ଥମୁନି କରୋନା ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୭ ଜୀବନ
ଭୁବନେଶ୍ୱର,୧୨।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୪୭ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୩,୨୫୭କୁ ବୃଦ୍ଧି…
ରାଜ୍ୟରେ ୪ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୨।୬(ବ୍ୟୁରୋ): ଗତ ୧୦ ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ପ୍ରତିଦିନ ନୂଆ ଦୈନିକ ସଂକମ୍ରଣ ହ୍ରାସ ପାଉଛି। ଶୁକ୍ରବାର ରାଜ୍ୟରେ ୫ହଜାରରୁ ଉର୍ଦ୍ଧ୍ୱ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହି ସଂଖ୍ୟାରେ ହ୍ରାସ…
ପଶ୍ଚିମ ଓଡ଼ିଶାର ୧୧ ଜିଲାକୁ ୨୫ କୋଟି
ଭୁବନେଶ୍ୱର, ୧୨ା୬(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ୧୧ଟି ଜିଲାକୁ କୋଭିଡ୍ ପରିଚାଳନା ପାଇଁ ମିଳିଛି ୨୫ କୋଟି ଟଙ୍କାର ସ୍ବତନ୍ତ୍ର ସହାୟତା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍ଫରେନ୍ସରେ ଏହା ଘୋଷଣା କରିଛନ୍ତି। ଏଥିପୂର୍ବରୁ ଗତ ମାସରେ ପଶ୍ଚିମ ଓଡ଼ିଶାର ୧୧…
୪ ବର୍ଷର ପୁରୁଣା ଦାବି ଏବେ
ଭୁବନେଶ୍ୱର,୧୨ା୬(ବ୍ୟୁରୋ): ନିକଟରେ କେନ୍ଦ୍ର ସରକାର ଧାନ ସମେତ ୧୪ଟି ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍ଏସ୍ପି) ବୃଦ୍ଧି କରିଛନ୍ତି। ସାଧାରଣ ଧାନର କୁଇଣ୍ଟାଲ ପିଛା ଏମ୍ଏସ୍ପି ମାତ୍ର ୭୨ ଟଙ୍କା ବୃଦ୍ଧି କରାଯାଇଥିବାବେଳେ ଅଣଧାନ ଫସଲ ରାଶି, ବିରି, ଚିନାବାଦାମ, ଯଅ,…
୨୩ ଯାଏ ଝୁଲିଲା ଗ୍ଲୋବାଲ ଟେଣ୍ଡର
ଭୁବନେଶ୍ୱର,୧୨ା୬(ବ୍ୟୁରୋ): କରୋନା ମହାମାରୀ ସଂକ୍ରମଣ ରୋକିବାକୁ ଟିକା ହିଁ ଏକମାତ୍ର ବିକଳ୍ପ। ତେବେ ରାଜ୍ୟରେ ଟିକାକରଣ କାର୍ଯ୍ୟକ୍ରମ ଧିମେଇ ଯାଇଛି। ଦୈନିକ ମାତ୍ର ୫୦ରୁ ୬୦ ହଜାର ବ୍ୟକ୍ତିଙ୍କୁ ଟିକାକରଣ କରାଯାଇ ପାରୁଛି। ଆବଶ୍ୟକ ଟିକା ନ ଥିବାରୁ ଏହି କାର୍ଯ୍ୟ…
ଦ୍ୱିତୀୟ ଡୋଜ୍ ଅପେକ୍ଷାରେ ଥିବା ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଘୋଷଣା
ଭୁବନେଶ୍ୱର,୧୧।୬(ବ୍ୟୁରୋ): ପ୍ରଥମ ଡୋଜ ଟିକା ନେଇଥିବା ୧୮ରୁ ୪୪ବର୍ଷର ହିତାଧିକାରୀଙ୍କ ଟିକାକରଣକୁ ନେଇ ବିଏମ୍ସି ପକ୍ଷରୁ ଆବଶ୍ୟକ ପଦକ୍ଷେପ ନିଆଯାଇଛି। ଅବଧି ଶେଷ ହେଉଥିବାରୁ ଅଗ୍ରାଧିକାର ଭିତ୍ତିରେ ସେମାନଙ୍କୁ ଦ୍ୱିତୀୟ ଡୋଜ ଟିକା ପ୍ରଦାନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଗତ ମେ…
୧୮ରୁ ଊର୍ଦ୍ଧ୍ୱ ସମସ୍ତଙ୍କ ପାଇଁ ଆରମ୍ଭ ହେଲା ସ୍ଲଟ୍ ବୁକିଂ
ଭୁବନେଶ୍ୱର,୧୧।୬(ବ୍ୟୁରୋ): ଟିକାକରଣ ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଅନ୍ଲାଇନ୍ରେ ଆରମ୍ଭ ହୋଇଛି ସ୍ଲଟ୍ ବୁକିଂ। ୪୫ରୁ ଊର୍ଦ୍ଧ୍ୱ ବର୍ଗର ହିତାଧିକାରୀ ସେମାନଙ୍କ ପ୍ରଥମ ଓ ଦ୍ୱିତୀୟ ଡୋଜ୍ ଟିକାକରଣ ପାଇଁ ସ୍ଲଟ୍ ବୁକିଂ କରି ପାରିବେ। ଏନେଇ ଶୁକ୍ରବାର…
ଟିକା ନେଲେ ହୋମ୍ ଡେଲିଭରି ବୟ, ରେଷ୍ଟୁରାଣ୍ଟ କର୍ମଚାରୀ
ଭୁବନେଶ୍ୱର,୧୧।୬(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ବିଭିନ୍ନ ବର୍ଗର ଲୋକଙ୍କୁ ସ୍ବତନ୍ତ୍ର ବ୍ୟବସ୍ଥା କରି ଟିକାକରଣକୁ ତ୍ୱରାନ୍ବିତ କରାଯାଉଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ହୋମ୍ ଡେଲିଭରି ବୟଙ୍କ ଟିକାକରଣ ଆରମ୍ଭ କରାଯାଇଛି। ଗଜପତି ନଗର ସ୍ଥିତ ସପ୍ତମ ବାଟାଲିୟନ ୟୁପିଏମ୍ଇ ସ୍କୁଲରେ…
ବାହାରେ ପଡ଼ିଥିଲା ତାଲା: ଭିତରେ ଚାଲିଥିଲା ବେପାର; ଆଉ ତା’ ପରେ
ଭୁବନେଶ୍ୱର,୧୧।୬(ବ୍ୟୁରୋ): ଦୋକାନ ବାହାରେ ପଡ଼ିଥିଲା ତାଲା, ହେଲେ ଭିତରେ ଚାଲିଥିଲା ବେପାର। ଖବର ପାଇ ପହଞ୍ଚିଲା ପୋଲିସ। ପରେ ଦୋକାନ ହେଲା ସିଲ୍। ଏଭଳି ଏକ ଅଭାନୀୟ ଘଟଣା ଘଟିଛି ଭୁବନେଶ୍ୱରର ଝାରପଡ଼ା ଅଞ୍ଚଳରେ। ରଜ ପାଖେଇ ଆସୁଥିବାରୁ ଗ୍ରାହକଙ୍କୁ ଲୁଚାଛପାରେ…
ପଦ୍ମଶ୍ରୀ ପ୍ରଫେସର ରାଧାମୋହନ ଗଡ଼ନାୟକଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୧ା୬(ବ୍ୟୁରୋ): ପଦ୍ମଶ୍ରୀ ପ୍ରଫେସର ରାଧାମୋହନ ଗଡ଼ନାୟକଙ୍କ ଗୁରୁବାର ରାତିରେ ପରଲୋକ ହୋଇଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିବା ଜଣାପଡ଼ିଛି। ମୃତ୍ୟୁବେଳକୁ ତାଙ୍କୁ ୭୮ ବର୍ଷ ହୋଇଥିଲା। ସେ ବିଭିନ୍ନ ରୋଗରେ ପୀଡ଼ିତ ଥିଲେ। ତାଙ୍କ…
ଖୋଲା ରହିବ କୃଷି ଉପକରଣ ଦୋକାନ
ଭୁବନେଶ୍ୱର,୧୧।୬(ବ୍ୟୁରୋ): କୃଷି ଏବଂ କୃଷି ଆନୁଷଙ୍ଗିକ ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକ ସାଧାରଣ ସମୟ ଭଳି ଖୋଲା ରହିବ। ଉଭୟ ଲକ୍ଡାଉନ ଏବଂ ଶଟ୍ଡାଉନ ସମୟରେ ବିହନ, ସାର, କୃଷି ଉପକରଣ ଏବଂ କୃଷି ଯନ୍ତ୍ରପାତି ଦୋକାନ ସାଧାରଣ ସମୟ ଭଳି ଖୋଲା ରହିବ।…
ବର୍ଷକରେ ୫ଗୁଣା ବଢ଼ିଲା ଲୁହାପଥର ମୂଲ୍ୟ
ଯାଜପୁର ଅଫିସ,୧୧।୬: ଲୁହାପଥର ଅଭାବ ଓ ଅହେତୁକ ମୂଲ୍ୟବୃଦ୍ଧି ଯୋଗୁ ରାଜ୍ୟରେ ଗଢ଼ିଉଠିଥିବା ଇସ୍ପାତ୍ କାରଖାନାଗୁଡିକ ବନ୍ଦ ହେବା ଆଶଙ୍କା ସୃଷ୍ଟି ହୋଇଛି। ଗତ ବର୍ଷକ ମଧ୍ୟରେ ଲୁହାପଥର ଦର ପ୍ରାୟ ୫ ଗୁଣାରୁ ଅଧିକ ବଢ଼ିଛି। କରୋନା ମହାମାରୀ ପ୍ରଭାବରେ…
Archives


