ମେଟ୍ରୋ

ରାଜଧାନୀରେ ଆଉ ୪ଟି କେନ୍ଦ୍ରରେ ଦିଆଯିବ ଟିକା

ଭୁବନେଶ୍ୱର,୧୪।୬: ରାଜଧାନୀ ଭୁବନେଶ୍ୱରରେ ଟିକାକରଣକୁ ଗୁରୁତ୍ୱ ଦେବା ସହ ସମସ୍ତ ସହରବାସୀ କିପରି ସୁବିଧାରେ ଟିକା ନେଇ ପାରିବେ ସେ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ସହରର ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ର, ସ୍ବତନ୍ତ୍ର ଭାବେ କେତେକ…

ଭୂତାଣୁର ପରିବର୍ତ୍ତିତ ସଂକ୍ରମଣ ଉପରେ ନିର୍ଭର କରେ ତୃତୀୟ ଲହର

ଭୁବନେଶ୍ୱର, ୧୪।୬: ରାଜ୍ୟରେ କେବଳ ସଂକ୍ରମଣ ହାର ସହ କମୁଛି କୋଭିଡ୍‌ ୧୯ ନମୂନାରେ ଭାଇରାଲ ଲୋଡ୍‌। ଏ ନେଇ ସୋମବାର ଜୀବ ବିଜ୍ଞାନ ପ୍ରତିଷ୍ଠାନ(ଆଇଏଲ୍‌ଏସ୍‌) ନିର୍ଦ୍ଦେଶକ ଡା. ଅଜୟ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି, ପରୀକ୍ଷଣ ଅନୁଯାୟୀ ଇନ୍‌ଫେକସନର…

ଓଜେଇଇ ପରୀକ୍ଷା ସ୍ଥଗିତ

ଭୁବନେଶ୍ୱର,୧୪।୬(ବ୍ୟୁରୋ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ସ୍ଥଗିତ କରାଯାଇଛି। ଏହି ପରୀକ୍ଷା ସମ୍ଭବତଃ ଆସନ୍ତା ୧୭ ତାରିଖରେ ଆରମ୍ଭ ହୋଇ ୨୪ ତାରିଖରେ ଶେଷ ହେବାର ଥିଲା। କିନ୍ତୁ ବର୍ତ୍ତମାନ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ପରୀକ୍ଷାକୁ ସ୍ଥଗିତ କରାଯାଇଛି। ଏ…

କରୋନାରେ ଅନାଥ ହୋଇଥିବା ଶିଶୁଙ୍କ ପାଠପଢ଼ା ଖର୍ଚ୍ଚ ଦେବେ ରାଜ୍ୟ ସରକାର

ଭୁବନେଶ୍ୱର,୧୪ା୬(ବ୍ୟୁରୋ): କରୋନାରେ ଅନାଥ ହୋଇଥିବା ପିଲାଙ୍କ ଶିକ୍ଷାଖର୍ଚ୍ଚ ଦେବେ ରାଜ୍ୟ ସରକାର। ଅନାଥ ଶିଶୁ ରାଜ୍ୟ ସରକାରଙ୍କ ଗ୍ରୀନ ପ୍ୟାସେଜ୍‌ ଯୋଜନାରେ ସାମିଲ ହେବେ। ସେମାନଙ୍କ ମେଡିକାଲ ବା ଇଞ୍ଜିନିୟରିଂ ଶିକ୍ଷା ଖର୍ଚ୍ଚ ବି ସରକାର ବହନ କରିବେ। ଏମିତିକି ଘରୋଇ…

୧୬ରୁ ଖୋଲିବ ଐତିହ୍ୟସ୍ଥଳୀ

ଭୁବନେଶ୍ୱର,୧୪ା୬(ବ୍ୟୁରୋ): ଆସନ୍ତା ୧୬ ତାରିଖରୁ ରାଜ୍ୟର ଐତିହ୍ୟସ୍ଥଳୀ ଖୋଲିବ। ପ୍ରତ୍ନତତ୍ତ୍ୱ ବିଭାଗ ଦ୍ୱାରା ସଂରକ୍ଷିତ ଐତିହ୍ୟସ୍ଥଳୀ ଖୋଲିବ। ଏନେଇ ଏଏସ୍‌ଆଇ ପକ୍ଷରୁ ବିଜ୍ଞାପ୍ତି ପ୍ରକାଶ ପାଇଛି। ପର୍ଯ୍ୟଟକଙ୍କ ଆଗମନ ଦେଖି ନିର୍ଦ୍ଦିଷ୍ଟ ଏସ୍‌ଓପି ପାଳନ କରାଯିବ। ଏପ୍ରିଲ ୧୫ ତାରିଖରୁ ରାଜ୍ୟର…

ଏଥର ଫିକା ପଡିଛି ରଜ

ଭୁବନେଶ୍ୱର,୧୪।୬(ବ୍ୟୁରେ): ଆଜି ପହିଲି ରଜ । ହେଲେ କରୋନା ପାଇଁ ଓଡ଼ିଶାର ଗଣ ପର୍ବ ରଜ ଏଥର ଫିକା ପଡ଼ିଛି। ଏଥର ସେତେଟା ଚଳଚଞ୍ଚଳ ନାହିଁ ନା ଗାଁ ନାଁ ସହର। କୋଭିଡ କଟକଣା ପାଇଁ ଫିକା ପଡିଛି ରଜ ସଜବାଜ।…

ରାଜ୍ୟବାସୀଙ୍କୁ ‘ରଜ’ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪ା୬(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତବର୍ଷ ରଜ ପର୍ବ ପାଳନ ଉପରେ କଟକଣା ଜାରି କରାଯାଇଛି। ଫଳରେ ଘରେ ରହି ଲୋକେ ପହିଲି ରଜ ପାଳିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ‘ରଜ ପର୍ବ’ର ଶୁଭେଚ୍ଛା ଜଣାଇଛନ୍ତି।…

ରକ୍ତ ସଂଗ୍ରହରେ କରୋନା ବାଧକ

ଭୁବନେଶ୍ୱର,୧୪ା୬(ବ୍ୟୁରୋ): କରୋନା ମହାମାରୀ ରାଜ୍ୟରେ ସଂକଟଜନକ ପରିସ୍ଥିତି ସୃଷ୍ଟି କରିଛି। ଲକ୍‌ଡାଉନ୍‌ ଓ ସପ୍ତାହାନ୍ତ ଶଟ୍‌ଡାଉନ୍‌ ଜାରି ରହିଥିବାବେଳେ ସ୍ବାସ୍ଥ୍ୟ, ଶିକ୍ଷା, ବ୍ୟବସାୟ ଆଦି ବିଭିନ୍ନ କ୍ଷେତ୍ର ପ୍ରଭାବିତ ହୋଇଛି। ତେବେ ଏଥିଯୋଗୁ ରକ୍ତ ସଂଗ୍ରହ ମଧ୍ୟ ଗୁରୁତର ପ୍ରଭାବିତ ହୋଇଛି।…

ଆଜି ଆଉ ୪୪ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୩୩୪୬କୁ ବୃଦ୍ଧି

ଭୁବନେଶ୍ୱର,୧୪ା୬(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୪୪ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୩୪୬କୁ ବୃଦ୍ଧି ପାଇଛି। ଖୋର୍ଦ୍ଧା ଜିଲାରୁ…

ଆଜି ରାଜ୍ୟରୁ ୪୩୩୯ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୪ା୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କିଛିଦିନ ହେବ କମିବାରେ ଲାଗିଛି। ତେବେ ସୋମବାର ରାଜ୍ୟରୁ ୪୩୩୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୫୬,୧୨୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ…

ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତ ଅଛୁ: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪ା୬(ବ୍ୟୁରୋ): ରାଜ୍ୟରେ ନକଲି ଔଷଧ କାରବାରକୁ କୌଣସି ପ୍ରକାର ବରଦାସ୍ତ କରାଯିବ ନାହିଁ। ଯେଉଁମାନେ ଏଥିରେ ସମ୍ପୃକ୍ତ ଥିବେ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ରବିବାର ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ କହିଛନ୍ତି। ସେ କହିଛନ୍ତି, ଅଭିଯୋଗ…

ଓଡ଼ିଶାରେ ବି ପାଳନ ହେଉନି ନିୟମ

ଭୁବନେଶ୍ୱର(ବ୍ୟୁରୋ),୧୪ା୬: ଓଡ଼ିଶାରେ ବର୍ତ୍ତମାନ ସୁଦ୍ଧା ସାଢ଼େ ୮ଲକ୍ଷରୁ ଊର୍ଦ୍ଧ୍ୱ ଲୋକ କରୋନାରେ ସଂକ୍ରମିତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ପ୍ରାୟ ୮ ଲକ୍ଷ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ମଧ୍ୟ ୬୦,୦୦୦ରୁ ଊର୍ଦ୍ଧ୍ୱ ସଂକ୍ରମିତ ରାଜ୍ୟର ୮୩ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri