ମେଟ୍ରୋ

ରାଜ୍ୟରୁ ପୁଣି ୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୯।୯(ବ୍ୟୁରୋ): ରାଜ୍ୟରେ ରବିବାର କରୋନା ଆଉ ୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୧୩୫କୁ ବୃଦ୍ଧି ପାଇଛି। ୭ ମୃତକଙ୍କ ମଧ୍ୟରୁ କଟକ, ଜଗତ୍‌ସିଂହପୁର, ଖୋର୍ଦ୍ଧାରୁ ୨ ଲେଖାଏ ଥିବା ବେଳେ ଯାଜପୁରରୁ ଜଣେ ଅଛନ୍ତି।

ବଢ଼ୁଛି ପିଲାଙ୍କ ଚିନ୍ତା: ଆଜି ରାଜ୍ୟରେ ୯୫ ଛୁଆ କରୋନା ସଂକ୍ରମିତ

ଭୁବନେଶ୍ୱର,୧୯।୯(ବ୍ୟୁରୋ): ରାଜ୍ୟରେ ରବିବାର ୬୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୯୫ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୩୬୨ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୬୧ ଜଣ ଲୋକାଲ…

ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ କରାଯିବ ମନୋରମା ମହାପାତ୍ରଙ୍କ ଶେଷକୃତ୍ୟ

ଭୁବନେଶ୍ୱର,୧୯।୯(ବ୍ୟୁରୋ): ଓଡ଼ିଆ ସାମ୍ବାଦିକତା ଓ ସାହିତ୍ୟ ସାରସ୍ବତ ଜଗତରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଥିବା ସମାଜର ପୂର୍ବତନ ସମ୍ପାଦିକା ତଥା ସାହିତି୍ୟକା ମନୋରମା ମହାପାତ୍ରଙ୍କ ଶନିବାର ସନ୍ଧ୍ୟାରେ କଟକରେ ଦେହାନ୍ତ ହୋଇଥିଲା। ତେବେ ତାଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ…

କଲ୍ୟାଣ ମଣ୍ଡପରୁ ମୃତଦେହ ଜବତ

ଭୁବନେଶ୍ୱର,୧୯।୯(ବ୍ୟୁରୋ): ଇନ୍‌ଫୋସିଟି ଥାନା ଅଞ୍ଚଳରେ ଥିବା ଏକ କଲ୍ୟାଣ ମଣ୍ଡପରୁ ଜଣେ ଯୁବକଙ୍କ ସନ୍ଦେହଜନକ ଅବସ୍ଥାରେ ଝୁଲନ୍ତା ମୃତଦେହ ମିଳିଛି। ସେହେଲେ ଯାଜପୁର ଅଞ୍ଚଳର ପ୍ରକାଶ ବଳ। ପ୍ରକାଶ ଇଭେଣ୍ଟ ମ୍ୟାନେଜର ଭାବେ କାର୍ଯ୍ୟ କରନ୍ତି। ତେବେ ଟଙ୍କା ପାଇଁ ପ୍ରକାଶଙ୍କୁ…

ଜଟିଳ ଫୁସ୍‌ଫୁସ୍‌ ସଂକ୍ରମଣରୁ ସୁସ୍ଥ ହେଲେ ୨୨ ମାସର ଶିଶୁକନ୍ୟା

ଭୁବନେଶ୍ୱର,୧୯।୯(ବ୍ୟୁରୋ): ଭୁବନେଶ୍ୱର ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ(ଏମ୍‌ସ)ରେ ଜଟିଳ ଫୁସ୍‌ଫୁସ୍‌ ସଂକ୍ରମଣରୁ ସୁସ୍ଥ ହୋଇଛନ୍ତି ଜଣେ ୨୨ ମାସର ଶିଶୁ କନ୍ୟା। ଚିକିତ୍ସା ବିଜ୍ଞାନର ଚମତ୍କାରିତା ସହ ଡାକ୍ତରଙ୍କ ନିରନ୍ତର ପରିଶ୍ରମରୁ ଏହି ସଫଳତା ମିଳିଛି। ହସ୍ପିଟାଲ ପକ୍ଷରୁ ମିଳିଥିବା ସୂଚନାନୁସାରେ,…

‘ସିମ୍‌ ସ୍ବାଇପ୍‌’ ଅଭିଯୋଗରେ ୨ଗିରଫ

ଭୁବନେଶ୍ୱର,୧୯।୯(ବ୍ୟୁରୋ): ଟେଲିକମ୍‌ କମ୍ପାନୀର ଭିଆଇପି ନମ୍ବର ବିଶିଷ୍ଟ ସିମ୍‌କୁ ବେଆଇନ ଭାବେ ସ୍ବାଇପ୍‌ କରି ଅନ୍ୟ ଲୋକଙ୍କୁ ବିକ୍ରି କରିବା ଘଟଣାରେ ୨ଜଣ ଅଭିଯୁକ୍ତଙ୍କୁ ଇନ୍‌ଫୋସିଟି ଥାନା ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତଦ୍ୱୟ ହେଲେ ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଗାଡ଼କଣ…

ଅଣଧାନ ଫସଲ ଚାଷକୁ ପ୍ରୋତ୍ସାହନ ଦିଅ

ଭୁବନେଶ୍ୱର,୧୯।୯(ବ୍ୟୁରୋ): ମିଠାମକା, ବାଜରା, ଚଣା, ହରଡ଼ ଆଦି ଲଘୁଶସ୍ୟ, ତୈଳବୀଜ, ଫଳଚାଷ, ବ୍ୟବସାୟଭିତ୍ତିକ ପନିପରିବା ଚାଷ ଆଦିକୁ ରେଙ୍ଗାଲି ଜଳସେଚନ ପ୍ରକଳ୍ପ ଅଞ୍ଚଳରେ ପ୍ରୋତ୍ସାହିତ କରିବା ପାଇଁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ କ୍ଷେତ୍ରସ୍ତରୀୟ…

‘ଅତୁଟ ବନ୍ଧନ’ ବାର୍ତ୍ତା ପୁରସ୍କାର

ଭୁବନେଶ୍ୱର, ୧୯।୯(ବ୍ୟୁରୋ): ଚଳିତ ବର୍ଷର ରକ୍ଷାବନ୍ଧନ ଉତ୍ସବ ଉପଲକ୍ଷେ ଧରିତ୍ରୀ ପକ୍ଷରୁ ‘ଅତୁଟ ବନ୍ଧନ’ ବାର୍ତ୍ତା ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ଏହି ପ୍ରତିଯୋଗିତାର ୭୦ଜଣ ଭାଗ୍ୟଶାଳୀ ବିଜେତାଙ୍କୁ ଶନିବାର ସ୍ଥାନୀୟ ମାଷ୍ଟର କ୍ୟାଣ୍ଟିନସ୍ଥିତ ‘ଦ ପ୍ରେସ୍‌ କ୍ଲବ ଓଡ଼ିଶା’ ପରିସରରେ ପୁରସ୍କୃତ…

ରାଜ୍ୟ ଉପରେ ଉଦ୍ୟୋଗ ବୋଝ

ନିଯୁକ୍ତି ସୁଯୋଗ ସୃଷ୍ଟି ଏବଂ ରାଜସ୍ବ ବୃଦ୍ଧି ଆଶାରେ ରାଜ୍ୟ ସରକାର ଋଣ କରି ଉଦ୍ୟୋଗଗୁଡ଼ିକୁ ବିପୁଳ ଆର୍ଥିକ ସହାୟତା ଦେଉଛନ୍ତି। କିନ୍ତୁ ସରକାରୀ ଉଦ୍ୟୋଗ ଓ କମ୍ପାନୀ କର୍ତ୍ତୃପକ୍ଷଙ୍କ ଅପାରଗତା ଯୋଗୁ ସେଗୁଡ଼ିକ ଡୁବିବାରେ ଲାଗିଛନ୍ତି। ଫଳରେ ରାଜକୋଷ ଉପରେ…

ଯଶୋଧାରାଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର

ଭୁବନେଶ୍ୱର,୧୮।୯(ବ୍ୟୁରୋ): ବିଶିଷ୍ଟ ସାହିତି୍ୟକା ଯଶୋଧାରା ମିଶ୍ରଙ୍କୁ ତାଙ୍କ କ୍ଷୁଦ୍ରଗଳ୍ପ ସଂକଳନ ‘ସମୁଦ୍ରକୂଳ ଘର’ ପାଇଁ ଶନିବାର କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଛି। ୨୦୨୦ ବର୍ଷ ପାଇଁ ସେ ଏହି ପୁରସ୍କାର ପାଇଛନ୍ତି। ଦିଲ୍ଲୀର ଫିରୋଜ ସାହା ରୋଡ୍‌ସ୍ଥିତ କୋମାନୀ…

ଓଡ଼ିଶା ଜଣେ ବାଗ୍ମୀ ମହିଳାଙ୍କୁ ହରାଇଲା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮ା୯(ବ୍ୟୁରୋ): ସମାଜର ପୂର୍ବତନ ସମ୍ପାଦିକା ତଥା ବିଶିଷ୍ଟ ସାହିତି୍ୟକା ମନୋରମା ମହାପାତ୍ରଙ୍କର ଆଜି ପରଲୋକ ହୋଇଛି। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଜଣେ ସୁଶିକ୍ଷାବିତ୍‌, ସୁସାହିତି୍ୟକା ତଥା ସୁବକ୍ତା ଭାବରେ ମନୋରମା…

ପରପାରିରେ ମନୋରମା ମହାପାତ୍ର

ଭୁବନେଶ୍ୱର,୧୮।୯: ବିଶିଷ୍ଠ ସାହିତି୍ୟକା ତଥା ‘ସମାଜ’ର ପୂର୍ବତନ ସମ୍ପାଦିକା ମନୋରମା ମହାପାତ୍ରଙ୍କ ଶନିବାର ପରଲୋକ ହୋଇଯାଇଛି। ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା। ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ପରିବାର ଲୋକେ ତାଙ୍କୁ ତୁରନ୍ତ କଟକ ଏସ୍‌ସିବି ମେଡିକାଲରେ ଭର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?