ମେଟ୍ରୋ

ପୂଜା ମଣ୍ଡପରେ ମିଳିବନି ମା’ଙ୍କ ଦର୍ଶନ

ଭୁବନେଶ୍ୱର, ୨୩।୯ (ବ୍ୟୁରୋ): ପାଖେଇ ଆସିଲାଣି ମା’ ଦୂର୍ଗାଙ୍କ ଦଶହରା ପୂଜା। କଟକଣା ଭିତରେ ସହରର ବିଭିନ୍ନ ପୂଜା କମିଟି ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଥିବାବେଳେ ଗୁରୁବାର ପୂଜା ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରି କରିଛି ଭୁବନେଶ୍ୱର ମହାନଗର ନିଗମ…

ଦୂତୀ – ପୋଲିସ ଅଧିକାରୀ ମୁହାଁମୁହିଁ

ରସୁଲପୁର,୨୩।୯(ଡି.ଏନ.ଏ.): ଯାଜପୁର ଜିଲା କୁଆଖିଆ ଥାନା ଅଧୀନ ଚକଗୋପାଳପୁର ଗାଁର ଚାନ୍ଦ ସାହିରେ ଖୁଦୁରୁକୁଣି ମେଢ଼ ଭସାଣିକୁ ନେଇ ବିବାଦ ସୃଷ୍ଟି ହୋଇଛି। କୋଭିଡ୍‌ ନିୟମ ଉଲ୍ଲଂଘନ କରି ସାହିର ଯୁବତୀଯୁବକ ଡିଜେ ବଜାଇ ନାଚଗୀତ କରୁଥିବାରୁ ପୋଲିସ ପହଞ୍ଚତ୍ ଏହାକୁ…

ଭୁବନେଶ୍ୱରରେ ହେବ ଜୁନିୟର ହକି ବିଶ୍ୱକପ୍‌

ଭୁବନେଶ୍ୱର,୨୩।୯: ଓଡ଼ିଶା ଚଳିତ ବର୍ଷ ଜୁନିୟର ପୁରୁଷ ହକି ବିଶ୍ୱକପ ଆୟୋଜନ କରିବ। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଘୋଷଣା କରିଛନ୍ତି। ଚଳିତ ବର୍ଷ ନଭେମ୍ବର ୨୪ରୁ ଡିସେମ୍ବର ୫ ତାରିଖ ପର୍ଯ୍ୟନ୍ତ କଳିଙ୍ଗ ଷ୍ଟାଡିୟମରେ ବିଶ୍ୱକପ୍‌ ଅନୁଷ୍ଠିତ…

ଯୁକ୍ତ ୩ ନାମଲେଖା ପାଇଁ ପ୍ରକାଶ ପାଇଲା ଦ୍ୱିତୀୟ ପର୍ଯ୍ୟାୟ କଟ୍‌ ଅଫ୍‌ ମାର୍କ ତାଲିକା

ଭୁବନେଶ୍ୱର,୨୩ା୯(ବ୍ୟୁରୋ): ଯୁକ୍ତ ୩ ନାମଲେଖା ପାଇଁ ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ କଟ୍‌ ଅଫ୍‌ ମାର୍କ ତାଲିକା ପ୍ରକାଶ ପାଇଛି। ୨ୟ ପର୍ଯ୍ୟାୟ ମେରିଟ ଲିଷ୍ଟ୍‌ରେ ୪୦,୬୧୧ ଛାତ୍ରୀଛାତ୍ର ମନୋନୀତ ହୋଇଛନ୍ତି। ହାୟର ଅପ୍ସନ ଆବେଦନ ୩୬,୬୮୩ ଥିବାବେଳେ ସ୍ଲାଇଡ୍‌ ଅପ୍‌ରେ ୧୫,୨୩୨…

ରାଜ୍ୟ ମୁଖ୍ୟ ସୂଚନା କମିଶନର ହେଲେ ଜଳଦ ତ୍ରିପାଠୀ

ଭୁବନେଶ୍ୱର,୨୩।୯(ବ୍ୟୁରୋ): ତାମିଲନାଡ଼ୁ ପୂର୍ବତନ ପୋଲିସ ଡିଜି ତଥା ୧୯୮୫ ବ୍ୟାଚ୍‌ର ଅବସରପ୍ରାପ୍ତ ଆଇପିଏଲ୍‌ ଜଳଦ କୁମାର ତ୍ରିପାଠୀଙ୍କୁ ଓଡ଼ିଶାର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର ଭାବେ ନିଯୁକ୍ତି ଦିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଚୟନ କମିଟି ବୈଠକରେ ତାଙ୍କ…

ଆସୁଛି ଆଉ ଏକ ଲଘୁଚାପ: ଏସବୁ ଜିଲା ପାଇଁ ରହିଛି ସତର୍କ ସୂଚନା

ଭୁବନେଶ୍ୱର,୨୩ା୯(ବ୍ୟୁରୋ): ଘୂର୍ଣ୍ଣିବଳୟ ମିଆଁମାର ଉପକୂଳ ଓ ତତ୍‌ସଂଲଗ୍ନ ମାର୍ଟାବାନ ଉପକୂଳ ଅଞ୍ଚଳରେ ସକ୍ରିୟ ହେଉଥିବାରୁ ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଉତ୍ତର-ପୂର୍ବ ଓ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ପହଞ୍ଚିବ। ଏହାର ପ୍ରଭାବରେ ୨୪ ତାରିଖ ସନ୍ଧ୍ୟା ସୁଦ୍ଧା ଉତ୍ତର-ପୂର୍ବ ଓ ପୂର୍ବକେନ୍ଦ୍ରୀୟ…

ପିପିଲି ଉପନିର୍ବାଚନ: ପୋଷ୍ଟାଲ ମତଦାନ ଆରମ୍ଭ

ଭୁବନେଶ୍ୱର,୨୩ା୯(ବ୍ୟୁରୋ): ପିପିଲି ଉପନିର୍ବାଚନ ନେଇ ଗୁରୁବାରଠାରୁ ପୋଷ୍ଟାଲ ମତଦାନ ଆରମ୍ଭ ହୋଇଛି। ଏହି ପୋଷ୍ଟାଲ ବାଲାଟରେ ୮୦ ବର୍ଷରୁ ଊର୍ଦ୍ଧ୍ୱ ବୟସର ଭୋଟର, ଦିବ୍ୟାଙ୍ଗ ଏବଂ କୋଭିଡ୍‌ ଆକ୍ରାନ୍ତଙ୍କ ମତ ଗ୍ରହଣ କରାଯାଉଛି। ଏହି ପ୍ରକିୟାରେ ମାଇକ୍ରୋ ଅବ୍‌ଜର୍ଭର, ପ୍ରିଜାଇଡିଂ ଅଫିସର,…

ଆଜି କରୋନା ନେଲା ୭ ଜୀବନ

ଭୁବନେଶ୍ୱର,୨୩।୯(ବ୍ୟୁରୋ):ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୭ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଖ୍ୟା ୮,୧୫୭ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଆଜି ରାଜ୍ୟରେ ୬୪୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୩।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୭୨ ଜଣ ଅଛନ୍ତି। ଏହି ୬୪୪ ଜଣଙ୍କ ମଧ୍ୟରୁ ୩୭୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୬୯ଟି…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି

ଭୁବନେଶ୍ୱର,୨୩।୯(ବ୍ୟୁରୋ): ଆନ୍ଧ୍ରପ୍ରଦେଶ ଓଡ଼ିଶା ସୀମାବର୍ତ୍ତୀ ଜିଲା କୋରାପୁଟ ଏବଂ ଗଜପତିର ବିଭିନ୍ନ ଗାଁକୁ ନେଇ ସୃଷ୍ଟି ହୋଇଛି ଅନେକ ବିବାଦ। ବିବାଦର ଆପୋସ ସମାଧାନ ପାଇଁ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇ.ଏସ୍‌.…

ଓଡ଼ିଶାରେ ବଢ଼ିଲା ଟିକାକରଣ କେନ୍ଦ୍ର

ଭୁବନେଶ୍ୱର,୨୨।୯(ବ୍ୟୁରୋ): କରୋନା ସହ ଲଢ଼ିବା ପାଇଁ ଟିକାକରଣ ହିଁ ଏକମାତ୍ର ବାଟ ବୋଲି ବିଶେଷଜ୍ଞମାନେ ମତ ରଖିସାରିଛନ୍ତି। ସେଥିପାଇଁ କେନ୍ଦ୍ର ସହ ରାଜ୍ୟ ସରକାର ଲୋକଙ୍କୁ ଟିକା ଦେବାର ଉଦ୍ୟମ ଜାରି ରଖିଛନ୍ତି। ଭାରତ ଏବେ ଟିକା ଦେବାରେ ରେକର୍ଡ ସୃଷ୍ଟି…

ରାଜ୍ୟରୁ ପୁଣି ୪ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୨।୯(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୧୫୦କୁ ବୃଦ୍ଧି ପାଇଛି। ୪ ମୃତକଙ୍କ ମଧ୍ୟରୁ କଟକ, ଖୋର୍ଦ୍ଧା, ନୟାଗଡ଼ ଓ କେନ୍ଦ୍ରାପଡ଼ାରୁ ଜଣେ ଲେଖାଏଙ୍କ ମୃତ୍ୟୁ ଘଟିଛି ।

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?