ମେଟ୍ରୋ

ବିଜୟଙ୍କ ନଁ।ରେ ଓଡ଼ିଶାରେ ଜମି, ହୋଟେଲ, ଫାର୍ମହାଉସ୍‌

ଭୁବନେଶ୍ୱର,୧୮।୯(ବ୍ୟୁରୋ): ବହୁ କୋଟି ଟଙ୍କାର ଓ୍ବେଲ୍‌ଫେୟାର ଚିଟ୍‌ପଣ୍ଡ୍‌ ଠକେଇ ମାମଲାରେ ଗିରଫ ହୋଇ ୩ ଦିନିଆ ରିମାଣ୍ଡରେ ଥିବା ଆନ୍ଧ୍ର ପ୍ରଦେଶର ପୂର୍ବତନ ବିଧାୟକ ମାଲ୍ଲା ବିଜୟ ପ୍ରସାଦଙ୍କ ଓଡ଼ିଶା ଲିଙ୍କ୍‌ର ଗୁମର ଫିଟିବାରେ ଲାଗିଛି। କ୍ରାଇମ୍‌ବ୍ରାଞ୍ଚ ଇଓଡବ୍ଲ୍ୟୁ ତାଙ୍କୁ ପଚରାଉଚରା…

ପ୍ରଥମ ଡୋଜ୍‌ ଟିକାକରଣ ୨କୋଟି ଟପିଲା

ଭୁବନେଶ୍ୱର୧୮।୯,(ବ୍ୟୁରୋ): ରାଜ୍ୟରେ ଟିକାକରଣକୁ ତ୍ୱରାନ୍ବିତ କରାଯାଇଛି। ଦିନକୁ ୩ଲକ୍ଷରୁ ଊର୍ଦ୍ଧ୍ୱ ଡୋଜ୍‌ ଟିକା ଦିଆଯାଉଛି। ଫଳରେ ଶୁକ୍ରବାର ଟିକାକରଣରେ ଆଉଏକ ମାଇଲଖୁଣ୍ଟ ଅତିକ୍ରମ କରିଛି ଓଡ଼ିଶା। ୨କୋଟିରୁ ଊର୍ଦ୍ଧ୍ୱ ଲୋକ ପ୍ରଥମ ଡୋଜ୍‌ ନେଇସାରିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ…

ଖଣି ପାଇଁ ଉଜୁଡ଼ିବ ୬୦୦ ହେକ୍ଟର ଜଙ୍ଗଲ

ଭୁବନେଶ୍ୱର,୧୮।୯(ବ୍ୟୁରୋ): ବିକାଶ ନାଁରେ ରାଜ୍ୟରେ ଛାରଖାର ହୋଇଯାଉଛି ଜଙ୍ଗଲ ସମ୍ପଦ। ପ୍ରତ୍ୟେକ ବର୍ଷ ବିଭିନ୍ନ ପ୍ରକଳ୍ପ ସକାଶେ ଜଙ୍ଗଲ ଜମିକୁ ଅଣଜଙ୍ଗଲ କିସମରେ ପରିଣତ କରିବା କାର୍ଯ୍ୟ ଦ୍ରୁତଗତିରେ ଆଗେଇ ଚାଲିଛି। ବିଭିନ୍ନ ପ୍ରକଳ୍ପ ପାଇଁ ଗତ କିଛି ବର୍ଷ ମଧ୍ୟରେ…

୩ ମାସ ଗୁରୁତ୍ୱପୂର୍ଣ୍ଣ: ଡିଏମ୍‌ଇଟି

ଭୁବନେଶ୍ୱର,୧୮।୯(ବ୍ୟୁରୋ): ଆରମ୍ଭ ହୋଇଛି ପାର୍ବଣ ଋତୁ। ୩ ମାସ ଦୋକାନ ବଜାରରେ ଲୋକଙ୍କ ଭିଡ଼ ଅଧିକ ହେବ। ତେଣୁ ଏହି ସମୟରେ ପୁଣିଥରେ ସଂକ୍ରମଣ ବଢ଼ିବ ବୋଲି ଆଶଙ୍କା କରାଯାଉଛି। ତେଣୁ ଏହି ୩ ମାସ ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ ବୋଲି…

ଷ୍ଟେଟ୍‌ ସ୍କେଲ୍‌ ଅଧ୍ୟାପକ ଆଇଏଏସ୍‌ ଅଫିସର ହେବେ

ଭୁବନେଶ୍ୱର,୧୮ା୯(ବ୍ୟୁରୋ): ରାଜ୍ୟ ହାର ଦରମାପ୍ରାପ୍ତ(ଷ୍ଟେଟସ୍‌ ସ୍କେଲ୍‌ ଅଫ୍‌ ପେ) ଅଧ୍ୟାପକମାନେ ଆଇଏଏସ୍‌ ଅଫିସର ର଼୍ୟାଙ୍କ୍‌କୁ ପଦୋନ୍ନତି ପାଇବେ। ଓଡ଼ିଶା ଶିକ୍ଷା ସେବା(ଓଇଏସ୍‌)କୁ ନନ୍‌ ଷ୍ଟେଟ ସିଭିଲ ସର୍ଭିସ ତାଲିକାରେ ସାମିଲ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସାଧାରଣ ପ୍ରଶାସନ ବିଭାଗକୁ ଚିଠି…

ମୋଦିଙ୍କୁ ଉପହାର ଦେଲେ ଓଡ଼ିଆ ଝିଅ

ଭୁବନେଶ୍ୱର,୧୭।୯: ନରେନ୍ଦ୍ର ମୋଦିଙ୍କ ୭୧ ତମ ଜନ୍ମଦିନ ଅବସରରେ ଓଡ଼ିଶାର ଚିତ୍ରଶିଳ୍ପୀ ପ୍ରିୟଙ୍କା ଭେଟି ଦେଇଛନ୍ତି ଏକ ନିଆରା ଉପହାର। ସେ ୮ ଫୁଟ ଉଚ୍ଚତା ଓ ୪ ଫୁଟ୍‌ ଓସାରରେ ମୋଦିଙ୍କର ଏକ ଚିତ୍ର ଆଙ୍କିଛନ୍ତି। ସେହି ଚିତ୍ରରେ ସେ…

ସୈନିକ ସ୍କୁଲରେ ହେବ ୧୦୦ ବେଡ୍‌ ଛାତ୍ରୀ ନିବାସ

ଭୁବନେଶ୍ୱର,୧୭।୯(ବ୍ୟୁରୋ): ଭୁବନେଶ୍ୱର ସୈନିକ ସ୍କୁଲରେ ପ୍ରାଥମିକ ପର୍ଯ୍ୟାୟରେ ୧୦ ଜଣ ଛାତ୍ରୀଙ୍କୁ ନାମ ଲେଖାର ସୁଯୋଗ ମିଳିଛି। ଆଗମୀ ଦିନରେ ଏହି ସଂଖ୍ୟା ବଢ଼ିପାରେ। ସ୍କୁଲ ପାଇଁ ୧୦୦ ବେଡ୍‌ ବିଶିଷ୍ଟ ଛାତ୍ରୀ ନିବାସ ପାଇଁ ଅନୁମୋଦନ ମିଳି ସାରିଛି। ଏ…

୧୮ରୁ ପୁଣି ବର୍ଷା: ୨୦,୨୧ ଛେଚିବ

ଭୁବନେଶ୍ବର,୧୭।୯: ପୂର୍ବକେନ୍ଦ୍ରୀୟ ଓ ଉତ୍ତରପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗବ ୧ବ ଓ ୧୩ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା ହୋଇଥିଲା। ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ସୃଷ୍ଟି ହୋଇଥିଲା ବନ୍ୟା ପରିସ୍ଥିତି। ଏବେ ପରିସ୍ଥିତ ନ ସୁଧୁରୁଣୁ…

୫ ଦିନ ବନ୍ଦ ରହିବ ଭୁବନେଶ୍ୱର ସବ-କଲେକ୍ଟର ଓ ତହସିଲ କାର୍ଯ୍ୟାଳୟ

ଭୁବନେଶ୍ୱର,୧୭।୯: ଭୁବନେଶ୍ୱର ସବ-କଲେକ୍ଟର ଓ ତହସିଲ କାର୍ଯ୍ୟାଳୟକୁ ୫ ଦିନ ପାଇଁ ବନ୍ଦ କରାଯାଇଛି। ଶୁକ୍ରବାରଠାରୁ ୨୧ ତାରିଖ ଯାଏ ଉଭୟ କାର୍ଯ୍ୟାଳୟ ବନ୍ଦ ରହିବ। ଉଭୟ କାର୍ଯ୍ୟାଳୟରୁ ୫ ଜଣ ପଜିଟିଭ୍‌ ଚିହ୍ନଟ ପରେ ଏହି ପଦକ୍ଷେପ ନିଆଯାଇଥିବା ସବ-କଲେକ୍ଟର…

ଆଜି ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୧୨୨କୁ ବୃଦ୍ଧି

ଭୁବନେଶ୍ୱର,୧୭ା୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୪ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୧୨୨କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି। ଆଜି…

ଗତ ଦଶନ୍ଧିରେ ଦାରିଦ୍ର୍ୟ ୨୪% କମିଛି

ଭୁବନେଶ୍ୱର,୧୭।୯(ବ୍ୟୁରୋ): ଶତ ପ୍ରତିଶତ ଗ୍ରାମୀଣ ଭିତ୍ତିଭୂମି ବିକାଶ ପାଣ୍ଠି ଅନ୍ତର୍ଗତ ପ୍ରକଳ୍ପଗୁଡ଼ିକର କାର୍ଯ୍ୟାନ୍ବୟନରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ବୋଲି ନାବାର୍ଡ ଅଧ୍ୟକ୍ଷ ଜି. ଆର୍‌. ଚିନ୍ତାଲା କହିଛନ୍ତି। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନଠାରେ…

ଯୁକ୍ତ ୩ ନାମଲେଖା ୧୮ ଯାଏ ବଢ଼ିଲା: ୨୩ରେ ଦ୍ୱିତୀୟ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ

ଭୁବନେଶ୍ୱର,୧୭।୯ (ବ୍ୟୁରୋ): ଯୁକ୍ତ ୩ ପ୍ରଥମ ପର୍ଯ୍ୟାୟ ନାମଲେଖା ଅବଧି ଦୁଇଦିନ ବୃଦ୍ଧି କରାଯାଇଛି। ଗତ ୧୩ ତାରିଖରୁ ୧୬ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ନାମଲେଖା ହେବାନେଇ ପୂର୍ବରୁ ଘୋଷଣା ହୋଇଥିଲା। ମାତ୍ର ଏହି ସମୟ ଭିତରେ ଲଘୁଚାପଜନିତ ଲଗାଣ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?