ମେଟ୍ରୋ

ଆଗକୁ ବିପଦ କୋଭିଡ୍‌ ଆବର୍ଜନା

ନୂଆଦିଲ୍ଲୀ/ଭୁବନେଶ୍ୱର(ବ୍ୟୁରୋ),୧୪ା୬: ମହାମାରୀ କରୋନାର ଦ୍ୱିତୀୟ ଲହର କ୍ରମଶଃ ଦୁର୍ବଳ ହେବାରେ ଲାଗିଥିବାବେଳେ କୋଭିଡ୍‌ ରୋଗୀଙ୍କ ଚିକିତ୍ସାରୁ ବାହାରୁଥିବା ବ୍ୟବହୃତ ଡାକ୍ତରୀ ଉପକରଣର ଗଦା ଗଦା ଆବର୍ଜନା ସାରା ଦେଶ ପାଇଁ ଆଉ ଏକ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ଗତ ଏପ୍ରିଲରୁ ମେ’…

ନକଲି ଔଷଧ ବ୍ୟବସାୟୀଙ୍କୁ ସରକାରଙ୍କ ଚେତାବନୀ

ଭୁବନେଶ୍ୱର,୧୩।୬: ରାଜ୍ୟରେ ହେଉଥିବା ନକଲି ଔଷଧ କାରବାରରେ ଯେଉଁମାନେ ସମ୍ପୃକ୍ତ ଅଛନ୍ତି, ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସ୍ବାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ ରବିବାର ଏଭଳି ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, ଅଭିଯୋଗ ପରେ ନିର୍ଦ୍ଧିଷ୍ଟ ଦୋକାନ ଉପରେ…

୨୧ ଜିଲାକୁ ୟେଲୋ ଓ୍ବାର୍ନିଂ, ୮ ଜିଲାକୁ ସତର୍କ ରହିବା ପାଇଁ ପରାମର୍ଶ

ଭୁବନେଶ୍ୱର,୧୩ା୬(ବ୍ୟୁରୋ): ଓଡ଼ିଶାକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଛୁଇଁଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହା ସ୍ପଷ୍ଟ କରାଯାଇଥିବା ବେଳେ ୨୧ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହି ଜିଲା ଗୁଡ଼ିକ ମଧ୍ୟରେ ୮ଟି ଜିଲାରେ ପ୍ରବଳରୁ ଅତି ପ୍ରବଳ…

ଡଙ୍ଗରିଆ କନ୍ଧ ଜନଜାତିଙ୍କ ‘ଶ୍ରମ ସମବାୟ’ ସମ୍ପର୍କରେ ଜାଣିବେ ଦର୍ଶକ

ଭୁବନେଶ୍ୱର, ୧୩।୬ (ବ୍ୟୁରୋ): ଡଙ୍ଗରିଆ କନ୍ଧମାନେ ସାଧାରଣତଃ ରାୟଗଡ଼ା ଜିଲାର ବିଷମକଟକ, କଲ୍ୟାଣସିଂପୁର ଓ ମୁନିଗୁଡ଼ା ବ୍ଲକ୍‌ରେ ବସବାସ କରିଥାନ୍ତି । ସେମାନଙ୍କର ମୁଖ୍ୟ ପେସା ହେଉଛି ଖାଦ୍ୟ ପ୍ରକ୍ରିୟାକରଣ, ସପୁରି ଚାଷ, ଏମ୍ବ୍ରଡରୀ, ପଥର ଖୋଦେଇ, ପାନିଆ ତିଆରି କରିବା…

ଏଥର ବି ଲକ୍‌ଡାଉନ୍‌ରେ କଟିବ ରଜ; ଅନ୍‌ଲାଇନରେ ରଜପାନ, ସହର ବୁଲିବ ‘ପିଠା ଅନ୍‌ ହ୍ବିଲ୍‌’

ଭୁବନେଶ୍ୱର, ୧୩।୬ (ବ୍ୟୁରୋ): ଗତବର୍ଷ କରୋନା ପାଇଁ ଗଣପର୍ବ ରଜ ଫିକା ପଡିଥିଲା। ଲକ୍‌ଡାଉନ୍‌ କଟକଣା ଯୋଗୁ ଲୋକେ ଘରୁ ପଦାକୁ ବାହାରି ନ ପାରିବାରୁ ରଜ ମଉଜ ଜମି ନ ଥିଲା। ଏବର୍ଷକୁ ଉତ୍କଣ୍ଠାର ସହ ଅପେକ୍ଷା କରିଥିଲେ ସମସ୍ତେ।…

ଜୁନ୍‌ ଶେଷରେ ମାଟ୍ରିକ୍‌ ରେଜଲ୍ଟ

ଭୁବନେଶ୍ୱର,୧୩ା୬(ବ୍ୟୁରୋ): ଜୁନ୍‌ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। ଏଥିପାଇଁ ଜୋର୍‌ସୋରରେ ମୂଲ୍ୟାୟନ ଚାଲିଛି। ଆସନ୍ତା ୧୭ ତାରିଖରୁ  ନବମ ଓ ଦଶମ ଶ୍ରେଣୀ ପାଠପଢ଼ା ଆରମ୍ଭ ହେବ। ୟୁଟ୍ୟୁବ୍‌ ମାଧ୍ୟମରେ ପୂର୍ବାହ୍ନ ୧୦ଟା ୪୫ରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ…

ଶ୍ରମିକଙ୍କୁ ପଥରରେ ଛେଚି ମାରିଲେ ସାଥୀ

ଭୁବନେଶ୍ୱର,୧୩।୬(ବ୍ୟୁରୋ): ରାଜଧାନୀରେ ପୁଣି ଜଣେ ଶ୍ରମିକଙ୍କୁ ହତ୍ୟା। ଗତ ୮ ତାରିଖରେ ମାଷ୍ଟରକ୍ୟାଣ୍ଟିନ ଛକରେ ଜଣେ ଶ୍ରମିକଙ୍କୁ ତାଙ୍କ ସହଯୋଗୀ ପଥରରେ ଛେଚି ହତ୍ୟା କରିଥିବାବେଳେ ସମାନ ଢଙ୍ଗରେ ଶନିବାର ଆଉଏକ ଘଟଣା ଘଟିଛି। କ୍ୟାପିଟାଲ ଥାନା ଅନ୍ତର୍ଗତ ବାପୁଜୀ ନଗର…

ପୋଲିସ ଚାକିରି କରିବେ କିନ୍ନର

ଭୁବନେଶ୍ୱର,୧୩ା୬(ବ୍ୟୁରୋ): କରୋନା ମହାମାରୀ ସମୟରେ ଚାକିରି ଅଭାବ ଦେଖାଦେଇଥିବାବେଳେ ରାଜ୍ୟ ପୋଲିସ ବିଭାଗରେ ୪୭୭ ସବ୍‌ ଇନ୍ସପେକ୍ଟର(ଏସ୍‌ଆଇ) ଓ ୨୪୪ କନଷ୍ଟେବଳ ପଦବୀ ପୂରଣ ପାଇଁ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିପାଇଁ ଯୋଗ୍ୟ ପ୍ରାର୍ଥୀଙ୍କଠାରୁ ଦରଖାସ୍ତ ଆହ୍ବାନ କରାଯାଇଛି। ତେବେ…

ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୪୫ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୧୩।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ରବିବାର ରାଜ୍ୟରେ କରୋନାରେ ଆଉ ୪୫ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୩୩୦୨କୁ ବୃଦ୍ଧି…

୩ ଜିଲାରେ ହେବ ଚତୁର୍ଥ ସେରୋ ସର୍ଭେ

ଭୁବନେଶ୍ୱର, ୧୩।୬(ବ୍ୟୁରୋ): ଆସନ୍ତା ୧୬ କିମ୍ବା ୧୭ ତାରିଖରୁ ଆରମ୍ଭ ହେବ ନ୍ୟାଶନାଲ ସେରୋ ସର୍ଭେ। ଦେଶର ଯେଉଁ ୭୦ ଜିଲାରେ ପୂର୍ବରୁ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ରାଉଣ୍ଡ ସେରୋ ସର୍ଭେ ହେଇଥିଲା, ଚତୁର୍ଥ ରାଉଣ୍ଡରେ ମଧ୍ୟ ସେହିସବୁ ଜିଲାରେ…

ବଢୁଛି ଅନ୍‌ଲକ୍‌ ସମ୍ଭାବନା

ଭୁବନେଶ୍ୱର, ୧୩ା୬(ବ୍ୟୁରୋ): ରାଜ୍ୟରେ ତଳମୁହାଁ ହେଉଛି କରୋନା ସଂକ୍ରମଣ। ଅନେକ ଜିଲାରେ ସଂକ୍ରମଣ ହାର କମ୍‌ ରହୁଥିବାରୁ ଆସନ୍ତା ୧୭ତାରିଖ ସକାଳ ୫ଟାରେ ଲକ୍‌ଡାଉନ ଶେଷ ହେବା ପରେ ଅନ୍‌ଲକ୍‌ ପ୍ରକ୍ରିୟା ଆରମ୍ଭ ହୋଇପାରେ ବୋଲି କୁହାଯାଉଛି। ଯେଉଁ ଜିଲାରେ ସଂକ୍ରମଣ…

ରାଜ୍ୟରେ ୫ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର, ୧୩।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଥିବା ବେଳେ ରବିବାର ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଆଜି ରାଜ୍ୟରେ ୪,୪୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୫୪୬ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୯୨୩…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri