ମେଟ୍ରୋ

ଡ୍ରେନ୍‌ରେ ଭାସି ଯାଇଥିବା ଛାତ୍ରଙ୍କ ମୃତଦେହ ମିଳିଲା

ଭୁବନେଶ୍ୱର,୨୦ା୯(ବ୍ୟୁରୋ): ରାଜଧାନୀର ଖୋଲା ଡ୍ରେନ୍‌ରେ ରବିବାର ଅପରାହ୍ନରେ ଭାସି ଯାଇଥିବା ଦଶମ ଶ୍ରେଣୀ ଛାତ୍ର ଜ୍ୟୋତିପ୍ରକାଶ ବେହେରାଙ୍କ ମୃତଦେହକୁ ସୋମବାର ଉଦ୍ଧାର କରିଛି ଅଗ୍ନିଶମ ବାହିନୀ ଟିମ୍‌। ଦୀର୍ଘ ୧୮ ଘଣ୍ଟା ଖୋଜାଖୋଜି କରିବା ପରେ ଆଜି ପଞ୍ଚସଖା ନଗର ନାଳରୁ…

ଆସୁଛି ଆଉ ୨ ଲଘୁଚାପ, ୧୦ଦିନ ବର୍ଷିବ

ଭୁବନେଶ୍ୱର,୨୦।୯(ବ୍ୟୁରୋ): ବଙ୍ଗୋପସାଗରକୁ ଲଗାତାର ଆଉ ଦୁଇଟି ଲଘୁଚାପ ଆସୁଛି। ଫଳରେ ଆସନ୍ତା ୧୦ ଦିନ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ‘ସେଣ୍ଟର ଫର୍‌ ଏନ୍‌ଭର୍ଣ୍ଣମେଣ୍ଟ ଆଣ୍ଡ୍‌ କ୍ଲାଇମେଟ୍‌’ ଏଭଳି ଆକଳନ କରି କହିଛି, ଦକ୍ଷିଣ ଚୀନ ସାଗରରୁ ଘୂର୍ଣ୍ଣିବଳୟ…

ଇ-ଶ୍ରମ ପୋର୍ଟାଲ ପଞ୍ଜୀକରଣରେ ଓଡ଼ିଶା ଦ୍ୱିତୀୟ

ଭୁବନେଶ୍ୱର,୨୦।୯: ଅଣସଂଗଠିତ କ୍ଷେତ୍ରର ଶ୍ରମିକମାନଙ୍କର ପଞ୍ଜୀକରଣ ଲାଗି କେନ୍ଦ୍ର ଶ୍ରମ ଏବଂ ନିୟୋଜନ ମନ୍ତ୍ରଣାଳୟ ପକ୍ଷରୁ ଅଗଷ୍ଟ ୨୬ରୁ ଆରମ୍ଭ କରାଯାଇଥିବା ଇ-ଶ୍ରମ ପୋର୍ଟାଲକୁ ଉତ୍ସାହଜନକ ସମର୍ଥନ ମିଳିଛି। ଉକ୍ତ ପୋର୍ଟାଲରେ ବର୍ତ୍ତମାନ ସୁଦ୍ଧା ୧କୋଟି ୩ ଲକ୍ଷ ୧୨ ହଜାର…

ମୁକୁଳା ଡ୍ରେନ: ଆଉ କେତେ ମୁଣ୍ଡ ଗଡ଼ିବ

ଭୁବନେଶ୍ୱର,୨୦ା୯(ବ୍ୟୁରୋ): କୌଣସି ପରିସ୍ଥିତିରେ ଡ୍ରେନ ମୁକୁଳା ରହିପାରିବ ନାହିଁ। ସମସ୍ତ ଡ୍ରେନ ଉପରେ ସ୍ଲାବ ପକାଇବା ବାଧ୍ୟତାମୂଳକ ବୋଲି ପୂର୍ବରୁ ସୁପ୍ରିମ୍‌କୋର୍ଟ ଏକ ରାୟରେ ନିର୍ଦ୍ଦେଶ ଦେଇଥିଲେ। ହେଲେ ଏହାକୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅନୁପାଳନ କରିପାରିନାହିଁ। ଦେଶର ୧ନଂ.…

ଓଡ଼ିଆରେ ଇଞ୍ଜିନିୟରିଂ ପାଠପଢ଼ା

ଭୁବନେଶ୍ୱର,୨୦।୯(ବ୍ୟୁରୋ): ଆସନ୍ତା ଶିକ୍ଷାବର୍ଷରୁ ଓଡ଼ିଆରେ ପଢ଼ାଯିବ ଇଞ୍ଜିନିୟରିଂ। ଏନେଇ ଅଲ୍‌ ଇଣ୍ଡିଆ କାଉନ୍‌ସିଲ୍‌ ଫର୍‌ ଟେକ୍ନିକାଲ ଏଜୁକେଶନ(ଏଆଇସିଟିଇ) ପକ୍ଷରୁ ଗ୍ରୀନ୍‌ ସିଗ୍‌ନାଲ୍‌ ମିଳିସାରିଛି। ତେବେ କିଭଳି ଓଡ଼ିଆରେ ପଢ଼ାହେବ, ସେଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ନିକଟରେ ଏଆଇସିଟିଇ ଏବଂ ରାଜ୍ୟ ସରକାରଙ୍କ…

ଆଜି ରାଜ୍ୟରୁ ୫୧୦ କରୋନା ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୭୯ ପିଲା

ଭୁବନେଶ୍ୱର,୨୦ା୯(ବ୍ୟୁରୋ): ସୋମବାର ରାଜ୍ୟରୁ ୫୧୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୦,୫୭୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୯୭ ଜଣ ଚିହ୍ନଟ…

ଆଜିଠୁ ଆରମ୍ଭ ପିପିଲି ଉପନିର୍ବାଚନ ପ୍ରଚାର

ଭୁବନେଶ୍ୱର,୨୦।୯(ବ୍ୟୁରୋ): ଆସନ୍ତା ୩୦ରେ ହେବାକୁ ଥିବା ପିପିଲି ଉପନିର୍ବାଚନ ପାଇଁ ସୋମବାରଠାରୁ ବିଧିବଦ୍ଧ ଭାବେ ପ୍ରଚାର ଆରମ୍ଭ ହେବ। ପ୍ରଚାର ପୂର୍ବରୁ ସବୁ ଦଳ କର୍ମୀ ସମ୍ମିଳନୀ ଉପରେ ଜୋର୍‌ ଦେଇଛନ୍ତି। ସୋମବାରଠାରୁ ପ୍ରଚାର ପାଇଁ ୭ ଦିନ ମିଳିବ। ରୋଡ…

ଓଡ଼ିଆରେ ପଢ଼ାଯିବ ଇଞ୍ଜିନିୟରିଂ

ଭୁବନେଶ୍ୱର,୨୦।୯(ବ୍ୟୁରୋ): ଆସନ୍ତା ଶିକ୍ଷାବର୍ଷରୁ ଓଡ଼ିଆରେ ପଢ଼ାଯିବ ଇଞ୍ଜିନିୟରିଂ ଶିକ୍ଷା। ଅଲ୍‌ ଇଣ୍ଡିଆ କାଉନ୍‌ସିଲ୍‌ ଫର୍‌ ଟେକ୍ନିକାଲ ଏଜୁକେସନ(ଏଆଇସିଟିଇ) ପକ୍ଷରୁ ଗ୍ରୀନ୍‌ ସିଗନାଲ୍‌ ମିଳିସାରିଛି। ତେବେ କେମିତି ଓ କେଉଁ ରୂପରେଖ ନେଇ ଓଡ଼ିଆରେ ପଢ଼ାହେବ ସେଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇ ଗଲାଣି।…

ଆସୁଛି ଦୁଇ ଦୁଇଟି ଲଘୁଚାପ: ଲାଗି ରହିବ ୧୦ ଦିନ ବର୍ଷା

ଭୁବନେଶ୍ୱର,୧୯।୯(ବ୍ୟୁରୋ: ବଙ୍ଗୋପସାଗରକୁ ଲଗାତାର ଆସୁଛି ଦୁଇ ଦୁଇଟି ଲଘୁଚାପ । ଫଳରେ ଆସନ୍ତା ୧୦ ଦିନ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ‘ସେଣ୍ଟର ଫର୍‌ ଏନ୍‌ଭରମେଣ୍ଟ ଆଣ୍ଡ୍‌ କ୍ଲାଇମେଟ’ ପକ୍ଷରୁ ଏହି ଆକଳନ କରାଯାଇଛି। ଦକ୍ଷିଣ ଚୀନ ସାଗରରୁ…

ପ୍ରବଳ ବର୍ଷିବ: ୧୮ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯।୯: ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଶନିବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ରବିବାର ଘନୀଭୂତ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି। ବର୍ଷାକୁ ଦୃଷ୍ଟିରେ ରଖି ଏସ୍‌ଆର୍‌ସି ସତର୍କ ରହିବାକୁ ଜିଲାପାଳମାନଙ୍କୁ ପରାମର୍ଶ ଦେଇଛନ୍ତି। ଏହାର ପ୍ରଭାବରେ ରାଜ୍ୟରେ…

ରାଜଧାନୀର ମୁକୁଳା ଡ୍ରେନରେ ଭାସିଗଲେ ଛାତ୍ର

ଭୁବନେଶ୍ୱର,୧୯।୯(ବ୍ୟୁରୋ): ବର୍ଷାପାଣିରେ ଖୋଲା ଡ୍ରେନରେ ରବିବାର ଅପରାହ୍ନରେ ଜଣେ ୧୫ ବର୍ଷୀୟ ଛାତ୍ର ଭାସିଯାଇଛନ୍ତି। ସେହି ଛାତ୍ର ଜଣଙ୍କ ଶିରିପୁର ଶତାଦ୍ଦୀନଗର ବ୍ୟାଙ୍କ କଲୋନୀର ଛାତ୍ର ବୋଲି ଜଣାପଡିଛି। ସାଇକେଲରେ ଟ୍ୟୁସନ ଯିବା ସମୟରେ ଏଭଳି ଘଟିଥିବା ସୂଚନା ମିଳିଛି। ଭାସୁଥିବାର…

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ମନୋରମା ମହାପାତ୍ରଙ୍କ ଶେଷକୃତ୍ୟ ସମ୍ପନ୍ନ, ବଡ଼ପୁଅ ଦେଲେ ମୁଖାଗ୍ନି

ଭୁବନେଶ୍ୱର,୧୯ା୯(ବ୍ୟୁରୋ): ସମାଜର ପୂର୍ବତନ କାର୍ଯ୍ୟକାରୀ ସମ୍ପାଦିକା, ବିଶିଷ୍ଟ ସମାଜସେବୀ ତଥା ସାହିତି୍ୟକା ମନୋରାମା ମହାପାତ୍ରଙ୍କ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ବର୍ଗଦ୍ୱାରଠାରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଶନିବାର ସନ୍ଧ୍ୟାରେ ମନୋରମାଙ୍କର କଟକରେ ବିୟୋଗ ହୋଇଥିଲା। ମନୋରମାଙ୍କ ଜ୍ୟେଷ୍ଠପୁତ୍ର ପ୍ରଦୀପ କୁମାର ମହାପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?