ଟେମ୍ବର ୨୭ରେ ବିଶ୍ୱ ପର୍ଯ୍ୟଟନ ଦିବସ ପାଳନ କରାଯାଇଥାଏ। ସାମାଜିକ, ସାଂସ୍କୃତିକ, ଆର୍ଥିକ କ୍ଷେତ୍ରରେ ବିକାଶ ତଥା ପାରସ୍ପରିକ ସମ୍ପର୍କ ବୃଦ୍ଧି କରିବା ଏହି ଦିବସର ମୁଖ୍ୟ ଉଦ୍ଦେଶ୍ୟ। ଓଡ଼ିଶାରେ ଅନେକ ପର୍ଯ୍ୟଟନସ୍ଥଳୀ ରହିଛି ଯାହା ଏପର୍ଯ୍ୟନ୍ତ…

ଆଙ୍ଗୁଠି ଲଗାଇ ଏଟିଏମ୍‌ରୁ ଟଙ୍କା ଲୁଟୁଥିଲେ

ଭୁବନେଶ୍ୱର,୨୭।୯(ବ୍ୟୁରୋ): ଏଟିଏମ୍‌ର ଟଙ୍କା ବାହାରୁଥିବା ସ୍ଥାନରେ ଥିବା ଶଟରକୁ ଆଙ୍କୁଠି ଲଗାଇ ଅଟକାଇବା ପରେ ଅଭିନବ ଉପାୟରେ ଟଙ୍କା ଲୁଟୁଥିଲେ। ଏଥିସହ ବ୍ୟାଙ୍କ କର୍ମଚାରୀଙ୍କୁ ଭୂଆଁ ବୁଲାଇ ଟଙ୍କା ଠକେଇ କରୁଥିବା ଏକ ଆନ୍ତଃରାଜ୍ୟ ଲୁଟେରା ଗ୍ୟାଙ୍ଗକୁ କମିଶନରେଟ ପୋଲିସ ଧରିଛି।…

ଆଉ ୫ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୭ା୯(ବ୍ୟୁରୋ): ଆଜି ରାଜ୍ୟରୁ ଆଉ ୫ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୧୮୦କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି। ଆଜି…

ଆଜି ସରିବ ପିପିଲି ଉପନିର୍ବାଚନ ପାଇଁ ପ୍ରଚାର

ଭୁବନେଶ୍ୱର,୨୭ା୯(ବ୍ୟୁରୋ): ପିପିଲି ଉପନିର୍ବାଚନ ପାଇଁ ଆଜି ଅର୍ଥାତ୍‌ ସୋମବାର ସରୁଛି ପ୍ରଚାର। ଭୋଟରଙ୍କ ମନ ଜିଣିବାକୁ ଆଜି ପ୍ରାର୍ଥୀମାନେ ଆପ୍ରାଣ ଉଦ୍ୟମ କରିବେ। ଏହି ନିର୍ବାଚନ ପାଇଁ ରାଜ୍ୟର ତିନି ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ମଧ୍ୟରେ ଜୋରଦାର୍‌…

ଏଣିକି ପରିବାର ଲୋକଙ୍କୁ ଭେଟିପାରିବେ କଏଦୀ

ଭୁବନେଶ୍ୱର,୨୭।୯(ବ୍ୟୁରୋ): ଏଣିକି ଜେଲ୍‌ରେ କଏଦୀମାନେ ସିଧାସଳଖ ପରିବାର ଲୋକଙ୍କୁ ପ୍ରତ୍ୟେକ୍ଷ ସାକ୍ଷାତ କରିପାରିବେ। ଏନେଇ ଜେଲ ଡିଜି ସନ୍ତୋଷ ଉପାଧ୍ୟାୟ ନିର୍ଦ୍ଦେଶ ଦେବା ସହ ଗତ ୨୩ ତାରିଖରେ ସମସ୍ତ ଜେଲ୍‌ ଅଧୀକ୍ଷକଙ୍କୁ ଚିଠି କରିଛନ୍ତି। ଏହାସହ ଜେଲରେ ଥିବା ଇ-ମୁଲାକାତ…

ଯୁକ୍ତ୩ ନାମଲେଖା ଅବଧି ବୃଦ୍ଧି

ଭୁବନେଶ୍ୱର,୨୭।୯(ବ୍ୟୁରୋ): ରାଜ୍ୟର ସମସ୍ତ ଡିଗ୍ରୀ କଲେଜରେ ଯୁକ୍ତ୩ ପ୍ରଥମ ବର୍ଷ ପାଇଁ ଏବେ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଚାଲିଛି। ତେବେ ୨୭ ତାରିଖ ଭାରତ ବନ୍ଦକୁ ଦୃଷ୍ଟିରେ ରଖି ନାମଲେଖା ଅବଧି ବୃଦ୍ଧି କରିଛି ଉଚ୍ଚଶିକ୍ଷା ବିଭାଗ। ଆସନ୍ତା ୩୦ତାରିଖ ପର୍ଯ୍ୟନ୍ତ…

ଆଜି ରାଜ୍ୟରୁ ୪୪୪ କରୋନା ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୫୯ ଶିଶୁ

ଭୁବନେଶ୍ୱର,୨୭।୯(ବ୍ୟୁରୋ): ସୋମବାର ରାଜ୍ୟରୁ ୪୪୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୪,୭୬୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୫୮ ଜଣ ଚିହ୍ନଟ…

ବାତ୍ୟା ଭୟ ଟଳିଲା

ଭୁବନେଶ୍ୱର,୨୭।୯(ବ୍ୟୁରୋ): ବାତ୍ୟା ‘ଗୁଲାବ’କୁ ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ଯେଉଁ ଆକଳନ କରାଯାଉଥିଲା, ସେତେଟା ପ୍ରଭାବ ଦେଖିବାକୁ ମିଳିଲା ନାହିଁ। ଫଳରେ ଓଡ଼ିଶା ପ୍ରତି ଯେଉଁ ବାତ୍ୟା ବିପଦ ରହିଥିଲା ତାହା ଟଳିଯାଇଛି। ରାତି ପ୍ରାୟ ସାଢ଼େ ୯ଟାରେ…

ଆଜି ଭାରତ ବନ୍ଦ

ଭୁବନେଶ୍ୱର, ୨୭।୯: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନ ପ୍ରତ୍ୟାହାର ଦାବିରେ ବର୍ଷେ ହେଲା ଚାଷୀ ଆନ୍ଦୋଳନ ଜାରି ରହିଥିବାବେଳେ ସଂଯୁକ୍ତ କିଷାନ ମୋର୍ଚ୍ଚା (ଏସ୍‌କେଏମ୍‌)ର ଆହ୍ବାନରେ ସୋମବାର ସାରା ଭାରତ ବନ୍ଦ ରହିବ। ବିବାଦୀୟ କୃଷି ଆଇନକୁ ରାଷ୍ଟ୍ରପତି ରାମନାଥ…

ସୋମବାର ଓଏସ୍‌ଆର୍‌ଟିସି ବସ୍‌ ବନ୍ଦ

ଭୁବନେଶ୍ୱର,୨୬।୯(ବ୍ୟୁରୋ): ଭାରତ ବନ୍ଦକୁ ଦୃଷ୍ଟିରେ ରଖି ସୋମବାର ଓଏସ୍‌ଆର୍‌ଟିସି ବସ୍‌ ସେବା ବନ୍ଦ ରହିବ। ସକାଳ ୬ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଓଏସ୍‌ଆର୍‌ଟିସି ବସ୍‌ ଚଳାଚଳ ବନ୍ଦ ରହିବ ବୋଲି ଓଡ଼ିଶା ରାଜ୍ୟ ପରିବହନ ନିଗମ ପକ୍ଷରୁ ରବିବାର ସୂଚନା ଦିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?