ମେଟ୍ରୋ

B.ed କଲେ ଚାକିରି! ମାସକୁ ଏତେ ଦରମା

ଓଡ଼ିଶାରେ ବି.ଏଡ (B.Ed) କଲେ ଶିକ୍ଷକଙ୍କୁ କେତେ ଦରମା ମିଳିଥାଏ। ଏ ପ୍ରଶ୍ନ ଆପଣଙ୍କ ମନରେ ନିହାତି ଆସୁଥିବ। କିଛିଦିନ ପରେ ବି.ଏଡର ଏଣ୍ଟ୍ରାନସ ପରୀକ୍ଷା ଥିବାବେଳେ ବହୁ ଛାତ୍ରୀଛାତ୍ର ଏନେଇ ପ୍ରସ୍ତୁତ ହେଉଛନ୍ତି। ତେବେ ଖଣ୍ଡେ ସରକାରୀ ଚାକିରି...

୨୪ଘଣ୍ଟାରେ ଅବପାତ, ୪ଉପକୂଳ ଜିଲାରେ ପ୍ରବଳ ଛେଚିବ, ଆଜି ରାତିରେ…

ଭୁବନେଶ୍ୱର,୨୮।୫: ବଙ୍ଗୋପସାଗରରେ ଘନୀଭୂତ ହେଉଛି ଲଘୁଚାପ। ଲଘୁଚାପ ଘନୀଭୂତ ହେବା ନେଇ ଚିତ୍ର ସ୍ପଷ୍ଟ ହୋଇଛି। ଆସନ୍ତା ୨୪ ଘଣ୍ଟାରେ ଘନୀଭୂତ ହୋଇ ଅବପାତ ରୂପ ନେବ। ଏବଂ ଉତ୍ତର ଦିଗକୁ ଗତି କରି ଅବପାତର ରୂପ ନେବ ବୋଲି...

ବିଜେଡିକୁ ଶକ୍ତ ଝଟ୍‌କା: ଦଳ ଛାଡିଲେ…

ଭୁବନେଶ୍ୱର,୨୮।୫: ବିଜେଡିରେ ବଡ଼ ହଲଚଲ। ଦଳ ଛାଡିଛନ୍ତି ବଡ଼ ନେତା। ବିଜେଡିକୁ ଲାଗିଛି ବଡ଼ ଝଟକା। ବିଜେଡି ନେତା ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ଦଳ ଛାଡ଼ିଛନ୍ତି। ଓଡ଼ିଶାର ରାଜନୈତିକ ମହଲରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ବିଜୁ...

ପାର୍ସଲ ବୋମା ଘଟଣାର ରାୟ ଆସିବା ପରେ ଏମିତି ବଡ଼କଥା କହିଦେଲେ ସୌମ୍ୟଙ୍କ ମା’

ବଲାଙ୍ଗୀର,୨୮॥୫: ସାରା ଦେଶରେ ହଇଚଇ ସୃଷ୍ଟି କରିଥିବା ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ରାୟ ବୁଧବାର ପ୍ରକାଶ ପାଇଛି। ପାଟଣାଗଡ଼ ଏଡିଜେ କୋର୍ଟରେ ପୁଞ୍ଜିଲାଲ ମେହେର ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ପୁଞ୍ଜିଲାଲଙ୍କୁ କୋର୍ଟ ଦୋଷୀ ସାବ୍ୟସ୍ତ କରିଛନ୍ତି। ତେବେ...

ପୁଣି ରାଜ୍ୟକୁ ଫେରିଲାଣି କରୋନା: ଆଜି ଜଣେ କି ଦୁଇ ଜଣ ନୁହନ୍ତି ଏକାବେଳକେ ୫ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୮।୫: ପୁଣି ଚିନ୍ତା ବଢ଼ାଇଲାଣି କରୋନା। ରାଜ୍ୟରେ ଚିହ୍ନଟ ହେଲେ ୫ କୋଭିଡ ପଜିଟିଭ୍‌। ଭୁବନେଶ୍ବରରୁ ୪ ଜଣ ରହିଥିବା ବେଳେ ଖୋର୍ଦ୍ଧାରୁ ଜଣେ ଟିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୪ ଜଣ ପୁରୁଷ ଥିବାବେଳେ ଜଣେ ମହିଳା ଅଛନ୍ତି।...

ମେ ୩୧ରେ ଶେଷ ହେବ ପିଏମ୍‌ଏଓ୍ବାଇ ଆବେଦନ: ତୁରନ୍ତ ସାରିଦିଅନ୍ତୁ କାମ

ଭୁବନେଶ୍ୱର, ୨୮ା୫(ସୁନିତ୍‌ ମିଶ୍ର):ରାଜ୍ୟରେ ଏପରି ପରିବାର ରହିଛନ୍ତି ଯେଉଁମାନେ ଇନ୍ଦିରା ଆବାସ ପାଇଥିଲେ। ସେଥିଲାଗି ସେମାନେ ଆଉ ପରବର୍ତ୍ତୀ ସମୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍‌ଏଓ୍ବାଇ) ପାଇବାକୁ ଯୋଗ୍ୟ ହୋଇପାରିନାହାନ୍ତି। ସେତେବେଳେ ସେମାନେ ଇନ୍ଦିରା ଆବାସ ଯୋଜନାରେ ୪୮ ହଜାର...

ପୁଣି ଆକାଶରେ ଡ୍ରୋନ୍‌: ଗୋଟିଏ କି ଦୁଇଟି ନୁହେଁ ଏକାବେଳକେ ୧୦ରୁ ଅଧିକ , ଏବେ ସବୁ ଛାନିଆ

କଟକ,୨୮।୫: ପୁଣି ଆକାଶରେ ଡ୍ରୋନ୍‌। ଗୋଟିଏ କି ଦୁଇଟି ନୁହେଁ ଏକାବେଳକେ ୧୦ରୁ ଅଧିକ ଡ୍ରୋନ୍‌। ଯାହାକୁ ଦେଖି ଲୋକେ ଛାନିଆ। ଏଭଳି ଘଟଣା ଦେଖିବାକୁ ମିଳିଛି କଟକ ଜିଲା ବାରଙ୍ଗ ଥାନା ରତାଗଡ଼ ଗାଁରେ। ଡ୍ରୋନ ଆତଙ୍କରେ ପୁରା...

ବଢ଼ିଲା ମନ୍ତ୍ରୀ, ଅଫିସରଙ୍କ ମାସିକ ଗାଡ଼ି ଖର୍ଚ୍ଚ: ଜାଣନ୍ତୁ କେତେ ହେଲା

ଭୁବନେଶ୍ୱର,୨୮।୫: ଓଡ଼ିଶା ସରକାର ବୁଧବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ମନ୍ତ୍ରୀ, ଅଫିସରଙ୍କ ମାସିକ ଗାଡ଼ି ଖର୍ଚ୍ଚ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଏନେଇ ଏକ ନୋଟିସ୍‌ ପ୍ରକାଶ ପାଇଛି। ପୂର୍ବ ନିର୍ଦ୍ଧାରିତ ଖର୍ଚ୍ଚ ସୀମାରେ ସଂଶୋଧନ କରାଯାଇ ଏହି...

ଲଘୁଚାପ ଘନୀଭୂତ: ଏହି ୪ ଜିଲା ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୮।୫(ଅନୁରାଧା ମହାରଣା):ଦକ୍ଷିଣ-ପଶ୍ଚିମ ମୌସୁମୀ ଆଗେଇବା ପାଇଁ ପାଗ ଅନୁକୂଳ ରହିଛି। ସେହିପରି ଓଡ଼ିଶା ଉପକୂଳ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ବୁଧବାର ରାଜ୍ୟର ୪...

ଭୁବନେଶ୍ୱରରେ ୧୦ଲକ୍ଷରେ ମିଳିବ ଘର: ଜାଣନ୍ତୁ କେମିତି….

ଭୁବନେଶ୍ୱର, ୨୮ା୫ (ରବିନାରାୟଣ ଜେନା):ରାଜଧାନୀ ଭୁବନେଶ୍ୱରରେ ଏବେ ଜମି ଅମୂଲ ମୂଲ। ଏଠାରେ ଜମି କିଣି ଘର ତିିଆରି କରିବା ପାଇଁ ବିପୁଳ ଅର୍ଥ ଆବଶ୍ୟକ, ଯାହା ମଧ୍ୟବିତ୍ତ, ନିମ୍ନ ମଧ୍ୟବିତ୍ତ ଏବଂ ଗରିବଙ୍କ ପାଇଁ ସ୍ବପ୍ନ ହୋଇଯାଇଛି। ସେହିପରି...

ବଙ୍ଗୋପସାଗରରେ ଶକ୍ତିଶାଳୀ ହେବ ଲଘୁଚାପ: ଓଡ଼ିଶାର ଏସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର,୨୭।୫: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ବଙ୍ଗୋପସାଗରର ଉତ୍ତର-ପଶ୍ଚିମ ଏବଂ ପାଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଓ ବାଂଲାଦେଶ ଅଞ୍ଚଳରେ ଏକ ନିମ୍ନଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହି ନିମ୍ନଚାପ ପାଶ୍ଚାତ୍ୟ-ଉତ୍ତର ଦିଗରେ ଗତି କରି ଆଗାମୀ ୪୮ ଘଣ୍ଟା ମଧ୍ୟରେ...

ସବୁ ଯୋଜନାରୁ ବାଦ ପଡ଼ିଥିଲେ ମିଳିବ ଘର; ମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୨୭।୫: ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ ମଙ୍ଗଳବାର ଏକ ବଡ଼ ସୂଚନା ଦେଇଛନ୍ତି। ସବୁ ଯୋଜନାରୁ ବାଦ ପଡ଼ିଥିଲେ ଅନ୍ତ୍ୟୋଦୟ ଯୋଜନାରେ ଘର ମିଳିବ ବୋଲି ମନ୍ତ୍ରୀ କହିଛନ୍ତି। ସେ କହିଛନ୍ତି, ପ୍ରଥମ ପର୍ଯ୍ୟାୟରେ ପ୍ରାୟ ୬୦ ହଜାର ଘର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri