ରାଜ୍ୟରେ ଆଜି ୩,୫୩୫ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୬।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୩,୫୩୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୦୧୬ ଜଣ କ୍ୱାରାଣ୍ଟାଇନ୍ ଥିଲେ। ବାକି ୧୫୧୯ଟି…
ବ୍ଲାକ୍ ଫଙ୍ଗସ୍: ଔଷଧ ପାଇଁ କେନ୍ଦ୍ର ଉପରେ ନିର୍ଭର କରିବନି ଓଡ଼ିଶା
ଭୁବନେଶ୍ୱର,୧୬ା୬(ବ୍ୟୁରୋ):ରାଜ୍ୟ ସରକାର ମ୍ୟୁକୋରମାଇକୋସିସ୍ (ବ୍ଲାକ୍ ଫଙ୍ଗସ) ଚିକିତ୍ସା ପାଇଁ କେନ୍ଦ୍ର ଉପରେ ଆଉ ନିର୍ଭର କରିବେ ନାହିଁ। ରାଜ୍ୟ ସରକାର ନିଜେ ସିଧାସଳଖ ଏଥିପାଇଁ ଔଷଧ କ୍ରୟ କରିବେ। ଔଷଧ ନିର୍ମାତା କମ୍ପାନୀଗୁଡ଼ିକଠାରୁ ସିଧାସଳଖ କ୍ରୟ କରାଯାଉଥିବାରୁ ରାଜ୍ୟରେ ଜୀବନ ରକ୍ଷାକାରୀ…
ପଞ୍ଚାୟତ ନିର୍ବାଚନ ବିଳମ୍ବ ହେବା ଆଶଙ୍କା
ଭୁବନେଶ୍ୱର,୧୬ା୬(ବ୍ୟୁରୋ): ପୌର ନିର୍ବାଚନ ଭଳି ପଞ୍ଚାୟତ ନିର୍ବାଚନ ମଧ୍ୟ ବିଳମ୍ବ ହେବା ନେଇ ଆଶଙ୍କା ସୃଷ୍ଟି ହୋଇଛି। ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ସରକାର ଏ ପର୍ଯ୍ୟନ୍ତ କୌଣସି ପଦକ୍ଷେପ ନେଇନାହାନ୍ତି। ୨୦୨୨ ଫେବୃୟାରୀରେ ପଞ୍ଚାୟତ ନିର୍ବାଚନ ହେବାକୁ ଯାଉଛି। ଏହା…
ନକଲି ଔଷଧ ଧରିବ ଏସ୍ଟିଏଫ୍
ଭୁବନେଶ୍ୱର,୧୬।୬(ବ୍ୟୁରୋ): କରୋନା ମହାମାରୀ ଭଳି ଘଡ଼ିସନ୍ଧି ସମୟରେ ରାଜ୍ୟରେ ନକଲି ଔଷଧ କାରବାର ଚାଲିଛି। ଏହାକୁ ଗୁରୁତ୍ୱର ସହ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର କ୍ରାଇମ୍ବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। କ୍ରାଇମ୍ବ୍ରାଞ୍ଚର ଏସ୍ଟିଏଫ୍କୁ ଏହି ଘଟଣାର ତଦନ୍ତ ଦାୟିତ୍ୱ…
ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୪୨ ଜଣଙ୍କ ମୃତ୍ୟୁ
ଭୁବନେଶ୍ୱର,୧୫।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା ଚିନ୍ତା ବଢ଼ାଇଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୪୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୩୩୮୮କୁ ବୃଦ୍ଧି ପାଇଛି। ଏହି ୪୨…
ରାଜ୍ୟରେ ୪ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ
ଭୁବନେଶ୍ୱର,୧୫।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ମୃତ୍ୟୁସଂଖ୍ୟା ଚିନ୍ତା ବଢ଼ାଉଥିବା ବେଳେ ମଙ୍ଗଳବାର ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଆଜି ରାଜ୍ୟରେ ୩,୪୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୯୪୨ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୪୬୩…
୧୭ ଜିଲାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୫।୬(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ଲାଗି ରହିଛି। ଲଘୁଚାପ ମିଶ୍ରିତ ମୌସୁମୀ ଯୋଗୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର ଓ କେନ୍ଦୁଝରର…
ପରିବର୍ତ୍ତିତ ସଂକ୍ରମଣ ଉପରେ ନିର୍ଭର କରେ ତୃତୀୟ ଲହର
ଭୁବନେଶ୍ୱର, ୧୫।୬(ବ୍ୟୁରୋ): ରାଜ୍ୟରେ କେବଳ ସଂକ୍ରମଣ ହାର କମୁନାହିଁ, କୋଭିଡ୍-୧୯ ନମୁନାରେ ଭାଇରାଲ ଲୋଡ୍ ମଧ୍ୟ କମୁଛି। ଏ ନେଇ ସୋମବାର ଜୀବ ବିଜ୍ଞାନ ପ୍ରତିଷ୍ଠାନ (ଆଇଏଲ୍ଏସ୍) ନିର୍ଦ୍ଦେଶକ ଡା. ଅଜୟ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି, ପରୀକ୍ଷଣ ଅନୁଯାୟୀ…
ଅନ୍ଲକ୍ ଅଙ୍କକଷା
ଭୁବନେଶ୍ୱର, ୧୫।୬(ବ୍ୟୁରୋ): ରାଜ୍ୟରେ ଏବେ ଲକ୍ଡାଉନ ଓ ଶଟ୍ଡାଉନ୍ ଜାରି ରହିଛି। ପ୍ରାୟ ଦେଢ଼ ମାସ ହେବ ଜୀବନ ଓ ଜୀବିକାକୁ ନେଇ ଲୋକେ ବିଭିନ୍ନ ସମସ୍ୟାର ସମ୍ମଖୀନ ହେଉଛନ୍ତି। ଏପରି ସ୍ଥିତିରେ ଆସନ୍ତା ୧୭ ତାରିଖ ସକାଳ ୫ଟାରେ ତୃତୀୟ…
କାଲିମେଳାରେ ଡିଜେଲ ୧୦୦ ଟଙ୍କା ଟପିଲା
ନୂଆଦିଲ୍ଲୀ/ଭୁବନେଶ୍ୱର,୧୫।୬: ଦିନକର ବିରତି ପରେ ପୁଣି ଥରେ ତୈଳ ଦର ବୃଦ୍ଧି ପାଇଛି। ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଇଣ୍ଡିଆନ ଅଏଲ କର୍ପୋରେଶନ ଲିମିଟେଡ୍ (ଆଇଓସିଏଲ୍)ର ସୂଚନା ଅନୁସାରେ ସୋମବାର ଭୁବନେଶ୍ୱରରେ ପେଟ୍ରୋଲ ଉପରେ ୨୯ ପଇସା ବଢ଼ିଥିବା ବେଳେ…
ପୁରୁଣା ଚେର
ଭୁବନେଶ୍ୱର,୧୫।୬(ବ୍ୟୁରୋ): ଓଡ଼ିଶାରେ ନକଲି ଔଷଧର କାରବାର ବହୁ ପୁରୁଣା। ୨୦୦୭ ଜୁଲାଇ ୨୦ରେ ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସହରରେ ନକଲି ଔଷଧ କାରଖାନା ଠାବ ହୋଇଥିଲା। ସେଠାରେ ୩୦ଟି ନାମୀ କମ୍ପାନୀର ୩୯୨ ପ୍ରକାର ଏଲୋପାଥି ଓ ଆୟୁର୍ବେଦିକ ଔଷଧ ନକଲ…
ଓଡ଼ିଶାରେ ନକଲି ଔଷଧ କାରବାର ପୁରୁଣା
ଭୁବନେଶ୍ୱର,୧୫।୬(ବ୍ୟୁରୋ): କୋଭିଡ୍-୧୯ ସଂକ୍ରମଣକୁ ନେଇ ଜୀବନ ଜୀବିକା ସହ ଲଢ଼େଇ ଚାଲିଥିବା ବେଳେ ନକଲି ଔଷଧ କାରବାର ରାଜ୍ୟର ଜନସାଧାରଣଙ୍କୁ ବିପଦ ମୁହଁକୁ ଠେଲି ଦେଇଛି। କରୋନା ସଂକ୍ରମିତଙ୍କ ପାଇଁ ଯୋଗାଇ ଦିଆଯାଉଥିବା ଫାଭିପିରାଭିର ଟାବ୍ଲେଟ(ଫାବିମାକ୍ସ-୪୦୦), ଭିଟାମିନ-ସି, ଆଜିଥ୍ରୋମାଇସିନ୍ ଭଳି ୯…
Archives


