ମେଟ୍ରୋ

ଆକ୍ରାନ୍ତ ପିଲାଙ୍କଠାରେ ଏମ୍‌ଆଇ ସିଣ୍ଡ୍ରୋମ୍‌

ଭୁବନେଶ୍ୱର,୧୦।୯ (ବ୍ୟୁରୋ):ସମ୍ଭାବ୍ୟ ତୃତୀୟ ଲହରରେ ଶିଶୁ ଓ କିଶୋରଙ୍କୁ ରେଡ୍‌ ଜୋନ୍‌ରେ ରଖାଯାଇଛି। ପିଲାମାନେ ଅଧିକ ସଂକ୍ରମିତ ହେବେ ବୋଲି ଆକଳନ କରାଯାଉଛି। ତେବେ ଏବେଠୁ ଏମାନଙ୍କଠାରେ ସଂକ୍ରମଣ ବୃଦ୍ଧି ପାଉଥିବାବେଳେ ଏମ୍‌ଆଇ (ମଲ୍ଟିସିଷ୍ଟମ୍‌ ଇନ୍‌ଫ୍ଲାମେଟୋରି) ସିଣ୍ଡ୍ରୋମ୍‌ ଚିନ୍ତା ବଢ଼ାଇଛି। କରୋନାରୁ…

ରାତାରାତି ବ୍ୟବଚ୍ଛେଦକୁ ନେଇ ବିବାଦ

କଟକ ଅଫିସ, ୧୦ା୯:ଏସ୍‌ସିବି ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ଚିକିତ୍ସାରେ ଅବହେଳା ଓ ସ୍ବାସ୍ଥ୍ୟ ସଚିବଙ୍କ ନିର୍ଦ୍ଦେଶ ସତ୍ତ୍ୱେ ଡାକ୍ତର ଚିକିତ୍ସା ନ କରାଇ ଘରକୁ ଫେରାଇ ଦେବା ଘଟଣାରେ ଅତିଷ୍ଠ ହୋଇ ଜଗତ୍‌ସିଂହପୁର ଜିଲା କୁଜଙ୍ଗ ଅଞ୍ଚଳର ଦୁଷ୍ମନ୍ତ ଦାସ…

ଶେଷ ହେଲା ମୌସୁମୀ ଅଧିବେଶନ

ଭୁବନେଶ୍ୱର, ୧୦ା୯ (ବ୍ୟୁରୋ): ଷୋଡ଼ଶ ବିଧାନସଭାର ସପ୍ତମ ଅଧିବେଶନ ଗୁରୁବାର ଶେଷ ହୋଇଛି। ଏହି ଅଧିବେଶନ ସେପ୍ଟେମ୍ବର ୧ ତାରିଖରୁ ଆରମ୍ଭ ହୋଇଥିଲା। ଏଥିରେ ମୋଟ୍‌ ୮ଟି କାର୍ଯ୍ୟ ଦିବସ ମଧ୍ୟରୁ ୭ଟି ସରକାରୀ ଓ ଗୋଟିଏ ବେସରକାରୀ ଦିବସ ରହିଥିଲା।…

ଓବିସିଙ୍କୁ ହାତେଇବାକୁ କସରତ

ଭୁବନେଶ୍ୱର,୧୦ା୯(ବ୍ୟୁରୋ):ଅନ୍ୟାନ୍ୟ ପଛୁଆ ବର୍ଗ (ଓବିସି)ଙ୍କୁ ନେଇ ଜାତୀୟ ଓ ରାଜ୍ୟସ୍ତରରେ ରାଜନୀତି ସରଗରମ ହୋଇଛି। ଆସନ୍ତା ପୌର ଓ ପଞ୍ଚାୟତ ନିର୍ବାଚନରେ ଓବିସି ଭୋଟ ହାତେଇବାକୁ ବିଭିନ୍ନ ରାଜନୈତିକ ଦଳ କସରତ ଆରମ୍ଭ କରିଛନ୍ତି। ଜାତିଭିତ୍ତିକ ଜନଗଣନା ପାଇଁ ବିଭିନ୍ନ ରାଜ୍ୟ…

ପ୍ରକାଶ ପାଇଲା ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ଫଳ

ଭୁବନେଶ୍ୱର,୯।୯: ଓଡ଼ିଶା ସିଭିଲି ସର୍ଭିସ-୨୦୧୯ ମେନ ପରୀକ୍ଷା ଫଳ ଗୁରୁବାର ପ୍ରକାଶ ପାଇଛି। ଏନେଇ ଲୋକସେବା ଆୟୋଗ(ଓପିଏସସି)ଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏଥିରେ ୩୦୭ଜଣ ପ୍ରାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି । କୃତକାର୍ଯ୍ୟ ହୋଇଥିବା ପ୍ରାର୍ଥୀଙ୍କ ଆସନ୍ତା ୨୨ତାରିଖରୁ ଡକ୍ୟୁମେଣ୍ଟ ଯାଞ୍ଚ ଓ…

ପ୍ରକାଶ ପାଇଲା ପ୍ରଥମ ପର୍ଯ୍ୟାୟ ଯୁକ୍ତ ୩ କଟ୍‌ଅଫ୍‌ ମାର୍କ

ଭୁବନେଶ୍ୱର,୯।୯(ବ୍ୟୁରୋ): ଚଳିତ ବର୍ଷର ଯୁକ୍ତ ୩ ନାମଲେଖା ପାଇଁ ଗୁରୁବାର କଟ୍‌ ଅଫ୍‌ ମାର୍କ ପ୍ରକାଶ ପାଇଛି। ଏହି ତାଲିକାରେ ସବୁଠୁ ଆଗରେ ରହିଛି ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟ। ଭୂଗୋଳରେ କଟ୍‌ଅଫ୍‌ ମାର୍କ ୯୫.୨୦ ଥିବାବେଳେ, ପଦାର୍ଥ ବିଜ୍ଞାନରେ ୯୬.୪୦, ପ୍ରାଣୀ…

ବଢୁଛି ସଂକ୍ରମଣ, ଚିନ୍ତାରେ ଅଭିଭାବକ

ଭୁବନେଶ୍ୱର,୯।୯(ବ୍ୟୁରୋ) ରାଜ୍ୟରେ ଦୈନିକ ସଂକ୍ରମଣ ଏବେ ହଜାରେ ତଳକୁ ରହୁଥିବା ବେଳେ, ପିଲାଙ୍କ ସଂକ୍ରମଣ ଚିନ୍ତା ବଢାଇବାରେ ଲାଗିଛି। ଦୈନିକ ଶହେରୁ ଊର୍ଦ୍ଧ୍ୱ ଶିଶୁ ଓ କିଶୋର ଚିହ୍ନଟ ହେଉଛନ୍ତି। ବୁଧବାର ରାଜ୍ୟରୁ ୧୮ବର୍ଷରୁ କମ୍‌ ୧୦୨ଜଣ ସଂକ୍ରମିତ ହୋଇଥିବାବେଳେ ଗତ…

ପ୍ରକାଶ ପାଇବ ଯୁକ୍ତ ୩ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା

ଭୁବନେଶ୍ୱର,୯।୯ (ବ୍ୟୁରୋ) : ଗୁରୁବାର ଅପରାହ୍ନ ୪ଟାରେ ଯୁକ୍ତ ୩ ଆଡମିଶନ ପାଇଁ ପ୍ରଥମ ପଯର୍‌ୟାୟ ମେଧା ତାଲିକା ପ୍ରକାଶ ପାଇବ। ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅଫିସିଆଲ ଓ୍ବେବସାଇଟର ସୂଚନା ଅନୁଯାୟୀ, ଏହି ତାଲିକା ଷ୍ଟୁଡେଣ୍ଟ ଏକାଡେମିକ୍‌…

ବିରୋଧୀଙ୍କ ହଟ୍ଟଗୋଳ: ଅପରାହ୍ନ ୪ଟା ପର୍ଯ୍ୟନ୍ତ ବିଧାନସଭା ମୁଲତବୀ

ଭୁବନେଶ୍ୱର,୯ା୯(ବ୍ୟୁରୋ): ଗୁରୁବାର ମୌସୁମୀ ଅଧିବେଶନର ଶେଷଦିନ। ତଥାପି ସ୍ବାଭାବିକ ଭାବେ ଚାଲିପାରୁନି ଗୃହକାର୍ଯ୍ୟ। ଆଜି ପ୍ରଶ୍ନକାଳ ଆରମ୍ଭରୁ ଦୁଷ୍ମନ୍ତ ମୃତ୍ୟୁ ଏବଂ ଖଣି ଦୁର୍ନୀତି ପ୍ରସଙ୍ଗ ଉଠାଇ ହୋ-ହଲ୍ଲା କରିଥିଲେ ବିରୋଧୀ। ବାଚସ୍ପତିଙ୍କ ପୋଡିୟମ ତଳେ ଉଭୟ ଭାଜପା ଏବଂ କଂଗ୍ରେସର…

ଆଜି କରୋନା ନେଲା ୮ ଜୀବନ

ଭୁବନେଶ୍ୱର,୯।୯(ବ୍ୟୁରୋ):ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୮ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଖ୍ୟା ୮,୦୭୮ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଆଜି ୧୧୭ ପିଲା କାରୋନା ଆକ୍ରାନ୍ତ

ଭୁବନେଶ୍ୱର,୯।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୧୧୭ ଜଣ ଅଛନ୍ତି। ଏହି ୭୭୧ଜଣଙ୍କ ମଧ୍ୟରୁ ୪୪୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୩୧୬ଟି ହେଉଛି…

ଆତ୍ମହତ୍ୟା ଉଦ୍ୟମ କରିଥିବା ଯୁବକଙ୍କ ଗଲା ଜୀବନ

କଟକ ଅଫିସ୍‌,୮।୯: ବିଧାନସଭା ଆଗରେ ବୁଧବାର ହାତ କାଟି, ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବା ଯୁବକଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ସେ ହେଲେ ଜଗତସିଂହପୁର ଜିଲା କୁଜଙ୍ଗର ଦୁଷ୍ମନ୍ତ ଦାସ । ସେ କଟକ ଏସ୍‌ସିବି ମେଡିକାଲରେ ଚିକିତ୍ସିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?