ପିପିଲି ଉପନିର୍ବାଚନ ପୂର୍ବରୁ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକ
ପୁରୀ ଅଫିସ୍,୧୪।୪: ପିପିଲି ଉପନିର୍ବାଚନ ପୂର୍ବରୁ ଏକ ଦୁଃଖଦ ଖବର ଆସିଛି। ଏହି ନିର୍ବାଚନରେ ଲଢୁଥିବା କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ବୁଧବାର ପରଲୋକ ଘଟିଛି। ଗତ କିଛିଦିନ ହେବ ସେ କରୋନା ଆକ୍ରାନ୍ତ ହୋଇ ଭୁବନେଶ୍ୱରର ଏକ ଘରୋଇ...
ରାଜ୍ୟରେ କରୋନାର ସଙ୍ଗିନ ସ୍ଥିତି: ଆଜି ଖୋଲିବ ଆଦିତ୍ୟ ଅଶ୍ୱିନୀ କୋଭିଡ୍ ହସ୍ପିଟାଲ
ଭୁବନେଶ୍ୱର,୧୪।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉ ଥିବା ବେଳେ ପରିସ୍ଥିତି ସଙ୍ଗିନ ହେବାରେ ଲାଗିଛି। ଗୁରୁତର ରୋଗୀଙ୍କୁ ମେଡିକାଲ ସୁବିଧା ଯୋଗାଇବାକୁ ପୁଣିଥରେ ବୁଧବାର ଆଦିତ୍ୟ ଅଶ୍ୱିନୀ କୋଭିଡ ହସ୍ପିଟାଲ ଖୋଲିବ। ସଂକ୍ରମଣ ବଢ଼ୁଥିବାରୁ ବିଏମ୍ସି ପକ୍ଷରୁ...
ଦିନରେ ରଙ୍ଗକାମ, ରାତିରେ ଚୋରି
ଭୁବନେଶ୍ୱର,୧୪।୪(ବ୍ୟୁରୋ): ନିଜର ୨ ସ୍ତ୍ରୀଙ୍କୁ ଗିଫ୍ଟ ଦେଇ ଖୁସି କରିବାକୁ ଜଣେ ବ୍ୟକ୍ତି ଆପଣାଇଥିଲେ ଅଭିନବ ତରିକା। ଦିନରେ ରଙ୍ଗମିସ୍ତ୍ରି ଭାବେ କାମ କରୁଥିବାବେଳେ ରାତିରେ ଚୋରି କରୁଥିଲେ। ସେଥିପାଇଁ ନିଜ ବ୍ୟାଗରେ ରଙ୍ଗଦେବା ଉପକରଣ ସହ ଝରକା, କବାଟ...
ରାଜ୍ୟରେ କରୋନାରେ ଆଖିବୁଜିଲେ ଆଉ ୩: ୧୯୩୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
ଭୁବନେଶ୍ୱର, ୧୪।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୨୬୭ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୩ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି।...
ରାଜ୍ୟରେ ୨ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ସୁନ୍ଦରଗଡ଼ରୁ ସର୍ବାଧିକ ୪୫୮, ଖୋର୍ଦ୍ଧାରୁ ୩୪୮ ଜଣ
ଭୁବନେଶ୍ୱର, ୧୪।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ବର୍ତ୍ତମାନ ଏହି ସଂଖ୍ୟା ୨ହଜାର ଅତିକ୍ରମ କରିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୨୬୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ...
କବିତା ଜଲାନ୍ ସିଭିଲ୍ ଆଭିଏଶନ ଡିଡିଜି
ଭୁବନେଶ୍ୱର,୧୪ା୪(ବ୍ୟୁରୋ): ଓଡ଼ିଶା କ୍ୟାଡର୍ ଆଇପିଏସ୍ କବିତା ଜଲାନ୍ଙ୍କୁ ବ୍ୟୁରୋ ଅଫ୍ ସିଭିଲ୍ ଆଭିଏଶନ୍ (ବେସାମରିକ ଜାହାଜ ଚଳାଚଳ) ଡିଡିଜି ଭାବେ ନୂଆ ନିଯୁକ୍ତି ମିଳିଛି। ସେ କେନ୍ଦ୍ରୀୟ ଡେପୁଟେସନରେ ଯାଇ ଏହି ପଦବୀରେ ଯୋଗ ଦେବେ। ଜଲାନ୍ଙ୍କ ଡେପୁଟେଶନ ନେଇ...
ଚାକିରି ନାଁରେ ନାବାଳିକାଙ୍କୁ ଯୌନ ଶୋଷଣ
ଭୁବନେଶ୍ୱର,୧୪ା୪(ବ୍ୟୁରୋ): ଏକ ପେପର କମ୍ପାନୀରେ ଚାକିରି ଦେବାକୁ କହି ଜଣେ ନାବାଳିକାଙ୍କୁ ଭୁବନେଶ୍ୱର ଭରତପୁର ଥାନା ତାରିଣୀ ବସ୍ତିରେ ଏକ ଘରେ ରଖି ଦେହ ବ୍ୟବସାୟରେ ଲଗାଯାଉଥିବା ନେଇ ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ନାବାଳିକାଙ୍କ ସବତ ମା’ଙ୍କ...
ଭର୍ତ୍ତୃହରିଙ୍କୁ ନେଇ ବିଜେଡି-ଭାଜପା ରାଜନୀତି ତେଜିଲା
ଭୁବନେଶ୍ୱର, ୧୪ା୪(ବ୍ୟୁରୋ): କଟକ ଏମ୍ପି ଭର୍ତ୍ତୃହରି ମହତାବଙ୍କୁ ନେଇ ବିଜେଡି-ଭାଜପା ମୁହାଁମୁହିଁ ହୋଇଛନ୍ତି। ଭର୍ତ୍ତୃହରି ମହତାବଙ୍କ ଅଭିଜ୍ଞତା କଥା କହି ବିଜେଡିକୁ ଟାର୍ଗେଟ କରିଛି ଭାଜପା। ଏହାକୁ ବିଜେଡି ମଧ୍ୟ ପ୍ରସଙ୍ଗ କରି ଭାଜପା ଉପରେ ବର୍ଷିଛି। ଭର୍ତ୍ତୃହରିଙ୍କୁ ନେଇ...
ପ୍ରତିଷ୍ଠା ହେବ ଓଡ଼ିଶା ଜଳ ଏକାଡେମୀ
ଭୁବନେଶ୍ୱର, ୧୪ା୪(ବ୍ୟୁରୋ): ଭୁବନେଶ୍ୱରରେ ଏକ ସେଣ୍ଟର ଅଫ୍ ଏକ୍ସେଲେନ୍ସି ଭାବେ ‘ଓଡ଼ିଶା ଜଳ ଏକାଡେମୀ’ ପ୍ରତିଷ୍ଠା କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ଏକାଡେମୀ ଜଳ ଏବଂ ବର୍ଜ୍ୟଜଳ ସେବା ଯୋଗାଣ କ୍ଷେତ୍ରରେ ଗ୍ରାହକ ସନ୍ତୁଷ୍ଟି ଓ ସେବାର...
ଚିନ୍ତା ବଢ଼ାଇଛି ଟିକା ଅଭାବ
୧୧ ଜିଲାରେ ଟିକାକରଣ ବନ୍ଦ ଭୁବନେଶ୍ୱର, ୧୪।୪(ବ୍ୟୁରୋ): ରାଜ୍ୟରେ ଗୋଟିଏ ପଟେ କରୋନା ସଂକ୍ରମଣ ହୁ ହୁ ହୋଇ ବଢ଼ି ଚାଲୁଥିବା ବେଳେ ଟିକା ଅଭାବ ଚିନ୍ତା ବଢ଼ାଇଦେଲାଣି। ଟିକା ଅଭାବରୁ ଏବେ ୧୧ଟି ଜିଲାରେ ଟିକାକରଣ ସମ୍ପୂର୍ଣ୍ଣ ବନ୍ଦ...
ପଣା ସଂକ୍ରାନ୍ତି-ରମ୍ଜାନ ପାଇଁ ଗାଇଡ୍ଲାଇନ୍; ଏସବୁ ଉପରେ ଲାଗିଲା କଟକଣା
ଭୁବନେଶ୍ୱର,୧୩।୪(ବ୍ୟୁରୋ): ଓଡ଼ିଆ ନବବର୍ଷ ତଥା ପଣାସଂକ୍ରାନ୍ତି ଓ ରମଜାନ୍କୁ ନେଇ କଟକ ମ୍ୟୁନିସିପାଲ କର୍ପୋରେଶନ(ସିଏମ୍ସି) ଏବଂ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ନୂଆ ଗାଇଡଲାଇନ୍ ଜାରି କରାଯାଇଛି। ବୁଧବାରଠାରୁ ରମ୍ଜାନ ଆରମ୍ଭ ହେଉଥିବାରୁ ଗହଳିକୁ ଏଡ଼ାଇବା ଲାଗି ସିଏମ୍ସି କଠୋର...
ରାଜଧାନୀରେ ବିଗୁଡ଼ୁଛି କରୋନା ସ୍ଥିତି: ଆଜି ଚିହ୍ନଟ ହେଲେ ୧୯୧ ଆକ୍ରାନ୍ତ; ଖଣ୍ଡଗିରି-ପଟିଆରୁ ସର୍ବାଧିକ
ଭୁବନେଶ୍ୱର,୧୩।୪(ବ୍ୟୁରୋ): ଦିନକୁ ଦିନ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମଙ୍ଗଳବାର ସହରରେ ଆଉ ୧୯୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ ସଂକ୍ରମିତଙ୍କ ସଂଫ୍ୟା ୩୩୮୯୩କୁ ବୃଦ୍ଧିପାଇଛି। ସେଥିରୁ ୩୨୩୮୬ ସୁସ୍ଥ...
Archives


