ମେଟ୍ରୋ

‘କୋଭିଡ୍‌ ମୃତ୍ୟୁ ତଥ୍ୟ ଏପଟସେପଟ କରୁଛନ୍ତି ରାଜ୍ୟ ସରକାର’

ଭୁବନେଶ୍ୱର,୧୪।୯(ବ୍ୟୁରୋ): ଜୁଲାଇ ପ୍ରଥମ ସପ୍ତାହରେ ରାଜ୍ୟ ସରକାର ବଳକା କୋଭିଡ୍‌ ମୃତ୍ୟୁର ଘୋଷଣା ଆରମ୍ଭ କଲେ। ଦୈନିକ ୩୦ରୁ ୪୦ ଭିତରେ ସୀମିତ ରହୁଥିବା କୋଭିଡ୍‌ ମୃତ୍ୟୁ ସଂଖ୍ୟା ହଠାତ୍‌ ବୃଦ୍ଧି ପାଇ ୬୦ ଅତିକ୍ରମ କରିଥିଲା। ସରକାରଙ୍କ ଯୁକ୍ତି ଥିଲା,…

୪୮ ଘଣ୍ଟା ପରେ ବି ପତ୍ତା ପାଉନି ପୋଲିସ

ଭୁବନେଶ୍ୱର,୧୪।୯(ବ୍ୟୁରୋ): ଶନିବାର ରାତିରେ ଜଣେ ଡେଲିଭରି ବୟଙ୍କୁ ଦୁର୍ବୃତ୍ତମାନେ ଅପହରଣ କରିନେଇଥିବା ଧଉଳି ଥାନାରେ ଅଭିଯୋଗ ହୋଇଥିଲା। ପୋଲିସ ମାମଲା ରୁଜୁ କରି ତଦନ୍ତ କରୁଥିବା ବେଳେ ଘଟଣାକୁ ୪୮ ଘଣ୍ଟା ବିତିଛି। ହେଲେ ଅପହରଣ ହୋଇଥିବା ପତିତପାବନ ପୃଷ୍ଟିଙ୍କୁ ପୋଲିସ…

ବାଉଁଶରେ ପିଟି ମାରିଥିଲେ

ଭୁବନେଶ୍ୱର,୧୪।୯(ବ୍ୟୁରୋ): ରାଜଧାନୀର ନିଶାମୁକ୍ତି କେନ୍ଦ୍ର କୃପା ଫାଉଣ୍ଡେଶନରେ ଘଟିଥିବା ହତ୍ୟା ଘଟଣାର ଦୀର୍ଘ ଏକ ମାସ ପରେ କମିଶନରେଟ ପୋଲିସ ପରଦା ଉଠାଇଛି। ଅଗଷ୍ଟ ୫ରେ ଜଗତ୍‌ସିଂହପୁର ଥାନା ଅଧୀନ ଜୋତ ଗ୍ରାମର ତ୍ରିନାଥ ସେଠୀଙ୍କୁ ଶହୀଦନଗର ଥାନା ଅନ୍ତର୍ଗତ ପାଣ୍ଡରାସ୍ଥିତ…

ବନ୍ୟପ୍ରାଣୀଙ୍କ ସୁରକ୍ଷା ଉପରେ ଗୁରୁତ୍ୱ

ଭୁବନେଶ୍ୱର,୧୪।୯(ବ୍ୟୁରୋ): ରାଜ୍ୟରେ ଲଗାଣ ବର୍ଷା ଯୋଗୁ ବନ୍ୟପ୍ରାଣୀଙ୍କ ସୁରକ୍ଷା ଲାଗି ବନ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ବର୍ଷା ଯୋଗୁ ବନ୍ୟ ଜନ୍ତୁଙ୍କର ଯେପରି କ୍ଷତି ନ ହୁଏ, ସେଥିଲାଗି ପ୍ରସ୍ତୁତ ରହିବା ପାଇଁ ପୁରୀ, ଜଗତ୍‌ସିଂହପୁର ଓ କେନ୍ଦ୍ରାପଡ଼ା…

୨୭ରେ ଭାରତ ବନ୍ଦ ପାଇଁ ପ୍ରସ୍ତୁତି

ଭୁବନେଶ୍ୱର,୧୪।୯(ବ୍ୟୁରୋ): ସଂଯୁକ୍ତ କିଷାନ୍‌ ମୋର୍ଚ୍ଚା ତରଫରୁ ଆସନ୍ତା ୨୭ ତାରିଖରେ ଭାରତ ବନ୍ଦ ଡାକରା ଦିଆଯାଇଛି। ଓଡିଶାରେ ଏହାକୁ ସଫଳ କରିବା ପାଇଁ ବିଭିନ୍ନ ଗଣ ସଙ୍ଗଠନକୁ ନେଇ ସୋମବାର ସ୍ଥାନୀୟ ଲୋହିଆ ଏକାଡେମୀଠାରେ ଏକ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ…

ପୁରୀରେ ୮୭, ଭୁବନେଶ୍ୱରରେ ୬୩ ବର୍ଷର ରେକର୍ଡ ଭାଙ୍ଗିଲା

ଭୁବନେଶ୍ୱର,୧୪।୯(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତ(ଡିପ୍‌ ଡିପ୍ରେସନ)ରେ ପରିଣତ ହେବା ଯୋଗୁ ଗତ ଦୁଇଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ଲଗାଣ ବର୍ଷା ଯୋଗୁ ଜନଜୀବନ ପ୍ରଭାବିତ ହୋଇଛି। ଘରୁ ବାହାରିବା ମଧ୍ୟ…

ଲଗାଣ ବର୍ଷାରେ ଗଲା ୪ ଜୀବନ: ୧୧ ଜିଲାର ୨୦ ଲକ୍ଷ ଲୋକ ପ୍ରଭାବିତ

ଭୁବନେଶ୍ୱର,(ବ୍ୟୁରୋ)ଡେରାବିଶ/ ପାଟକୁରା/ ନିରାକାରପୁର/ ନିଶ୍ଚିନ୍ତକୋଇଲି (ସ୍ବ.ପ୍ର./ଡି.ଏନ୍‌.ଏ.),୧୪।୯: ଲଘୁଚାପ ଜନିତ ବର୍ଷା ଶନିବାର ରାତିରୁ ରାଜ୍ୟରେ ଲାଗି ରହିଛି। ରାଜ୍ୟର ୧୧ ଜିଲା ପ୍ରଭାବିତ ହୋଇଛି। ବିଶେଷକରି ଉପକୂଳ ଓଡ଼ିଶା ଜିଲାଗୁଡ଼ିକରେ ଏହାର ପ୍ରଭାବ ବିଶେଷମାତ୍ରାରେ ଦେଖିବାକୁ ମିଳିଛି। ଉପକୂଳ ଜିଲାର ବିଭିନ୍ନ…

ପୁଣି ଏକ୍‌ମୋ ଚିକିତ୍ସାବେଳେ ଗଲା ଜୀବନ

କଟକ ଅଫିସ, ୧୩।୯: ଏସ୍‌ସିବି ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲର ଏକ୍‌ମୋ ସପୋର୍ଟରେ ଚିକିତ୍ସାଧୀନ ଥିବା ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲାର ଜ୍ୟୋତିର୍ମୟୀ ପଣ୍ଡା(୩୮)। ଏସ୍‌ସିବିରେ ଏହା ଦ୍ୱିତୀୟ ଏକ୍‌ମୋ ମୃତ୍ୟୁ ବୋଲି ଡାକ୍ତରଖାନା ସୂତ୍ରରୁ…

ବିଏମ୍‌ସିର ବିନା ଅନୁମତିରେ ଚାଲିଥିଲା ପ୍ରଦର୍ଶନୀ

ଭୁବନେଶ୍ୱର,୧୩।୯(ବ୍ୟୁରୋ): ବିଏମ୍‌ସିର ବିନା ଅନୁମତିରେ ଆୟୋଜନ ହେଉଥିଲା ପ୍ରଦର୍ଶନୀ । ଏନେଇ ଜୟଦେବ ବିହାର ସ୍ଥିତ ତିରୁମାଳା ତିରୁପତି ଦେବସ୍ଥାନମ୍‌ କଲ୍ୟାଣ ମଣ୍ଡପକୁ ବିଏମ୍‌୍‌ସି ପକ୍ଷରୁ ସିଲ୍‌ କରାଯାଇଛି। ସମ୍ପୃକ୍ତ ମଣ୍ଡପରେ ସିଲ୍‌ ଇଣ୍ଡିଆ ପକ୍ଷରୁ ବସ୍ତ୍ର ପ୍ରଦର୍ଶନୀ ଆୟୋଜନ କରାଯାଉଥିଲା।…

ଅରିଜିନାଲ ମାର୍କସିଟ୍‌ ବିନା ଏଥର କରିହେବ +୩ ଆଡମିଶନ

ଭୁବନେଶ୍ୱର,୧୩।୯(ବ୍ୟୁରୋ) : ଏଥର +୨ ଅରିଜିନାଲ ମାର୍କସିଟ୍‌ ଓ ମାଇଗ୍ରେଶନ ସାର୍ଟିଫିକେଟ ବିନା +୩ ଆଡମିଶନ କରିପାରିବେ ଛାତ୍ରୀଛାତ୍ର। କରୋନା ଯୋଗୁ ଡାଉନଲୋଡ୍‌ ମାର୍କସିଟ୍‌ରେ ଏଥର ଆଡମିଶନ କରି ହେବ ବୋଲି ଶିକ୍ଷା ପକ୍ଷରୁ ସୂଚନା ମିଳିଛି। ଅଣ୍ଡରଟେକିଂ ନେଇ ଆଡମିଶନ…

ସ୍ଥଳଭାଗ ଛୁଇଁଲା ଅବପାତ, ପ୍ରବଳ ବର୍ଷା ଜାରି

ଭୁବନେଶ୍ବର,୧୩।୯: ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଅବପାତ(ଡିପ୍‌ ଡିପ୍ରେସନ) ସୋମବାର ସ୍ଥଳଭାଗ ଛୁଇଁଛି। ଏହା ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି। ଆଗାମୀ ୪୮ ଘଣ୍ଟାରେ ଏହା ଆଭ୍ୟନ୍ତରୀଣ ଓଡ଼ିଶା, ଉତ୍ତର ଛତିଶଗଡ଼, ମଧ୍ୟପ୍ରଦେଶ ଆଡ଼କୁ ଗତି କରିବ। ଏହାର ପ୍ରଭାବର ଓଡ଼ିଶାର…

୧୭ରୁ ପୁଣି ବର୍ଷା!

ଭୁବନେଶ୍ୱର,୧୩।୯(ବ୍ୟୁରୋ): ରାଜ୍ୟରେ ରବିବାରଠାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି। ତେବେ ୧୭ରୁ ପୁଣି ବର୍ଷା ହୋଇପାରେ ବୋଲି ସୋମବାର ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ୧୭ ତାରିଖ ପାଖାପାଖି ଉତ୍ତର ବଙ୍ଗୋପ ସାଗରରେ ଆଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?