ନକଲି ଡାକ୍ତରଙ୍କ କ୍ଲିନିକ୍ରେ ଚଢ଼ାଉ
ଭୁବନେଶ୍ୱର,୧୧।୬(ବ୍ୟୁରୋ): ଲାଇସେନ୍ସ କିମ୍ବା ଡାକ୍ତରୀ ଶିକ୍ଷାଗତ ଯୋଗ୍ୟତା ନାହିଁ। ତଥାପି ଘରେ ହୋମିଓପାଥିକ କ୍ଲିନିକ୍ ଖୋଲି ଔଷଧ ଦେବା ସହ ରୋଗୀଙ୍କ ଚିକିତ୍ସା କରୁଛନ୍ତି। କରୋନାକୁ ନେଇ ଲୋକେ ଆତଙ୍କ ଓ ଆଶଙ୍କା ଭିତରେ ରହୁଥିବାବେଳେ ‘ଷ୍ଟପ୍ କରୋନା’ ନାମକ ଔଷଧ…
ଘରେ ରହି ରଜ ପାଳନ କରନ୍ତୁ: ଏଡିଜି
ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ ଲକ୍ଡାଉନ ଓ ଶଟ୍ଡାଉନ ଭଳି କଟକଣାକୁ ଦୃଢ଼ ଭାବେ ପାଳନ କରାଯାଉଥିବାରୁ କୋଭିଡ୍ ସଂକ୍ରମଣରେ ହ୍ରାସ ଘଟୁଛି। ଆଗକୁ ରଜ ପର୍ବ ଆସୁଛି। ତେଣୁ ଜନସାଧାରଣ ବାହାରକୁ ନ ବାହାରି ନିଜ ଘରେ ରହି ରଜ ପାଳନ କରନ୍ତୁ…
ଥମୁନି ମୃତ୍ୟୁ ସଂଖ୍ୟା: ଦିନକରେ କରୋନା ନେଲା ୪୩ ଜୀବନ
ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନାରେ ୪୩ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୨୧୦ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ରାଜ୍ୟରେ ଆଜି ୫,୨୩୫ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୫,୨୩୫କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୨୯୫୭ ଜଣ କ୍ୱାରାଣ୍ଟାଇନ୍ରେ ଥିଲେ। ବାକି ୨୨୭୮ଟି ହେଉଛି…
ଟ୍ରିବ୍ୟୁନାଲ ଅବଧି ଆଉ ୨ ବର୍ଷ ବଢ଼ିଲା
ଭୁବନେଶ୍ୱର,୧୧ା୬(ବ୍ୟୁରୋ):ମହାନଦୀ ଜଳ ବିବାଦ ସମାଧାନ ପାଇଁ ଗଠିତ ଟ୍ରିବ୍ୟୁନାଲର ଅବଧି ଆଉ ୨ ବର୍ଷ ପାଇଁ ବୃଦ୍ଧି କରାଯାଇଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ର ସରକାର ୨୦୧୮ ମାର୍ଚ୍ଚ ୧୨ ତାରିଖରେ ଏହି ଟ୍ରିବ୍ୟୁନାଲ ଗଠନ କରିଥିଲେ। ୩ ବର୍ଷ ଧାର୍ଯ୍ୟ ସମୟ…
ଛେଚିବ ୩ ଦିନ
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଗୁରୁବାର ଓଡ଼ିଶାକୁ ପ୍ରବେଶ କରିଛି। ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, ଗଜପତି, ଗଞ୍ଜାମ, ଜିଲାକୁ ମୌସୁମୀ ସମ୍ପୂର୍ଣ୍ଣ ଏବଂ ବରଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଏବଂ…
ଭୁବନେଶ୍ୱରରେ ୪୫୯ ସ୍ଥାନୀୟ ସଂକ୍ରମଣ
ଭୁବନେଶ୍ୱର,୧୦।୬: ରାଜଧାନୀ ଭୁବନେଶ୍ୱରରେ ଚିନ୍ତା ବଢାଉଛି ସ୍ଥାନୀୟ ସଂକ୍ରମଣ। ଗୁରୁବାର ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ୫୬୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୧୩୫ ସୁସ୍ଥ ହୋଇଛନ୍ତି। ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟ କ୍ୱାରେଣ୍ଟାଇନରୁ ୧୦୯ଜଣ ଥିବା ବେଳେ…
ଏମ୍ସରେ ଲାଗିବ ଏକ୍ମୋ ମେଶିନ
ଭୁବନେଶ୍ୱର,୧୦।୬: ଭୁବନେଶ୍ୱର ସ୍ଥିତ ଏମ୍ସ ହସ୍ପିଟାଲରେ ଲାଗିବ ୨ଟି ଏକ୍ମୋ ମେଶିନ। ଜୁନ ଶେଷ ସୁଦ୍ଧା ଏହି ମେଶିନ ଲାଗିବ। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଏମ୍ସ ଅଧ୍ୟକ୍ଷକ ସଚ୍ଚିଦାନନ୍ଦ ମହାନ୍ତି। ଏକ୍ମୋ ମେଶିନ ପରିଚାଳନା ପାଇଁ ଏମ୍ସ ପକ୍ଷରୁ ଟେକ୍ନିସିଆନ…
‘ୟାସ୍’ ପ୍ରଭାବିତ ଚାଷୀଙ୍କ ପାଇଁ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ରାଜ୍ୟରେ ବାତ୍ୟା ‘ୟାସ୍’ ଅନେକ କ୍ଷତି ଘଟାଇଥିଲା। ଏହି ବାତ୍ୟାରେ ୩୩ ପ୍ରତିଶତ ବା ଅଧିକ କ୍ଷତି ହୋଇଥିବା ଆକଳନ କରାଯାଇଥିଲା। ତେବେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାଷୀଙ୍କ ପାଇଁ ସହାୟତା ପ୍ୟାକେଜ୍ ଘୋଷଣା କରିଛନ୍ତି। ଅଣଜଳସେଚିତ ଅଞ୍ଚଳରେ…
ଓଡ଼ିଶା ଛୁଇଁଲା ମୌସୁମୀ
ଭୁବନେଶ୍ୱର,୧୦।୬(ବ୍ୟୁରୋ): ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ମୌସୁମୀ ଛୁଇଁବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆଗାମୀ ୪୮ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ଛୁଇଁବ ମୌସୁମୀ। ଏଥିପାଇଁ ସ୍ଥିତି ଅନୁକୂଳ ରହିଥିବା ବେଳେ ଗୁରୁବାରଠାରୁ ବର୍ଷା…
ଆଉ ୩ ସ୍ଥାନରେ ଡ୍ରାଇଭ୍ ଇନ୍ ଭାକ୍ସିନେଶନ
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଡ୍ରାଇଭ୍ ଇନ୍ ଭାକ୍ସିନେଶନର ସୁଫଳ ମିଳିବା ପରେ ଆଉ ୩ଟି ସ୍ଥାନରେ ଏଭଳି ଟିକାକରଣ କରିବାକୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ବ୍ୟବସ୍ଥା କରିଛି। ଉକ୍ତ ସ୍ଥାନଗୁଡ଼ିକ ହେଲା ପୋଖରୀପୁଟସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ-୬, ପଟିଆସ୍ଥିତ ସିଲିକନ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି…
୨୧ରୁ ସ୍କୁଲପିଲାଙ୍କୁ ୟୁଟ୍ୟୁବ୍ ଲାଇଭ୍ କ୍ଲାସ୍
ଭୁବନେଶ୍ୱର, ୧୦ା୬(ବ୍ୟୁରୋ): ଆସନ୍ତା ୨୧ ତାରିଖରୁ ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ୟୁଟ୍ୟୁବ୍ ଲାଇଭ୍ କ୍ଲାସ୍ ଆରମ୍ଭ ହେବ। ଖୋର୍ଦ୍ଧା, ବଲାଙ୍ଗୀର, କଟକ, କେନ୍ଦ୍ରାପଡ଼ା, ଗଞ୍ଜାମ, କୋରାପୁଟ, ପୁରୀ, ଢେଙ୍କାନାଳ, ସୁନ୍ଦରଗଡ଼, ନୟାଗଡ଼, ଭଦ୍ରକ, ବାଲେଶ୍ୱର, ସମ୍ବଲପୁର ଆଦି ୧୩ ଜିଲାରେ ଏହି…
Archives


