ମନୋରମାଙ୍କୁ ଶ୍ରଦ୍ଧାଞ୍ଜଳି
ଭୁବନେଶ୍ୱର,୨୫।୯: ମହିଳା ଦକ୍ଷତା ସମିତି (ନୂଆଦିଲ୍ଲୀ)ର କାର୍ଯ୍ୟକାରିଣୀ ସଭ୍ୟା ତଥା ସାହିତି୍ୟକା ମନୋରମା ମହାପାତ୍ରଙ୍କ ବିୟୋଗରେ ଶନିବାର ମହିଳା ଦକ୍ଷତା ସମିତି ଭୁବନେଶ୍ୱର ଶାଖା ପକ୍ଷରୁ ଏକ ଶୋକ ସଭା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମନୋରମାଙ୍କ ଆତ୍ମାର ସଦ୍ଗତି ନିମନ୍ତେ…
ସନ୍ଧ୍ୟାରେ ଲ୍ୟାଣ୍ଡଫଲ କରିବ ‘ଗୁଲାବ୍’
ଭୁବନେଶ୍ୱର,୨୫।୯(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତଟି ଶନିବାର ସନ୍ଧ୍ୟାରେ ବାତ୍ୟାରେ ପରିଣତ ହୋଇପାରେ। ଆଉ ରବିବାର ସନ୍ଧ୍ୟାରେ ଏହା ଓ ଗୋପାଳପୁର ଓ ଆନ୍ଧ୍ର ପ୍ରଦେଶର କଳିଙ୍ଗପଟ୍ଟନମ ମଧ୍ୟରେ ଲ୍ୟାଣ୍ଡଫଲ କରିପାରେ। ଏ ନେଇ ଭାରତୀୟ ପାଣିପାଗ ବିଭାଗ ଆଇଏମ୍ଡି…
ଅରିନ୍ଦମଙ୍କ ପରିବାର ପାଇଁ ୪ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୫ା୯(ବ୍ୟୁରୋ): କଟକ ମୁଣ୍ଡଳିଠାରେ ବୋଟ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯୁବ ରିପୋର୍ଟର ଅରିନ୍ଦମ ଦାସଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ…
ସ୍ଥଳଭାଗ ମୁହାଁ ସମ୍ଭାବ୍ୟ ବାତ୍ୟା; ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ
ଭୁବନେଶ୍ୱର,୨୫।୯(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟାକୁ ନେଇ ସଜାଗ ହୋଇଛି ପ୍ରଶାସନ। ଜରୁରୀ ପରିସ୍ଥିତିର ସାମ୍ନା ପାଇଁ ଗଜପତି ଜିଲାରେ ଅଫିସରଙ୍କ ଛୁଟି ବାତିଲ କରାଯାଇଛି। ସେପ୍ଟେମ୍ବର ୨୫ ଓ ୨୬ ତାରିଖରେ କେହି ଛୁଟିରେ ରହିପାରିବେ ନାହିଁ ବୋଲି ଜିଲାପାଳ ସୂଚନା ଦେଇଛନ୍ତି।…
ଆଜି ଚିହ୍ନଟ ହେଲେ ୬୦୨ ଆକ୍ରାନ୍ତ; ଅଛନ୍ତି ୭୯ ଶିଶୁ
ଭୁବନେଶ୍ୱର,୨୫।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୦୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତନ୍ମଧ୍ୟରେ ୧୮ ବର୍ଷ ବୟସରୁ କମ୍ ବର୍ଗର ୭୯ଜଣ ଅଛନ୍ତି। ନୂତନ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୩୫୩ଜଣ ଥିବା ବେଳେ ୨୪୯ ଲୋକାଲ କେସ୍। ଏହାକୁ ମିଶାଇ…
ରାଜ୍ୟରୁ ପୁଣି ୭ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୨୫।୯(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଆଉ ୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୧୭୦କୁ ବୃଦ୍ଧି ପାଇଛି। ୭ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ୨ ଜଣ, ଅନୁଗୋଳ,ବାଲେଶ୍ବର, ଭଦ୍ରକ,କଟକ ଓ ଜଗତସିଂହପୁର ଜିଲାରୁ ଜଣେ…
ନଭେମ୍ବର ୧ ସୁଦ୍ଧା ଜାଗା ଖାଲି ନ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୨୫।୯ (ବ୍ୟୁରୋ):‘ଏକାମ୍ର କ୍ଷେତ୍ର ଆମେନିଟିଜ୍ ଆଣ୍ଡ ମନୁମେଣ୍ଟ୍ସ ରିଭାଇଭାଲ୍ ଆକ୍ସନ ପ୍ଲାନ’ ଯୋଜନାରେ ବିଏମ୍ସି ଉପଯୁକ୍ତ କ୍ଷତିପୂରଣ ନ ଦେଇ ଘରୋଇ ଜମି ଅଧିଗ୍ରହଣ କରିବାକୁ ବିରୋଧ କରି ହାଇକୋର୍ଟରେ ଆଗତ ୨ଟି ମାମଲାର ରାୟ ପ୍ରକାଶ ପାଇଛି। ମୁଖ୍ୟ ବିଚାରପତି…
ବିଷାକ୍ତ ହେଉଛି ଦୟା
ପୁରୁଣା ଭୁବନେଶ୍ୱର,୨୫।୯(ଡି.ଏନ୍.ଏ.):ରାଜଧାନୀ ଭୁବନେଶ୍ୱରରେ ପ୍ରବାହିତ ଦୟା ୱେଷ୍ଟ କେନାଲ ଭଳି ଦୟା ନଦୀର ପାଣି ମଧ୍ୟ ଧୀରେ ଧୀରେ ବିଷାକ୍ତ ହେବାରେ ଲାଗିଛି। ଧଉଳି ପାଦଦେଶରେ ବୋହି ଯାଇଥିବା ଏହି ଐତିହ୍ୟ ତଥା ପବିତ୍ର ନଦୀ ଏବେ ବ୍ୟବହାର ଅନୁପଯୋଗୀ ହୋଇପଡିଛି।…
ଓଡ଼ିଶାରୁ ଦୁଇ ଜଣଙ୍କୁ ଜାତୀୟ ସେବା ଯୋଜନା ପୁରସ୍କାର
ଭୁବନେଶ୍ୱର,୨୪।୯(ବ୍ୟୁରୋ): ରାଷ୍ଟ୍ରପତି ରାମନାଥ କୋବିନ୍ଦ ୨୦୧୯-୨୦ ପାଇଁ ଶୁକ୍ରବାର ଜାତୀୟ ସେବା ଯୋଜନା(ଏନ୍ଏସ୍ଏସ୍) ପୁରସ୍କାର ପ୍ରଦାନ କରିଛନ୍ତି। ଏହା ରାଷ୍ଟ୍ରପତି ଭବନରେ ଭର୍ଚୁଆଲରେ ଆୟୋଜିତ ହୋଇଥିଲା। ଏହି ସମାରୋହରେ ବିଶ୍ୱବିଦ୍ୟାଳୟ, ଯୁକ୍ତ୨ ପରିଷଦ, ଏନ୍ଏସ୍ଏସ୍ ୟୁନିଟ୍, ଏନ୍ଏସ୍ଏସ୍ କାର୍ଯ୍ୟକ୍ରମ ଅଧିକାରୀ ଓ…
ଝିଅକୁ କଚାଡି ମାରିଦେବାକୁ ବସିଥିଲା ବାପା
ଭୁବନେଶ୍ୱର,୨୪।୯(ବ୍ୟୁରୋ): ନିଶା ସେବନ କରି ପରିବାର ଲୋକଙ୍କୁ ଗାଳି ଦେବା ସହ ସ୍ତ୍ରୀଙ୍କୁ ମାଡ଼ ମାରୁଥିଲେ। ବାମମ୍ବାର କ୍ଷମା ମାଗି ମଧ୍ୟ ପୁନର୍ବାର ସେହି କାମ କରୁଥିଲେ। ପୁଅ ନିର୍ଯାତନାରେ ଅତିଷ୍ଠ ହୋଇଯାଇଥିଲେ ମା’। ଅଭିଯୋଗକ୍ରମେ ମଞ୍ଚେଶ୍ୱର ଥାନା ପୋଲିସ ଅଭିଯୁକ୍ତ…
ସିଲ୍ ହେଲା ଭୁବନେଶ୍ୱର କୋର୍ଟ
ଭୁବନେଶ୍ୱର, ୨୪।୯ (ବ୍ୟୁରୋ): ଭୁବନେଶ୍ୱର କୋର୍ଟ ପରିସରକୁ ବିଏମ୍ସି ପକ୍ଷରୁ ୩ଦିନ ପାଇଁ ସିଲ୍ କରାଯାଇଛି। କୋର୍ଟର ୧୫ଜଣ ଜୁଡିସିଆଲ କର୍ମଚାରୀ ଓ ଆଇନଜୀବୀ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ବିଏମ୍ସି ପକ୍ଷରୁ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ସିଲ୍…
ଆସୁଛି ପ୍ରବଳ ବର୍ଷା
ଭୁବନେଶ୍ବର,୨୪।୯: ରାଜ୍ୟର ବିଭିନ୍ନ ଜିଲାରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ବର୍ଷା ସାଙ୍ଗକୁ ବଜ୍ରପାତ ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶୁକ୍ରବାର ସତର୍କ ସୂଚନା ଜାରି କରାଯାଇଛି। ଏନେଇ ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଳକାନଗିରି,…

